ଝାରସୁଗୁଡ଼ା

ହେଭିଓ୍ବେଟ୍‌ ନେତାଙ୍କୁ ବ୍ରଜରାଜନଗର ଦାୟିତ୍ୱ ଦେଲା ବିଜେଡି

ଝାରସୁଗୁଡ଼ା ଅଫିସ,୧୬ା୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ମନ୍ତ୍ରୀ ଓ ବିଧାୟକଙ୍କୁ ଦାୟିତ୍ୱ ଦେଇଛନ୍ତି ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଉପନିର୍ବାଚନ ପରିଚାଳନା ପାଇଁ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁରୁଦାୟିତ୍ୱ ଦିଆଯାଇଛି। ଜିଲା ପର୍ଯ୍ୟବେକ୍ଷକ ସୁବାସ ସିଂ,...

ପ୍ରଚାର ଆରମ୍ଭ କଲେ ଅଳକା

ବ୍ରଜରାଜନଗର,୧୫।୫(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଖେଇ ଆସୁଥିବା ବେଳେ ବିଭିନ୍ନ ଦଳର ପ୍ରାର୍ଥୀ/ପ୍ରାର୍ଥତ୍ନୀ ଆରାଧ୍ୟ ଦେବତାଙ୍କୁ ପୂଜାର୍ଚ୍ଚନା କରି ପ୍ରଚାର ଆରମ୍ଭ କରିଛନ୍ତି। ବିଜୁ ଜନତା ଦଳ (ବିଜେଡି) ପ୍ରାର୍ଥତ୍ନୀ ଅଳକା ମହାନ୍ତି ବ୍ରଜରାଜନଗରର ଆରାଧ୍ୟ ଦେବୀ...

ନିର୍ବାଚନୀ ପ୍ରଚାରରେ ଆସି କଂଗ୍ରେସକୁ କଟାକ୍ଷ କଲେ ଜୟନାରାୟଣ

ଝାରସୁଗଡ଼ା ଅଫିସ,୧୫।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରଚାର ଆରମ୍ଭ ହୋଇଯାଇଛି। ଏପରିକି ବିଭିନ୍ନ ଦଳର ରାଜନେତା ପ୍ରଚାର ଲାଗି ବ୍ରଜରାଜନଗରରେ ପହଞ୍ଚତ୍ବା ଆରମ୍ଭ କଲେଣି। ଭୋଟରଙ୍କୁ ନିଜ ସପକ୍ଷରେ ଆଣିବା ପାଇଁ ବିରୋଧୀ ଦଳକୁ ଆକ୍ଷେପ କରି କଟାକ୍ଷ କରିବାକୁ...

ବ୍ରଜରାଜନଗର ଉପନିର୍ବାଚନ: ଭାଜପାର ପ୍ରଚାରକ ତାଲିକାରେ ୫ କେନ୍ଦ୍ରମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୧୫।୫: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଉପନିର୍ବାଚନ ପାଇଁ କଂଗ୍ରେସ ପୂର୍ବରୁ ପ୍ରଚାରକ ତାଲିକା ଜାରି କରିଥିବା ବେଳେ ରବିବାର ଭାଜପା ୪୦ ଜଣିଆ ପ୍ରଚାରକ ତାଲିକା ଜାରି କରିଛି। ଏଥିରେ ଭାଜପା ୫ ଜଣ କେନ୍ଦ୍ରମନ୍ତ୍ରୀଙ୍କୁ ସାମିଲ କରିଛି।...

ବ୍ରଜରାଜନଗର ଉପନିର୍ବାଚନ: ରଣନୀତି ପ୍ରସ୍ତୁତିରେ ଲାଗିଛନ୍ତି ରାଜନେତା

ଝାରସୁଗୁଡ଼ା ଅଫିସ,୧୫ା୫: ବ୍ରଜରାଜନଗର ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି । ଏନେଇ ବିଜେଡି ପକ୍ଷରୁ ନେତୃବୃନ୍ଦମାନେ କର୍ମୀମାନଙ୍କୁ ନେଇ ମାରାଥନ ବୈଠକ କରୁଛନ୍ତି। ବିଜେଡି ମହିଳା ମୋର୍ଚ୍ଚାର...

ବ୍ରଜରାଜନଗର ଉପନିର୍ବାଚନ: ନାରୀଶକ୍ତି ହେବ ବିଜେଡିର ଭୋଟ ପୁଞ୍ଜି

ଝାରସୁଗୁଡା ଅଫିସ,୧୫।୫: ବ୍ରଜରାଜନଗର ଉପନିର୍ବାଚନ ଆସନ୍ତା ୩୧ ତାରିଖରେ ଅନୁଷ୍ଠିତ ହେବ। ଏହି ଉପନିର୍ବାଚନକୁ ନେଇ ପ୍ରମୁଖ ରାଜନୈତିକ ଦଳମାନେ ନିଜ ନିଜର ରଣକୌଶଳ ପ୍ରସ୍ତୁତରେ ଲାଗିଛନ୍ତି। ଏଥିମଧ୍ୟରେ ବିଜେଡି ଦଳ ନାରୀଶକ୍ତିକୁ ଭୋଟ ପୁଞ୍ଜିଭାବେ ଗ୍ରହଣକରି ନିର୍ବାଚନରେ ବିଜୟୀ...

ବ୍ରଜରାଜନଗରରେ ପୋଲିସର ଫ୍ଲାଗ୍‌ମାର୍ଚ୍ଚ

ଝାରସୁଗଡ଼ା ଅଫିସ,୧୪।୫: ଆସନ୍ତା ୩୧ରେ ବ୍ରଜରାଜନଗର ଉପନିର୍ବାଚନ। ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶକ୍ରମେ ନିର୍ବାଚନକୁ ନିରପେକ୍ଷ ଏବଂ ଶାନ୍ତିପୂର୍ଣ୍ଣ କରିବା ନେଇ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଜିଲା ପୋଲିସ ପ୍ରଶାସନ ପକ୍ଷରୁ ବ୍ରଜରାଜନଗର ଥାନା...

୩ ଦଳ ମଧ୍ୟରେ ହେବ ଲଢ଼େଇ

ଝାରସୁଗୁଡ଼ା ଅଫିସ,୧୪।୫: ଆସନ୍ତା ୩୧ ତାରିଖରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ସମୁଦାୟ ୧୪ ନାମାଙ୍କନପତ୍ର ଦାଖଲ ହୋଇଥିବାବେଳେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ବିଜେଡି, ଭାଜପା, କଂଗ୍ରେସ ଓ ସିପିଆଇ ଆଦି...

ରାତିଅଧିଆ ଢାବା-ହୋଟେଲରେ ଚଢ଼ାଉ: ଲକ୍ଷାଧିକ ଟଙ୍କାର ବିଦେଶୀ ମଦ ଜବତ

ଝାରସୁଗୁଡା ଅଫିସ,୧୩।୫: ଝାରସୁଗୁଡା ଜିଲା ପୋଲିସ ଏବଂ ପ୍ରଶାସନ ତରଫରୁ ଗୁରୁବାର ରାତିରେ ଜିଲାର ବିଭିନ୍ନ ଢାବା ଓ ହୋଟେଲରେ ଚଢାଉ କରାଯାଇ ଲକ୍ଷାଧିକ ଟଙ୍କା ମୂଲ୍ୟର ବିଦେଶୀ ମଦ ଜବତ କରାଯାଇଛି। ଏଥିମଧ୍ୟରେ ବିଅର, ହ୍ୟୁସ୍କି, ନିବ୍‌ ଆଦି...

ବ୍ରଜରାଜନଗର ଉପନିର୍ବାଚନ: ଷ୍ଟାର ପ୍ରଚାରକ ତାଲିକା ଜାରି କଲା କଂଗ୍ରେସ

ଝାରସୁଗୁଡ଼ା ଅଫିସ,୧୩।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ରାଜନୀତି ସରଗରମ ରହିଛି। ବୁଧବାର ପ୍ରାର୍ଥୀଙ୍କର ନାମାଙ୍କନପତ୍ର ଦାଖଲ ଶେଷ ହୋଇଥିବା ବେଳେ ପ୍ରାର୍ଥୀ ନିଜ ନିଜର ପ୍ରଚାର ଆରମ୍ଭ କରିଦେଲେଣି। ତେବେ କଂଗ୍ରେସ ତାର ଷ୍ଟାର ପ୍ରଚାରକ ତାଲିକା ଗୁରୁବାର ପ୍ରକାଶ...

କାଏମ ରହିଲା ୧୪ ନାମାଙ୍କନ

ଝାରସୁଗୁଡ଼ା ଅଫିସ,୧୩ା୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ସମୁଦାୟ ୧୪ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ଗୁରୁବାର ଯାଞ୍ଚ ପରେ ସମସ୍ତ ନାମାଙ୍କନପତ୍ର କାଏମ ରହିଛି ବୋଲି ରିଟର୍ଣ୍ଣିଂ ଅଫିସର ଉପଜିଲାପାଳ ଦୟାମୟ ପାଢୀ କହିଛନ୍ତି। ଆସନ୍ତା ୧୭ତାରିଖରେ ନାମାଙ୍କନପତ୍ର ପ୍ରତ୍ୟାହାର...

କଂଗ୍ରେସ ପ୍ରାର୍ଥୀଙ୍କ ପ୍ରଚାର ଆରମ୍ଭ

ଝାରସୁଗୁଡ଼ା ଅଫିସ,୧୩ା୫: ଆସନ୍ତା ୩୧ତାରିଖରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। କଂଗ୍ରେସ ଦଳର ପ୍ରାର୍ଥୀ କିଶୋର ଚନ୍ଦ୍ର ପଟେଲ ତାଙ୍କ ସମର୍ଥକଙ୍କ ସହିତ ଗୁରୁବାର ବ୍ରଜରାଜନଗର ଗଣ୍ଡଘୋରା ଗ୍ରାମର ଗ୍ରାମଦେବୀ ମା’ ମୂଳଗୁଡି ମନ୍ଦିରରେ ପୂଜାର୍ଚ୍ଚନା କରି ପ୍ରଚାର ମଇଦାନକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri