ଯାଜପୁର

ପ୍ରେମ ବିବାହର ୬ ମାସ ହୋଇନି, ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ

ଦଶରଥପୁର,୨୦।୯(ମନୋଜ ପୃଷ୍ଟି): ପ୍ରେମ ବିବାହର ୬ ମାସ ହୋଇନାହିଁ, ହେଲେ ଯୁବତୀଙ୍କ ମୃତ୍ୟୁ ଘଟିବା ଘଟଣା ଯାଜପୁର ଜିଲା ମଙ୍ଗଳପୁର ଥାନା ଅଞ୍ଚଳର ଆଲୋଡ଼ନ ସୃଷ୍ଟି କରିଛି। ଏହା ଏକ ହତ୍ୟା ଘଟଣା ବୋଲି ସ୍ଥାନୀୟ ଲୋକମାନଙ୍କ ମଧ୍ୟରେ ଆଲୋଚନା...

ଶିଶୁଙ୍କୁ ପୋଷଣଯୁକ୍ତ ଖାଦ୍ୟ ପ୍ରଦାନ ପ୍ରହସନ

ରସୁଲପୁର,୨୦।୯(ରଞ୍ଜିତ ରାଉତ):  ଯାଜପୁର ଜିଲା ରସୁଲପୁର ବ୍ଲକ ମହିଳା ଓ ଶିଶୁ ବିକାଶ ପ୍ରକଳ୍ପ ଅଧୀନରେ ୨୬୬ ଅଙ୍ଗନୱାଡି କେନ୍ଦ୍ର ରହିଛି।ଏହି କେନ୍ଦ୍ରରେ ପ୍ରି-ସ୍କୁଲ/ପ୍ଲେ-ସ୍କୁଲର ୩ରୁ ୬ବର୍ଷ ପର୍ଯ୍ୟନ୍ତ ୫ହଜାରରୁ ଊର୍ଦ୍ଧ୍ୱ କୋମଳମତି ଶିଶୁ କେନ୍ଦ୍ରରେ ନାମ ଲେଖାଇଛନ୍ତି। ପ୍ରତ୍ୟେକ...

ଜାବରା ସେତୁ ଉପରେ ଏକାଧିକ ଗାତ

ଜେନାପୁର,୨୦।୯(ଅଶୋକ ଦାସ): ଗ୍ରାମାଞ୍ଚଳରେ ତଥା ଦୁର୍ଗମ ଅଞ୍ଚଳର ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରି ଅଞ୍ଚଳର ବିକାଶ ପ୍ରକ୍ରିୟା ସନ୍ତୁଳନ ରକ୍ଷାକରିବା ପାଇଁ ବିଭିନ୍ନ ନଦୀ ନାଳ ଉପରେ ସେତୁ ନିର୍ମାଣ କରାଯାଇଛି। ଏଥିରେ ରାଜ୍ୟ ସରକାର ଅନେକ କୋଟି ଟଙ୍କା...

ଛାତ୍ରୀଛାତ୍ରଙ୍କ ପାଇଁ ସ୍ମାର୍ଟ କ୍ଲାସ୍‌ ରୁମ୍‌ ଅଲୋଡ଼ା

କାଏମା,୨୦।୯( ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ କାଏମା ଲାଲବାହାଦୁର ଉଚ୍ଚ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ଆସୁନି ନବମ ଓ ଦଶମ ଶ୍ରେଣୀର ସ୍ମାର୍ଟ କ୍ଲାସ ରୁମ୍‌। ଏହି ସ୍କୁଲ ୧୯୬୮ରେ ସ୍ଥାପିତ ହୋଇଥିଲା । ବର୍ତ୍ତମାନ ୫ଶହରୁ ଊର୍ଦ୍ଧ୍ୱ...

ମୋବାଇଲରେ କଥା ହେବାବେଳେ ବଜ୍ରପାତ, ଯୁବକ ମୃତ, ଜଣେ ଗୁରୁତର

ଧର୍ମଶାଳା/କାଏମା,୧୯ା୯(ବଟକୃଷ୍ଣ ପରିଡା/ ଶିବପ୍ରସାଦ ମହାନ୍ତି): ମୋବାଇଲରେ କଥାହେବାବେଳେ ବଜ୍ରପାତ ହେବାରୁ ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ଦେଓଦା ପଞ୍ଚାୟତ ଚଇନୁହୁଡ଼ା ଗ୍ରାମରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଗ୍ରାମର ନୀଳମଣି ନାୟକଙ୍କ...

ବିଦ୍ୟୁତ୍‌ ତାରରେ ଲାଗିଲା ମେଢ଼, ଯୁବକ ମୃତ

ବରୀ,୧୯ା୯(ମହେନ୍ଦ୍ର ସ୍ବାଇଁ): ଗଣେଶ ପୂଜା ପାଇଁ ସବୁଠି ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ଯାଜପୁର ଜିଲା ବରୀ ବ୍ଲକ୍‌ ଅଧୀନ ବାଲିବିଲଠାରେ ଏକ ଅଘଟଣ ଘଟିଛି। ଗଣେଶ ମେଢ଼କୁ ଅଲିପୁରଠାରୁ ଏକ ଟ୍ରାକ୍ଟର ଯୋଗେ ଉକ୍ତ ବ୍ଲକ୍‌ ଅଧୀନ ଅଙ୍ଗାଳୋ ପଞ୍ଚାୟତ...

ଜଳବନ୍ଦୀରେ ବଳଭଦ୍ରପୁର ଗ୍ରାମବାସୀ

ଜେନାପୁର,୧୮ା୯(ଅଶୋକ ଦାସ): ଧର୍ମଶାଳା ବ୍ଲକ ଅନ୍ତର୍ଗତ ମଧୁସୂଦନପୁର ପଞ୍ଚାୟତ ବଳଭଦ୍ରପୁର ଗ୍ରାମର ୯ ନମ୍ବର ୱାର୍ଡବାସୀ ପାଣି ଘେରରେ ରହିଥିବା ଦେଖିବାକୁ ମିଳିଛି। ଏହି ଗ୍ରାମରେ ୩୦୦ ଲୋକ ବସବାସ କରୁଛନ୍ତି। ସେମାନଙ୍କ କହିବା ମୁତାବକ, ପ୍ରତିବର୍ଷ ବର୍ଷା ଋତୁରେ...

ଆୟୁଷ ଡାକ୍ତରଙ୍କ ଭରସାରେ ରୋଗୀ

ଚଣ୍ଡିଖୋଲ,୧୮ା୯(ପ୍ରଦୀପ୍ତ କୁମାର ପୃଷ୍ଟି): ଗ୍ରାମାଞ୍ଚଳରେ ଦେଖିବାକୁ ମିଳୁଛି ସ୍ବାସ୍ଥ୍ୟସେବାର ବିକଳ ଚିତ୍ର। ସମସ୍ତେ ନିଯୁକ୍ତି ପାଇଛନ୍ତି। ହେଲେ କାହାର ଦେଖା ମିଳୁନାହିଁ ବୋଲି ଅଭିଯୋଗ କରିଛନ୍ତି ଗ୍ରାମବାସୀ। ରୋଗୀଙ୍କ ଏକମାତ୍ର ଭରସା ପାଲଟିଛନ୍ତି ଆୟୁଷ ଡାକ୍ତର। ସେ କାମଚଳା ରୋଗୀ...

ଖାଦ୍ୟ ନାଁରେ ଜହର ବିକୁଛନ୍ତି ହୋଟେଲ ମାଲିକ

କୋରେଇ,୧୮ା୯(ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା କୋରେଇ ବ୍ଲକ ଅଧୀନ ପାଣିକୋଇଲି ନିକଟରୁ ଏନ୍‌ଏଚ୍‌ ୨୦ ରଗଡ଼ି ଛକ ଓ ଯାଜପୁର ରୋଡ୍‌ ଆଦି ଜନଗହଳିପୂର୍ଣ୍ଣ ଅଞ୍ଚଳରେ ବେଆଇନଭାବେ ଶତାଧିକ ହୋଟେଲ ଓ ଢାବା ସହିତ ହଜାରରୁ ଊର୍ଦ୍ଧ୍ୱ ଫାଷ୍ଟଫୁଡ଼ ଦୋକାନ...

ଶିଶୁଶ୍ରମ ଉଦ୍ଧାରକାରୀ ଡିଟିଏଫ୍‌ ନିଷ୍କ୍ରିୟ

ଯାଜପୁର,୧୮ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ ଶିଶୁ ଶ୍ରମିକ ସଂଖ୍ୟା ମାତ୍ରାଧିକ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଅଧାରୁ ପାଠ ଛାଡ଼ି ପିଲାମାନେ ଶ୍ରମିକ ସାଜୁଛନ୍ତି। ଅନ୍ୟପକ୍ଷେ ଜିଲା ଶିକ୍ଷା ବିଭାଗ ପକ୍ଷରୁ ଅଧାରୁ ପାଠ ଛାଡୁଥିବା ପିଲାମାନଙ୍କୁ ନିକଟସ୍ଥ ସ୍କୁଲରେ...

ପ୍ରଧାନମନ୍ତ୍ରୀ କିଷାନ ସହାୟତାରୁ ବଞ୍ଚିତ ହେବେ ଚାଷୀ

ରସୁଲପୁର,୧୭ା୯(ରଞ୍ଜିତ ରାଉତ) ରସୁଲପୁର ବ୍ଲକ ଅଧୀନ ୨୮ ପଞ୍ଚାୟତରେ ୬ହଜାରରୁ ଊର୍ଦ୍ଧ୍ୱ ଚାଷୀଙ୍କ ଇ-କେୱାଇସି(ଅନ୍‌ଲାଇନରେ-ନୋ ୟୋର କଷ୍ଟମର) ଯାଞ୍ଚ ହୋଇନାହିଁ। ଉକ୍ତ ଚାଷୀମାନେ ତୁରନ୍ତ ଜନସେବା କେନ୍ଦ୍ର ଓ ମୋ ସେବାକେନ୍ଦ୍ରକୁ ଯାଇ ଇ-କେୱାଇସିକୁ ଯାଞ୍ଚ କରାଇ ନେବାକୁ ବ୍ଲକ...

ପ୍ରତି ପଞ୍ଚାୟତରେ ବ୍ୟାଙ୍କ ଖୋଲିବାକୁ ନେଇ ଦ୍ୱନ୍ଦ୍ୱ

ରସୁଲପୁର,୧୭ା୯(ରଞ୍ଜିତ ରାଉତ) ପ୍ରତି ପଞ୍ଚାୟତରେ ବ୍ୟାଙ୍କିଙ୍ଗ ସେବା ଉପଲବ୍ଧ ହେବ। ଏହି କ୍ରମରେ ପ୍ରଥମ ପର୍ଯ୍ୟାୟରେ ଯାଜପୁର ଜିଲା ରସୁଲପୁର ବ୍ଲକର ୧୪ ପଞ୍ଚାୟତରେ ବ୍ୟାଙ୍କ ଖୋଲିବା ନେଇ ଭିତ୍ତିଭୂମି ସଜାଡିବା ଉପରେ ଗୁରୁତ୍ୱ ଦିଆଯାଉଛି। ପଞ୍ଚାୟତର ସରପଞ୍ଚମାନେ ବ୍ୟାଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri