ଝାରସୁଗୁଡ଼ା

ପ୍ରଚାର ମଇଦାନକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଝାରସୁଗୁଡ଼ା ଅଫିସ,୨୩।୫: ଆସନ୍ତା ୩୧ରେ ବ୍ରଜରାଜନଗରରେ ହେବ ଉପନିର୍ବାଚନ। ଏଥିପାଇଁ ପ୍ରଚାର ଜୋରଦାର ହେଉଛି। ଅନେକ ହେଭିଓ୍ବେଟ୍‌ ନେତା ମଧ୍ୟ ନିଜ ଦଳୀୟ ପ୍ରାର୍ଥୀଙ୍କସହ ମିଶି ପ୍ରଚାର କରୁଛନ୍ତି। ତେବେ ମଙ୍ଗଳବାର ପ୍ରଚାର ମଇଦାନକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।...

ବନ୍ଧବାହାଲ, ନୂଆଡିହିର ଶତାଧିକ କର୍ମୀ କଂଗ୍ରେସରେ ଯୋଗଦେଲେ

ଝାରସୁଗୁଡ଼ା ଅଫିସ୍‌,୨୩ା୫: ବ୍ରଜରାଜନଗର ଉପନିର୍ବାଚନ ପ୍ରଚାର ଏବେ ଜୋର ଧରିଛି। ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବାପାଇଁ ବିଭିନ୍ନ ରାଜନୈତିକ ଦଳ ତରଫରୁ ରଣନୀତି ପ୍ରସ୍ତୁତ ଚାଲିଛି। ଏହି ସମୟରେ କର୍ମୀଙ୍କ ଦଳବଦଳ ପର୍ବ ଚାଲିଛି। ବ୍ରଜରାଜନଗର ଇଏସ୍‌ଆଇ ଛକସ୍ଥିତ କଂଗ୍ରେସ ନିର୍ବାଚନ...

ଭାଜପା ପ୍ରଚାରରେ ସାମିଲ ହେଲେ ହେଭିଓ୍ବେଟ୍‌

ଝାରସୁଗୁଡା ଅଫିସ୍‌,୨୩।୫: ଝାରସୁଗୁଡା ଜିଲା ବ୍ରଜରାଜନଗର ଉପନିର୍ବାଚନ ଯେତିକି ପାଖେଇ ଆସୁଛି ନିର୍ବାଚନ ପ୍ରଚାର ସେତିକି ଜୋର୍‌ ଧରିବାରେ ଲାଗିଛି। ଏଥିରେ ବିଭିନ୍ନ ରାଜନୈତିକ ଦଳର କେନ୍ଦ୍ର ଓ ରାଜ୍ୟସ୍ତରୀୟ ହେଭିଓ୍ବେଟ୍‌ ସାମିଲ ହେବାରେ ଲାଗିଛନ୍ତି। ଦଳୀୟ ପ୍ରାର୍ଥୀମାନଙ୍କୁ ସାଙ୍ଗରେ...

ବନ୍ଧୁକ ଲଗାଇ ହତ୍ୟା ଧମକ ଦେଇ ୪ ଗିରଫ

ଝାରସୁଗଡ଼ା ଅଫିସ୍‌,୨୨ା୫: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅଞ୍ଚଳରେ ୨ଜଣଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏହି ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଝାରସୁଗୁଡା ସଦର ଥାନା ଏକ୍କାତାଳି ଗ୍ରାମର ନିକେତ ଜୟପୁରିଆ(୨୨)ଙ୍କ ସହ ୪ଜଣଙ୍କୁ ଗିରଫ...

ଅସନ୍ତୁଷ୍ଟ କର୍ମୀଙ୍କୁ ଦଳକୁ ଆଣିଲେ ମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୨୧ା୫: ବ୍ରଜରାଜନଗର ଉପନିର୍ବାଚନରେ ଅଳକା ମହାନ୍ତିଙ୍କୁ ବିପୁଳ ଭୋଟରେ ବିଜୟୀ କରିବା ପାଇଁ ଦଳର ମନ୍ତ୍ରୀ, ଏମ୍‌ପି, ବିଧାୟକଙ୍କ ସହ ହେଭିୱେଟ ନେତୃବୃନ୍ଦ ପ୍ରାଣପଣେ ଉଦ୍ୟମ ଚଳାଇଛନ୍ତି। ଏଥିପାଇଁ ପ୍ରଚାର ଦାୟିତ୍ୱରେ ଥିବା ନେତାମାନେ ଅସନ୍ତୁଷ୍ଟ କର୍ମୀଙ୍କୁ ମନେଇ...

‘ପଞ୍ଚାୟତ ନିର୍ବାଚନର ଅଭିଜ୍ଞତା ଉପନିର୍ବାଚନରେ ସହାୟକ ହେବ’

ଝାରସୁଗୁଡ଼ା ଅଫିସ,୨୧ା୫: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ଅଳକା ମହାନ୍ତିଙ୍କୁ ବିଜୟୀ କରିବା ପାଇଁ ଦଳ ପକ୍ଷରୁ ଜୋରଦାର ପ୍ରଚାର ଚାଲିଛି। ଏଥିରେ ମନ୍ତ୍ରୀ, ଏମ୍‌ପି, ବିଧାୟକ ଓ ଦଳୀୟ ନେତୃବୃନ୍ଦ ସାଙ୍ଗରେ କର୍ମୀଙ୍କୁ ଧରି ଲାଗି ପଡ଼ିଛନ୍ତି। ଏଭଳି...

ତାତିକୁ ଖାତିର ନ କରି ଚାଲିଛି ପ୍ରଚାର

ଝାରସୁଗୁଡ଼ା ଅଫିସ,୨୧।୫: ବ୍ରଜରାଜନଗର ଉପନିର୍ବାଚନକୁ ଆଉ ୧୦ଦିନ ବାକି ରହିଲା। ଏହାକୁ ଦୃଷ୍ଟିରେ ରଖି ପ୍ରାର୍ଥୀମାନେ ପ୍ରଚାରକୁ ଜୋର୍‌ଦାର କରିଛନ୍ତି। ଖରାକୁ ଖାତିର ନ କରି ଦଳୀୟ ସମର୍ଥକଙ୍କୁ ସାଙ୍ଗରେ ଧରି ଗାଁକୁ ଗାଁ ବୁଲୁଛନ୍ତି। ଏଥିରେ ପ୍ରମୁଖ ୪...

୨୭୯ ବୁଥ୍‌ରେ ମତଦାନ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ବ୍ରଜରାଜନଗର ଉପ ନିର୍ବାଚନ ଲାଗି ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଖାଲି ପଡ଼ିଥିବା ଏହି ଆସନ ଲାଗି ମଇଦାନରେ ୧୧ ଜଣ ପ୍ରାର୍ଥୀ। ୨ ଲକ୍ଷ ୧୪ ହଜାର ୮୭୮ଜଣ ଭୋଟର ସେମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ତେବେ ଭୋଟିଂ...

ଉପନିର୍ବାଚନ ଜିତିବା ନେଇ କର୍ମୀଙ୍କୁ ପାଠ ପଢ଼ାଇଲେ ଶିକ୍ଷାମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୨୦।୫: ବ୍ରଜରାଜନଗର ଉପନିର୍ବାଚନ ଆଉ ଦିନ କେଇଟା ଥିବାବେଳେ ଦଳୀୟ ପ୍ରାର୍ଥୀଙ୍କ ବିଜୟକୁ ନେଇ ଦଳୀୟ ନେତୃବୃନ୍ଦ ଜୋରଦାର ରଣନୀତି ଚଳାଇଛନ୍ତି। ଏନେଇ ପ୍ରମୁଖ ଦଳର ନେତା ମାରାଥନ କର୍ମୀ ସମ୍ମିଳନୀ କରିବା ସହିତ ଗାଁକୁ ଗାଁ ବୁଲି...

ଉପନିର୍ବାଚନ ପୂର୍ବରୁ ଭାଜପାକୁ ଝଟ୍‌କା: ଶତାଧିକ କର୍ମୀ ବିଜେଡିରେ

ଝାରସୁଗୁଡା ଅଫିସ,୨୦।୫: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ଅଳକା ମହାନ୍ତିଙ୍କୁ ବିଜୟୀ କରିବା ପାଇଁ ଜୋରଦାର ପ୍ରଚାର ଚାଲିଛି। ଏଥିରେ ମନ୍ତ୍ରୀ, ଏମ୍‌ପି, ବିଧାୟକ ଓ ଦଳୀୟ ନେତୃବୃନ୍ଦ ସାଙ୍ଗରେ କର୍ମୀଙ୍କୁ ଧରି ଲାଗିପଡିଛନ୍ତି। ଏଭଳି ସ୍ଥିତିରେ ଦଳର ସୁପ୍ରିମୋ...

ବ୍ରଜରାଜନଗର ଉପନିର୍ବାଚନ: ୨୭୯ ବୁଥ୍‌ରେ ଭୋଟ୍‌ ଗ୍ରହଣ

ଝାରସୁଗୁଡା ଅଫିସ,୨୦।୫: ଆସନ୍ତା ୩୧ରେ ବ୍ରଜରାଜନଗରରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ରାଜନୀତି ସରଗରମ ରହିଛି। ତେବେ ନିର୍ବାଚନରେ ୫ଟି ପିଙ୍କ୍‌ ବୁଥ୍‌କୁ ମିଶାଇ ମୋଟ ୨୭୯ ବୁଥ୍‌ରେ ଭୋଟ୍‌ ଗ୍ରହଣ ହେବ। ଏ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ...

‘ତ୍ରିମୁଖୀ ନୁହେଁ, ଚତୁର୍ମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେବ’

ବ୍ରଜରାଜନଗର,୨୦ା୫(ଡି.ଏନ୍‌.ଏ.): ବ୍ରଜରାଜନଗର ଉପନିର୍ବାଚନରେ ତ୍ରିମୁଖୀ ନୁହେଁ, ଚତୁର୍ମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେବ ବୋଲି କହିଛନ୍ତି ସିପିଆଇ ପ୍ରାର୍ଥୀ ରମେଶ ତ୍ରିପାଠୀ। ଏକ ଖବରଦାତା ସମ୍ମିଳନୀରେ ସେ ଏହି ଘୋଷଣା କରିଛନ୍ତି। ସିପିଆଇର ରାଜ୍ୟ ନେତୃତ୍ୱ ତାଙ୍କ ଉପରେ ଭରସା କରି ଟିକେଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri