ଯାଜପୁର

କାର୍ଯ୍ୟ ଚୁକ୍ତିକୁ ଠିକାଦାରଙ୍କ ଅଣଦେଖା

ଯାଜପୁର,୨୦ା୮(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲାର ବଡ଼ଚଣା ଓ ବରୀ ବ୍ଲକର ଏକାଧିକ ରାସ୍ତା, ଗୃହ, ନଦୀବନ୍ଧ, ଆଲୋକୀକରଣ ଆଦି ନିର୍ମାଣ ଓ ମରାମତି ଦାୟିତ୍ୱ ପଡ଼ୋଶୀ କଟକ ଜିଲା ଚାର୍‌ବାଟିଆ ପୂର୍ତ୍ତ ବିଭାଗ ଡିଭିଜନ ଅଧୀନରେ ରହିଛି। ଏହିସବୁ ରାସ୍ତାଗୁଡ଼ିକ ଉପରେ...

ଚିନ୍ତା ବଢ଼ାଇଛି ବ୍ୟାସ ସରୋବର ମନ୍ଦିରରେ ଭୋଜିଭାତ

ଯାଜପୁର,୧୯ା୮(ହର୍ଷବର୍ଦ୍ଧନ ବେହେରା): ଓଡ଼ିଆ ସଂସ୍କୃତିର ଏକ ପୁଣ୍ୟ ପୀଠ ଭାବେ ବ୍ୟାସ ସରୋବର ସର୍ବଜନବିଦିତ। ଏଠାକୁ ବହୁ ପରିଦର୍ଶକ, ପର୍ଯ୍ୟଟକ ଆସିଥାନ୍ତି। ପ୍ରାୟ ୬୪ କୋଟି ଟଙ୍କା ଜିଲା ଖଣିଜ ପ୍ରତିଷ୍ଠାନ(ଡିଏମ୍‌ଏଫ୍‌) ପାଣ୍ଠିରୁ ମଞ୍ଜୁର ହୋଇ ଏହି ସରୋବରର ସୌନ୍ଦର୍ଯ୍ୟକରଣ...

ଏମ୍‌ଏମ୍‌ଏସ୍‌ଓ୍ବାଇ ରାସ୍ତା ନିର୍ମାଣରେ ଅନିୟମିତତା

ଯାଜପୁର,୧୯ା୮(ହର୍ଷବର୍ଦ୍ଧନ ବେହେରା): ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗ ଅଧୀନରେ ଥିବା ଯାଜପୁର ନିର୍ମାଣ ଡିଭିଜନ-୧ ବିଭାଗରେ ଠିକାଦାରି ରାଜନୀତି ଅଣାୟତ୍ତ ହେବାରେ ଲାଗିଛି। ଆଭ୍ୟନ୍ତର ଅଞ୍ଚଳବାସୀଙ୍କ ପାଇଁ ଗ୍ରାମ୍ୟ ରାସ୍ତା ନିର୍ମାଣ ଓ ମରାମତି ନାମରେ ବିପୁଳ...

ବିପଦପୂର୍ଣ୍ଣ ଅବସ୍ଥାରେ ପୋଲିସ ବିଟ୍‌ ହାଉସ

ଯାଜପୁରରୋଡ୍‌,୧୮ା୮(ପବିତ୍ର ମହାନ୍ତି): କ୍ରମବର୍ଦ୍ଧିଷ୍ଣୁ ବ୍ୟାସନଗର ସହରର ଲୋକସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ତେଣୁ ଆଇନଶୃଙ୍ଖଳା ରକ୍ଷା କରିବା ପାଇଁ ଏହି ସହରରେ ଦୁଇଟି ଥାନା ଆବଶ୍ୟକତା ଥିବାବେଳେ ଗୋଟିଏ ଥାନା କାର୍ଯ୍ୟକରୁଛି। ବ୍ୟାସନଗର ସହରଟି ଯାଜପୁରରୋଡ୍‌ ଥାନା ଅଧୀନରେ...

କମିଗଲା ୯ କି.ମି. ରାସ୍ତା ନିର୍ମାଣ

ଯାଜପୁର,୧୮ା୮(ହର୍ଷବର୍ଦ୍ଧନ ବେହେରା): ଜନଜୀବନର ସୁରକ୍ଷା ଏବଂ ନିରାପଦ ଗମନାଗମନ ପାଇଁ କେନ୍ଦ୍ର ସରକାରଙ୍କ ଜାତୀୟ ରାଜପଥ ପ୍ରାଧିକରଣ ବିଭାଗ ପକ୍ଷରୁ ଯାଜପୁର ଜିଲା ଦେଇ ଏକ ନୂତନ ଜାତୀୟ ରାଜପଥ(ଏନଏଚ)ର ପରିକଳ୍ପନା କରାଯାଇଛି । ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ସଂଯୋଗ...

ମହିଳାଙ୍କୁ ଟାଣିନେଲା କୁମ୍ଭୀର: ମୃତଦେହ ଜବତ

ବରୀ,୧୭ା୮(ମହେନ୍ଦ୍ର ସ୍ବାଇଁ)ଯାଜପୁର ଜିଲା ବରୀ ବ୍ଲକ୍‌ ଅମଠପୁର ପଞ୍ଚାୟତ ପାଲଟପୁର ଗ୍ରାମରେ ବୁଧବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଜ୍ୟୋତ୍ସ୍ନା ଜେନା(୩୬) ବିରୂପା ନଦୀକୁ ଶୌଚ ପାଇଁ ଯାଇଥିବାବେଳେ ତାଙ୍କୁ କୁମ୍ଭୀର ଟାଣିନେଇ ମାରିଦେଇଛି। ପରେ ତାଙ୍କ...

ସ୍କୁଲ ଯାଇ ନପାରି ରାସ୍ତା ରେ ବସିଲେ ଛାତ୍ରୀଛାତ୍ର

କାଳିଆପାଣି,୧୬।୮: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ଖଣି ଅଞ୍ଚଳରେ ଟ୍ରାଫିକ ସମସ୍ୟା ବିପର୍ଯ୍ୟସ୍ତ ହୋଇ ପଡଛି। ଏ ନେଇ ଛାତ୍ରଛାତ୍ରୀ ସ୍କୁଲ ଯାଇ ନପାରି ଟମକା-ମଙ୍ଗଳପୁର ରାସ୍ତାର ଭିମଟାଙ୍ଗର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଛାତ୍ରୀଛାତ୍ର ଧାରଣା ଦେଇଥିଲେ ।...

ଥାନାରୁ ନ୍ୟାୟ ନ ପାଇ ଏସ୍‌ପିଙ୍କୁ ଭେଟିଲେ ପୀଡ଼ିତା

ପାଣିକୋଇଲି,୧୫ା୮(ବିକାଶ କୁମାର ମଲିକ): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଟିଏ ପରିବାରର ବାପ ଓ ୩ ପୁଅ, ଝିଅ ମିଶି ପଡ଼ୋଶୀ ଦୁଇ ମହିଳାଙ୍କୁ ଅଶାଳୀନ ବ୍ୟବହାର ସହିତ ମରଣାନ୍ତକ ଆକ୍ରମଣ କରିଥିଲେ। ଏ ସଂକ୍ରାନ୍ତରେ ପୀଡ଼ିତାଙ୍କ ତରଫରୁ ଯାଜପୁର ଥାନାରେ...

ଗାନ୍ଧିଜୀଙ୍କ ନେତୃତ୍ୱରେ ଝାସ ଦେଇଥିଲେ ଯାଜପୁରର ସ୍ବାଧୀନତା ସଂଗ୍ରାମୀ

ଯାଜପୁର,୧୫ା୮(ହର୍ଷବର୍ଦ୍ଧନ ବେହେରା) : ଦେଶର ସ୍ବାଧୀନତା ପାଇଁ ଭାରତବାସୀ ଯେଉଁ ତ୍ୟାଗ ସ୍ବୀକାର କରିଥିଲେ ସେଥିରେ ଯାଜପୁର ଜିଲାବାସୀଙ୍କ ବଳିଦାନ ମଧ୍ୟ କମ ନୁହେଁ। ୧୯୪୨ ଭାରତଛାଡ ଆନ୍ଦୋଳନରେ କୋରାପୁଟ ଓ ବାଲେଶ୍ୱର ଜିଲାରେ ଗୁଳିକାଣ୍ଡ ହୋଇ ତାଣ୍ଡବଲୀଳା ଓ...

ଡିଜାଇନ୍‌ରେ ତ୍ରୁଟି ଯୋଗୁ ଭୁଶୁଡ଼ିଥିଲା ପୋଲ

ରସୁଲପୁର,୧୪ା୮(ରଞ୍ଜିତ ରାଉତ): ଯାଜପୁର ଜିଲା ରସୁଲପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ୧୬ନମ୍ବର ଜାତୀୟ ରାଜପଥ ପୋଲ ଭୁଶୁଡ଼ିବା ଘଟଣାର ତଦନ୍ତ ରିପୋର୍ଟ ଆସିଛି। ଦୁର୍ଘଟଣାର ୩ ସପ୍ତାହ ପରେ ରାଜପଥ କର୍ତ୍ତୃପକ୍ଷଙ୍କ ରିପୋର୍ଟ ହସ୍ତଗତ ହୋଇଛି। ଡିଜାଇନରେ ତ୍ରୁଟି ଯୋଗୁ...

ଅବଧିର ୪ ବର୍ଷ ପରେ ବି ସରିଲାନି ନିର୍ମାଣ

ଯାଜପୁର ଅଫିସ,୧୪ା୮: ପରସେଣ୍ଟେଜ୍‌(ପିସି) କାରବାରର ଅବସାନ ଏବଂ ପ୍ରଶାସନର ସ୍ବଚ୍ଛତା ପାଇଁ ରାଜ୍ୟ ସରକାର ସ୍ଲୋଗାନ ଦେଇ ଚାଲିଥିବାବେଳେ ଏହାର ବିପରୀତ ଦୃଶ୍ୟ ଯାଜପୁର ଜିଲା ଗ୍ରାମ୍ୟ ନିର୍ମାଣ ବିଭାଗରେ ଦେଖିବାକୁ ମିଳୁଛି। ଏହି ବିଭାଗରେ ବାର୍ଷିକ ବିପୁଳ କୋଟି...

ଜରାଜୀର୍ଣ୍ଣ ଅବସ୍ଥାରେ କଠଉଣୀ ମଠ ପୋଖରୀ

ଜେନାପୁର,୧୪ା୮(ଅଶୋକ ଦାସ): ଯାଜପୁର ଜିଲା ଧର୍ମଶାଳା ବ୍ଲକ୍‌ ଅନ୍ତର୍ଗତ ସହାଣୀଡ଼ିହ ପଞ୍ଚାୟତ ଚାରଗୋଠ ଗ୍ରାମ ନିକଟରେ ଥିବା ଶହେବର୍ଷରୁ ଊଦ୍ଧର୍‌ବ କଠଉଣୀ ମଠ ପୋଖରୀ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ଅବସ୍ଥାରେ ପଡ଼ିରହିଛି। ଏହି ପୋଖରୀ ମଠର ନୀତିକାନ୍ତି ସହ ଅନ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri