ଝାରସୁଗୁଡ଼ା

ବିଜୟ ମୁକୁଟ ପିନ୍ଧିଲେ ଦୀପାଳି

ଝାରସୁଗୁଡ଼ା ଅଫିସ, ୧୩।୫: ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନରେ ବିଜୟ ମୁକୁଟ ପିନ୍ଧିଲେ ଦୀପାଳି ଦାସ। ବିପୁଳ ସଂଖ୍ୟାର ଭୋଟରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ବିଜୟ ହାସଲ କରିଛନ୍ତି। ସେ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କୁ ୪୮ ହଜାର ୭୨୧...

ଝାରସୁଗୁଡା ଉପନିର୍ବାଚନ: ୧୩ ରାଉଣ୍ଡ ସୁଦ୍ଧା ବି ବିଜେଡି ଆଗରେ…

ଝାରସୁଗୁଡା ଅଫିସ,୧୩।୫: ଝାରସୁଗୁଡା ଉପନିର୍ବାଚନ ପାଇଁ ଆଜି ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ତେବେ ରାଉଣ୍ଡ ସୁଦ୍ଧା ବିଜେଡି ଭାଜପାଠାରୁ ୩୪,୨୯୫ ଖଣ୍ଡ ଭୋଟରେ ଆଗୁଆ ରହିଥିବା ଜଣାପଡିଛି। ବିଜେଡି ୭୬୯୮୪ ଭୋଟ ପାଇଥିବା ବେଳେ ଭାଜପା...

ପ୍ରଥମ ରାଉଣ୍ଡ ସୁଦ୍ଧା ବିଜେଡି ଆଗୁଆ

ଝାରସୁଗୁଡା ଅଫିସ,୧୩।୫: ଝାରସୁଗୁଡା ଉପନିର୍ବାଚନ ପାଇଁ ଆଜି ସକାଳ ୮ଟାରୁ କଡ଼ା ସୁରକ୍ଷା ମଧ୍ୟରେ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ୮ଟାରୁ ପ୍ରଥମେ ପୋଷ୍ଟାଲ ବାଲଟ ଗଣତି କରାଯାଇଥିଲା। ସାଢ଼େ ୮ଟାରୁ ଇଭିଏମ ଭୋଟ ଗଣତି କରାଯାଉଛି। ତେବେ ପ୍ରଥମ...

ଝାରସୁଗୁଡାରେ ଆରମ୍ଭ ହେଲା ଭୋଟ ଗଣତି

ଝାରସୁଗୁଡା ଅଫିସ,୧୩।୫: ଝାରସୁଗୁଡା ଉପନିର୍ବାଚନ ପାଇଁ ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ପ୍ରଥମେ ପୋଷ୍ଟାଲ ବାଲଟ ଏବଂ ୮ଟା ୩୦ ମିନଟ୍‌ରେ ଇଭିଏମ ଗଣତି ଆରମ୍ଭ ହେବ। ଭୋଟ ଗଣତି ନିମନ୍ତେ ସମସ୍ତ ପ୍ରକାର ସୁବ୍ୟବସ୍ଥା କରାଯାଇଥିବା...

ସକାଳ ୮ଟାରେ ପୋଷ୍ଟାଲ ବାଲଟ ଗଣତି

ଭୁବନେଶ୍ବର,୧୨ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ମତଦାନ ହାର ୭୯.୨୧ ପ୍ରତିଶତ ହୋଇଛି। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ନିକୁଞ୍ଜ ବିହାରୀ ଧଳ ଗୁରୁବାର ସୂଚନା ଦେଇଛନ୍ତି। ଏଥିସହ ସେ ଭୋଟ ଗଣତି ସମ୍ପର୍କରେ ଏକ ସମୀକ୍ଷା କରିଛନ୍ତି। ଭିଡିଓ...

ଝାରସୁଗୁଡ଼ାରେ ମତଦାନ ଶେଷ

ଝାରସୁଗୁଡ଼ା ଅଫିସ,୧୦ା୫: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଚାଲିଥିବା ମତଦାନ ଇତିମଧ୍ୟରେ ଶେଷ ହୋଇଛି। ମତଦାନ ବୁଧବାର ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟାରେ ସରିଛି। ପୂର୍ବାହ୍ନ ୧୧ ଟା ସୁଦ୍ଧା ୨୦.୩୮ ପ୍ରତିଶତ ମତଦାନ ହୋଇଥିବା ବେଳେ ଅପରାହ୍ନ...

ଅପରାହ୍ନ ୫ଟା ସୁଦ୍ଧା ୬୮.୧୨ ପ୍ରତିଶତ ମତଦାନ

ଝାରସୁଗୁଡ଼ା ଅଫିସ,୧୦ା୫: ବୁଧବାର ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇ ବର୍ତ୍ତମାନ ସୁଦ୍ଧା ଜାରି ରହିଛି। ତେବେ ଅପରାହ୍ନ ୫ଟା ସୁଦ୍ଧା ୬୮.୧୨ ପ୍ରତିଶତ ମତଦାନ ହୋଇଥିବା ପ୍ରେସ୍‌ମିଟ୍‌ରେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ...

ଅପରାହ୍ନ ୩ଟା ସୁଦ୍ଧା ୫୫.୨୦ ପ୍ରତିଶତ ମତଦାନ

ଝାରସୁଗୁଡ଼ା ଅଫିସ,୧୦ା୫: ବୁଧବାର ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇ ବର୍ତ୍ତମାନ ସୁଦ୍ଧା ଜାରି ରହିଛି। ତେବେ ଅପରାହ୍ନ ୩ଟା ସୁଦ୍ଧା ୫୫.୨୦ ପ୍ରତିଶତ ମତଦାନ ହୋଇଥିବା ପ୍ରେସ୍‌ମିଟ୍‌ରେ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।...

ପୂର୍ବାହ୍ନ ୧୧ଟା ସୁଦ୍ଧା ୨୦.୩୮ ପ୍ରତିଶତ ମତଦାନ

ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ଉପନିର୍ବାଚନ ଲାଗି ସକାଳ ୭ଟାରୁ ଶାନ୍ତିଶୃଙ୍ଖଳାର ସହ ମତଦାନ ଚାଲିଛି। ତେବେ ପୂର୍ବାହ୍ନ ୧୧ଟା ସୁଦ୍ଧା ଝରସୁଗୁଡାରେ ୨୦.୩୮ ପ୍ରତିଶତ ମତଦାନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ସେହିପରି ସକାଳ ୯ଟା ସୁଦ୍ଧା...

ଭୋଟ ଦେଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ

ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ଉପନିର୍ବାଚନ ଲାଗି ସକାଳ ୭ଟାରୁ ମତଦାନ ଚାଲିଛି। ଏହି କ୍ରମରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନିଜର ମତସାବ୍ୟସ୍ତ କରିଛନ୍ତି। ଏହା ପୂର୍ବରୁ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ମତଦାନ କରିଥିବା ଜଣାପଡିଛି। ସୂଚନାଯୋଗ୍ୟ, ସକାଳ...

ଝାରସୁଗୁଡାରେ ୯ଟା ସୁଦ୍ଧା ୯.୭୫% ମତଦାନ

ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଚାଲିଛି। ତେବେ ସକାଳ ୯ଟା ସୁଦ୍ଧା ୯.୭୫ ମତଦାନ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ଯାଏ ମତଦାନ ଚାଲିବ। ୨୫୩ ବୁଥ୍‌ରେ...

ଝାରସୁଗୁଡା ଉପନିର୍ବାଚନ: ଭୋଟ ଦେଲେ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ

ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ଉପନିର୍ବାଚନ ଲାଗି ମତଦାନ ଚାଲିଥିବା ବେଳେ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଭୋଟ ଦେଇଛନ୍ତି। ସୂଚନାଯୋଗ୍ୟ, ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ଯାଏ ଚାଲିବ। ୩ ପ୍ରମୁଖ ରାଜନେତିକ ଦଳ ବିଜେଡି, ଭାଜପା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri