ଯାଜପୁର

ଦୋକାନ ବାରଣ୍ଡାରେ ଦିବ୍ୟାଙ୍ଗ ପରିବାର ମୁଣ୍ଡ ଗୁଞ୍ଜିବା ଘଟଣା: କ୍ଷେତ୍ର ପରିଦର୍ଶନ କରି ସ୍ଥିତି ସମୀକ୍ଷା କଲେ ତହସିଲଦାର

ରସୁଲପୁର,୨|୮(ଡିଏନ୍‌ଏ)- ରସୁଲପୁର ତହସିଲ ଅନ୍ତର୍ଗତ ମଙ୍ଗରାଜପୁର ପଞ୍ଚାୟତ ଖଣ୍ଡାସ ରାଜସ୍ବ ଗ୍ରାମର ସରକାରୀ ଜାଗାରେ ବାସ କରୁଥିବା ଦିବ୍ୟାଙ୍ଗ ଦେବକୀ ପରିବାର ଫନୀ ବାତ୍ୟା ଯୋଗୁ ବାସହରା ହୋଇଯାଇଥିଲେ। ଏହା ଭିତରେ ୩ମାସ ବିତିଯାଇଥିଲେ ହେଁ ଉକ୍ତ ପରିବାରକୁ କୌଣସି...

କଣ୍ଟ୍ରୋଲ ସାମଗ୍ରୀ ବଣ୍ଟନରେ ଅନିୟମିତତା: ଜଣେ ରିଟେଲର ନିଲମ୍ବିତ,୨ ଜଣଙ୍କୁ ପକ୍ଷ ରଖିବାକୁ ନିର୍ଦ୍ଦେଶ

ରସୁଲପୁର,୨|୮(ଡିଏନ୍‌ଏ)- ରସୁଲପୁର ବ୍ଲକ ଅଧୀନ କଲଣ ପଞ୍ଚାୟତର ବେସରକାରୀ ଖୁଚରା ବିକ୍ରେତା(ରିଟେଲର) କାଳନ୍ଦୀ ଚରଣ ସାହୁଙ୍କୁ ଯାଜପୁର ଉପଜିଲାପାଳ ନାରାୟଣ ଚନ୍ଦ୍ର ଧଳ ନିଲମ୍ବନ କରିଛନ୍ତି ା ଏଥିସହ ଉପଜିଲାପାଳ ଏହି ପଞ୍ଚାୟତର ଅନ୍ୟ ଦୁଇଜଣ ନିଲମ୍ବିତ ରିଟେଲର ରାଜେଶ...

ଜିଆରଏସ୍‌ଙ୍କ ବିରୋଧରେ ସରପଞ୍ଚ, ସମିତି ସଭ୍ୟାଙ୍କ ଅଭିଯୋଗ

ଛତିଆ,୨।୮(ଡିଏନ୍‌ଏ)- ବଡଚଣା ପଞ୍ଚାୟତ ସମିତି ଅଧୀନ ସମିଆଁ ପଞ୍ଚାୟତର ଜଣେ ଜିଆର୍‌ଏସ୍‌ଙ୍କ ମନମୁଖୀ କାର୍ଯ୍ୟ ବିରୋଧରେ ସରପଞ୍ଚ ଓ ସମିତି ସଭ୍ୟ ଜିଲାପାଳ ରଞ୍ଜନ କୁମାର ଦାସଙ୍କ ନିକଟରେ ଅଭିଯୋଗ କରିଥିବା ଜଣାପଡିଛି। ପ୍ରକାଶ ଯେ, ସମିଆଁ ପଞ୍ଚାୟତର ସରପଞ୍ଚ...

ଯାଜପୁର ଗ୍ରାମ୍ୟ ନିର୍ମାଣ ବିଭାଜନ: ୧୧୭ କୋଟି ଖର୍ଚ୍ଚ ସତ୍ତ୍ୱେ ବଦଳୁନି ରାସ୍ତା ଅବସ୍ଥା

ଯାଜପୁର ଅଫିସ,୨|୮- ଯାଜପୁର ଜିଲାର ମୋଟ ୧୭୮୧ରୁ ୧୩୩ଟି ଗ୍ରାମକୁ ଅଦ୍ୟାବଧି ସଡ଼କ ସଂଯୋଗ ହୋଇପାରି ନାହିଁ। ଚଳିତ ବିଧାନସଭାର ତାରକା ଚିହ୍ନିତ ପ୍ରଶ୍ନସଂଖ୍ୟା ୧୯୬ର ଉତ୍ତରରେ ଯାଜପୁର ଗ୍ରାମ୍ୟ ନିର୍ମାଣ ବିଭାଜନର ନିର୍ବାହୀ ଯନ୍ତ୍ରୀ ଏହି ଉତ୍ତର ରଖିଥିଲେ।...

ରସୁଲପୁର ବ୍ଲକ ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଲେ

ରସୁଲପୁର,୧।୮(ଡି.ଏନ୍‌.ଏ.): ଯାଜପୁର ଜିଲାପାଳ ରଞ୍ଜନକୁମାର ଦାସ ବୁଧବାର ପୂର୍ବାହ୍ନରେ ରସୁଲପୁର ବ୍ଲକର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜିଲାପାଳ ଦାସ ଧର୍ମଶାଳା ବ୍ଲକ ଜାରକା ବଜାରସ୍ଥିତ ତ୍ରିନାଥ ମନ୍ଦିରଠାରେ ବରିଷ୍ଠ ନାଗରିକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯିବା ବାଟରେ ଏହି...

ଅସହାୟ ମା’,ଝିଅଙ୍କୁ ସହାୟତାର ହାତ ବଢ଼ାଇଲେ ତହସିଲଦାର

ରସୁଲପୁର,୧।୮(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦା ପଞ୍ଚାୟତର ପଠାଣ ମହାଲାରେ ରହୁଥିବା ମା’ ୱାହେଦା ପରବିନ୍‌ ଓ ତାଙ୍କ ୧୨ବର୍ଷର ଝିଅଙ୍କୁ ରସୁଲପୁର ତହସିଲଦାର ଜ୍ୟୋତିକାନ୍ତ ଭୁଜବଳ ସହାୟତାରେ ବଢାଇଛନ୍ତି। ଏହି ମା’ଝିଅ ଗତ କିଛିଦିନ ହେଲା ଅର୍ଥାଭାବରୁ...

ଯକ୍ଷ୍ମା ରୋଗ ଚିହ୍ନଟ, ନିରାକରଣ ଉପରେ ସଚେତନତା ଆବଶ୍ୟକ

କାଳିଆପାଣି,୧।୮(ଡି.ଏନ୍‌.ଏ.): ଓଡ଼ିଶା ଖଣି ନିଗମ ପକ୍ଷରୁ ବୁଧବାର ଯକ୍ଷ୍ମା ନିରାକରଣ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଖଣି ନିଗମ ଆଞ୍ଚଳିକ ପରିଚାଳକ ବିଜୟ କୁମାର ବେହେରାଙ୍କ ପ୍ରଚେଷ୍ଟାରେ କାଳିଆପାଣି ହାଇସ୍କୁଲର ଛାତ୍ରୀଛାତ୍ରଙ୍କୁ ନେଇ କମ୍ୟୁନିଟି ହଲ୍‌ଠାରେ...

ବିପଦପୂର୍ଣ୍ଣ ଅବସ୍ଥାରେ ୩୩ କେ.ଭି ଲାଇନ ମରାମତି: ସୁରକ୍ଷା ସରଞ୍ଜାମ ବିନା କାର୍ଯ୍ୟ କରୁଛନ୍ତି ଠିକା ଶ୍ରମିକ

ଯାଜପୁର ରୋଡ,୧।୮(ନି.ପ୍ର): ନିର୍ମାଣ କାର୍ଯ୍ୟରେ ନିୟୋଜିତ ଶ୍ରମିକଙ୍କୁ ଆବଶ୍ୟକ ସୁରକ୍ଷା ଉପକରଣ ଯୋଗାଇବା ପାଇଁ ନିୟମ ରହିଛି। କିନ୍ତୁ ନେସ୍କୋ ୟୁନିଟିରେ ଠିକା ଶ୍ରମିକଙ୍କୁ ବିନାସୁରକ୍ଷା ଉପକରଣରେ ବିପଦପୂର୍ଣ୍ଣ କାମରେ ଲଗାଉଛନ୍ତି। ଏପରି ଏକ ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ଯାଜପୁରରୋଡ...

ଯାଜପୁର ରୋଡ୍‌ ପୋଲିସର ଚଢ଼ାଉ: ୫ କିଗ୍ରା ଗଞ୍ଜେଇ ଜବତ, ୨ ଗିରଫ

ଯାଜପୁର ରୋଡ,୨୯।୭(ନି.ପ୍ର.): ଯାଜପୁର ରୋଡ ପୋଲିସ ସୋମବାର ସ୍ଥାନୀୟ ଗୋପବନ୍ଧୁ ଛକରେ ଥିବା ଏକ ପାନ ଦେକାନ ଉପରେ ଚଢ଼ାଉ କରି ୫ କିଗ୍ରା ଗଞ୍ଜେଇ ଜବତ କରିଛି। ଏହି ମାମଲାରେ ଦୁଇଜଣଙ୍କୁ ଗିରଫ କରାଯାଇଛି। ଗିରଫ ବ୍ୟକ୍ତି ହେଲେ...

ଗୋରୁ ବୋଝେଇ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୨୦ ଗୋରୁ ମୃତ, ବଜରଙ୍ଗ ଦଳର ଧାରଣା

ଧର୍ମଶାଳା,୨୨ା୭(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ରଥିଆ ନିକଟରେ ସୋମବାର ଭୋର ସମୟରେ ଏକ ଗୋରୁ ବୋଝେଇ କଣ୍ଟେନର ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତା ତଳକୁ ଓଲଟି ପଡ଼ିଛି। ଫଳରେ ଘଟଣାସ୍ଥଳରେ ୨୦ ଗୋରୁଙ୍କର...

ଲୁଟ୍‌ ସମ୍ପତ୍ତିର ମିଳୁନାହିଁ ପତ୍ତା :ଅନିଶ୍ଚିତତା ମଧ୍ୟରେ ତାଳଚେର-ଡୁବୁରୀ-ଚଣ୍ଡିଖୋଲ ୪ ଲେନ ନିର୍ମାଣ କାର୍ଯ୍ୟ

ଯାଜପୁର ଅଫିସ,୨୨ା୭ : ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ)ଙ୍କ ଅଧୀନରେ ତାଳଚେର-ଡୁବୁରୀ-ଚଣ୍ଡିଖୋଲ ୨୦୦ନମ୍ବର ଜାତୀୟ ରାଜପଥର ୪ଲେନ ନିର୍ମାଣ କାର୍ଯ୍ୟରେ ଠିକା ସଂସ୍ଥାର ଅବହେଳା ଯୋଗୁ ସରକାରଙ୍କ କୋଟି କୋଟି ଟଙ୍କା ପାଣିରେ ପଡ଼ିଛି। ଅବହେଳାରୁ ନିର୍ମାଣ କାର୍ଯ୍ୟ ତ...

ଡମ୍ପର ଚକାତଳେ ମହିଳାଙ୍କ ଜୀବନ ଗଲା: ପ୍ରତିବାଦରେ ରାସ୍ତା ଅବରୋଧ

ଛତିଆ,୧୬।୭(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ଛତିଆ ଚମ୍ପାପୁର ରାସ୍ତାରେ ମଙ୍ଗଳବାର ଏକ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ କଟକ ଜିଲା କଇଥା ପଞ୍ଚାୟତର ଲାଲବେଗୀ ଗ୍ରାମର ଶାନ୍ତି ପାଲ (୪୮) ବୋଲି ଜଣାପଡିଛି। ସୂଚନାନୁଯାୟୀ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri