ଯାଜପୁର

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ ସୁବିଧା ମିଳିପାରିବ ବୋଲି ପରିକଳ୍ପନା କରାଯାଇଛି। ଏଥିରେ ଜିଲାର ବ୍ୟାସନଗର ପୌରାଞ୍ଚଳ ସମେତ...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ ବିଭିନ୍ନ ସମୟରେ ଟଣାଓଟରା ଲାଗି ରହିଛି। ଏହିକ୍ରମରେ ଗୁରୁବାର ଧର୍ମଶାଳାର ପୂର୍ବତନ ବିଧାୟକ...

ଜନସେବା କେନ୍ଦ୍ରରେ ଶୋଷିତ ହେଉଛନ୍ତି କାର୍ଡଧାରୀ: ପ୍ରଶାସନ ଦୃଷ୍ଟିଦେବାକୁ…

ରସୁଲପୁର,୧୬।୧୦(ରଞ୍ଜିତ ରାଉତ): ଆଧାର କାର୍ଡ ଏକ ଅତ୍ୟାବଶ୍ୟକୀୟ ପରିଚୟପତ୍ର ଭାବରେ ବ୍ୟବହାର ହେଉଛି। ସରକାରୀ ଓ ବେସରକାରୀସ୍ତରରେ ଆଧାରକାର୍ଡକୁ ଏକପ୍ରକାର ବାଧ୍ୟତାମୂଳକ କରାଯାଇଛି। ଏହି କାର୍ଡରେ ରହିଆସୁଥିବା ତ୍ରୁଟିବିଚ୍ୟୁତି ଓ ଆବଶ୍ୟକ ସଂଶୋଧନ ବିନା ମୂଲ୍ୟରେ କରାଯିବ ବୋଲି କେନ୍ଦ୍ର...

ଓଡ଼ିଶାର ବିରଳ ଭସାଣି

ରାଜନଗର, ୧୫।୧୦ଭାସ୍କର ରାଉତରାୟ): ରାଜନଗରର ଗଣପର୍ବ ଶାରଦୀୟ ଦୁର୍ଗାପୂଜା ଶେଷ ହୋଇଛି। ରାଜନଗର ଦେବୀ ଘରେ ମା’ ଦୁର୍ଗାଙ୍କର ରବିବାର ଜୟା, ବିଜୟା ଓ ଅପରାଜିତା ପୂଜା ସହ ବିସର୍ଜନ ପୂଜା ଅନୁଷ୍ଠିତ ହୋଇଥିଲା। ସମୂହ ପୁଷ୍ପାଞ୍ଜଳି ସହ ମା’ଙ୍କ ବିସର୍ଜନ...

ବାଇକ୍‌କୁ ଧକ୍କା ଦେଇ ରାସ୍ତାରେ ଜଳିଗଲା ବସ୍‌, ଜଣଙ୍କ ଜୀବନ ଗଲା

ଯାଜପୁର,୧୪ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁରର ଏନ୍‌ଏଚ୍‌ ୧୬ ଛତିଆ ନିକଟରେ ଏକ ବାଇକ୍‌କୁ ଧକ୍କା ଦେଇ ବସ୍‌ଟି ଜଳିଯାଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ଚକାଡୋଳା ନାମକ ବସ୍‌ଟି ବାରିପଦାରୁ ଭୁବନେଶ୍ବର ଅଭିମୁଖେ...

ବିଶ୍ୱ ମାନସିକ ସ୍ବାସ୍ଥ୍ୟ ଦିବସ ପାଳିତ

ଯାଜପୁର,୧୨।୧୦: ଯାଜପୁରର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ଜୟ ମହାକାଳ ଫାଉଣ୍ଡେସନ ତରଫରୁ ‘ଓ୍ବଲ୍ଡ ମେଣ୍ଟାଲ ହେଲଥ ଡେ’ ବା ‘ବିଶ୍ବ ମାନସିକ ସ୍ବାସ୍ଥ୍ୟ ଦିବସ ’ ପାଳିତ ହୋଇଯାଇଛି। ଯାଜପୁର ରୋଡ଼ସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର କନଫରେନ୍ସ ହଲରେ ଏହା ଅନୁଷ୍ଠିତ...

ଭିସା ଷ୍ଟିଲ୍‌ କାରଖାନାକୁ ବନ୍ଦ ଚେତାବନୀ

ଯାଜପୁର,୧୨ା୧୦(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା କଳିଙ୍ଗନଗର ଭିସା ଷ୍ଟିଲ କାରଖାନା ପରିସରରୁ ଅମ୍ଲଯୁକ୍ତ ପଦାର୍ଥ(ପିଏଚ୍‌) ସହ ଫେନୋଲିକ କମ୍ପାଉଣ୍ଡ ଏବଂ ସାଇନାଇଡ୍‌ ପାଣି ଗଣ୍ଡାନାଳରେ ମିଶି ପ୍ରଦୂଷିତ କରୁଛି। ନିୟମିତ ଭାବେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି)ର ପ୍ରତିନିଧି ଦଳ...

ନାବାଳିକାଙ୍କୁ ଉଦ୍ଧାର କରିବାକୁ ଯାଇ ମାଡ଼ ଖାଇଲେ ଥାନା ଅଧିକାରୀଙ୍କ ସହ ୪ ପୋଲିସ

ଯାଜପୁର,୧୧।୧୦: ପୁଣି ପୋଲିସ ଉପରେ ଆକ୍ରମଣ । ଏଥିରେ ୭ ପୋଲିସ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲା ବଡ଼ଚଣା ଥାନା ଅଞ୍ଚଳରେ। ପିପିଲି ଅଞ୍ଚଳର ହୋଇଥିବା ଜଣେ ନାବାଳିକାଙ୍କୁ ଉଦ୍ଧାର କରିବାକୁ ଯାଜପୁର ଯାଇଥିବା...

ବିଜେଡିର ସଭ୍ୟ ସଂଗ୍ରହ କାର୍ଯ୍ୟକ୍ରମରେ ଯୋଗ ଦେଲେନି ଅମର, ପ୍ରତିକ୍ରିୟାରେ କହୁକହୁ କହିଦେଲେ…

ଯାଜପୁର,୧୦ା୧୦: ଯାଜପୁର ବିଜେଡି ସଭ୍ୟ ସଂଗ୍ରହ କାର୍ଯ୍ୟକ୍ରମରେ ଅମର ଶତପଥୀ ଯୋଗ ନ ଦେବାକୁ ନେଇ ରାଜ୍ୟ ରାଜନୀତି ଚର୍ଚ୍ଚା ଜୋର୍‌ ଧରିଛି। ଅମର କାହିଁକି ସଭ୍ୟ ସଂଗ୍ରହ ଅଭିଯାନରେ ସାମିଲ ହେଲେ ନାହିଁ। ବିଭିନ୍ନ ଚର୍ଚ୍ଚା, ଆଲୋଚନା, ତର୍କ...

ଚୋରି କରିନେଲେ କୋଟିଏ ଟଙ୍କାର କଳାପଥର

ଯାଜପୁର,୬ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳର ଡଙ୍କାରୀ ପାହାଡ଼ ପାଦଦେଶରେ ପ୍ରଶାସନ ପକ୍ଷରୁ ମହଜୁଦ ଥିବା ପ୍ରାୟ କୋଟିଏ ଟଙ୍କାର କଳାପଥର ଲୁଟ ହୋଇଛି। ଉକ୍ତ କଳାପଥର ଗତ ମେ ୧୬ ତାରିଖରେ ପାହାଡ଼ରୁ ଧସିଯାଇଥିଲା। ଫଳରେ...

ଯାଜପୁରରେ ବିକାଶ ନାଁରେ ୩ ପରିବାରର ଲୁଟ୍‌ ପ୍ରସଙ୍ଗ:ଜୋର୍‌ ଧରିଛି ଆରୋପ ପ୍ରତ୍ୟାରୋପ

ଯାଜପୁର,୫ା୧୦(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାରେ ବିକାଶ ନାମରେ ୩ ପରିବାର ଲୁଟ୍‌ କରିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମନ୍ତବ୍ୟ ପରେ ଉଭୟ ବିଜେଡି ଓ ଭାଜପା ମଧ୍ୟରେ ଆରୋପ ଏବଂ ପ୍ରତ୍ୟାରୋପ ଜୋର ଧରିଛି। ମୁଖ୍ୟମନ୍ତ୍ରୀ ମାଝୀ ୩ ପରିବାରଙ୍କ...

ସ୍ମୃତିରେଖାଙ୍କ କାର୍ଯ୍ୟାଳୟରେ ଭଙ୍ଗାରୁଜା

ଧର୍ମଶାଳା/ଜେନାପୁର,୪ା୧୦(ବଟକୃଷ୍ଣ ପରିଡ଼ା/ ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀ ଅଧୀନ ଜାରକା ବଜାର ପାଖରେ ଥିବା ଭାଜପା ନେତ୍ରୀ ସ୍ମୃତିରେଖା ପହିଙ୍କ କାର୍ଯ୍ୟାଳୟରେ ବୁଧବାର ରାତିରେ ଭଙ୍ଗାରୁଜା ହୋଇଛି। କାର୍ଯ୍ୟାଳୟରେ ଲାଗିଥିବା ହୋର୍ଡିଂ ଓ ଝାରକା କାଚକୁ ଦୁର୍ବୃତ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri