Advertisement

କଳାହାଣ୍ଡି

ଏସ୍‌ଏଚଜି ଜରିଆରେ ରନ୍ଧାଖାଦ୍ୟ ବଣ୍ଟନଏସ୍‌ଏଚଜି ଜରିଆରେ ରନ୍ଧାଖାଦ୍ୟ ବଣ୍ଟନ

ଏସ୍‌ଏଚଜି ଜରିଆରେ ରନ୍ଧାଖାଦ୍ୟ ବଣ୍ଟନ

କର୍ଲାମୁଣ୍ଡା, ୨।୪ (ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ୨୦୯ ଜଣ ମହିଳା, ପୁରୁଷଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି। ଲକ୍‌ ଡାଉନ ଯୋଗୁ ପ୍ରଭାବିତ ହୋଇଥିବା…

5 years ago
ବିଦ୍ୟାପୀଠ ଖେଳ ପଡ଼ିଆକୁ କେସିଙ୍ଗା ଡେଲି ମାର୍କେଟ ସ୍ଥାନାନ୍ତରବିଦ୍ୟାପୀଠ ଖେଳ ପଡ଼ିଆକୁ କେସିଙ୍ଗା ଡେଲି ମାର୍କେଟ ସ୍ଥାନାନ୍ତର

ବିଦ୍ୟାପୀଠ ଖେଳ ପଡ଼ିଆକୁ କେସିଙ୍ଗା ଡେଲି ମାର୍କେଟ ସ୍ଥାନାନ୍ତର

କେସିଙ୍ଗା, ୧।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରର ମୁଖ୍ୟ ଡେଲି ମାର୍କେଟକୁ ବୁଧବାର ବିଦ୍ୟାପୀଠ ଖେଳ ପଡ଼ିଆକୁ ସ୍ଥାନାନ୍ତର କରାଯାଇଛି। ଏ ନେଇ ଗତ ମାର୍ଚ୍ଚ ୩୧…

5 years ago
ଲାଗିଲା ପୋଷ୍ଟର: କରୋନା ସଂକ୍ରମଣର ବାହକ ନ ହେବାକୁ ମାଓବାଦୀଙ୍କୁ ଆହ୍ବାନଲାଗିଲା ପୋଷ୍ଟର: କରୋନା ସଂକ୍ରମଣର ବାହକ ନ ହେବାକୁ ମାଓବାଦୀଙ୍କୁ ଆହ୍ବାନ

ଲାଗିଲା ପୋଷ୍ଟର: କରୋନା ସଂକ୍ରମଣର ବାହକ ନ ହେବାକୁ ମାଓବାଦୀଙ୍କୁ ଆହ୍ବାନ

କୋକସରା, ୩୧।୩,(ଡି.ଏନ.ଏ.): କଳାହାଣ୍ଡି ଓ ନବରଙ୍ଗପୁର ଜଲା ସୀମାନ୍ତ ଆମପାଣି ଘାଟି ବିରିମୁହାଣ ଛକ ସମେତ ଆନ୍ଦିଝରନ, ଝୁଲେନବର, କୁଟ୍ରୁଠାରେ ମାଓବାଦୀଙ୍କ ଉଦ୍ଦେଶ୍ୟରେ ଫୋଷ୍ଟର ଲାଗିଛି। ପୋଷ୍ଟରେ…

5 years ago
ମନଇଚ୍ଛା ପାସ୍‌ ବଣ୍ଟନ କରୁଛି ବ୍ଲକ ପ୍ରଶାସନ: ସରପଞ୍ଚଙ୍କ ସ୍ବାମୀଙ୍କୁ ସରପଞ୍ଚ ମାନ୍ୟତାମନଇଚ୍ଛା ପାସ୍‌ ବଣ୍ଟନ କରୁଛି ବ୍ଲକ ପ୍ରଶାସନ: ସରପଞ୍ଚଙ୍କ ସ୍ବାମୀଙ୍କୁ ସରପଞ୍ଚ ମାନ୍ୟତା

ମନଇଚ୍ଛା ପାସ୍‌ ବଣ୍ଟନ କରୁଛି ବ୍ଲକ ପ୍ରଶାସନ: ସରପଞ୍ଚଙ୍କ ସ୍ବାମୀଙ୍କୁ ସରପଞ୍ଚ ମାନ୍ୟତା

ଜୁନାଗଡ,୨୯।୩(ଡି.ଏନ୍‌.ଏ): କୋଭିଡ-୧୯ ପାଇଁ ରାଜ୍ୟରେ ଲକ୍‌ଡାଉନ ହୋଇଛି। ଜରୁରୀକାଳୀନ ସେବା ପାଇଁ ପଞ୍ଚାୟତ ଓ ବ୍ଲକ କର୍ମଚାରୀଙ୍କୁ ଭେଇକିଲ ପାସ୍‌ ଦିଆଯାଉଛି। ଏହି ପାସ୍‌ଗୁଡିକ କଳାହାଣ୍ଡି ଜିଲା…

5 years ago
କରୋନା ଭୟ: ମୁଖ୍ୟରାସ୍ତା ବନ୍ଦ କଲେ ଯୁବଗୋଷ୍ଠୀକରୋନା ଭୟ: ମୁଖ୍ୟରାସ୍ତା ବନ୍ଦ କଲେ ଯୁବଗୋଷ୍ଠୀ

କରୋନା ଭୟ: ମୁଖ୍ୟରାସ୍ତା ବନ୍ଦ କଲେ ଯୁବଗୋଷ୍ଠୀ

କେଗାଁ, ୨୯ା୩(ଡି.ଏନ.ଏ.)-କରୋନା ଭୟରେ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ସାନଚେରଗାଁ ଗ୍ରାମର ଯୁବଗୋଷ୍ଠୀ ରବିବାରଠାରୁ ଗାଁକୁ ଥିବା ତିନି ପ୍ରବେଶ ପଥରେ ବାଉଁଶ ବାନ୍ଧି ରାସ୍ତା ଅବରୋଧ…

5 years ago
ଶହେରୁ ଊର୍ଦ୍ଧ୍ବ ଦାଦନ ଫସି ରହିଛନ୍ତି ମହାରାଷ୍ଟ୍ରରେ: ଭୋକ ଉପାସରେ କଟୁଛି ଜୀବନ, ଉଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନଶହେରୁ ଊର୍ଦ୍ଧ୍ବ ଦାଦନ ଫସି ରହିଛନ୍ତି ମହାରାଷ୍ଟ୍ରରେ: ଭୋକ ଉପାସରେ କଟୁଛି ଜୀବନ, ଉଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ

ଶହେରୁ ଊର୍ଦ୍ଧ୍ବ ଦାଦନ ଫସି ରହିଛନ୍ତି ମହାରାଷ୍ଟ୍ରରେ: ଭୋକ ଉପାସରେ କଟୁଛି ଜୀବନ, ଉଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ

କେସିଙ୍ଗା,୨୯।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମ ପଞ୍ଚାୟତର ମଶାଣିବନ୍ଧା, କୋକୋଡ଼ମାଲ ଓ ଭବାନୀପାଟଣା ବ୍ଲକର ଭିକାଝରଣ ଗ୍ରାମର ଶତାଧିକ ଦାଦନ ଶ୍ରମିକ ମହାରାଷ୍ଟ୍ରରେ…

5 years ago
ହୋମ କ୍ୱାରାଣ୍ଟାଇନ୍‌ରେ ଜିଲାର ୪,୭୭୩ ଜଣହୋମ କ୍ୱାରାଣ୍ଟାଇନ୍‌ରେ ଜିଲାର ୪,୭୭୩ ଜଣ

ହୋମ କ୍ୱାରାଣ୍ଟାଇନ୍‌ରେ ଜିଲାର ୪,୭୭୩ ଜଣ

ଫୁଲବାଣୀ ଅଫିସ, ୨୮ା୩: କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ କନ୍ଧମାଳ ଜିଲା ପ୍ରଶାସନ ପ୍ରୟାସ ଜାରି ରଖିଛି। ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ପୋଲିସ…

5 years ago
କେରଳରୁ ଫେରି ଗାଁ ମୁଣ୍ଡ ତମ୍ବୁରେ ରହିଲେ ୧୨ ଯୁବକକେରଳରୁ ଫେରି ଗାଁ ମୁଣ୍ଡ ତମ୍ବୁରେ ରହିଲେ ୧୨ ଯୁବକ

କେରଳରୁ ଫେରି ଗାଁ ମୁଣ୍ଡ ତମ୍ବୁରେ ରହିଲେ ୧୨ ଯୁବକ

ଭବାନୀପାଟଣା, ୨୮।୩ (ଡି.ଏନ.ଏ.): କଳାହାଣ୍ଡି ଜିଲା ଜୟପାଟଣା ବ୍ଳକ ଅନ୍ତର୍ଗତ ପାଇକେନ୍ଦୁମୁଣ୍ଡି ପଞ୍ଚାୟତର କୁମ୍ଭାରପିପଲଗୁଡାର ୧୨ ଜଣ ଯୁବକ ଗାଁକୁ ଫେରିଛନ୍ତି। ହେଲେ ଏମାନେ ଘରକୁ ନ…

5 years ago
ବରିଷ୍ଠ ଆଦିବାସୀ ନେତା କୁମୁଟି ମାଝିଙ୍କ ପରଲୋକବରିଷ୍ଠ ଆଦିବାସୀ ନେତା କୁମୁଟି ମାଝିଙ୍କ ପରଲୋକ

ବରିଷ୍ଠ ଆଦିବାସୀ ନେତା କୁମୁଟି ମାଝିଙ୍କ ପରଲୋକ

ଭବାନୀପାଟଣା, ୨୮।୩ (ଡି.ଏନ.ଏ.): ବରିଷ୍ଠ ଆଦିବାସୀ ନେତା ତଥା ନିୟମଗିରି ସୁରକ୍ଷା ସମିତିର ପୂର୍ବତନ ସଭାପତି କୁମୁଟି ମାଝିଙ୍କ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ୭୨ ବର୍ଷ ବୟସରେ…

5 years ago
ତରଭୁଜ ଲାଗି ବଜାର ବେବସ୍‌ତାର ଅଭାବ: କ୍ଷତି ସହୁଛନ୍‌ ଚାଷୀ, ଲାଭ ଉଠଉଛନ୍‌ ବେପାରୀତରଭୁଜ ଲାଗି ବଜାର ବେବସ୍‌ତାର ଅଭାବ: କ୍ଷତି ସହୁଛନ୍‌ ଚାଷୀ, ଲାଭ ଉଠଉଛନ୍‌ ବେପାରୀ

ତରଭୁଜ ଲାଗି ବଜାର ବେବସ୍‌ତାର ଅଭାବ: କ୍ଷତି ସହୁଛନ୍‌ ଚାଷୀ, ଲାଭ ଉଠଉଛନ୍‌ ବେପାରୀ

  ଭବାନୀପାଟଣା,୨୪।୩ (ଡି.ଏନ୍‌.ଏ.)- ବଜାର ବେବସ୍‌ତା ଅଭାବୁ ଭାବାନୀପାଟଣା ଆର ଧର୍ମଗଡ଼ ଉପଖଣ୍ଡର ଚରଭୁଜ ଚାଷୀ ଯେନ୍‌ ହିସାବେ ଲାଭ ପାଏବାର କଥା ନାଇଁ ପାଉଥିବାର ଜନାପଡ଼ିଛେ।…

5 years ago