ଝାରସୁଗୁଡ଼ା

ପ୍ରାର୍ଥୀ ଚୟନକୁ ନେଇ ଅଙ୍କକଷା

ବ୍ରଜରାଜନଗର,୪ା୫ (ଡି.ଏନ.ଏ.): ବ୍ରଜରାଜନଗର ନିିର୍ବାଚନ ମଣ୍ଡଳୀ ପାଇଁ ନିିର୍ବାଚନ କମିଶନ ତାରିଖ ଘୋଷଣା କରିବା ପରେ ଏଠାକାର ଦଳୀୟ ରାଜନୀତି ସରଗରମ ହୋଇଉଠିିଛି। ତିନି ପ୍ରମୁଖ ଦଳ…

2 years ago

ରୋଷେୟା ମୃତ୍ୟୁର ସିବିଆଇ ତଦନ୍ତ କରାଯାଉ

ଝାରସୁଗୁଡ଼ା ଅଫିସ,୩୦।୪: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରୋଷେୟା ଲଳିତ କୁମାର ସାହୁଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ଦାବିକରି ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କୁ ଏକ…

2 years ago

ଶେଷ ହେଲା ବ୍ରଜରାଜନଗର ଟ୍ରକ ମାଲିକ ସଂଘ ନିର୍ବାଚନ

ଝାରସୁଗୁଡ଼ା ଅଫିସ,୨୮।୪: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଟ୍ରକ ମାଲିକ ସଂଘ(ବିଟିଓଏ)ର ବାର୍ଷିକ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନରେ ବିଭିନ୍ନ ପଦପଦବୀ ପାଇଁ ୧୭ ଜଣ ପ୍ରାର୍ଥୀ…

2 years ago

ଟ୍ରକ୍‌କୁ ପିଟିଲା ଚୋରା ଡିଜେଲ୍‌ ବୋଝେଇ ବୋଲେରୋ

ଝାରସୁଗୁଡ଼ା ଅଫିସ୍‌,୨୬।୪: ଝାରସୁଗୁଡା ଜିଲା କୋଲାବିରା ଥାନା ଅଧୀନ ୪୯ନମ୍ବର ଜାତୀୟ ରାଜପଥ ସିରିଆପାଲି ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି। ଏକ ଚୋରା ଡିଜେଲ ବୋଝେଇ…

2 years ago

ରୋଷେୟା ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ଝାରସୁଗୁଡ଼ା ଅଫିସ,୨୫।୪: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରୋଷେୟା ଲଳିତ କୁମାର ସାହୁଙ୍କ ସନ୍ଦେହଜନକ ମୃତ୍ୟୁର ସିବିଆଇ ତଦନ୍ତ ଦାବିରେ ବ୍ରଜରାଜନଗର ଭାଜପା ପକ୍ଷରୁ ସୋମବାର ସ୍ଥାନୀୟ ରେଳଷ୍ଟେଶନ ସମ୍ମୁଖରେ ବିକ୍ଷୋଭ…

2 years ago

‘ରୋଷେୟା ମୃତ୍ୟୁର ତଦନ୍ତକୁ ଡରୁଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ’

ଝାରସୁଗୁଡ଼ା ଅଫିସ୍‌,୨୫।୪: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରୋଷେୟା ଲଳିତ କୁମାର ସାହୁଙ୍କ ସନ୍ଦେହଜନକ ମୃତ୍ୟୁର ପର୍ଦ୍ଦାଫାଶ କରିବା ପାଇଁ ଜିଲା ଭାଜପା ପ୍ରଥମରୁ ଦାବି କରିଆସୁଛି। ଏଥିରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର…

2 years ago

ଝାରସୁଗୁଡ଼ାରେ ଭାଜପା-ବିଜେଡି ମୁହାଁମୁହିଁ: ଉଭୟ ଗୋଷ୍ଠୀର ୫୦ରୁ ଊର୍ଦ୍ଧ୍ୱ ନେତୃବୃନ୍ଦ ଗିରଫ

ଝାରସୁଗୁଡା ଅଫିସ,୨୪।୪: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ରୋଷେୟା ଲଳିତ କୁମାର ସାହୁ(୨୨)ଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରବିବାର ଭାଜପା-ବିଜେଡି ମୁହାଁମୁହିଁ ହୋଇଥିବା ଦେଖିବାକୁ ମିଳିଛି ।…

2 years ago

‘ମୃତ୍ୟୁ ଘଟଣାକୁ ଚପାଇଦେବା ପାଇଁ ଉଦ୍ୟମ’

ଝାରସୁଗୁଡ଼ା ଅଫିସ,୨୪।୪: ରୋଷେୟା ଲଳିତ କୁମାର ସାହୁ(୨୨)ଙ୍କ ମୃତ୍ୟୁ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ସମ୍ପୃକ୍ତି ଥିବା ଭାଜପା ଅଭିଯୋଗ କରି ଘଟଣାର ସିବିଆଇ ତଦନ୍ତ…

2 years ago

ରାଧାମାଧବଙ୍କ ପ୍ରତିଷ୍ଠା ଉତ୍ସବରେ ଶ୍ରଦ୍ଧାଳୁଙ୍କ ସମାଗମ

ଝାରସୁଗୁଡ଼ା ଅଫିସ୍‌,୨୩।୪: ଝାରସୁଗୁଡ଼ା ସହର ବେହେରାମାଲସ୍ଥିତ ରାଧାମାଧବଙ୍କ ମନ୍ଦିର ପ୍ରତିଷ୍ଠା ଏବଂ ବିଗ୍ରହ ସ୍ଥାପନ ମହୋତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ମହୋତ୍ସବ ରାଧାମାଧବ ସଂଘ ତରଫରୁ ଆୟୋଜିତ…

2 years ago

ମନ୍ତ୍ରୀଙ୍କ ରୋଷେୟା ମୃତ୍ୟୁର ୫ଦିନ ପରେ ଥାନାରେ ଅଭିଯୋଗ

ଝାରସୁଗୁଡ଼ା ଅଫିସ,୨୨ା୪: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ରୋଷେୟା ଲଳିତ କୁମାର ସାହୁ(୨୨)ଙ୍କ ମୃତ୍ୟୁର ୫ଦିନ ପରେ ବାପା ବେଲାର୍ସନ ସାହୁ ଓ ବଡଭାଇ ବିରଞ୍ଚତ୍ ସାହୁ…

2 years ago