ଯାଜପୁର

୨୧ ନୁହେଁ ୨୫ରେ ନଗଡ଼ା ଆସିବେ ଲୋକାୟୁକ୍ତ ପ୍ରତିନିଧିଦଳ

ଯାଜପୁର ଅଫିସ, ୪।୩: ଯାଜପୁର ଜିଲା ନଗଡ଼ାର ବିକାଶରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଓଡ଼ିଶା ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏନେଇ ଏଲ୍‌ଓ୍ବାଇ କେସ୍‌ ନଂ.୪୫୫/୨୦୧୯ରେ ଏକ ମାମଲା ରୁଜୁ ହୋଇଥିଲା। ଉକ୍ତ ମାମଲାର ତଦନ୍ତ କରିବା ପାଇଁ...

ନଳକୂପ ନିକଟରେ ଅଳିଆ ପକାଇବାକୁ କେନ୍ଦ୍ରକରି ମାରପିଟ: ୩ ଗିରଫ

ଧର୍ମଶାଳା/ଜେନାପୁର,୪ା୩(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ସୁକୁଟିଝର ଗ୍ରାମରେ ଏକ ନଳକୂପ ନିକଟରେ ଅଳିଆ ପକାଇବାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ ହୋଇଛି। ଏଥିରେ ୫ଜଣ ଆହତ ହୋଇଛନ୍ତି । ଆହତଙ୍କ ଅଭିଯୋଗ କ୍ରମେ ପୋଲିସ...

ଦଳିତ ନେତାଙ୍କୁ ଆକ୍ରମଣ ମାମଲା: ଶ୍ରମିକ ନେତା, ୨ଖଣି ଅଧିକାରୀ ନିର୍ଦ୍ଦୋଷରେ ଖଲାସ

ଯାଜପୁର ଟାଉନ/ ଯାଜପୁରରୋଡ, ୪।୪ (ଡି.ଏନ୍‌.ଏ.): ୨୦୦୯ ମସିହା ବହୁ ଚର୍ଚ୍ଚିତ ସାମାଜିକ କର୍ମୀ ବା ଦଳିତ ନେତା ବିଶ୍ୱନାଥ ପାତ୍ରଙ୍କୁ ସୁକିନ୍ଦା ଖଣି ଅଞ୍ଚଳର ଶ୍ରମିକ ନେତା ଓ ଖଣି ଅଧିକାରୀଙ୍କ ଆକ୍ରମଣ ମାମଲାର ମଙ୍ଗଳବାର ରାୟ ପ୍ରକାଶ ପାଇଛି।...

ବିଧାନସଭାରେ ନୀରବ ଜନପ୍ରତିନିଧି

ଯାଜପୁର ଅଫିସ,୩ା୩: ଯାଜପୁର ଜିଲାରେ ପ୍ରାୟ ୧୮ହଜାର ହେକ୍ଟର ଜମିରେ ପନିପରିବା ଚାଷ ହେଉଛି। ଏଠାରୁ ପନିପରିବା ଜିଲା ତଥା ରାଜ୍ୟ ବାହାରକୁ ମଧ୍ୟ ରପ୍ତାନୀ ହେଉଛି। କିନ୍ତୁ ଜିଲା କୃଷି ଓ ଉଦ୍ୟାନ ବିଭାଗର ଦୂରଦର୍ଶିତା ଓ ଆନ୍ତରିକତା...

ଯୁବତୀଙ୍କ ଘର ଜାଳିଦେଲେ ଯୁବକ

ଯାଜପୁର ଅଫିସ,୩ା୩: ଏକାଧିକ ଥର ପ୍ରେମ ନିବେଦନ କରି ବିଫଳ ହେବା ପରେ ଯୁବତୀଙ୍କ ଘରେ ନିଆଁ ଲଗାଇ ଦେଇଛନ୍ତି ଜଣେ ଯୁବକ। ଏହି ଘଟଣା ସମଗ୍ର ଯାଜପୁର ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ସମ୍ପୃକ୍ତ ଯୁବତୀଙ୍କ ପରିବାର ପକ୍ଷରୁ...

୧୦୨ ଠିକା ଶ୍ରମିକଙ୍କୁ ଛଟେଇ

ଯାଜପୁର ଅଫିସ,୩ା୩:କଳିଙ୍ଗନଗରଠାରେ ଥିବା ଏକମାତ୍ର ରାଷ୍ଟ୍ରାୟତ ଉଦ୍ୟୋଗ ନୀଳାଚଳ ଇସ୍ପାତ କାରଖାନାର ଘରୋଇକରଣ ପ୍ରତିବାଦରେ ନିଳାଚଳ ବଞ୍ଚାଅ ମିଳିତ ମଞ୍ଚ ପକ୍ଷରୁ କାରଖାନା ସମ୍ମୁଖରେ ଗଣଧାରଣା ସୋମବାର ୫୧ ଦିନରେ ପହଞ୍ଚିଛି। ଇତିମଧ୍ୟରେ ସରକାର, ଜିଲା ପ୍ରଶାସନ କିମ୍ବା ନିଳାଚଳ...

ମାର୍ଚ୍ଚ ୨ରେ ସମବାୟ ସମିତିରେ ମୋ’ ସରକାର: ଯୋଡ଼ିହେବ ଏଆର୍‌ସିଏସ୍‌, ପ୍ୟାକ୍ସ, ଲ୍ୟାମ୍ପ୍ସ, ସିସିବି

ଯାଜପୁର ଅଫିସ,୧।୩: ଲୋକମାନେ ହେଉଛନ୍ତି ଗଣତନ୍ତ୍ରର ଆତ୍ମା। ଜନସାଧାରଣଙ୍କ ସେବା ପାଇଁ ସବୁ ସରକାରୀ ଅନୁଷ୍ଠାନ ସୃଷ୍ଟି କରାଯାଇଛି। ସବୁ ସରକାରୀ କର୍ମଚାରୀ ଲୋକଙ୍କ ପାଇସାରୁ ହିଁ ବେତନ ପାଆନ୍ତି ା ଗଣତନ୍ତ୍ରରେ ସରକାରୀ ଅନୁଷ୍ଠାନ ହେଉଛି ଲୋକଙ୍କ ସମ୍ପତ୍ତି...

ଆରମ୍ଭ ହେଲା ଆଲ୍‌ମି ଇଜ୍‌ତମା:ଯୋଗଦେଲେ ୪୦ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ

ରସୁଲପୁର,୧।୩(ଡି.ଏନ୍‌.ଏ.): ରସୁଲପୁର ଅନ୍ତର୍ଗତ ଅବିଭକ୍ତ ବ୍ରହ୍ମବରଦାଠାରେ ଶନିବାରଠାରୁ ୩ଦିନିଆ ବିଶ୍ୱ ମୁସଲିମ୍‌ ଧର୍ମ ସମ୍ମିଳନୀ ଆରମ୍ଭ ହୋଇଛି। ପ୍ରଥମ ଦିବସରେ ୪୦ହଜାରରୁ ଊର୍ଦ୍ଧ୍ୱ ଭକ୍ତଙ୍କ ସମାଗମ ହୋଇଥିବା ଲକ୍ଷ୍ୟ କରାଯାଇଛି। ତେବେ ପ୍ରଥମ ଦିନରେ ଆଶାତୀତ ଭକ୍ତଙ୍କ ସମାଗମ ହୋଇ...

ବରୀ ନିର୍ବାଚନମଣ୍ଡଳୀରୁ ଯୋଗଦେବେ ୩୦୦୦କର୍ମୀ

ରସୁଲପୁର,୨୯।୨(ଡିଏନଏ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜନ୍ମଦିବସ ୫ମାର୍ଚ୍ଚକୁ ପଞ୍ଚାୟତିରାଜ ଦିବସଭାବେ ପାଳନ କରାଯାଉଥିବାବେଳେ ଚଳିତବର୍ଷ ମଧ୍ୟ ବିଜୁ ଜନତା ଦଳ ପକ୍ଷରୁ ରାଜ୍ୟସ୍ତରୀୟ ବିଜୁଜୟନ୍ତୀ ଓ ପଞ୍ଚୟତିରାଜ ଦିବସ କଟକ ସହରରେ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ...

ନଗଡ଼ାରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ଭାରପ୍ରାପ୍ତ ଜିଲାପାଳ

କାଳିଆପାଣି,୨୯।୨(ଡିଏନଏ): ନଗଡ଼ା ପାଇଁ ସରକାର ମାଳ ମାଳ ଯୋଜନା କରି ଏଥିପାଇଁ ପାଣି ପରି ଟଙ୍କା ଖର୍ଚ୍ଚ କରିଚାଲିଛନ୍ତି। ମାତ୍ର ଏହି ଅଞ୍ଚଳର ବିକାଶ କେତେଦୂର ହୋଇଛି ତାହାର ତଦାରଖ କରିବାକୁ ଶୁକ୍ରବାର ନଗଡ଼ାରେ ପହଞ୍ଚତ୍ଥିଲେ ଭାରପ୍ରାପ୍ତ ଜିଲାପାଳ ଇନ୍ଦ୍ରମଣି...

ଆଜିଠୁ ବିଶ୍ୱସ୍ତରୀୟ ଧର୍ମ ସମ୍ମିଳନୀ ‘ଇଜ୍‌ତମା’

ରସୁଲପୁର,୨୯।୨(ଡିଏନଏ): ବରୀ ନିର୍ବାଚନ ମଣ୍ଡଳୀରେ ରସୁଲପୁର ବ୍ଲକରୁ ସାମିଲ ହୋଇଥିବା ଅଭିବକ୍ତ ବ୍ରହ୍ମବରଦା ଅଞ୍ଚଳରେ ବିଶ୍ୱସ୍ତରୀୟ ଧର୍ମ ସମ୍ମିଳନୀ ଆୟୋଜନକୁ ନେଇ ସମସ୍ତଙ୍କ ମଧ୍ୟରେ ବ୍ୟସ୍ତତା ଦେଖାଦେଇଛି। ଏହି ସମ୍ମିଳନୀ ପାଇଁ ୪ମାସ ଧରି ଭିତ୍ତିଭୂମିର ବିକାଶ କାର୍ଯ୍ୟ ଚାଲିଛି।...

ଯୁଗ୍ମ ଶ୍ରମ କମିଶନର କାର୍ଯ୍ୟାଳୟ ଅଚଳ: ବର୍ଷେ ହେଲା ଡିଏଲଓ ପଦବୀ ଖାଲି,କାର୍ଯ୍ୟକାରୀ ହେଉନି ଶ୍ରମିକ ଆଇନ

ଯାଜପୁର ଅଫିସ,୨୮ା୨: ଯାଜପୁର ଯୁଗ୍ମ ଶ୍ରମ କମିଶନର କାର୍ଯ୍ୟାଳୟରେ ଅଚଳାବସ୍ଥା ଜାରି ରହିଛି। ଏନେଇ ବିଭିନ୍ନ ସଂଗଠନ ପକ୍ଷରୁ ଆନ୍ଦୋଳନ, ପ୍ରତିବାଦ ସଭା ଆଦି ହେଉଥିଲେ ହେଁ ସରକାର ଦୃଷ୍ଟି ନ ଦେବା ଜିଲାବାସୀଙ୍କୁ ବ୍ୟଥିତ କରିଛି। ପ୍ରାୟ ୧...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri