ଯାଜପୁର

ଯାଜପୁର ବସ୍‌ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି

ଭୁବନେଶ୍ୱର,୧୫।୪: ଯାଜପୁରରେ ବଡ଼ ଧରଣର ବସ୍‌ ଦୁର୍ଘଟଣା ଘଟିଛି। ଏନଏଚ-୧୬ର ବାରବାଟୀ ଛକ ନିକଟରେ ଓଭରବ୍ରିଜ୍‌ ତଳକୁ ଯାତ୍ରୀବାହୀ ବସ୍‌ ଖସିପଡିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ଏବେ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ବସ୍‌ଟି କଟକରୁ...

ଓଭରବ୍ରିଜ୍‌ ତଳକୁ ଖସିଲା ଯାତ୍ରୀବାହୀ ବସ୍‌: ୩ ମୃତ, ୫ ଗୁରୁତର

ଭୁବନେଶ୍ୱର,୧୫।୪: ଯାଜପୁରରେ ବଡ଼ ଧରଣର ବସ୍‌ ଦୁର୍ଘଟଣା। ଏନଏଚ-୧୬ର ବାରବାଟୀ ଛକ ନିକଟରେ ଓଭରବ୍ରିଜ୍‌ ତଳକୁ ଖସିଲା ଯାତ୍ରୀବାହୀ ବସ୍‌। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତଙ୍କୁ ଏସ୍‌ସିବିକୁ...

ରାସ୍ତା ନଷ୍ଟ କରୁଛି ଓଭର ଲୋଡିଂ ହାଇଓ୍ବା

ପ୍ରୀତିପୁର,୧୫ା୪(ସୁଶାନ୍ତ ବେହୁରିଆ): ଶିକ୍ଷା, ସ୍ବାସ୍ଥ୍ୟ ଓ ଗମନାଗମନ ଏକ ଜନକଲ୍ୟାଣକାରୀ ସରକାରଙ୍କ ମୂଳ ଲକ୍ଷ୍ୟ ଓ ଏକ ସୁସ୍ଥ ସମାଜ ଗଠନର ମୂଳମନ୍ତ୍ର। ମାତ୍ର କେତେକ କ୍ଷେତ୍ରରେ ବିଭିନ୍ନ ସରକାରୀ ବିଭାଗ ମଧ୍ୟରେ ତାଳମେଳର ଅଭାବ ଓ କେତେଜଣ ସରକାରୀ...

ବରୀରେ କଂଗ୍ରେସରୁ ଲଢ଼ିବେ ଆରତି ଦେଓ

ବରୀ,୧୪ା୪(ମହେନ୍ଦ୍ର ସ୍ବାଇଁ): ୨୦୨୪ ସାଧାରଣ ନିର୍ବାଚନ ପାଇଁ ରବିବାର କଂଗ୍ରେସର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀ ପାଇଁ ଆରତି ଦେଓଙ୍କୁ ପ୍ରାର୍ଥୀ କରାଯାଇଛି। ଫଳରେ ଟିକେଟ ଦୌଡ଼ରେ ଥିବା ଇଂ....

ଭାଜପାର ପ୍ରଚାର ଜୋର, ପ୍ରାର୍ଥୀ ଖୋଜୁଛି ବିଜେଡି

ଯାଜପୁର,୧୫ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା କୋରେଇ ନିର୍ବାଚନମଣ୍ଡଳୀରେ ଭାଜପାର ନିର୍ବାଚନୀ ପ୍ରଚାର ଜୋରସୋରରେ ଚାଲିଛି। ଭାଜପା ପ୍ରାର୍ଥୀ ଆକାଶ ଦାସନାୟକ ବିଭିନ୍ନ କାର୍ଯ୍ୟକ୍ରମ ଓ ବନ୍ଧୁମିଳନ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଜାରି ରଖିଛନ୍ତି। କଂଗ୍ରେସ ରବିବାର ରାତିରେ...

ତୁଟୁନି ଭାଜପା କନ୍ଦଳ, ସୁବିଧା ସ୍ଥିତିରେ ବିଜେଡି

ରସୁଲପୁର,(ରଞ୍ଜିତ ରାଉତ)/ ଯାଜପୁର, (ହର୍ଷବର୍ଦ୍ଧନ ବେହେରା) ୧୪ା୪ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନମଣ୍ଡଳୀରେ ଭାଜପା ସ୍ଥିତି ବିବାଦୀୟ ହୋଇପଡୁଛି। ୨୦୨୪ ନିର୍ବାଚନ ପାଇଁ ପ୍ରଚାର ଆରମ୍ଭ ହେଲାଣି ଏବଂ ଭାଜପା ଦଳୀୟ ପ୍ରାର୍ଥୀ ଘୋଷଣା କରିସାରିଛି। ତଥାପି ଏଠାରେ ଦଳୀୟ କନ୍ଦଳ...

ମାଟି ଉପରେ ଦିଶୁଛି ପାଣି ପାଇପ୍‌

ଯାଜପୁର,୧୩ା୪(ହର୍ଷବର୍ଦ୍ଧନ ବେହେରା): ବ୍ରାହ୍ମଣୀ ନଦୀରୁ ଯାଜପୁର ଜିଲାର ସୁକିନ୍ଦା ଖଣି ଅଞ୍ଚଳର ୫୨ ଗ୍ରାମକୁ ପାଇପ୍‌ ଯୋଗେ ଜଳଯୋଗାଣ ଲକ୍ଷ୍ୟ ପଥଚ୍ୟୁତ ହୋଇଛି। ଏହା ଦ୍ୱିତୀୟ ପ୍ରକଳ୍ପ ଭାବେ ଓଏମ୍‌ବିଏଡିସିି (ଓଡ଼ିଶା ମିନେରାଲ ବିଅରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ) ପାଣ୍ଠିରୁ...

କାଟିଆ-ବୈଷପାନ ରାସ୍ତା କାମରେ ଅନିୟମିତତା

ଯାଜପୁର,୧୨ା୪(ହର୍ଷବର୍ଦ୍ଧନ ବେହେରା): ନିର୍ବାଚନ ସମୟରେ ପୂର୍ତ୍ତ ବିଭାଗର ମନମୁଖୀ ଓ ନିମ୍ନମାନର ରାସ୍ତା ନିର୍ମାଣ ସଂପୃକ୍ତ ଅଞ୍ଚଳବାସୀଙ୍କୁ ଚିନ୍ତା କରିବାକୁ ବାଧ୍ୟ କରିଛି। ଏନେଇ ଅଞ୍ଚଳବାସୀ ଯେତେ ଅଭିଯୋଗ କଲେ ବି ଯାଜପୁର ଜିଲା ପାଣିକୋଇଲି ଆର୍‌ ଏଣ୍ଡ ବି...

ଦଳଡିଆଁ ନେତାଙ୍କ ପତିଆରା ଅଧିକ

ଯାଜପୁର,୧୧।୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାରେ ଦଳଡିଆଁରେ ରେକର୍ଡ କରୁଥିବା ନେତାଙ୍କ ପତିଆରା ଏଥର ଢେର ଅଧିକ ଦେଖିବାକୁ ମିଳିଛି। ହେଲେ ଗୋଟିଏ ଦଳରେ ଦଶନ୍ଧି ଓ ବର୍ଷ ବର୍ଷ ଧରି ନିଜ ଜୀବନକୁ ଉତ୍ସର୍ଗୀକୃତ କରିଥିବା ନେତାଙ୍କୁ ଅଣଦେଖା କରାଯାଉଛି। ସବୁ...

୫ ବର୍ଷ ପରେ ବି ସରିଲାନି ଦତ୍ତପୁର ସେତୁ କାର୍ଯ୍ୟ

ଝୁମ୍ପୁରୀ,୧୧ା୪(ସରୋଜ ନାୟକ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କରକମଳରେ ଶିଳାନ୍ୟାସ ହୋଇଥିଲା ବୈତରଣୀ ନଦୀରେ ଏକ ହାଇଲେଭଲ ସେତୁ। ଏହି ଶିଳାନ୍ୟାସକୁ ୫ ବର୍ଷ ଅତିକ୍ରମ କରିଥିଲେ ମଧ୍ୟ ଏବେବି କାର୍ଯ୍ୟ ଅଧାପନ୍ତରିଆ ଅବସ୍ଥାରେ ରହିଛି। ଏହିପରି ଏକ ଅସମ୍ପୂର୍ଣ୍ଣ ସେତୁ ଦେଖିବାକୁ...

ଏଥର ବିକଳ୍ପ ଖୋଜୁଛନ୍ତି ଭୋଟର

ଯାଜପୁର,୧୦ା୪(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲାର ବିଞ୍ଝାରପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ୧୯୬୭ରୁ ଏଯାବତ ସଂରକ୍ଷିତ ଆସନ ହୋଇ ରହିଛି। ଅଞ୍ଚଳବାସୀ ଏନେଇ ରାଜ୍ୟ ଓ କେନ୍ଦ୍ର ନିର୍ବାଚନ କମିଶନରଙ୍କୁ ବାରମ୍ବାର ଦୃଷ୍ଟି ଆକର୍ଷଣ କରିଥିଲେ ହେଁ କିଛି ସୁଫଳ ମିଳି...

ଭୋଟକୁ ଓଲଟପାଲଟ କରିପାରେ ଚାଷୀ ସଙ୍ଗଠନ

ଯାଜପୁର,୧୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଲୋକସଭା ଆସନ ସମେତ ଜିଲାର ୭ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ଚାଷୀ ସଙ୍ଗଠନ, ବିଦ୍ରୋହୀ ଓ ସ୍ବାଧୀନ ପ୍ରାର୍ଥୀଙ୍କ ପ୍ରଭାବଶାଳୀ ଉପସ୍ଥିତି ପ୍ରତିଦ୍ୱନ୍ଦ୍ୱିତାର ଚିତ୍ରକୁ ପ୍ରଭାବିତ କରୁଛି ା ମୋଟାମୋଟି ଭାବେ ସବୁଠି କଡ଼ା ମୁକାବିଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri