ଝାରସୁଗୁଡ଼ା

ହସ୍ପିଟାଲ ବେଡ୍‌ରେ ଟିକ୍‌ଟକ୍‌

ଝାରସୁଗୁଡା ଅଫିସ,୧୮।୫: ଟିକ୍‌ଟକ୍‌ ଭିଡିଓ କରିବାବେଳେ ଲୋକେ ନିଜ ହିତାହିତ ଜ୍ଞାନ ଭୁଲି ଯାଉଛନ୍ତି। କୌଣସି ସ୍ଥାନ କିମ୍ବା ପରିସ୍ଥିତିକୁ ମଧ୍ୟ ଦେଖୁନାହାନ୍ତି। ଝାରସୁଗୁଡାରେ ଏଭଳି ଏକ ଟିକ୍‌ଟକ୍‌ ଭିଡିଓ ରବିବାର ଭାଇରାଲ ହୋଇଛି, ଯେଉଁଥିରେ ଜଣେ ଯୁବକ ହସ୍ପିଟାଲର...

ଉତ୍ତରାଞ୍ଚଳ ଆର୍‌ଡିସିଙ୍କ ଝାରସୁଗୁଡ଼ା ଗସ୍ତ: କୋଭିଡ୍‌ କେନ୍ଦ୍ର ପରିଦର୍ଶନ

ଲଖନପୁର,୧୬ା୫(ଡି.ଏନ୍‌.ଏ.) : ରାଜ୍ୟରେ କରୋନା ଭୂତାଣୁ ସଂକ୍ରମଣ ନିୟନ୍ତ୍ରଣ ପାଇଁ ସରକାର ଲକ୍‌ଡାଉନ୍‌ ଜାରି କରିଛନ୍ତି। ଏହାର ତଦାରଖ ପାଇଁ ସରକାର କେତେକ ବରିଷ୍ଠ ଆଇଏଏସ୍‌ଙ୍କୁ ନିୟୋଜିତ କରିଛନ୍ତି। ବରିଷ୍ଠ ଆଇଏଏସ୍‌ଙ୍କ ମଧ୍ୟରେ ଉତ୍ତରାଞ୍ଚଳ ଆର୍‌ଡିସି ନିରଞ୍ଜନ ସାହୁ ଝାରସୁଗୁଡା...

ଆସନ୍ତା ୧୬ରୁ ବଲାଙ୍ଗୀର, ୨୩ରୁ କୋରାପୁଟ, ୩୧ରୁ ବାରିପଦାରେ କୋଭିଡ ପରୀକ୍ଷା: ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡା ଅଫିସ,୧୪।୫- ସମଗ୍ର ବିଶ୍ବରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଏହାକୁ ନେଇ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି। ଦେଶ ତଥା ରାଜ୍ୟରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ...

୧୪୪୦ ସ୍ବାବ୍‌ ନମୁନାରୁ ୧୦୨୮ ରିପୋର୍ଟ ଆସିଛି

ଝାରସୁଗୁଡ଼ା ଅଫିସ,୧୨ା୫: ଝାରସୁଗୁଡ଼ା ଜିଲାର ଜଣେ ଯୁବତୀ ଓ ଜଣେ ମହିଳା କରୋନାରେ ଆକ୍ରାନ୍ତ ହୋଇଥିଲେ। ସୋମବାର ଉଭୟ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କୁ ୧୪ଦିନ କ୍ୱାରାଣ୍ଟାଇନରେ ରଖିବାକୁ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଛି। ସେମାନଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ...

ସୁସ୍ଥ ହେଲେ ଝାରସୁଗୁଡାର ୨ କରୋନା ଆକ୍ରାନ୍ତ

ଝାରସୁଗୁଡା ଅଫିସ,୧୧ା୫: ଝାରସୁଗୁଡା ଜିଲାର ୨ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି। ସୋମବାର ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ବିଟ୍‌ କରି ଜଣାଇଛି। ପଶ୍ଚିମବଙ୍ଗରୁ ବ୍ରଜରାଜନଗର ଆସିଥିବା ଜଣେ ଯୁବତୀଙ୍କଠାରେ କରୋନା ଭୂତାଣୁ...

ଛଟେଇ ଆରମ୍ଭ କଲେଣି ଠିକା ସଂସ୍ଥା

ଝାରସୁଗୁଡା ଅଫିସ,୯ା୫: ଝାରସୁଗୁଡାରେ ଏବେ ଠିକା ସଂସ୍ଥାଗୁଡିକ ଛଟେଇ ଆରମ୍ଭ କଲେଣି। ଫଳରେ ବାହାର ଅଞ୍ଚଳରୁ ଆସୁଥିବା ଶ୍ରମିକ ଏବେ ଘର ମୁହାଁ ହେଲେଣି। ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଶନିବାର ଛଟେଇ ହୋଇଥିବା ଶ୍ରମିକ ଘରକୁ ଯିବା ପାଇଁ...

କଟକଣା କୋହଳ ପରେ ଭିଡ଼ ଅସମ୍ଭାଳ: ଛାଇରେ ବସି ରହୁଛି ପୋଲିସ

ଝାରସୁଗୁଡା ଅଫିସ,୮।୫-କରୋନା ଭୂତାଣୁର ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶକୁ ଲକ୍‌ଡାଉନ୍‌ କରାଯାଇଛି। ଝାରସୁଗୁଡା ଜିଲାରେ ମଧ୍ୟ ଦୁଇଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏହି ଜିଲାକୁ ଅରେଞ୍ଜ ଜୋନ୍‌ ଭାବେ ଘୋଷଣା କରାଯାଇଛି। ତେବେ ଇତି ମଧ୍ୟରେ କୋହଳ...

ସାଇକେଲରେ ବାରାଣସୀରୁ ଗଞ୍ଜାମ ଯାତ୍ରା: ରାସ୍ତାରେ ଅଟକାଇ କ୍ୱାରାଣ୍ଟାଇନ୍‌ରେ ରଖିଲା ବନହରପାଲି ଥାନା ପୋଲିସ

ଲଖନପୁର,୮।୫(ଡି.ଏନ୍‌.ଏ.)- ସାରା ବିଶ୍ୱରେ ମହାମାରୀ କରୋନା ଆଲୋଡନ ସୃଷ୍ଟି କରିଛି। ଏହି ସଂକ୍ରମଣକୁ ନିୟନ୍ତ୍ରଣ କରିବାପାଇଁ ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଛି। ଏଥିମଧ୍ୟରେ ଯାନବାହାନ ବନ୍ଦ ରହିଛି। ଏଭଳି ସ୍ଥିତିରେ ପ୍ରବାସୀ ଓଡିଆମାନେ ନିଜ ରାଜ୍ୟକୁ ଫେରିବାପାଇଁ...

କ୍ୱାରାଣ୍ଟାଇନ ସେଣ୍ଟରରୁ ଖସି ପାଲାଇଥିଲେ ଯୁବକ, ଧରିଲା ପୋଲିସ

ଝାରସୁଗୁଡ଼ା ଅଫିସ,୫।୫: ଝାରସୁଗୁଡ଼ା ସହର ବିଟିଏମ୍‌ ଛକସ୍ଥିତ ଏକ କ୍ବାରାଣ୍ଟାଇନ ସେଣ୍ଟରରୁ ସୋମବାର ସକାଳେ ଜଣେ ଯୁବକ ଖସି ପଲାଇଥିଲେ। ତେବେ ସୋମବାର ବିଳମ୍ବିତ ରାତିରେ ଝାରସୁଗୁଡା ପୋଲିସ ତାଙ୍କୁ ବଢ଼େଇମୁଣ୍ଡା ଅଞ୍ଚଳରୁ ଧରିବାରେ ସକ୍ଷମ ହୋଇଛି। ସେ ହେଲେ...

ଝାରସୁଗୁଡ଼ା ଦ୍ୱିତୀୟ କରୋନା ପଜିଟିଭ୍‌ ଲଖନ୍‌ପୁର ଅଞ୍ଚଳର, ୪୦ ବର୍ଷୀୟ ମହିଳା

ଝାରସୁଗୁଡା ଅଫିସ,୩।୫- ଝାରସୁଗୁଡା ଜିଲା ବ୍ରଜରାଜନଗର ମୁନିସିପାଲିଟି ଅଧୀନ ବୁଢ଼ୀଜାମ ଅଞ୍ଚଳକୁ ପଶ୍ଚିମବଙ୍ଗ ଅଞ୍ଚଳରୁ ଆସିଥିବା ଜଣେ ୧୮ ବର୍ଷିଆ ଯୁବତୀଙ୍କ ଗତ ବୁଧବାର କରୋନା ପଜିଟିଭ୍‌ ଆସିଥିବା ଜଣାପଡିଥିଲା। ଏହାର ୪ ଦିନ ପରେ ଜିଲାର ଲଖନପୁର ବ୍ଲକ...

ରାଜସ୍ଥାନ କୋଟାରୁ ଝାରସୁଗୁଡ଼ାରେ ପହଞ୍ଚିଲେ ୭୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ଝାରସୁଗୁଡା ଅଫିସ,୩।୫- କରୋନା କଟକଣା ଯୋଗୁ ଝାରସୁଗୁଡା ଜିଲାର ୭୦ରୁ ଉର୍ଦ୍ଧ ଛାତ୍ରୀଛାତ୍ର ରାଜସ୍ଥାନ କୋଟାରେ ଫସି ରହିଥିଲେ। ସେମାନେ ୩ଟି ବସ୍‌ ଯୋଗେ ରବିବାର ଝାରସୁଗୁଡାରେ ଆସି ପହଞ୍ଚିଛନ୍ତି। ସେମାନଙ୍କୁ ଜିଲା ପ୍ରଶାସନ ପକ୍ଷରୁ ସ୍କ୍ରିନିଂ କରାଯାଇଥିବା ବେଳେ...

ଗଞ୍ଜାମ ଛୁଇଁଲା କରୋନା: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୦

ଭୁବନେଶ୍ୱର,୩।୫ (ବ୍ୟୁରୋ)- ରାଜ୍ୟରେ ପୁଣି ୩ ଜଣ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୬୦ରେ ପହଁଚିଛି। ଆକ୍ରାନ୍ତ ୩ ଜଣ ଙ୍କ  ମଧ୍ୟରୁ  ଦୁଇ ଜଣ ଗଞ୍ଜାମ ଜିଲାର ଏବଂ ଜଣେ ଝାରସୁଗୁଡା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri