ଯାଜପୁର

ପାନୀୟ ଜଳ ହେଉଛି ବିଷାକ୍ତ

ଯାଜପୁର/ରଗଡ଼ି,୨୮ା୧୧(ହର୍ଷବର୍ଦ୍ଧନ ବେହେରା/ଯତିଶ ମଲ୍ଲିକ): ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ବିଭିନ୍ନ କାରଖାନାରୁ ନିର୍ଗତ ଫ୍ଲାଏ ଆଶ୍‌ରେ ଏବେ କୋରେଇ ବ୍ଲକ ମଞ୍ଜୁରୀ ମୌଜା ଅଞ୍ଚଳର ବିଭିନ୍ନ ଖାଲଖମା ପୋତା ଚାଲିଛି। ଫଳରେ ଏହା ନିକଟରେ ଥିବା ସରକାରୀ ପଲିଟେକ୍ନିକ କଲେଜ...

୮୧.୭୮ କୋଟି ଫେରିଯିବା ଆଶଙ୍କା

ଯାଜପୁର,୨୭ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର ଅନ୍ୟତମ ସହର ବ୍ୟାସନଗର ପୌରାଞ୍ଚଳକୁ ରେଳ ଲାଇନ ୨ ଭାଗ କରିଛି। ଏହାର ପୂର୍ବ-ଉତ୍ତର ଦିଗରେ ମୁଖ୍ୟ ସହର ରହିଥିବାବେଳେ ବିପରୀତ ଦିଗରେ ଡାକ୍ତରଖାନା, କେନ୍ଦ୍ରୀୟ ବିଦ୍ୟାଳୟ, ଏନ୍‌ସି ହାଇସ୍କୁଲ, ପ୍ରାଣୀ ଚିକିତ୍ସାଳୟ, ବାଳିକା...

ରାଜଘାଟ-କଳସପୁର ନଦୀବନ୍ଧ ବିପର୍ଯ୍ୟସ୍ତ

ଯାଜପୁର ସଦର,୨୭ା୧୧(ସମର ବିଜୟ ଶରଣ): ଯାଜପୁର ବ୍ଲକ ଅନ୍ତର୍ଗତ ଖରସ୍ରୋତା ନଦୀ ବନ୍ଧର ରାଜଘାଟଠାରୁ କଳସପୁର ପର୍ଯ୍ୟନ୍ତ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଜାରକା ଜଳସମ୍ପଦ ବିଭାଗ ଅଧୀନରେ ଥିବା ଏହି ବନ୍ଧର କିଛି ମାସ ତଳେ ମରାମତି କରାଯାଇଥିଲା। ଏଥିପାଇଁ ବିପୁଳ...

ମୂର୍ତ୍ତି ଚୋରଙ୍କୁ ଧରିବାରେ ପୋଲିସ ଫେଲ୍‌

ଯାଜପୁର,୨୬ା୧୧(ହର୍ଷବର୍ଦ୍ଧନ ବେହେରା)ଐତିହ୍ୟ ଓ ସଂସ୍କୃତିସମ୍ପନ୍ନ ଯାଜପୁର ଜିଲାରେ ଅତି ପ୍ରାଚୀନ ମୂର୍ତ୍ତିଗୁଡ଼ିକର ଚୋରି ବଢ଼ିବାରେ ଲାଗିଛି। ଜିଲାରେ ଗତ ଦୁଇ ଦଶନ୍ଧି ମଧ୍ୟରେ ୧୦ରୁ ଉର୍ଦ୍ଧ୍ୱ ମନ୍ଦିରରୁ ବିଭିନ୍ନ ମୂର୍ତ୍ତି ଓ ଅଳଙ୍କାର ଚୋରି ହୋଇଛି। ସେଗୁଡ଼ିକୁ ଉଦ୍ଧାର କରିବାରେ...

ଲୁଟେରାଙ୍କ ନଜରରେ କାଏମା ପାହାଡ଼

କାଏମା,୨୬ା୧୧(ଶିବପ୍ରସାଦ ମହାନ୍ତି):ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତ ମଧ୍ୟଭାଗରେ କାଏମା ପାହାଡ଼ ବା ଗୋଗଳ ପାହାଡ଼ ଅବସ୍ଥିତ। ହେଲେ ଏହି ପାହାଡ଼ ଏବେ ମାଫିଆଙ୍କ ନଜରରେ। ମାଫିଆ ଏଠାରୁ ମୋରମ ଲୁଟ୍‌ କରୁଥିବା ଦେଖିବାକୁ ମିଳିଛି। ଦିନରାତି ମୋରମ ଲୁଟ୍‌...

ମହିଳାଙ୍କଠାରୁ ସନ୍ଦେହଜନକ ଭାବେ ଶିଶୁକନ୍ୟା ଉଦ୍ଧାର : ଅଟକ ରଖି ପଚରାଉଚରା

ଯାଜପୁରରୋଡ,୨୫ା୧୧(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ସହରର ମାକ୍ସ ଶୋ’ରୁମ୍‌ ନିକଟରୁ ଜଣେ ମହିଳାଙ୍କଠାରୁ ସନ୍ଦେହଜନ ଭାବେ ଜଣେ ୬ ମାସର ଶିଶୁକନ୍ୟାଙ୍କୁ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ଜିଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ହସ୍ତାନ୍ତର କରାଯାଇଛି। ଏଥିସହିତ ସମ୍ପୃକ୍ତ ମହିଳାଙ୍କୁ...

କାଗଜ କଲମରେ କୃଷିଋଣ

ଯାଜପୁର,୨୨।୧୧(ହର୍ଷବର୍ଦ୍ଧନ ବେହେରା) : ରାଜ୍ୟର ନିରୀହ ଗରିବ କୃଷକ ସଦସ୍ୟଙ୍କ କୃଷି ଋଣ ଆକାଉଣ୍ଟକୁ ଜାଲିଆତି କରି ସେମାନଙ୍କୁ ହଇରାଣ କରାଯାଉଥିବା ଅଭିଯୋଗ ପରେ ରାଜ୍ୟ ସରକାର ୨୦୨୨ ଜୁନ ପ୍ରଥମ ସପ୍ତାହରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଥିଲେ।...

ଶ୍ରେଣୀଗୃହରେ ଉଠବସ୍‌: ଛାତ୍ରଙ୍କ ମୃତ୍ୟୁ

ରସୁଲପୁର,୨୨।୧୧(ରଞ୍ଜିତ ରାଉତ): ଯାଜପୁର ଜିଲା କୁଆଖିଆ ଥାନା ବାହାଦଲାପୁର ପଞ୍ଚାୟତ ସାନଓରାଳି ସୂର୍ଯ୍ୟନାରାୟଣ ନୋଡାଲ ଉପ୍ରା ବିଦ୍ୟାଳୟର ଶ୍ରେଣୀ କକ୍ଷରେ ଉଠବସ୍‌ବେଳେ ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେ ହେଲେ ସାନଓରାଳି ଗ୍ରାମର ନିତ୍ୟାନନ୍ଦ ସେଠୀଙ୍କ ପୁଅ...

ତଥ୍ୟ ଦେଇ ନ ଥିବା ୨ ଅଧିକାରୀଙ୍କୁ ଜରିମାନା

ଧର୍ମଶାଳା,୨୧ା୧୧ (ବଟକୃଷ୍ଣ ପରିଡ଼ା): ସୂଚନା ଅଧିକାର ଅଇନରେ ତଥ୍ୟ ପ୍ରଦନ କରି ନ ଥିବା ଧର୍ମଶାଳା ବ୍ଲକର ୨ ଅଧିକାରୀଙ୍କୁ ଅର୍ଥ ଦଣ୍ଡ ମିଳିଛି । ସୂଚନା ଅନୁଯାୟୀ, ଧର୍ମଶାଳା ବ୍ଲକରେ କରୋନା କଟକଣା ସମୟରେ ଖାଦ୍ୟ ସୁରକ୍ଷା ଯୋଜନାରେ...

ପାଣି ଟାଙ୍କିରୁ ୨ କଙ୍କାଳ ଜବତ: ଲୋକେ କହୁଛନ୍ତି ମାନବ କଙ୍କାଳ, ପୋଲିସ କହିଲା ମାଙ୍କଡ଼ର

ଯାଜପୁର ସଦର, ୨୦ା୧୧ (ସମର ବିଜୟ ଶରଣ): ଯାଜପୁର ବ୍ଲକ ଅନ୍ତର୍ଗତ ମହେଶ୍ୱରପୁର ପଞ୍ଚାୟତର ନିଶ୍ଚନ୍ତା ଗ୍ରାମ ନିକଟରେ ନିର୍ମାଣାଧୀନ ପାନୀୟ ଜଳଯୋଗାଣ ପ୍ରକଳ୍ପର ଟାଙ୍କି ଭିତରୁ ସୋମବାର ପୂର୍ବାହ୍ନରେ ୨ଟି କଙ୍କାଳ ଜବତ ହୋଇଛି। ତାହା ମାନବକଙ୍କାଳ ବୋଲି...

ଚଳନ୍ତା ବସ୍‌ରେ ଛାତ୍ରୀଙ୍କୁ ବଳାତ୍କାର

ଯାଜପୁର,୨୦ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଦଶରଥପୁର ଥାନା ଅଞ୍ଚଳର ଜଣେ ନାବାଳିକା ଛାତ୍ରୀ(୧୬)ଙ୍କୁ ରବିବାର ଚଳନ୍ତା ବସ୍‌ରେ ବଳାତ୍କାର କରାଯାଇଛି। ଭଦ୍ରକରୁ କୋଲକାତା ଯିବା ଏବଂ ଫେରିବା ବାଟରେ ବସ୍‌ର ସ୍ଲିପର ସିଟ୍‌ରେ ଛାତ୍ରୀଙ୍କୁ ବଳାତ୍କାର କରିଛନ୍ତି ତାଙ୍କ ଗ୍ରାମର...

ବିଶ୍ୱକପ୍‌ରେ ଭାରତର ଶୋଚନୀୟ ପରାଜୟ: ଗୋରୁ ପଘାକୁ ବେକରେ ଦେଇ ଝୁଲି ପଡ଼ିଲେ ଯୁବକ

ପ୍ରୀତିପୁର,୨୦।୧୨(ସୁଶାନ୍ତ ବେହୁରିଆ): ବିଶ୍ୱକପରେ ଭାରତର ଶୋଚନୀୟ ପରାଜୟ ଦୁଃଖରେ ଜୀବନ ହାରିଦେଲେ ଯୁବକ। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲା ବିଞ୍ଜାରପୁର ଥାନା ଅନ୍ତର୍ଗତ ଜରି ପଞ୍ଚାୟତରେ। ମୃତକ ହେଲେ କୂଳସାହିର ଦେବରଞ୍ଜନ ମଳିକ (୨୩)। ଭାରତ ଅଷ୍ଟ୍ରେଲିଆଠାରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri