Advertisement

କଳାହାଣ୍ଡି

ରାଜ୍ୟ ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭକ୍ତ ଚରଣ ଦାଶ ହୋଲି ଉତ୍ସବରେ କର୍ମୀଙ୍କୁ କରାଇଲେ ଶପଥ ପାଠ, ରାଲିରେ ପ୍ରକମ୍ପିତ ହେଲା ଜାତୀୟ ରାଜପଥରାଜ୍ୟ ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭକ୍ତ ଚରଣ ଦାଶ ହୋଲି ଉତ୍ସବରେ କର୍ମୀଙ୍କୁ କରାଇଲେ ଶପଥ ପାଠ, ରାଲିରେ ପ୍ରକମ୍ପିତ ହେଲା ଜାତୀୟ ରାଜପଥ

ରାଜ୍ୟ ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭକ୍ତ ଚରଣ ଦାଶ ହୋଲି ଉତ୍ସବରେ କର୍ମୀଙ୍କୁ କରାଇଲେ ଶପଥ ପାଠ, ରାଲିରେ ପ୍ରକମ୍ପିତ ହେଲା ଜାତୀୟ ରାଜପଥ

କେସିଙ୍ଗା,୧୫.୩(ତୁମେଶର ସାହୁ): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭକ୍ତ ଚରଣ ଦାଶ ସଭାପତି ଭାବେ ଦାୟିତ୍ୱ ନେବା ପରେ ପ୍ରଥମ ଥର ଭୁବନେଶ୍ୱରରୁ ଏକ ଏରୋପ୍ଲେନରେ…

1 month ago
ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଶୈକ୍ଷିକ ପରିଭ୍ରମଣରେ ଯାତ୍ରା କଲେ କୋକସରା ବ୍ଲକ ଛାତ୍ରୀଛାତ୍ରରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଶୈକ୍ଷିକ ପରିଭ୍ରମଣରେ ଯାତ୍ରା କଲେ କୋକସରା ବ୍ଲକ ଛାତ୍ରୀଛାତ୍ର

ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଶୈକ୍ଷିକ ପରିଭ୍ରମଣରେ ଯାତ୍ରା କଲେ କୋକସରା ବ୍ଲକ ଛାତ୍ରୀଛାତ୍ର

କୋକସରା,୧୪।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ସମଗ୍ର ଶିକ୍ଷା ଅଭିଯାନ ପକ୍ଷରୁ ଛାତ୍ରୀଛାତ୍ରଙ୍କ ବାହ୍ୟଜ୍ଞାନ ଆହରଣ ପାଇଁ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଶୈକ୍ଷିକ ପରିଭ୍ରମଣ କାର୍ଯ୍ୟକ୍ରମ ଆୟୋଜିତ କରାଯାଇଛି। ଏହି…

1 month ago
କରାଟେ କଲର ବେଲ୍ଟ ପରୀକ୍ଷା: ୨୦ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣକରାଟେ କଲର ବେଲ୍ଟ ପରୀକ୍ଷା: ୨୦ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ

କରାଟେ କଲର ବେଲ୍ଟ ପରୀକ୍ଷା: ୨୦ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ

ଲାଞ୍ଜିଗଡ଼,୧୩ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ ବେଦାନ୍ତ କଲୋନୀ କ୍ଲବ ହାଉସଠାରେ କରାଟେ କଲର ବେଲ୍ଟ ପରୀକ୍ଷା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଉତ୍କଳ…

1 month ago
ବାଳକ ଆଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ: ବିଭିନ୍ନ ପ୍ରତିଯୋଗିତାରେ ଛାତ୍ର ପୁରସ୍କୃତବାଳକ ଆଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ: ବିଭିନ୍ନ ପ୍ରତିଯୋଗିତାରେ ଛାତ୍ର ପୁରସ୍କୃତ

ବାଳକ ଆଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ: ବିଭିନ୍ନ ପ୍ରତିଯୋଗିତାରେ ଛାତ୍ର ପୁରସ୍କୃତ

ଲାଞ୍ଜିଗଡ଼,୧୨।୩(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ଲାଞ୍ଜିଗଡ ପିଭିଟିଜି ବାଳକ ଆଶ୍ରମ ବିଦ୍ୟାଳୟରେ ପ୍ରଥମ ବାର୍ଷିକ ଉତ୍ସବ ବୁଧବାର ବିଦ୍ୟାଳୟ ପରିସର ଠାରେ ଅନୁଷ୍ଠିତ ହୋଇଯାଇଛି…

1 month ago
ଚମକିଲେ କଳାହାଣ୍ଡିର ପୁଅ ଆଶିଷ ସରାଫଚମକିଲେ କଳାହାଣ୍ଡିର ପୁଅ ଆଶିଷ ସରାଫ

ଚମକିଲେ କଳାହାଣ୍ଡିର ପୁଅ ଆଶିଷ ସରାଫ

ଭବାନୀପାଟଣା,୧୩ା୩(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ରେଳବାଇ ଅଡିଟୋରିୟରେ ବିଶ୍ବ ଗ୍ରୁପ୍‌ ପକ୍ଷରୁ ଆୟୋଜିତ ଓଡ଼ିଶା ବିୟୁଟି ଏକ୍ସପୋ ସିଜିନ ୯ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମେକ୍‌ଅପ୍‌ (ସାଜସଜ୍ଜା)…

1 month ago
ଅଧା ପ୍ରକଳ୍ପ ଅସମ୍ପୂର୍ଣ୍ଣ: କଳାହାଣ୍ଡିରେ ବସୁଧା ଯୋଜନା ସ୍ଥିତି ଉଦ୍‌ବେଗଜନକଅଧା ପ୍ରକଳ୍ପ ଅସମ୍ପୂର୍ଣ୍ଣ: କଳାହାଣ୍ଡିରେ ବସୁଧା ଯୋଜନା ସ୍ଥିତି ଉଦ୍‌ବେଗଜନକ

ଅଧା ପ୍ରକଳ୍ପ ଅସମ୍ପୂର୍ଣ୍ଣ: କଳାହାଣ୍ଡିରେ ବସୁଧା ଯୋଜନା ସ୍ଥିତି ଉଦ୍‌ବେଗଜନକ

ଭବାନୀପାଟଣା,୧୩ା୩(ଉତ୍ତମ କୁମାର ଦାଶ):ଜନସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ଗାଁ ଗାଁରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାମ ଆରମ୍ଭ ହେଲା।…

1 month ago
ନାଗରିକଙ୍କ ଅଧିକାରକୁ ସୁରକ୍ଷିତ ରଖେ ଆପରାଧିକ ନ୍ୟାୟ ବ୍ୟବସ୍ଥାନାଗରିକଙ୍କ ଅଧିକାରକୁ ସୁରକ୍ଷିତ ରଖେ ଆପରାଧିକ ନ୍ୟାୟ ବ୍ୟବସ୍ଥା

ନାଗରିକଙ୍କ ଅଧିକାରକୁ ସୁରକ୍ଷିତ ରଖେ ଆପରାଧିକ ନ୍ୟାୟ ବ୍ୟବସ୍ଥା

ଥୁଆମୂଳ ରାମପୁର,୧୩ା୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଥୁଆମୂଳ ରାମପୁର ଥାନା ପକ୍ଷରୁ ବୁଧବାର ମହୁଲପାଟଣା ପଞ୍ଚାୟତ କାର୍ଯ୍ୟାଳୟଠାରେ ନୂଆ ଆପରାଧିକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

1 month ago
‘ବିଜୁଳି ତ ନାହିଁ, ବିଲ୍‌ ଦେବୁ କାହିଁପାଇଁ’‘ବିଜୁଳି ତ ନାହିଁ, ବିଲ୍‌ ଦେବୁ କାହିଁପାଇଁ’

‘ବିଜୁଳି ତ ନାହିଁ, ବିଲ୍‌ ଦେବୁ କାହିଁପାଇଁ’

ଲାଞ୍ଜିଗଡ଼,୧୨।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ ଅଞ୍ଚଳରେ ବାରମ୍ବାର ଅଘୋଷିତ ବିଦ୍ୟୁତ କାଟ ଯୋଗୁ ଗରମ ଓ ଗୁଳୁଗୁଳିରେ ଅତିଷ୍ଟ ହୋଇପଡ଼ିଲେଣି ଲୋକେ।…

1 month ago
୧୩ ବ୍ଲକର ୧୩ ଲକ୍ଷପତି ଦିଦି ସମ୍ବର୍ଦ୍ଧିତ୧୩ ବ୍ଲକର ୧୩ ଲକ୍ଷପତି ଦିଦି ସମ୍ବର୍ଦ୍ଧିତ

୧୩ ବ୍ଲକର ୧୩ ଲକ୍ଷପତି ଦିଦି ସମ୍ବର୍ଦ୍ଧିତ

ଭବାନୀପାଟଣା,୧୨।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ବରୀ ବିଶ୍ୱବିଦ୍ୟାଳୟ ଖେଳପଡିଆରେ ମଙ୍ଗଳବାର ଜିଲାସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କଳାହାଣ୍ଡି ଜିଲା ପ୍ରଶାସନ,…

1 month ago
ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା ଉଦ୍‌ଯାପିତବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା ଉଦ୍‌ଯାପିତ

ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା ଉଦ୍‌ଯାପିତ

କର୍ଲାମୁଣ୍ଡା,୧୨ା୩ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ ମଙ୍ଗଳବାର ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା…

1 month ago