ଯାଜପୁର

ନଦୀବନ୍ଧ କାଟିଦେଲେ କାଠ ମାଫିଆ :ଜଳସମ୍ପଦ ବିଭାଗ ପକ୍ଷରୁ ଥାନାରେ ଏତଲା

ବରୀ, ୨୬।୨ (ସ୍ବ.ପ୍ର.): ବରୀ ଥାନା ଅଞ୍ଚଳରେ ଏବେ କାଠ ମାଫିଆ ବେଶ୍‌ ସକ୍ରିୟ ହୋଇଛନ୍ତି। ଅନେକ ସମୟରେ କାଠ ଚୋରା ଚାଲାଣ ହେଉଥିବା ବେଳେ କାଠ ନେବା ପାଇଁ କେତେଜଣ ଅସାଧୁ ବ୍ୟବସାୟୀ ନଦୀବନ୍ଧ କାଟି ଦେଇଥିବା ନେଇ...

ରୋଗୀ ଚିକିତ୍ସାରେ ଅବହେଳା: ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଉତ୍ତେଜନା

ରସୁଲପୁର,୨୬।୨(ଡି.ଏନ୍‌.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ପ୍ରମୁଖ ଡାକ୍ତରଖାନା ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ରୋଗୀ ଚିକିତ୍ସାରେ ଅବହେଳା ଯୋଗୁ ରୋଗୀ ଅଭିଭାବକ ଓ ଡାକ୍ତର ମୁହାଁମୁହିଁ ହୋଇଛନ୍ତି। ଏହାକୁ ନେଇ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏ ସଂପର୍କରେ ଡାକ୍ତରଙ୍କ ପକ୍ଷରୁ...

ବୃଦ୍ଧ ଦମ୍ପତିଙ୍କୁ ଆକ୍ରମଣ: ଟଙ୍କା, ସୁନା ଲୁଟ୍‌

ଚଣ୍ଡିଖୋଲ,୨୬।୨(ଡି.ଏନ.ଏ): ବଡ଼ଚଣା ଥାନା ଅନ୍ତର୍ଗତ ବଡ଼ଘୁମୁରି ପଞ୍ଚାୟତ ଅଧିନ ପାଇକରାପୁର ଗ୍ରାମର ସୋମବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଏକ ବୃଦ୍ଧ ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ କରି ଟଙ୍କା ଓ ସୁନା ଗହଣା ଲୁଟି ନେଇଛନ୍ତି। ଦୁର୍ବୃତ୍ତଙ୍କ ଆକ୍ରମଣରେ ଗୁରୁତର ହୋଇଥିବା...

ପାଣିରେ ପଡ଼ିଲା ନାବାର୍ଡର ୪.୨୪ କୋଟି

ଯାଜପୁର ଅଫିସ,୨୬ା୨: ଗ୍ରାମାଞ୍ଚଳ ଭିତ୍ତିଭୂମି ବିକାଶ ପାଣ୍ଠି (ଆର୍‌ଆଇଡିଏଫ୍‌) ବୈଠକରେ ଯାଜପୁର ଜିଲା ଗ୍ରାମ୍ୟ ନିର୍ମାଣ (ଆର୍‌ଡବ୍ଲ୍ୟୁ) ଡିଭିଜନର ବିଭିନ୍ନ ପ୍ରକଳ୍ପର ଅଗ୍ରଗତିକୁ ନେଇ ନାବାର୍ଡ କର୍ତ୍ତୃପକ୍ଷ ଅସନ୍ତୋଷ ପ୍ରକାଶ କରିଛନ୍ତି। ଜିଲାର ୬ଟି ପ୍ରକଳ୍ପ ଅଧାପନ୍ତରିଆ ଅବସ୍ଥାରେ ଥିବାରୁ...

ବିଦ୍ୟୁତ୍‌ କର୍ମଚାରୀଙ୍କୁ ମାଡ଼

ଡୁବୁରୀ, ୨୬।୨ (ଡି.ଏନ୍‌.ଏ.): କଳିଙ୍ଗନଗର ଥାନା ଅଧୀନ ଡୋଲାପଥର ଗ୍ରାମରୁ ବକେୟା ବିଲ ଆଦାୟ କରିବାକୁ ଯାଇଥିବା କେତେଜଣ କର୍ମଚାରୀଙ୍କୁ ଗ୍ରାମର ପ୍ରତାପ କୁମାର ଓଝା ଗାଳିଗୁଲଜ କରିବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ପ୍ରତାପଙ୍କର...

ଗ୍ରାମ ଶ୍ମଶାନରେ ଜଳିଲା ୩ ଶ୍ରମିକଙ୍କ ଜୁଇ

ରସୁଲପୁର,୨୬।୨(ଡି.ଏନ୍‌.ଏ.): ଯାଜପୁର ସଦର ଥାନା ଅନ୍ତର୍ଗତ ଜମଧର ଗ୍ରାମ ମଙ୍ଗଳବାର ଲୋକାରଣ୍ୟ ହୋଇଉଠିଥିଲା। ଗତ ଶନିବାର ଗୁଜରାଟ ଅହମ୍ମଦାବାଦସ୍ଥିତ ଓଧାବ୍‌ ଜିଆଇଡିସି ଅଞ୍ଚଳର ଏକ କପଡ଼ା ଲେବଲ କାରଖାନାରେ ଘଟିଥିବା ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୩ ଶ୍ରମିକଙ୍କ ମୃତଦେହ ସେମାନଙ୍କ...

ଭୀମଟାଙ୍ଗର ଫେକର ଗେଟ୍‌ ସମ୍ମୁଖରେ ଛାତ୍ରୀଛାତ୍ର, ଅଭିଭାବକଙ୍କ ଧାରଣା

କାଳିଆପାଣି,୨୫।୨(ଡି.ଏନ୍‌.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ଭୀମଟାଙ୍ଗର ଫେକର ଗେଟ୍‌ ସମ୍ମୁଖରେ ମଙ୍ଗଳବାର ଅଭିଭାବକ ଓ ଛାତ୍ରୀଛାତ୍ରମାନେ ଧାରଣାରେ ବସିଛନ୍ତି। କାଳିଆପାଣି ଖଣି ଅଞ୍ଚଳରେ ଟାଟା ଷ୍ଟିଲ ପରିସରରେ ରହିଥିବା ଇଂଲିଶ ମିଡିୟମ ବିଦ୍ୟାଳୟ ଓ ସରସ୍ବତୀ ଶିଶୁ...

ମୃତକଙ୍କ ପରିବାରକୁ ଭେଟିଲା ଜିଲା ପ୍ରଶାସନ

ରସୁଲପୁର,୨୪ା୨(ଡିଏନଏ): ଯାଜପୁର ସଦର ଥାନା ଯମଧର ଗାଁରେ ଯାଜପୁର ଜିଲା ପ୍ରଶାସନ ପହଞ୍ଚତ୍ଛି। ଭାରପ୍ରାପ୍ତ ଜିଲାପାଳ ଇନ୍ଦ୍ରମଣି ନାୟକ, ଯାଜପୁର ବ୍ଲକ ବିଡିଓ ସୌରଭ ଚକ୍ରବର୍ତ୍ତି, ଯାଜପୁର ପୌରପରିଷଦର ଅଧ୍ୟକ୍ଷ ଭବପ୍ରକାଶ ଦାସଙ୍କ ସମେତ ଯାଜପୁର ତହସିଲ ପ୍ରଶାସନର କର୍ମଚାରୀ...

ବିକାଶରେ ବାଧକ ଫଳକ ରାଜନୀତି

ଯାଜପୁର ଅଫିସ,୨୪ା୨: ପର୍ଯ୍ୟଟନ ମାନଚିତ୍ରରେ ଯାଜପୁରର ପରିଚୟ ସ୍ବତନ୍ତ୍ର। ଜିଲାର ବୈଭବମୟ, ଗୌରବମୟ ଐତିହ୍ୟରାଜି ଓ ପର୍ଯ୍ୟଟନକ୍ଷେତ୍ର ବିଶ୍ୱବାସୀଙ୍କୁ ଚମକୃତ କରିଛି। ଏହି ପର୍ଯ୍ୟଟନ କ୍ଷେତ୍ରର ଉନ୍ନତି ଓ ବିକାଶ ପାଇଁ ଯେଉଁ ପଦକ୍ଷେପ ଗ୍ରହଣ କରାଯାଇଛି ତାହା ଆଗାମୀ...

ନାମୀଦାମୀ ବ୍ରାଣ୍ଡ ଅଖାରେ ଚାଲିଛି ବ୍ୟବସାୟ

ଯାଜପୁର ଅଫିସ,୨୪ା୨: ଯାଜପୁର ଜିଲା ଦଶରଥପୁର ବ୍ଲକ ଅଧୀନ ନନ୍ଦିପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଚଣ୍ଡିଗୋଳ ହାଟ ନିକଟରେ ଏକ ନକଲି ସିମେଣ୍ଟ କାରଖାନା ଚାଲିଛି। ଏହି ନକଲି ସିମେଣ୍ଟ କାରଖାନା ଦୀର୍ଘବର୍ଷ ଧରି ଚାଲୁଥିବା ସମ୍ପର୍କରେ ସ୍ଥାନୀୟ ଲୋକେ ଅଭିଯୋଗ...

ନିଯୁକ୍ତି ପାଇଁ ବିଧାନସଭା ଘେରିବେ ଛାତ୍ରୀଛାତ୍ର

ଯାଜପୁର ଅଫିସ,୨୪ା୨: ଯାଜପୁର ଜିଲାର ରଗଡିସ୍ଥିତ ଏକମାତ୍ର ସରକାରୀ ପଲିଟେକନିକ (ଧନ୍ଦାମୂଳକ ଶିକ୍ଷା ପ୍ରଦାନ କରୁଥିବା ଅନୁଷ୍ଠାନ)ର ଛାତ୍ରୀଛାତ୍ରମାନେ କଳିଙ୍ଗନଗର ଶିଳ୍ପାଞ୍ଚଳରେ ନିଯୁକ୍ତି ନ ପାଇ ଆନ୍ଦୋଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମର୍ମରେ ଛାତ୍ରୀଛାତ୍ରମାନେ ଓଡ଼ିଶା ସରକାରଙ୍କ ମୁଖ୍ୟ...

ଅହମଦାବାଦରେ ୩ ଓଡ଼ିଆ ଶ୍ରମିକ ପୋଡ଼ିହୋଇ ମୃତ୍ୟୁ ଘଟଣା: ପରିବାର ନିକଟରେ ପହଞ୍ଚିଲା ଜିଲା ପ୍ରଶାସନ

ରସୁଲପୁର,୨୩।୨(ଡି.ଏନ୍‌.ଏ.): ଗୁଜରାଟ ଅହମଦାବାଦର ଏକ କପଡ଼ା ଲେବଲ ପ୍ରସ୍ତୁତି କାରଖାନାରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୩ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ସେମାନେ ହେଲେ ଯାଜପୁର ସଦର ଥାନା ଅନ୍ତର୍ଗତ ଜମଧର ଗ୍ରାମର ଦୟାନିଧି ଖୁଣ୍ଟିଆ(୩୭), ଚିନ୍ମୟ ଖୁଣ୍ଟିଆ(୨୫)...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri