କଳାହାଣ୍ଡି

କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ଲୋଗୋ ଉନ୍ମୋଚନ, ପଞ୍ଚାୟତ ସ୍ତରୀୟ ଉତ୍ସବର ଶୁଭ ଉଦଘାଟନ

କେସିଙ୍ଗା, ୨୪ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କୁଣ୍ଡାବନ୍ଧ ଗ୍ରାମ ପଞ୍ଚାୟତର ଯୋଗମାୟା ପୀଠ ପରିସରରେ କେସିଙ୍ଗା ଗୋଷ୍ଠୀ ଅଧିକାରୀ ପଦ୍ମନାଭ ପୁରୋହିତଙ୍କ ନେତୃତ୍ବରେ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ କଳାହାଣ୍ଡି ଜିଲାପାଳ ସଚିନ ପାୱାର...

କୋହଲା ପାଗ କପା ଚାଷୀ ପାଇଁ କାଳ

ଭବାନୀପାଟଣା, ୨୪ା୧୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି କପାର ବିଶେଷତ୍ୱ ହେଲା ଏହା ଦୀର୍ଘ, ତନ୍ତୁଜାତୀୟ ଓ ଶକ୍ତ। ବର୍ତ୍ତମାନ ଖରାପ ପାଗ ସାଙ୍ଗକୁ ଝିପିଝିପି ବର୍ଷା ଚାଷୀଙ୍କୁ ବିପଦରେ ପକାଇଛି। ମଣ୍ଡିରେ କପାର ଉଚିତ ମୂଲ୍ୟ ପାଇବା ନେଇ ସେମାନେ...

ଛାତ୍ରୀ ନିବାସରୁ ରାସନ ସାମଗ୍ରୀ ବୋଝେଇ ଗାଡି ଅଟକ: ପ୍ରଧାନ ଶିକ୍ଷକଙ୍କୁ ଘେରିଗଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୩ା୧୨(ଦୁର୍ଗା କୀର୍ତ୍ତି): ଛାତ୍ରୀ ନିବାସ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ରାସନ ସାମଗ୍ରୀ ନେଇ ଚମ୍ପଟ ମାରୁଥିବା ବେଳେ ଗ୍ରାମବାସୀଙ୍କ ଦ୍ଵାରା ଗାଡିକୁ ଅଟକ ରଖାଯାଇଥିବା ବେଳେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଏବଂ ହଷ୍ଟେଲ ପରିଚାଳିକାଙ୍କ କାର୍ଯ୍ୟ ପ୍ରତି ସନ୍ଦେହ...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ ଓ ପାନୀୟଜଳ ବିଭାଗର ମନ୍ତ୍ରୀ ରବି ନାରାୟଣ ନାଏକ ଭାଜପା କର୍ମୀ ମାନଙ୍କୁ...

ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା,୨୩ା୧୨: କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢ଼ାଡଙ୍ଗର ଲୋକ ମହୋତ୍ସବ ପ୍ରଥମ ଦିବସରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପଡ଼ିଆରେ ରବିବାର ଅନୁଷ୍ଠିତ ବୁଢ଼ାଡଙ୍ଗର ଲୋକ ମହୋତ୍ସବରେ ଢୋଲ ନିଶାନରେ ମଞ୍ଚ ଦୁଲୁକିଥିଲା। ସକାଳୁ ଅନୁଷ୍ଠାନ ପରିସରରେ...

ବାର୍‌ହା ମାଂସ ଜବତ କଲା ବନ ବିଭାଗ, ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ନୂଆପଡ଼ା ସେକ୍ସନ ଯୋଗିଆପଲ୍ଲୀ ଗ୍ରାମର ନୀଳାମ୍ବର ମଳିକଙ୍କଠାରୁ ଲୋମଯୁକ୍ତ ପ୍ରାୟ ୨ କେଜି ବାର୍‌ହା ମାଂସକୁ ବନକର୍ମଚାରୀବୃନ୍ଦ ଜବତ କରିଛନ୍ତି। ନୂଆପଡ଼ା ବନପାଳ ଇ.ଗଣେଶ, ବନରକ୍ଷୀ ବିରଞ୍ଚି କୁମାର ବିଶି,...

ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର

ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର କରିବା ଘଟଣାକୁ ନିନ୍ଦା କରିଛନ୍ତି ଭବାନୀପାଟଣା କଂଗ୍ରେସ ବିଧାୟକ ସାଗର ଚରଣ ଦାସ।...

ରାତ୍ର ଜଗୁଆଳିଙ୍କ ଭରସାରେ ଅବକାରୀ ଥାନା: ଖବର ପ୍ରକାଶ ପରେ ମଧ୍ୟ ଅବକାରୀ ବିଭାଗର ଭାଙ୍ଗୁନି ନିଦ

ଥୁଆମୂଳ ରାମପୁର,୨୨।୧୧(ଦୁର୍ଗା କୀର୍ତ୍ତି) କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଥିବା ଅବକାରୀ ଅଫିସ ବାହାର ଓ ଭିତର ଗେଟ ପ୍ରାୟ ଅଧିକାଂଶ ମାସ ହେବ ତାଲା ଝୁଲୁଛି। ଏଠାରେ ସମୁଦାୟ ୫ ଜଣ କର୍ମଚାରୀ ନିଯୁକ୍ତି ଥିବାବେଳେ ଦୁଇ...

ଜିଜ୍ଞାସା ବାର୍ଷିକୋତ୍ସବରେ କୃତି ଛାତ୍ରୀଛାତ୍ର ପୁରସ୍କୃତ

ଥୁଆମୂଳ ରାମପୁର,୨୨।୧୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ୭ତମ ଜିଜ୍ଞାସା ବାର୍ଷିକ ଉତ୍ସବ ଶୁକ୍ରବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧକ୍ଷ ସୀତାକାନ୍ତ ରଣାଙ୍କ ସଭାପତିତ୍ୱରେ ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରି ମୁଖ୍ୟ ଅତିଥି...

ବାର୍‌ହା ଉପଦ୍ରବ: ୨୦ ଏକର କଦଳୀ ଚାଷ କ୍ଷତିଗ୍ରସ୍ତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ବୋରିଆ ଗ୍ରାମର ଭିମା ପାଣି ପଞ୍ଚାୟତ ଅଧୀନରେ ଚାଷୀମାନେ କରିଥିବା କଦଳୀ ଚାଷ ଉପରେ ବାର୍‌ହା ଉପଦ୍ରବ କରୁଥିବାରୁ ଚାଷୀମାନେ କ୍ଷତିଗ୍ରସ୍ତ ହେଉଛନ୍ତି। ଏଥିପ୍ରତି କେସିଙ୍ଗା ବନ ବିଭାଗ...

ବାଇକ ଦୁର୍ଘଟଣାରେ ଯୁବକ ମୃତ, କାରଣ ଅସ୍ପଷ୍ଟ

କୋକସରା,୨୦।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜାତୀୟ ରାଜପଥ ୨୬ କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ କାଉଡୋଳା ଧାନ ମଣ୍ଡି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ଘଟଣାସ୍ଥଳରେ ଶୋଚନୀୟ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ଲଡୁଗାଁ...

କେସିଙ୍ଗାରେ ବାଏପାସ ନିର୍ମାଣ ପାଇଁ ସହରର ଜନସାଧାରଣଙ୍କ ପକ୍ଷରୁ ଜିଲାପାଳଙ୍କ ନିକଟରେ ଦାବି

କେସିଙ୍ଗା,୨୦।୧୨(ତୁମେଶ୍ୱର ସାହୁ): କେସିଙ୍ଗା ସହରରେ ଏକ ନୂତନ ବାଏପାସ ରାସ୍ତା ନିର୍ମାଣ ପାଇଁ ସହରର ଅନେକ ସଂଗଠନର ମିଳିତ ଉଦ୍ୟମରେ ଜିଲାପାଳଙ୍କୁ ଶୁକ୍ରବାର ସାକ୍ଷାତ କରି ଦାବିପତ୍ର ଦିଆଯାଇଛି। ଅନେକ ଦିନରୁ ବିଭିନ୍ନ ରାଜନୈତିକ ନେତାଙ୍କ ସହିତ ସାକ୍ଷାତ କରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri