ଝାରସୁଗୁଡ଼ା

‘ଏମ୍‌ପି ସୁରେଶ ପୂଜାରୀଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିବିଶେଷ କ୍ୱାରାଣ୍ଟାଇନ୍‌ରେ ରୁହନ୍ତୁ’

ଝାରସୁଗୁଡ଼ା ଅଫିସ,୯ା୮: ବରଗଡ଼ ଏମ୍‌ପି ସୁରେଶ ପୂଜାରୀଙ୍କ କରୋନା ପଜିଟିଭ୍‌ ଆସିଥିବା ଶନିବାର ସେ ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଥିଲେ। ଏଥିପାଇଁ ଝାରସୁଗୁଡ଼ା ଜିଲାପାଳ ସରୋଜ…

4 years ago

ନୂଆଁଖାଇ ଭେଟ୍‌ଘାଟକୁ ନା

ଝାରସୁଗୁଡ଼ା,୭ା୮: ଆସନ୍ତା ୨୨ ତାରିଖରେ ଗଣେଶ ପୂଜା ଓ ୨୩ରେ ପଶ୍ଚିମ ଓଡ଼ିଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଅଛି। ତେବେ କୋଭିଡ୍‌ ସମୟରେ କିଭଳି ଏହି…

4 years ago

୬ ଶ୍ରମିକ କରୋନା ପଜିଟିଭ୍‌ ଚିହ୍ନଟ: ଶିଳ୍ପ ପ୍ରତିଷ୍ଠାନ ବନ୍ଦ ଦାବି ଜୋର୍‌ ଧରିଲା

ଝାରସୁଗୁଡ଼ା ଅଫିସ,୬ା୮: ଝାରସୁଗୁଡ଼ା ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ବହୁ ପଦକ୍ଷେପ…

4 years ago

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲେ ବ୍ରହ୍ମକୁମାରୀ

ଲଖନପୁର,୪।୮(ଡି.ଏନ୍‌.ଏ) ରକ୍ଷା ବନ୍ଧନ ଉତ୍ସବ ଅବସରରେ ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ଇବ୍‌ ଥର୍ମାଲ (ତେଲେନପାଲି) ଶାଖା ତରଫରୁ ପୋଲିସ୍‌, ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ଖବରଦାତା ଆଦି…

4 years ago

ରାଖୀ ପାଇଁ ମିଠା ଦୋକାନରେ ଭିଡ଼: ୫ ଦୋକାନ ସିଲ୍‌, ୪୦ ଦୋକାନୀଙ୍କୁ ଜରିମାନା

ଝାରସୁଗୁଡ଼ା ଅଫିସ,୩ା୮: ଝାରସୁଗୁଡ଼ାରେ ସୋମବାର ସକାଳୁ ଗହଳି ପରିଲକ୍ଷିତ ହୋଇଥିଲା। ରାଖୀ ପୂର୍ଣ୍ଣିମା ଯୋଗୁ ଲୋକେ କିଣାକିଣି କରିବା ପାଇଁ ଏହି ଭିଡ଼ ହୋଇଥିଲା। ବିଶେଷକରି ବିଭିନ୍ନ…

4 years ago

କରୋନା ମୁକାବିଲା ପାଇଁ ହୋମିଓପାଥିକ୍‌ ଓଷଧ ବଣ୍ଟନ: ସମ୍ବର୍ଦ୍ଧିତ ହେଲେ ଝାରସୁଗୁଡ଼ାର ୨ ଡାକ୍ତର

ଝାରସୁଗୁଡା ଅଫିସ,୩ା୮: କରୋନା ମୁକାବିଲା ପାଇଁ ବର୍ତ୍ତମାନ ସୁଦ୍ଧା କୌଣସି ଟିକା ବାହାରି ନାହିଁ। ଏଣୁ ସରକାର ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ପରାମର୍ଶ ଦେଇ ଆସୁଛନ୍ତି।…

4 years ago

ଝାରସୁଗୁଡ଼ାରେ ୧,୧୬୧ କାଳିଆ ହିତାଧୀକାରୀଙ୍କୁ ଟଙ୍କା ଫେରସ୍ତ ନୋଟିସ୍‌: ଜାଣନ୍ତୁ କେଉଁ ଜିଲାରୁ କେତେ ରହିଛନ୍ତି

ଝାରସୁଗୁଡ଼ା ଅଫିସ,୩ା୮: ରାଜ୍ୟ ସରକାରଙ୍କ କୃଷି ବିଭାଗ ପକ୍ଷରୁ କାଳିଆ ଯୋଜନାରେ ଚାଷୀମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ତେବେ ବର୍ତ୍ତମାନ ସହାୟତା ପାଇଥିବା ଚାଷୀମାନଙ୍କୁ ଅଯୋଗ୍ୟ…

4 years ago

କୋଭିଡ୍‌ ନିୟମ ଉଲ୍ଲଙ୍ଘନ ଅଭିଯୋଗ: ଟ୍ରକ୍‌ ମାଲିକ ସଂଘ କର୍ମକର୍ତ୍ତାଙ୍କ ନାଁରେ ମାମଲା

ଲଖନପୁର,୨।୮(ଡି.ଏନ୍‌.ଏ) ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର କୋଭିଡ୍‌ ୧୯ ନିୟମକୁ କଡାକଡି କରିଛନ୍ତି । ଏହାକୁ ଉଲ୍ଲଂଘନ କଲେ ଆଇନ ଅନୁଯାଇ ଦଣ୍ଡିତ ହେବା…

4 years ago

ଓପିଜିସି ପ୍ରକଳ୍ପରେ ଯାନ୍ତ୍ରିକ ତ୍ରୁଟି: ବିଦ୍ୟୁତ୍‌ ଉତ୍ପାଦନ ବାଧାପ୍ରାପ୍ତ

ଲଖନପୁର,୧ା୮(ଡି.ଏନ୍‌.ଏ.): ଓଡିଶା ବିଦ୍ୟୁତ୍‌ ଉତ୍ପାଦନ ନିଗମ (ଓପିଜିସି)ର ବନହରପାଲିସ୍ଥିତ ଇବ୍‌ ତାପଜ ବିଦ୍ୟୁତ୍‌ କେନ୍ଦ୍ରରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ଫଳରେ ଶନିବାର ସକାଳ ୮.୫୪ ମିନିଟ୍‌ରୁ ୨୧୦…

4 years ago

ଜୁଲାଇରେ ୨୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜରିମାନା ଆଦାୟ

ଝାରସୁଗୁଡ଼ା ଅଫିସ,୧ା୮: ଝାରସୁଗୁଡ଼ା ଜିଲା ପୋଲିସ ପକ୍ଷରୁ ଜୁଲାଇ ମାସରେ ମାସ୍କ ନ ପିନ୍ଧିବା, ସାମାଜିକ ଦୂରତା ଅବଲମ୍ବନ ନ କରିବା ଓ ମୋଟର ଯାନ ଉଲ୍ଲଂଘନ…

4 years ago