ଯାଜପୁର

ଧୂଳିଧୂଆଁରେ ପଥଚାରୀ ନୟାନ୍ତ

ଯାଜପୁର,୩୦ା୧୨(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଦେଇ ଯାଇଥିବା ଚଣ୍ଡିଖୋଲ-ଡୁବୁରୀ ୫୩ ନମ୍ବର ଜାତୀୟ ରାଜପଥ (ଏନ୍‌ଏଚ୍‌) ସମ୍ପ୍ରସାରଣ କାର୍ଯ୍ୟ ପ୍ରାୟ ୭ ବର୍ଷ ହେବ ଚାଲିଛି। କିନ୍ତୁ ଶିଳ୍ପ ଓ ଲଘୁ ଖଣି କରିଡର ଭାବେ ପରିଚିତ ଏହି ଗୁରୁତ୍ୱପୂର୍ଣ୍ଣ...

ଖଣ୍ଡଗିରିରୁ ଅପହରଣ ହୋଇଥିବା କ୍ୟାବ ଡ୍ରାଇଭର ଆରୁହା ଜଙ୍ଗଲରୁ ଉଦ୍ଧାର

ଯାଜପୁର,୨୯ା୧୨(ହର୍ଷବର୍ଦ୍ଧନ ବେହେରା): ଭୁବନେଶ୍ୱର ଖଣ୍ଡଗିରି ଅଞ୍ଚଳରୁ ଅପହରଣ ହୋଇଥିବା କ୍ୟାବ ଡ୍ରାଇଭର ପିଣ୍ଟୁ ସାହୁଙ୍କୁ ଶୁକ୍ରବାର ସନ୍ଧ୍ୟା ସମୟରେ ଯାଜପୁର ଜିଲା ଧର୍ମଶାଳା ଥାନା ଆରୁହା ଜଙ୍ଗଲରୁ ଉଦ୍ଧାର କରାଯାଇଛିି। ତେବେ ଏଥିରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରାଯାଇଥିବାବେଳେ...

ଘରୋଇକରଣ ନାଁରେ ଦାୟିତ୍ୱହୀନତା

ଯାଜପୁର/ଯାଜପୁରରୋଡ,(ହର୍ଷବର୍ଦ୍ଧନ ବେହେରା/ପବିତ୍ର ରଞ୍ଜନ ମହାନ୍ତି),୨୯ା୧୨ : ଘରୋଇକରଣ ବ୍ୟାସନଗର ମ୍ୟୁନିସିପାଲିଟିକୁ ଦାୟିତ୍ୱରୁ ଖସିବା ସୁଯୋଗ ଦେଇଛି । ସହରର ୨୬ଟି ୱାର୍ଡର ପରିମଳ ଦାୟିତ୍ୱର ଘରୋଇକରଣ କରି ମ୍ୟୁନିସିପାଲିଟି କର୍ତ୍ତୃପକ୍ଷ ସହରବାସୀଙ୍କ ପାଇଁ ବଡ କାର୍ଯ୍ୟ କରିଛନ୍ତି ଭାବି ଆତ୍ମତୃପ୍ତିରେ...

ଗୋମାଂସ ସନ୍ଦେହରେ ଅଟକାଯାଇଥିଲା ଟ୍ରକ୍‌: ଯାହା ମିଳିଲା…

ଧର୍ମଶାଳା,୨୮ା୧୨(ବଟକୃଷ୍ଣ ପରିଡ଼ା): ଗୋମାଂସ ବୋଝେଇ ହୋଇଯାଉଥିବା ସନ୍ଦେହ କରି ଏକ ଟ୍ରକ୍‌କୁ ଅଟକାଇବା ପରେ ଏଥିରୁ ମାଛ ଖାଦ୍ୟ ଓ ମଲା ଟସର ପୋକ ମିଳିଛି। ଏହି ଘଟଣା ଏଠାରେ ଆଲୋଚ୍ୟର ବିଷୟ ହୋଇଛି। ସୂଚନା ମୁତାବକ, ଗୁରୁବାର ଅପରାହ୍ନରେ...

ଟ୍ୟୁଶନ ମାଷ୍ଟରଙ୍କୁ ୨୦ବର୍ଷ ଜେଲ

ଯାଜପୁର ଟାଉନ,୨୮ା୧୨(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି) :ନାବାଳିକା ଛାତ୍ରୀଙ୍କୁ ଟ୍ୟୁଶନ୍‌ ମାଷ୍ଟର ବଳାତ୍କାର କରିବା ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ ଦଣ୍ଡାଦେଶ ସହ ୧୦ହଜାର ଟଙ୍କା ଜରିମାନା କରିଛନ୍ତି ଅତିରିକ୍ତ ଜିଲା ଦୌରା ଓ ପୋକ୍‌ସୋ...

ସର୍ବେଶ୍ୱରଙ୍କୁ ୨୨୮ କୋଟିର ଝଟକା

ଯାଜପୁର,୨୮ା୧୨(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲା ଦର୍ପଣ ତହସିଲ ଅଧୀନରେ ଥିବା ମାଣ୍ଡୁକା ପାହାଡ଼ରୁ ମୋରମ ଲୁଟ୍‌ ମାମଲାର କ୍ଷତିପୂରଣ ବାବଦକୁ ୨୨୮ କୋଟି ୨୫ ଲକ୍ଷ ୬୧ ହଜାର ୭୮ ଟଙ୍କା ଆଦାୟ କରାଯିବାକୁ ନିଷ୍ପତ୍ତି ହୋଇଛି। ଏନେଇ ଯାଜପୁର ଜିଲାପାଳ...

ଯୋକଡ଼ିଆ କେନାଲ ପୁନରୁଦ୍ଧାର ଦାବି ତେଜିଲା

ଯାଜପୁର,୨୪ା୧୨(ହର୍ଷବର୍ଦ୍ଧନ ବେହେରା)ଯାଜପୁର ବ୍ଲକର ନାଥସାହି, ଭୁବନେଶ୍ୱରପୁର, ଖଇରାବାଦ, ଚଇନପୁର, ବେରୁଦା, ମାଳଆନନ୍ଦପୁର ପ୍ରଭୃତି ୧୦ ପଞ୍ଚାୟତର ପ୍ରାୟ ଶତାଧିକ ଗ୍ରାମ ବନ୍ୟା ଓ ମରୁଡି ଦ୍ୱାରା ପ୍ରଭାବିତ। ଏଥିଯୋଗୁ କୃଷକ ପରିବାରଙ୍କ ଜୀବନ ଜୀବିକା ଦୁର୍ବିଷହ ହୋଇପଡ଼ିଛି। ଫସଲକୁ ସୁରକ୍ଷା...

ଜେଲ୍‌ ଗଲେ ବୁଖାରୀ

ଯାଜପୁର,୨୩ା୧୨: ସନ୍ଦିଗ୍ଧ କଶ୍ମୀର ଆତଙ୍କବାଦୀ ସୟଦ ଇଶାନ ବୁଖାରୀ ଶନିବାର ଜେଲ୍‌ ଯାଇଛନ୍ତି। ବୁଖାରୀଙ୍କୁ ୫ ଦିନିଆ ରିମାଣ୍ଡରେ ନେଇଥିଲା କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌। ରିମାଣ୍ଡ ଅବଧି ସରିବା ପରେ ଆଜି ତାଙ୍କୁ ଚଣ୍ଡିଖୋଲ କୋର୍ଟ ଜେଲ୍‌ ପଠାଇ ଦେଇଛନ୍ତି। ସୂଚନାଯୋଗ୍ୟ,...

ଅସୁରକ୍ଷିତ ସେତୁରେ ଯାତ୍ରା

ପ୍ରୀତିପୁର,୨୨ା୧୨(ସୁଶାନ୍ତ ବେହୁରିଆ): ବିଞ୍ଝାରପୁର ବ୍ଲକ ଅଧୀନ ବାଙ୍ଗରା ପଞ୍ଚାୟତର ବେଙ୍ଗାନାଳ ଉପରେ ଥିବା ସେତୁ ଅସୁରକ୍ଷିତ ହୋଇପଡ଼ିଛି। ହେଲେ ଏହି ସେତୁରେ ଲୋକେ ବାଧ୍ୟହୋଇ ଯାତାୟାତ କରୁଛନ୍ତି। ସେତୁଟି ଐତିହାସିକ ଶୈବପୀଠ ବାବା ମୁକ୍ତେଶର ମହାଦେବ ମନ୍ଦିର ସନ୍ନିକଟରେ ଅବସ୍ଥିତ।...

ସରିଲାଣି ଅବଧି, ୩୯ ପ୍ରକଳ୍ପ ଅଧାପନ୍ତରିଆ

ଯାଜପୁର,୨୦।୧୨(ହର୍ଷବର୍ଦ୍ଧନ ବେହେରା): ପୂର୍ତ୍ତ ବିଭାଗ ଉପରେ ସରକାରଙ୍କ ଅତୁଟ ଭରସା ରହିଛି। କାର୍ଯ୍ୟଦକ୍ଷତା, ସମୟାନୁବର୍ତ୍ତିତା ଏବଂ ସୁଦୃଢ଼ ନିର୍ମାଣରେ ବିଶ୍ୱାସ ରଖି ପୂର୍ତ୍ତ ବିଭାଗ ଉପରେ ଏକାଧିକ ପ୍ରକଳ୍ପ କାର୍ଯ୍ୟ ଦାୟିତ୍ୱ ନ୍ୟସ୍ତ କରାଯାଉଛି। କିନ୍ତୁ ବିଭାଗର ଯାଜପୁର ଜିଲା...

୨ ଗାଁ ମଧ୍ୟରେ ବିବାଦ, ଥାନାରେ ଅଭିଯୋଗ

ଯାଜପୁର ସଦର,୨୦।୧୨(ସମର ବିଜୟ ଶରଣ): ଯାଜପୁର ବ୍ଲକ ଅନ୍ତର୍ଗତ ଶ୍ୟାମଦାସପୁର ପଞ୍ଚାୟତ କଳସପୁରଠାରେ ଥିବା ଖରସ୍ରୋତା ନଦୀର ବାଲିଘାଟ ସୀମା ନିର୍ଦ୍ଧାରଣକୁ ନେଇ ଜନ ଅସନ୍ତୋଷ ପ୍ରକାଶ ପାଇଛି। ଏପରି କି ମାପ ଚୁପ ପରେ ବାଲିଘାଟ ରାସ୍ତାକୁ ନେଇ...

ଯାଜପୁରରେ ଚହଳ ପକାଇଥିଲା ବୁଖାରୀଙ୍କ ପ୍ରେମ କାହାଣୀ,   ତଥାପି ଆତଙ୍କବାଦୀ ବୋଲି ଜାଣିପାରିଲାନି ପୋଲିସ

ଧର୍ମଶାଳା,୧୯।୧୨(ବଟକୃଷ୍ଣ ପରିଡ଼ା): କଶ୍ମୀର ପୋଲିସର ମୋଷ୍ଟ ଓ୍ବାଣ୍ଟେଣ୍ଡ ଅଭିଯୁକ୍ତ ସୟଦ ଇଶାନ ବୁଖାରୀ(୩୭) ଗିରଫ ଘଟଣା ଦିନକୁ ଦିନ ଭିନ୍ନ ମୋଡ ନେଉଛି। ସୋମବାର  ବୁଖାରୀଙ୍କ ସ୍ତ୍ରୀ  ସେହେନାଜ୍‌ ପରଓ୍ବିନ୍‌ଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିଲା। ତେବେ ମଙ୍ଗଳବାର ଏହି ଘଟଣା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri