ଯାଜପୁର

ବେଆଇନ ପିଚୁ ପ୍ଲାଣ୍ଟକୁ ଜିଲା ପ୍ରଶାସନ ପକ୍ଷରୁ ଉଚ୍ଛେଦ

ଜେନାପୁର,୨୪।୧୨(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ୫୩ ନଂ. ଜାତୀୟ ରାଜପଥ ବାଲିସାହି ଛକ ନିକଟସ୍ଥ ମାଣ୍ଡିଆଗଡ଼ାଠାରେ ବହୁ ଦିନ ଧରି ଚାଲିଥିବା ବେଆଇନ ପିଚୁ ପ୍ଲାଣ୍ଟକୁ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ଉଚ୍ଛେଦ କରାଯାଇଛି। ଉଚ୍ଛେଦ ଚାଲୁଥିବା...

ବୈତରଣୀ ନଦୀର ସାଆଁଳା ବାଲିଘାଟ: ଏନ୍‌ଜିଟି ନିର୍ଦ୍ଦେଶକୁ ବେଖାତିର

ଯାଜପୁର ଅଫିସ,୨୩।୧୨: ନଦୀପଠାରୁ ବାଲି ଉତ୍ତୋଳନରେ ମେଶିନ ବ୍ୟବହାର ହୋଇପାରିବ ନାହିଁ। କୌଣସି ମେଶିନ ବ୍ୟବହାର ହେଉଥିଲେ ତାହାକୁ ଜବତ କରିବା ସହିତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବାକୁ ୨୦୧୭ ଏପ୍ରିଲ ୨୮ରେ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (ଏନଜିଟି)ପକ୍ଷରୁ ନିର୍ଦ୍ଦେଶ ଜାରି...

ଅନିଶ୍ଚିତତାରେ ୧୫୦୦ ଚାଷୀ

ଗତ ୨୮ତାରିଖରୁ ଯାଜପୁର ଜିଲାରେ ଖରିଫ ଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ହେଲେ ଜିଲାର ବିଭିନ୍ନ ସ୍ଥାନରେ ଅମଳ ପୂର୍ଣ୍ଣମାତ୍ରାରେ ହୋଇ ନ ଥିବାରୁ ଧାନକିଣା ସେତେଟା ଅଗ୍ରଗତି ହୋଇନାହିଁ। ଚଳିତବର୍ଷ ଧାନ ବିକ୍ରିରେ ଚାଷୀ ଯେପରି...

ସେଲଫି ହେଲା କାଳ: ନଦୀରେ ଭାସିଯାଇଥିବା ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ଯାଜପୁର ଅଫିସ,୧୭।୧୨: ତନ୍ତୀଘାଇ ନଦୀରେ ସେଲଫି ଉଠାଉଥିବାବେଳେ ଭାସିଯାଇଥିବା ଯାଜପୁର ଜିଲା ଏରବାଙ୍କ ଗ୍ରାମର ଛାତ୍ରୀ ସାଇତା ବେଗମ(୧୭)ଙ୍କ ମୃତଦେହକୁ ମଙ୍ଗଳବାର ସକାଳ ୮ଟାରେ ଉଦ୍ଧାର କରାଯାଇଛି। ବରୀ ବ୍ଲକ ବିଞ୍ଝାରପୁର ଥାନା ଅନ୍ତର୍ଗତ ଏରଡା ଗ୍ରାମର ଏକ ପୋଲ...

ଅତଲାପୁର ପଞ୍ଚାୟତରେ ବ୍ୟାପକ ଦୁର୍ନୀତି : ବିଡିଓଙ୍କ ନିକଟରେ ଫେରାଦ ହେଲେ ପଞ୍ଚାୟତବାସୀ

ରସୁଲପୁର,୧୭।୧୨(ଡିଏନଏ)- ରସୁଲପୁର ବ୍ଲକ ବରୀ ନିର୍ବାଚନମଣ୍ଡଳୀରେ ସାମିଲ ହୋଇଥିବା ୧୦ଟି ପଞ୍ଚାୟତ ମଧ୍ୟରୁ ଶ୍ରେଷ୍ଠ ପୁରସ୍କାରପ୍ରାପ୍ତ ଅତଲାପୁର ପଞ୍ଚାୟତରେ ଦୁର୍ନୀତିର ଗନ୍ଧ ବାରିଛନ୍ତି ଜନସାଧାରଣ। ସରକାରଙ୍କ ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ସମସ୍ତ ଜନ ମଙ୍ଗଳକାରୀ ଯୋଜନାକୁ ତୃଣମୂଳସ୍ତରରେ ପ୍ରଣୟନ କରିବାରେ...

ରସୁଲପୁର ତହସିଲ ପହଞ୍ଚତ୍ଲା ତିତିଲି, ଫନୀ ଫସଲ କ୍ଷୟକ୍ଷତି ଅର୍ଥ

ରସୁଲପୁର,୧୭।୧୨(ଡିଏନଏ)ରେ ରସୁଲପୁର ତହସିଲ ଅଞ୍ଚଳରେ ତିତିଲି ଓ ଫନୀ ବାତ୍ୟାରେ ଫସଲ ହାନୀ ବାବଦରେ କ୍ଷତିପୂରଣ ଅର୍ଥ ଆସି ପହଞ୍ଚିଛି। ଏ ନେଇ ଚାଷୀଙ୍କର ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟିଛି। ଚାଷୀଙ୍କୁ କ୍ଷତି ପୂରଣ ମିଳିବା ଏକ ପ୍ରକାର ନିଶ୍ଚିତ...

ଫନୀ ମହାବାତ୍ୟାକୁ ପୂରିଲା ସାଢେ ୭ ମାସ : କାରିଗରଙ୍କୁ ମିଳିଲାନି ସହାୟତା ରାଶି

ଯାଜପୁର ଅଫିସ,୧୭ା୧୨- ଫନୀ ବାତ୍ୟା ପାଇଁ ଜଳ ସମ୍ପଦ ବିଭାଗର କ୍ଷୟକ୍ଷତି ଆକଳନ କରାଯାଇ ୩୭୦କୋଟି ୪୦ ଲକ୍ଷ ୫୦ ହଜାର ଟଙ୍କାର ବିବରଣୀ ପ୍ରଦାନ କରାଯାଇଥିଲା। ଏଥିରେ ବୃହତ୍‌ ଓ ମଧ୍ୟମ ଧରଣର ଜଳସସେଚନ ପ୍ରକଳ୍ପରେ ୩୧୧ କୋଟି...

ଓଡ଼ିଶା ଦାବିକୁ ଅଣଦେଖା – ସର୍ଭେରେ ଅଟକିଛି ବିରଜାକ୍ଷେତ୍ରକୁ ରେଳପଥ ସଂଯୋଗ

ଯାଜପୁର ଅଫିସ,୧୭ା୧୨- ସବୁ ପ୍ରକାର ଭିତ୍ତିଭୂମି ଥାଇ ଯାଜପୁର ଜିଲାର ଯାଜପୁର-କେନ୍ଦୁଝରରୋଡ ରେଳଷ୍ଟେଶନକୁ ଡିଭିଜନ ମାନ୍ୟତା ମିଳିପାରୁ ନାହିଁ। ଏହାସହ ଦୀର୍ଘଦିନର ଦାବି ବିରଜାକ୍ଷେତ୍ରକୁ ରେଳପଥ ସଂଯୋଗ ସର୍ଭେରେ ଅଟକିଛି। ଏନେଇ ରାଜନୈତିକ ନେତୃବର୍ଗ ଓ ବିଭିନ୍ନ ସାମାଜିକ ଅନୁଷ୍ଠାନ...

ନକଲି ଅଟା କାରଖାନା ଉପରେ ଚଢ଼ାଉ: ମେଶିନ ଜବତ, ଅଭିଯୁକ୍ତ ଅଟକ

ଯାଜପୁର ଅଫିସ,୧୭ା୧୨- ଯାଜପୁର ଟାଉନ ପୋଲିସ ପକ୍ଷରୁ ସୋମବାର ଏକ ନକଲି ଅଟା କାରଖାନା ଉପରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ବିଭିନ୍ନ ବ୍ରାଣ୍ଡର ନକଲି ଅଟା ଜବତ କରାଯାଇଛି। ଏ ନେଇ ନକଲି ଅଟା କାରଖାନା ମାଲିକ କେଶବଚନ୍ଦ୍ର...

ଅନିଶ୍ଚିତତାରେ ନିଶ୍ଚିତ କର୍ମନିଯୁକ୍ତି ଯୋଜନା:  ୧୦୦ଦିନର କାମ ସମ୍ପୂର୍ଣ୍ଣ ପରିସଂଖ୍ୟାନରେ ଜାଲିଆତି

ଯାଜପୁର ଅଫିସ,୧୬ା୧୨- ଶହେ ଦିନର କାମ ନିଶ୍ଚିତ କରିବା ପାଇଁ କେନ୍ଦ୍ର ସରକାରଙ୍କ ପ୍ରଣୀତ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆରଇଜିଏସ୍‌) ଯାଜପୁର ଜିଲାରେ ଅନିଶ୍ଚିତ ହୋଇପଡ଼ିଛି। ଗତ ନଭେମ୍ବର ୮ରେ ଯେଉଁଠି ମାତ୍ର ୧୮୪ଜଣ ୧୦୦ଦିନର...

ରତଳାଙ୍ଗରେ ମହିଳାଙ୍କୁ ହତ୍ୟା ଅଭିଯୋଗ ଘଟଣା: ସ୍ବାମୀ, ଯାଆ କୋର୍ଟ ଚାଲଣ

ବିଞ୍ଝାରପୁର,୧୬ା୧୨(ଡି.ଏନ.ଏ)- ବିଞ୍ଝାରପୁର ଥାନା ବରୀ ବ୍ଲକ ରତଳାଙ୍ଗ ଗ୍ରାପ ମଠସାହିରେ ଗତ ମଙ୍ଗଳବାର ରାତିରୁ ନିଖୋଜ ଥିବା କବିତା ବରାଳଙ୍କ ମୃତଦେହ ଶୁକ୍ରବାର ସ୍ଥାନୀୟ ପୋଖରୀରେ କ୍ଷତବିକ୍ଷତ ଅବସ୍ଥାରେ ମିଳିଥିଲା। ତାଙ୍କୁ ଶାଶୁଘର ଲୋକେ ଅଧିକ ଯୌତୁକ ଦାବିରେ ହତ୍ୟା...

ନଗଡ଼ା ହେବ ଇକୋ ଟ୍ୟୁରିଜମ: ଶକ୍ତିମନ୍ତ୍ରୀ

କାଳିଆପାଣି,୧୪ା୧୨(ଡି.ଏନ.ଏ.): ବହୁ ଚର୍ଚ୍ଚିତ ନଗଡାକୁ ଇକୋ ଟ୍ୟୁରିଜମ ବା ପରିବେଶ ପର୍ଯ୍ୟଟନଭାବେ ପରିଣତ କରିବାକୁ ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ଘୋଷଣା କରିଛନ୍ତି। ଶୁକ୍ରବାର ମନ୍ତ୍ରୀ ମିଶ୍ର ନଗଡା ଗସ୍ତ କରି ବିଭିନ୍ନ ଯୋଜନା ଉପରେ ସମୀକ୍ଷା କରିଥିଲେ। ଏହାବାଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri