ଝାରସୁଗୁଡ଼ା

ସରକାରୀ ସହାୟତାରୁ ବଞ୍ଚିତ ପ୍ରକୃତ ନିର୍ମାଣ ଶ୍ରମକ, ହାତେଇଛନ୍ତି ସରକାରୀ କର୍ମଚାରୀ

ଲଖନପୁର,୨୩ା୪(ଡି.ଏନ୍‌.ଏ.) : କରୋନା ଭାଇରସ୍‌ ନିୟନ୍ତ୍ରଣ ପାଇଁ ସରକାର ଲକ୍‌ଡାଉନ୍‌ ଜାରି କରିଛନ୍ତି। ଏଥିରେ ଗରିବ,ଅସହାୟ ଓ ନିର୍ମାଣ ଶ୍ରମିକ କାମଦାମ ନ ପାଇ ଘରେ ବସିରହିଛନ୍ତି। ଫଳରେ ପରିବାର ପ୍ରତିପୋଷଣ କରିବା କଷ୍ଟକର ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି...

ବାରିପଦା, ବଲାଙ୍ଗୀରରେ କୋଭିଡ୍‌-୧୯ ପରୀକ୍ଷା କେନ୍ଦ୍ର ପ୍ରତିଷ୍ଠା ଦାବିକଲେ ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୨୩ା୪: ସମଗ୍ର ବିଶ୍ବରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଏହାର ପ୍ରଭାବରେ ସାରା ବିଶ୍ବରେ ଆତଙ୍କ ଖେଳିଯାଇଛି। ତେବେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ମଧ୍ୟ କଡ଼ା ଆଭିମୁଖ୍ୟ ଗ୍ରହଣ...

ଉଦ୍‌ଘାଟିତ ହେଲା ଝାରସୁଗୁଡ଼ା କୋଭିଡ୍‌ ହସ୍ପିିଟାଲ

ଝାରସୁଗୁଡ଼ା ଅଫିସ,୨୩ା୪-ଝାରସୁଗୁଡା ସହର ମଙ୍ଗଳବଜାରସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟଠାରେ ବୁଧବାର କୋଭିଡ୍‌ ହସ୍ପିଟାଲ ଉଦ୍‌ଘାଟିତ ହୋଇଯାଇଛି। ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଏହି ହସ୍ପିଟାଲକୁ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ବରଗଡ ଏମ୍‌ପି ସୁରେଶ ପୁଜାରୀ, ବ୍ରଜରାଜନଗର ବିଧାୟକ...

୩ ମାସର ପୁଅକୁ ଧରି ଡ୍ୟୁଟି

ଝାରସୁଗୁଡା ଅଫିସ,୨୨ା୪- କରୋନା ଭୂତାଣୁର ସଂକ୍ରମଣକୁ ରୋକିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପମାନ ନେଉଛନ୍ତି। କରୋନା ବିରୁଧରେ ହେଉଥିବା ଲଢ଼େଇରେ ସମଗ୍ର ଦେଶବାସୀଙ୍କୁ ସହଯୋଗ କରିବାକୁ ଆହ୍ବାନ ମଧ୍ୟ କରାଯାଉଛି। ସେହିପରି ଏହି ଲଢ଼େଇରେ...

ଝାରସୁଗୁଡ଼ାରେ କରୋନା କଟକଣା ମାନୁନାହାନ୍ତି ଲୋକେ: ସଚେତନ ନ କରାଇ ଜରିମାନା ଆଦାୟରେ ମାତିଛି ପୋଲିସ

ଝାରସୁଗୁଡ଼ା ଅଫିସ,୨୨।୪: କରୋନା ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶରେ ଲକ୍‌ଡାଉନ ଜାରିରହିଛି। କିଛି ସ୍ଥାନରେ ଗତ ୨୦ ତାରିଖରୁ ଲକ୍‌ଡାଉନ କଟକଣା କୋହଳ କରାଯାଇଛି। ତେବେ ଝାରସୁଗୁଡ଼ା ଜିଲାରେ ଏ ପର୍ଯ୍ୟନ୍ତ ଲୋକେ ସଚେତନ ନ ହୋଇ ବାହାରେ...

୫୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗୁଟଖା, ପାନମସଲା ଜବତ

ଝାରସୁଗୁଡା ଅଫିସ,୨୨ା୪ – କରୋନା ମୁକାବିଲା ପାଇଁ ସମଗ୍ର ଦେଶରେ ଲକଡାଉନ ପାଳନ କରାଯାଉଛି। ତେବେ ଏହି ପରିସ୍ଥିତିରେ ଝାରସୁଗୁଡା ସହରର କେତେକ ଅସାଧୁ ବ୍ୟବସାୟୀ ଦୋକାନ/ଗୋଦାମ ଖୋଲି ଗୁଟଖା ଓ ପାନମସଲା ବିକ୍ରୟ କରିଛନ୍ତି । ଏନେଇ ଖବର...

ଖବରଦାତାଙ୍କୁ ଦୁର୍ବ୍ୟବହାର, ହତ୍ୟା ଧମକ

ଝାରସୁଗୁଡା ଅଫିସ,୨୦।୪: ଝାରସୁଗୁଡା ଜିଲାରେ କାର୍ଯ୍ୟରତ ଜଣେ ଖବରଦାତାଙ୍କୁ ବେଆଇନ ଭାବେ ବ୍ୟବସାୟ କରୁଥିବା କିଛି ଇଟା ଭାଟି ମାଲିକ ଦୁର୍ବ୍ୟବହାର ଓ ହତ୍ୟା ଧମକ ଦେଇଥିବା ବ୍ରଜରାଜନଗର ଥାନାରେ ଅଭିଯୋଗ ହୋଇଛି। ଖବରଦାତା ଜଣକ ବ୍ରଜରାଜନଗର ଥାନା ଅଧୀନ...

ଭିଡିଓ କନ୍‌ଫରେନ୍ସିଂ ଜରିଆରେ ୫ ଜିଲାର କୋଭିଡ ହସ୍ପିଟାଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡା ଅଫିସ,୨୦।୪: ରାଜ୍ୟର ୨୨ଟି କୋଭିଡ ହସ୍ପିଟାଲ ଇତିମଧ୍ୟରେ ଉଦ୍‌ଘାଟିତ ହୋଇସାରିଛି। ସୋମବାର ନୂତନ ଭାବେ ୫ଟି ଜିଲା ଯଥା ଅନୁଗୋଳ, ଜଗତ୍‌ସିଂହପୁର, ସୁନ୍ଦରଗଡ, ବରଗଡ଼ ଓ ନବରଙ୍ଗପୁରରେ କୋଭିଡ୍‌ ହସ୍ପିଟାଲ ଲୋକାର୍ପଣ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ...

ପ୍ରହସନ ପାଲଟିଛି ଲୋକଙ୍କୁ ମାସ୍କ ବଣ୍ଟନ

ଲଖନପୁର,୧୯।୪(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ପ୍ରଶାସନ ନିର୍ଦ୍ଦେଶକ୍ରମେ ସମନ୍ବିତ ଶିଶୁ ବିକାଶ ଯୋଜନା (ଆଇସିଡିଏସ୍‌) ତରଫରୁ ଲଖନପୁର ବ୍ଲକ୍‌ରେ ମାସ୍କ ବଣ୍ଟନ କରାଯାଉଛି। ଅଙ୍ଗନଓ୍ବାଡି କର୍ମୀ ଓ ଆଶାକର୍ମୀମାନେ ଘର ଘର ବୁଲି ମାସ୍କ ବଣ୍ଟନ କରୁଛନ୍ତି। ହେଲେ ପ୍ରତି ପରିବାରକୁ...

ନଈକୁ ଡେଇଁ ମଧ୍ୟ ଖସି ପାରିଲେନି ଅପରାଧୀ

ଝାରସୁଗୁଡା ଅଫିସ,୧୮ା୪- ଝାରସୁଗୁଡା ପୋଲିସ ଚୋରି ଅଭିଯୋଗରେ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏମାନେ ହେଲେ ଝାରସୁଗୁଡ଼ା ସହର ସିରିଆ ବଗିଚା ଅଞ୍ଚଳର ମନିଷ ମୋର୍ଯ୍ୟ ଏବଂ ଟିଙ୍କୁ ବିଶୋୟୀ। ପୋଲିସ ପିଛା କରିବାରୁ ମନିଷ ବ୍ରିଜ ଉପରୁ...

ନିଜ ବେଳକୁ କଟକଣା ମାନୁନି ଜିଲା ପ୍ରଶାସନ

ଝାରସୁଗୁଡା ଅଫିସ,୧୮ା୪: କରୋନା ଭୂତାଣୁର ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶରେ ଲକଡାଉନ ପାଳନ କରାଯାଉଛି। ଲକଡାଉନ ସହିତ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ବିଭିନ୍ନ ପରାମର୍ଷ ଓ କଟକଣା ମାନିବାକୁ ଲୋକଙ୍କୁ ନିର୍ଦ୍ଦେଶ ଦିଆଯାଉଛି। ଏହାକୁ ଖିଲାପ କରୁଥିବା ବ୍ୟକ୍ତିଙ୍କ...

ଝାରସୁଗୁଡ଼ାରେ ୨୦ ତାରିଖ ସୁଦ୍ଧା କୋଭିଡ୍‌ ହସ୍ପିଟାଲ ନିର୍ମାଣ କାର୍ଯ୍ୟ ସରିବ

ଝାରସୁଗୁଡା ଅଫିସ,୧୮ା୪-ଝାରସୁଗୁଡା ସହରରେ କୋଭିଡ ହସ୍ପିଟାଲ ପ୍ରତିଷ୍ଠା କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ଚାଳିଛି। ସହରର ମଙ୍ଗଳବଜାରସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ କୋଠାରେ ଏହି ହସ୍ପିଟାଲ କାର୍ଯ୍ୟ ଚାଲିଛି। ଚିକିତ୍ସାଳୟର ପ୍ରଶାସନିକ ଅଧିକାରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri