ଯାଜପୁର

ସିଏଜି ରିପୋର୍ଟରେ ଚାଞ୍ଜଲ୍ୟକର ଖୁଲାସା:ଜଙ୍ଗଲ ଜମିରେ ଓଏମ୍‌ସିର ଖଣି ଖନନ

ଯାଜପୁର,୧୯ା୯(ହର୍ଷବର୍ଦ୍ଧନ ବେହେରା):ବିନା ଅନୁମତିରେ ଜଙ୍ଗଲ ଜମିର ବ୍ୟବହାର କାରଣରୁ ଓଡ଼ିଶା ଖଣି ନିଗମ(ଓଏମ୍‌ସି) ଅଡୁଆରେ ପଡିଛି। ଏଥିଯୋଗୁ ଓଏମ୍‌ସିକୁ ୪୭.୧୨ କୋଟି ଟଙ୍କା ଜରିମାନା ଦେବାକୁ ପଡିଛି। ଏଥିରେ ସମ୍ପୃକ୍ତ ଅଧିକାରୀମାନଙ୍କୁ ଚିହ୍ନଟ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ...

କାର ଭିତରେ ଅଜଗର: ୫ ଘଣ୍ଟା ଉଦ୍ୟମ ପରେ ହେଲା ଉଦ୍ଧାର

ଯାଜପୁର,୧୬।୯: କାର ଭିତରୁ ବାହାରିଲା ଅଜଗର। ଏଭଳି ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ତେନ୍ତୁଲିଖୁଣ୍ଟା ଗାଁ ହୁଣ୍ଡାଇ ସୋ’ ରୁମ ନିକଟରେ। ଜଣେ କାର ମାଲିକ ରବିବାର ନିଜ ଗାଡିର ସର୍ଭିସିଂ ପାଇଁ ସୋ ରୁମକୁ ଆଣିଥିଲେ...

ରୂପେଶଙ୍କ ଅଭିଯୋଗକୁ ଖଣ୍ଡନ କଲେ ସ୍ମୃତିରେଖା

ଧର୍ମଶାଳା/କାଏମା,୧୬ା୯(ବଟକୃଷ୍ଣ ପରିଡ଼ା/ ଶିବପ୍ରସାଦ ମହାନ୍ତ): ଯାଜପୁର ଜିଲା ଧର୍ମଶାଳାର ଭାଜପା ନେତ୍ରୀ ସ୍ମୃତିରେଖା ପହି ରୂପେଶ ଭଦ୍ରଙ୍କୁ ଟଙ୍କା ମାଗିବା ସହ ତାଙ୍କୁ ବ୍ଲାକମେଲ କରିଥିବା ନେଇ ଅଭିଯୋଗ ହେବାପରେ ନାନା ଆଲୋଚନା ଜାରିରହିଛି। ଏହାମଧ୍ୟରେ ରବିବାର ଜାରକାସ୍ଥିତ ନିଜ...

ଏମ୍‌ଆଇପି ପୋତିଦେବାକୁ ଷଡ଼ଯନ୍ତ୍ର

ଯାଜପୁର,୧୪ା୯(ହର୍ଷବର୍ଦ୍ଧନ ବେହେରା): ରାଜ୍ୟ ସରକାର କୃଷିର ବିକାଶ ଏବଂ କୃଷକଙ୍କ ଆୟ ବୃଦ୍ଧି ପାଇଁ ଏକାଧିକ ଯୋଜନା ପ୍ରଣୟନ କରୁଛନ୍ତି। କିନ୍ତୁ ଯାଜପୁର ଜିଲାରେ କେତେଜଣ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସ୍ବାର୍ଥ ସାଧନ ପାଇଁ କଳାପଥର ଖାଦାନଗୁଡିକୁ ଗୁରୁତ୍ୱ ଦେବା ସହ...

ମୂଲ୍ୟବାନ ସରକାରୀ ଜମିକୁ ମାଡ଼ି ବସିଛନ୍ତି ମାଫିଆ, ୫ ଏକର ଜମିରେ…

କଳିଙ୍ଗନଗର,୯ା୯(ଶୁଭାଶିଷ ରାଉତ): ଯାଜପୁର ଜିଲାର ଦାନଗଦି ତହସିଲ ଅଞ୍ଚଳରେ ବହୁସଂଖ୍ୟକ ଭୂମିହୀନ ଖଣ୍ଡେ ବାସଗୃହ ନିର୍ମାଣ କରିବାକୁ ଜମି ପାଉନାହାନ୍ତି। ସେମାନେ ଏକ ଗୁଣ୍ଠ ଜମି ପାଇବାକୁ ବର୍ଷବର୍ଷ ଧରି ଚାହିଁ ରହିଥିଲେ ମଧ୍ୟ ପାଇ ପାରୁନାହାନ୍ତି। ମାତ୍ର ମାଫିଆ...

ଧ୍ୱଂସମୁଖରେ ମାଣ୍ଡୁକା ପାହାଡ଼

ଚଣ୍ଡିଖୋଲ,୮ା୯(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲା ଦର୍ପଣ ତହସିଲ ଅଧୀନରେ ରହିଛି ମାଣ୍ଡୁକା ପାହାଡ଼। ଏହି ପାହାଡ଼ର ୧୨ ଏକର ପରିମିତ ଜମିକୁ ମୋରମ ଖନନ ପାଇଁ ଲିଜ୍‌ ଆକାରରେ ଦିଆଯାଇଥିବାବେଳେ ଲିଜ୍‌ ଇଲାକା ବାହାରେ ବ୍ୟାପକ ଖନନ କରାଯାଉଛି।...

ଟ୍ରକ୍‌ ପଛରେ ପିଟିହେଲା ୧୦୮ ଆମ୍ବୁଲାନ୍ସ: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ଯାଜପୁର,୮ା୯: ଯାଜପୁର ଜିଲା ଧର୍ମଶାଳା ଥାନା ରଥିଆ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଫଳରେ ଆମ୍ବୁଲାନ୍ସ ସହାୟକଙ୍କ ଜୀବନ ଯାଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ୨ ଗୁରୁତରଙ୍କୁ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଶିଶୁଭବନରେ...

ବାପା-ପୁଅଙ୍କ ଝଗଡ଼ା ତୁଟାଇବାକୁ ଯାଇ ମାଡ଼ ଖାଇଲା ପୋଲିସ

ବିଞ୍ଝାରପୁର,୬ା୯: ଯାଜପୁର ଜିଲା ବିଞ୍ଝାରପୁର ଥାନା ହନୁମାନ ଛକ ନିକଟରେ ପୋଲିସକୁ ଆକ୍ରମଣ ହୋଇଛି। ଏକ ପାରିବାରିକ କଳହକୁ ନେଇ ୧୧୨କୁ କଲ୍‌ କରିଥିଲେ ବାପା। ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ପରେ ପୁଅ ପୋଲିସକୁ ଆକ୍ରମଣ କରିଥିଲେ। ଫଳରେ ୨...

ଗ୍ରାମ୍ୟ କାଜୁ ଜଙ୍ଗଲରୁ ମୋରମ ଲୁଟ୍‌

କଳିଙ୍ଗନଗର,୬ା୯(ଶୁଭାଶିଷ ରାଉତ): ଯାଜପୁର ଜିଲା ଦାନଗଦି ତହସିଲ ଅନ୍ତର୍ଗତ ରାଛିପୁର ଗ୍ରାମ ସଂଲଗ୍ନ କାଜୁ ଜଙ୍ଗଲ ନିକଟରେ ବେଆଇନ ମୋରମ ଚାଲାଣ ଚାଲିଛି। କେତେଜଣ ପ୍ରଭାବଶାଳୀ ମୋରମ ବ୍ୟବସାୟୀ ମେଶିନ ଲଗାଇ ରାତିରେ ଏଠାରୁ ମୋରମ ଲୁଟ୍‌ କରୁଛନ୍ତି। ଶତାଧିକ...

ଜମି ମାଲିକ କ୍ଷତିଗ୍ରସ୍ତ, ମଧ୍ୟସ୍ଥ ଧନୀ

ଯାଜପୁର,୬ା୯(ହର୍ଷବର୍ଦ୍ଧନ ବେହେରା) : ରାଜ୍ୟ ସରକାରଙ୍କ ଦ୍ରୁତ ଶିଳ୍ପାୟନ ପ୍ରକ୍ରିୟାରେ ଯାଜପୁର ଜିଲା କଳିଙ୍ଗନଗରରେ ନବେ ଦଶକରୁ ୯ ହଜାରରୁ ଉର୍ଦ୍ଧ୍ୱ ଏକର ସରକାରୀ ଓ ସାଧାରଣ ପ୍ରଜାଙ୍କ ଜମି ଅଧିଗ୍ରହଣ କରାଯାଇଛି । ସେହି ସମୟରେ ସାଧାରଣ ପ୍ରଜାଙ୍କ...

ପ୍ରେମ ବ୍ୟାପାରରୁ ଛାତ୍ରଙ୍କୁ ହତ୍ୟା

ଧର୍ମଶାଳା/କାଏମା,୬ା୯(ବଟକୃଷ୍ଣ ପରିଡ଼ା/ ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ପ୍ରେମ ବ୍ୟାପାରକୁ ନେଇ ଜଣେ କଲେଜ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ଛାତ୍ର ହେଲେ ସ୍ଥାନୀୟ ଅଭୟପୁର ଗ୍ରାମର ନରହରି ବେହେରାଙ୍କ ଏକମାତ୍ର...

ବିଡିଓଙ୍କ ବିରୋଧରେ ଧାରଣାରେ ବସିଲେ ୫ ବିଧାୟକ

ଯାଜପୁର/ଧର୍ମଶାଳା/କାଏମା (ହର୍ଷବର୍ଦ୍ଧନ ବେହେରା/ବଟକୃଷ୍ଣ ପରିଡ଼ା/ଶିବପ୍ରସାଦ ମହାନ୍ତି),୪ା୯:ଯାଜପୁର ଜିଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ ଓ ବିଧାୟକ ହିମାଂଶୁ ଶେଖର ସାହୁଙ୍କ ମଧ୍ୟରେ କଳି ବଢ଼ିବାରେ ଲାଗିଛି। କଳାପଥର ଖାଦାନ ଲୁଟ, ସରକାରୀ ଜମି ଜବରଦଖଲ, କଳ୍ପତରୁଙ୍କ ପ୍ରତିମୂର୍ତ୍ତିରେ ଗେରୁଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri