ଯାଜପୁର

ପୁଣି ବିଜେଡିକୁ ଟାର୍ଗେଟ କଲେ ମୋହନ, ଏଥର କହିଦେଲେ ବଡ଼ କଥା..

ଯାଜପୁର,୨୯।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ କି ବାତ୍‌ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇ ରବିବାର ଯାଜପୁର ଜିଲାର ବଡ଼ଚଣା ନିର୍ବାଚନମଣ୍ଡଳୀରେ ପହଞ୍ଚିଛନ୍ତି। ସମିଆ ପଞ୍ଚାୟତର ଆଦିବାସୀ ଗ୍ରାମ ବୁଢ଼ା କେନ୍ଦୁଆଠାରେ ମନ କି...

ବଡ଼ଚଣାରେ ଗର୍ଜିଲେ ମୋହନ, କହିଲେ ସ୍ମିତାରାଣୀ ମୃତ୍ୟୁ ମାମଲାର ହେବ ତଦନ୍ତ, ଦୋଷୀଙ୍କୁ ମିଳିବ…

ଯାଜପୁର,୨୯ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଯାଜପୁର ଜିଲାର ବଡ଼ଚଣା ନିର୍ବାଚନମଣ୍ଡଳୀ ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍‌ କି ବାତ୍‌ ’ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ସମିଆ ପଞ୍ଚାୟତର ଆଦିବାସୀ ଗ୍ରାମ ବୁଢ଼ାକେନ୍ଦୁଆ ଯାଇଛନ୍ତି।...

ରାସ୍ତାରେ ନଦୀର ଭ୍ରମ

ଯାଜପୁର,୨୯ା୯ (ହର୍ଷବର୍ଦ୍ଧନ ବେହେରା): ସହରବାସୀ ଏବଂ ପର୍ଯ୍ୟଟକଙ୍କ ଅବସର ବିନୋଦନ ପାଇଁ ରାଜ୍ୟ ସରକାର ବ୍ୟାସ ସରୋବର ପ୍ରକଳ୍ପର ପରିକଳ୍ପନା କରିଛନ୍ତି। କିନ୍ତୁ ଏହି ପ୍ରକଳ୍ପର ସୌନ୍ଦର୍ଯ୍ୟକରଣ ଏବଂ ଜଙ୍ଗଲ ସୃଷ୍ଟି ଲକ୍ଷ୍ୟ ପରାହତ ହୋଇଛି। ବ୍ୟାସସରୋବର ଛକଠାରୁ ପର୍ଯ୍ୟଟନସ୍ଥଳୀ...

କାମରେ ଆସୁନି ଆମ ବ୍ୟାଙ୍କ

ରସୁଲପୁର,୨୯ା୯(ରଞ୍ଜିତ ରାଉତ): ବ୍ୟାଙ୍କ ନ ଥିବା ପଞ୍ଚାୟତରେ ‘ଆମ ବ୍ୟାଙ୍କ’ ଖୋଲାଯାଇଛି। ଏହା ଜରିଆରେ ଉପଭୋକ୍ତାଙ୍କ ନିକଟରେ ବ୍ୟାଙ୍କିଙ୍ଗ୍‌ ସେବା ପହଞ୍ଚାଇବାର ବ୍ୟବସ୍ଥା କରାଯାଇଛି। ହେଲେ ଏହି ବ୍ୟାଙ୍କ୍‌ ଲୋକଙ୍କ କାମରେ ଆସୁନାହିଁ। ଆମ ବ୍ୟାଙ୍କ କେନ୍ଦ୍ରରୁ ଅତ୍ୟାବଶ୍ୟକ ସେବା...

ସରକାରୀ ଜମିରେ ବେଆଇନ କ୍ରଶର

ଯାଜପୁର,୨୭ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନରେ ବେଆଇନ କ୍ରଶର ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।  ଏପରି କି ଜଳସେଚନ ଓ ପୂର୍ତ୍ତ ବିଭାଗ, ଜଙ୍ଗଲ ଜମି, ପାହାଡ଼ କିସମ ଓ ଅନାବାଦୀ ଜମିକୁ କବ୍‌ଜା କରିବାକୁ କ୍ରଶର...

ଠିକାଦାରଙ୍କ ମନମାନି: ରାସ୍ତା ଖୋଳି ଛାଡ଼ିଦେଲେ, ଗାତରେ ପଡ଼ି ଛାତ୍ରୀଛାତ୍ର ଆହତ

ବରୀ,୨୬ା୯(ମହେନ୍ଦ୍ର ସ୍ବାଇଁ): ପାନୀୟ ଜଳ ଯୋଗାଣ ନିମନ୍ତେ ସରକାରଙ୍କ ତରଫରୁ ଅର୍ଥ ମଞ୍ଜୁର ହୋଇଛି। କିନ୍ତୁ ଦାୟିତ୍ୱରେ ଥିବା ଠିକାଦାର ନିଜର ମନମାନି ଯୋଗୁ ଦୀର୍ଘଦିନ ଧରି ଗ୍ରାମ୍ୟ ରାସ୍ତାକୁ ଖୋଳି ଦେଇ କାର୍ଯ୍ୟ ନ କରିବାରୁ ଯାତାୟାତରେ ଲୋକମାନେ...

ବରଡ଼ା ମାଳଗୋଡ଼ା, ବାଜବାଟି ଖାଦାନରେ ବେଆଇନ ଉତ୍ତୋଳନ

ଯାଜପୁର,୨୫।୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନରେ ମହଜୁଦ ଥିବା ମୂଲ୍ୟବାନ କଳାପଥର ଖାଦାନ ଲୁଟ୍‌ ପ୍ରକ୍ରିୟା ପୁଣି ଆରମ୍ଭ ହୋଇଛି। କିଛିଦିନର ନୀରବତା ପରେ ବରଡ଼ା ମୌଜାର ଏକ ବଡ଼ ଖାଦାନ ମାଳଗୋଡ଼ାରୁ ଦିନରାତି ବିପୁଳ କଳାପଥର...

ଜୟ ମହାକାଳ ଫାଉଣ୍ଡେସନର ରକ୍ତଦାନ ଶିବିର , ଥାଲାସେମିଆ ରୋଗୀଙ୍କ ପାଇଁ ବଡ଼ ପଦକ୍ଷେପ

ଯାଜପୁର,୨୪।୯: ରକ୍ତଦାନ ମହତଦାନ । ଏହା ଆଉ ଏକ ଜୀବନକୁ ବଞ୍ଚେଇ ରଖେ । ଯାହା ସମସ୍ତଙ୍କ ଭାଗ୍ୟରେ ନ ଥାଏ । ଜରୁରୀକାଳୀନ ପରିସ୍ଥିତି ପାଇଁ ରକ୍ତଦାନ କରି ବହୁ ସଂଖ୍ୟକ ରକ୍ତଦାତା ଏକଥା କହିଛନ୍ତି । ଯାଜପୁରର...

୮ ବର୍ଷ ପରେ ଆଜି ଆରପିଡିଏସି ବୈଠକ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଓ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍‌ପିଡିଏସି) ଗଠିତ ହୋଇଛି। ଅଥଚ ୧୪ା୯ା୨୦୧୬ ପରେ ତଥା ଠିକ ୮ ବର୍ଷ ପରେ...

ମୋ ସ୍କୁଟି ଋଣରେ ଲାଞ୍ଚ, ଡିଆର୍‌ସିଏସ୍‌ଙ୍କୁ ତଦନ୍ତ ନିର୍ଦ୍ଦେଶ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ବିଞ୍ଝାରପୁର ବ୍ରାଞ୍ଚରେ ସ୍କୁଟି ଋଣରେ ଦୁର୍ନୀତି ଓ ବେଆଇନ କାର୍ଯ୍ୟ ଚାଲିଥିବା ଅଭିଯୋଗ ସଂକ୍ରାନ୍ତରେ ରାଜ୍ୟ ସମବାୟ ସମିତିର ନିବନ୍ଧକ (ଆରସିଏସ୍‌) ହସ୍ତକ୍ଷେପ କରିଛନ୍ତି। ଏହି ମର୍ମରେ ଆର୍‌ସିଏସ୍‌ ପକ୍ଷରୁ...

ଶୌଚ ହେବାକୁ ଯାଇ ଚାଲିଗଲା ବୃଦ୍ଧଙ୍କ ଜୀବନ

ବରୀ,୨୦।୯(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ଧାରପୁର ପଂଚାୟତ ନାଥପୁର ଗ୍ରାମର ଅବନୀ ଜେନା (୬୩) ବର୍ଷ ସ୍ଥାନୀୟ ଅମୃତ ସରୋବରକୁ ଶୌଚ ହେବାକୁ ଯାଇଥିବା ବେଳେ ବୁଡି ଯାଇଥିଲେ। ବିଲରୁ କାମସାରି ଫେରିବା ବିଳମ୍ବ...

ଲିଜ୍‌ଧାରୀଙ୍କୁ ୭.୩୮ କୋଟି ଜରିମାନା

ଯାଜପୁର,୨୦ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ ପାହାଡ଼ରେ ପଥର ଧସି ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ଲିଜ୍‌ଧାରୀ ନାରାୟଣ ରାଉତଙ୍କୁ ସମୁଦାୟ ୭ କୋଟି ୩୮ ଲକ୍ଷ ୪୨ ହଜାର ୮୧୮ ଟଙ୍କା ଜରିମାନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri