ଝାରସୁଗୁଡ଼ା

ମିଲର୍ସ ନିର୍ଦ୍ଦେଶ ନ ମାନିଲେ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୩ା୧: ଗତ ୧୨ତାରିଖରୁ ଝାରସୁଗୁଡା ଜିଲାରେ ଖରିଫ ଧାନକିଣା ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଚାଷୀଙ୍କ ନିକଟରୁ ୪ଲକ୍ଷ ୬୯ହଜାର କୁଇଣ୍ଟାଲ ଧାନ କିଣିବା ପାଇଁ ଯୋଗାଣ ବିଭାଗ ଲକ୍ଷ୍ୟ ଧାର୍ଯ୍ୟ କରିଛି। ଜିଲାରେ ସମୁଦାୟ ୬୭ ମଣ୍ଡି...

ରେଳଧାରଣାରୁ ମିଳିଲା ଅଟୋ ଡ୍ରାଇଭରଙ୍କ ମୃତଦେହ

ଝାରସୁଗୁଡା ଅଫିସ/ବେଲପାହାଡ଼,୧।୧(ଡି.ଏନ.ଏ.): ବିଳାସପୁର ରେଳ ଡିଭିଜନ ଅନ୍ତର୍ଗତ ଦିଲ୍ଲୀ-ହାୱଡା ରେଳଲାଇନର ବେଲପାହାଡ଼ ନୂଆପଡା ନିକଟସ୍ଥ ମୁଖ୍ୟ ରେଳଧାରଣାରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ରବିବାର ବ୍ରଜରାଜନଗର ରେଲୱେ ପୋଲିସ ଜବତ କରିଛି। ମୃତକ ଜଣକ ହେଲେ ନୂଆପଡା ନିବାସୀ ସତିନ୍ଦର ସିଂ(୬୧)।...

ମେଡିକାଲ ଏଜେନ୍ସିରେ ଜିଏସ୍‌ଟି ଚଢ଼ାଉ

ଝାରସୁଗୁଡ଼ା ଅଫିସ,୩୧ା୧୨: ଝାରସୁଗୁଡା ସହରରେ ଥିବା ଅମିତ ମେଡିକାଲ ଏଜେନ୍ସିରୁ କିଛିଦିନ ତଳେ ଲକ୍ଷାଧିକ ଟଙ୍କାର ନକଲି ମେଡିସିନ ଜବତ ହୋଇଥିଲା। ତଦନ୍ତ ପରେ ଏହାର ଚେର ଉତ୍ତରପ୍ରଦେଶ ପର୍ଯ୍ୟନ୍ତ ଲମ୍ବିଥିବା ଜଣାପଡିଥିଲା। ଏଭଳି ସ୍ଥିତିରେ ଜିଏସ୍‌ଟି ଠକେଇ ଅଭିଯୋଗରେ...

ଜମି ଅଧିଗ୍ରହଣକୁ ବିରୋଧ

ଝାରସୁଗୁଡ଼ା ଅଫିସ୍‌,୩୦ା୧୨: ଲଖନପୁର ତହସିଲ ଅଧୀନ ବରତାପ ମୌଜାର ମୂଳବାସିନ୍ଦା ଦୀର୍ଘବର୍ଷରୁ ସରକାରୀ ଜମି ଦଖଲ କରିଆସୁଛନ୍ତି। ଏହି ଜମିକୁ ଝାରସୁଗୁଡା ରାଜସ୍ବ ବିଭାଗ ଇଡ୍‌କୋକୁ ଦେବା ପାଇଁ ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ କରିଛି। ଏନେଇ ତହସିଲ ପକ୍ଷରୁ କୋର୍ଟରୁ...

କିଶୋରଙ୍କ ସରଳତା ଥିଲା ତାଙ୍କ ବଡ଼ ପରିଚୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ଝାରସୁଗୁଡ଼ା ଅଫିସ,୩୦।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବ୍ରଜରାଜନଗରଠାରେ ପୂର୍ବତନ ବାଚସ୍ପତି ସ୍ବର୍ଗତ କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କିଶୋରଙ୍କ ସରଳତା ତାଙ୍କର ବଡ଼ ପରିଚୟ ଥିଲା। ଏନେଇ...

ଇଡ୍‌କୋ ଜମି ଅଧିଗ୍ରହଣକୁ ବିରୋଧ

ଝାରସୁଗୁଡ଼ା ଅଫିସ୍‌,୩୦ା୧୨: ଲଖନପୁର ତହସିଲ ଅନ୍ତର୍ଗତ ବରତାପ ମୌଜାର ମୂଳବାସିନ୍ଦା ଦୀର୍ଘବର୍ଷରୁ ସରକାରୀ ଜମି ଦଖଲ କରିଆସୁଛନ୍ତି। ଏହି ଜମିକୁ ଝାରସୁଗୁଡା ରାଜସ୍ବ ବିଭାଗ ଇଡ୍‌କୋକୁ ପ୍ରଦାନ କରିବାପାଇଁ ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ କରିଛି ା ଏଥିପାଇଁ ତହସିଲ କୋର୍ଟରୁ...

ଚାଷ ଉପରେ ଗୁରୁତ୍ୱ ଦିଅନ୍ତୁ ଆଦିବାସୀ: ମହାସଂଘ

ଝାରସୁଗୁଡ଼ା ଅଫିସ, ୨୬।୧୨: ଝାରସୁଗୁଡ଼ା ଜିଲା କିର୍ମିରା ବ୍ଲକ ଗଉଡ ପାନପାଲି ପଞ୍ଚାୟତ ତୁମ୍ବାଡିହି ଗ୍ରାମରେ ପଶ୍ଚିମ ଓଡ଼ିଶା ଆଦିବାସୀ ମହାସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଦିବାସୀଙ୍କ ପରିଚୟ ଉପରେ ଆଲୋଚନା ହୋଇଥିଲା। ଏପରିକି ଆଦିବାସୀଙ୍କ...

ରାଷ୍ଟ୍ରୀୟ ଖାଦାନ ମଜଦୁର ସଂଘର ଉପସଭାପତି ହେଲେ ରବୀନ୍ଦ୍ର

ଝାରସୁଗୁଡ଼ା ଅଫିସ୍‌,୨୪।୧୨: ରାଷ୍ଟ୍ରୀୟ ଖାଦାନ ମଜଦୁର ଫେଡେରେଶନ (ଆଇଏନ୍‌ଏମ୍‌ଏଫ୍‌)ର ୩୨ତମ ମହାଧିବେଶନ ଗତ ୩ଦିନ ଧରି ପୁରୀରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଦେଶର ବହୁ ଟ୍ରେଡ୍‌ ୟୁନିୟନ ଶ୍ରମିକ ସଙ୍ଗଠନ ଯୋଗଦେଇଥିଲେ। ସାଙ୍ଗଠନିକ ସୁଦୃଢ଼ ଉପରେ ଆଲୋଚନା କରାଯାଇ...

ପ୍ରଦୂଷଣ ରୋକିବାକୁ ଅଧିକାରୀଙ୍କୁ ପରାମର୍ଶ

ଝାରସୁଗୁଡ଼ା ଅଫିସ,୨୨।୧୨: ବିଧାନସଭା ହାଉସ ସବ୍‌କମିଟି ବୁଧବାର ୨ଦିନିଆ ଝାରସୁଗୁଡ଼ା ଜିଲା ଗସ୍ତ କରିଛନ୍ତି। କମିଟି ସଦସ୍ୟ ଏସ୍‌ଏମ୍‌ସି ପାୱାର ଜେନେରେସନ, ଓପିଜିସି ଓ ବେଦାନ୍ତ ଶିଳ୍ପାନୁଷ୍ଠାନ ପରିଦର୍ଶନ କରିଥିଲେ। ପରେ ଜିଲା ଖଣିଜ ପାଣ୍ଠି ପ୍ରତିଷ୍ଠାନ ସମ୍ମିଳନୀ କକ୍ଷରେ...

ଲାଗିରହିଛି ଆରୋପ ପ୍ରତ୍ୟାରୋପ

ଝାରସୁଗୁଡ଼ା ଅଫିସ/ବେଲପାହାଡ଼,୨୦ା୧୨: ଝାରସୁଗୁଡ଼ା ଜିଲାର ବ୍ରଜରାଜନଗର ଓ ବେଲପାହାଡ ପୌର ପରିଷଦ ପରିଚାଳନାକୁ ନେଇ ଏବେ ଦେଖାଦେଇଛି ଅଚଳାବସ୍ଥା। ଅଧିକାରୀ, କର୍ମଚାରୀ ଓ ଜନପ୍ରତିନିଧିଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଲାଗିରହିଥିବାବେଳେ ଅନ୍ୟପଟେ ପୌରାଞ୍ଚଳରେ ଉନ୍ନୟନ କାମ ଆଗେଇ ପାରୁନାହିଁ। ସରକାର...

ବିସ୍ଥାପିତଙ୍କ ପୁନର୍ବାସ ଥଇଥାନ ନେଇ ଗ୍ରାମସଭା

ଝାରସୁଗୁଡ଼ା ଅଫିସ,୧୭ା୧୨: ଏନ୍‌ଏଲ୍‌ସି ଇଣ୍ଡିଆ ଲିଃର ତଲାବିରା ଦ୍ୱିତୀୟ ଓ ତୃତୀୟ କୋଇଲା ଖଣି ଦ୍ୱାରା ବିସ୍ଥାପିତ ପରିବାରଙ୍କ ପୁନର୍ବାସ ଓ ଥଇଥାନ ନେଇ ଜିଲା ପ୍ରଶାସନ ତରଫରୁ ପତ୍ରାପାଲି ଗ୍ରାମରେ ଶୁକ୍ରବାର ଗ୍ରାମସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଉପଜିଲାପାଳ...

ବେଲପାହାଡ଼ ପୌର ପରିଷଦରେ ଅଚଳାବସ୍ଥା

ଝାରସୁଗୁଡ଼ା ଅଫିସ/ବେଲପାହାଡ଼,୧୬ା୧୨: ବେଲପାହାଡ ପୌର ନିର୍ବାହୀ ଅଧିକାରୀଙ୍କ ତରଫରୁ ଗୁରୁବାର ୩ନଂ କାଉନିସଲ ବୈଠକ ଆହ୍ବାନ କରାଯାଇଥିଲା। ବୈଠକରେ ପୌର ଉପାଧ୍ୟକ୍ଷାଙ୍କ ସମେତ ୧୩ଜଣ କାଉନସିଲର ଅନୁପସ୍ଥିତ ରହିଥିଲେ। ଫଳରେ କୋରମ ଅଭାବରୁ ବୈଠକ ହୋଇପାରି ନ ଥିଲା। ଏହା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri