Advertisement

କଳାହାଣ୍ଡି

ରାଜସ୍ବ ଗଁ। ମାନ୍ୟତା ପାଇବାରୁ ବଞ୍ଚିତ ବାଞ୍ଜିପଦରରାଜସ୍ବ ଗଁ। ମାନ୍ୟତା ପାଇବାରୁ ବଞ୍ଚିତ ବାଞ୍ଜିପଦର

ରାଜସ୍ବ ଗଁ। ମାନ୍ୟତା ପାଇବାରୁ ବଞ୍ଚିତ ବାଞ୍ଜିପଦର

କର୍ଲାମୁଣ୍ଡା,୧୭।୬ (ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ସାପଲହରା ପଞ୍ଚାୟତ ଅର୍ନ୍ତଗତ ସାପଲହରା ରାଜସ୍ବ ଗ୍ରାମର ହାମ୍‌ଲେଟ ହେଉଛି ବାଞ୍ଜିପଦର। ବ୍ଲକ କାର୍ଯ୍ୟାଳୟଠାରୁ ୮ କି.ମି. ଦୂରରେ…

5 years ago
୬ବର୍ଷ ହେଲା ପାଇପ ଜଳଯୋଗାଣ ବନ୍ଦ୬ବର୍ଷ ହେଲା ପାଇପ ଜଳଯୋଗାଣ ବନ୍ଦ

୬ବର୍ଷ ହେଲା ପାଇପ ଜଳଯୋଗାଣ ବନ୍ଦ

ଜୁନାଗଡ,୧୭।୬(ଡି.ଏନ୍‌.ଏ) - କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଦାସିଗଁ।ରେ ଗତ ୬ବର୍ଷ ହେଲା ଜଳ ଯୋଗାଣ ବନ୍ଦ ରହିଛି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।…

5 years ago
ମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ଧାନ ଉଠିଲାମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ଧାନ ଉଠିଲା

ମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ଧାନ ଉଠିଲା

ଜୁନାଗଡ,୧୬।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବାଲିଛଡା ମଣ୍ଡିରେ ଗତ ୨ଦିନ ହେଲା ମିଲର୍ସଙ୍କ ଅବହେଳା ଯୋଗୁ ଟ୍ରକ ଆସୁ ନ ଥିବାରୁ ମଣ୍ଡିରୁ ଧାନ ଉଠୁ ନ…

5 years ago
ନକଟିଗୁଡାରେ ବିପିଏଲ ଲାଇଟର ଶୁଭାରମ୍ଭ: ଉପକୃତ ହେବେ ୧୧୬ ପରିବାରନକଟିଗୁଡାରେ ବିପିଏଲ ଲାଇଟର ଶୁଭାରମ୍ଭ: ଉପକୃତ ହେବେ ୧୧୬ ପରିବାର

ନକଟିଗୁଡାରେ ବିପିଏଲ ଲାଇଟର ଶୁଭାରମ୍ଭ: ଉପକୃତ ହେବେ ୧୧୬ ପରିବାର

ଜୁନାଗଡ,୧୫।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ନକଟିଗୁଡା ପଞ୍ଚାୟତରେ ସୋମବାର ବିପିଏଲ ଲାଇଟର ଶୁଭାରମ୍ଭ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଜୁନାଗଡ ବିଧାୟକ ତଥା ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର…

5 years ago
ସଙ୍ଗରୋଧ କେନ୍ଦ୍ର ଛାଡିବାକୁ ଅନିଚ୍ଛୁକ ପ୍ରବାସୀ: ଘରକୁ ଗଲାବେଳେ କାନ୍ଦୁଛନ୍ତିସଙ୍ଗରୋଧ କେନ୍ଦ୍ର ଛାଡିବାକୁ ଅନିଚ୍ଛୁକ ପ୍ରବାସୀ: ଘରକୁ ଗଲାବେଳେ କାନ୍ଦୁଛନ୍ତି

ସଙ୍ଗରୋଧ କେନ୍ଦ୍ର ଛାଡିବାକୁ ଅନିଚ୍ଛୁକ ପ୍ରବାସୀ: ଘରକୁ ଗଲାବେଳେ କାନ୍ଦୁଛନ୍ତି

ଜୁନାଗଡ଼,୧୪।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ମହିଚଳା ସଙ୍ଗରୋଧ କେନ୍ଦ୍ରରେ ରହୁଥିବା ପ୍ରବାସୀମାନେ ଯିବାକୁ ଅନିଚ୍ଛୁକ ହେଉଛନ୍ତି। ମହିଚଳା ସରପଞ୍ଚ ଅଜୟ ବେହେରାଙ୍କ ଭଲପାଇବା ଏଭଳି…

5 years ago
ଅସହାୟ ଡମ୍ବରୁଙ୍କୁ ମିଳିଲା ଭତ୍ତାଅସହାୟ ଡମ୍ବରୁଙ୍କୁ ମିଳିଲା ଭତ୍ତା

ଅସହାୟ ଡମ୍ବରୁଙ୍କୁ ମିଳିଲା ଭତ୍ତା

କୋକସରା, ୧୩।୬ (ଡି.ଏନ.ଏ)-କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତର ଭିର୍କାପଡାରେ ରହୁଥିବା ବୃଦ୍ଧ ଡମ୍ବରୁଧର ସେଠୀ ଦମ୍ପତି ଅତି ଅସହାୟ ସ୍ଥିତିରେ ଭଙ୍ଗା ଦଦରା କୁଡ଼ିଆରେ…

5 years ago
୨ ମହିଳା ଡାକ୍ତର କରୋନା ପଜିଟିଭ: ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଶଟ୍‌ଡାଉନ ଘୋଷଣା୨ ମହିଳା ଡାକ୍ତର କରୋନା ପଜିଟିଭ: ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଶଟ୍‌ଡାଉନ ଘୋଷଣା

୨ ମହିଳା ଡାକ୍ତର କରୋନା ପଜିଟିଭ: ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଶଟ୍‌ଡାଉନ ଘୋଷଣା

ଭବାନୀପାଟଣା/କେସିଙ୍ଗା, ୧୩।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଶନିବାର ଆଉ ୩ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୨ଜଣ ମହିଳା ଡାକ୍ତର ରହିଛନ୍ତି।…

5 years ago
ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର: ଛତିଶଗଡ଼ରୁ ଧରାପଡିଲେ, ଜେଲ ଗଲେ ପ୍ରେମିକନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର: ଛତିଶଗଡ଼ରୁ ଧରାପଡିଲେ, ଜେଲ ଗଲେ ପ୍ରେମିକ

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର: ଛତିଶଗଡ଼ରୁ ଧରାପଡିଲେ, ଜେଲ ଗଲେ ପ୍ରେମିକ

କୋକସରା,୧୨।୬ (ଡି.ଏନ.ଏ.)- କଳାହାଣ୍ଡି ଜିଲା କୋକସରା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ କୋକସରା ପୋଲିସ ବେହେରା ପଞ୍ଚାୟତ ନୁନପାଣି ଗାଁର ମନୋଜ…

5 years ago
ବିନା ସ୍ବାବ୍‌ ପରୀକ୍ଷାରେ ସଙ୍ଗରୋଧରୁ ଘରକୁ ଫେରୁଛନ୍ତି ପ୍ରବାସୀ ଶ୍ରମିକବିନା ସ୍ବାବ୍‌ ପରୀକ୍ଷାରେ ସଙ୍ଗରୋଧରୁ ଘରକୁ ଫେରୁଛନ୍ତି ପ୍ରବାସୀ ଶ୍ରମିକ

ବିନା ସ୍ବାବ୍‌ ପରୀକ୍ଷାରେ ସଙ୍ଗରୋଧରୁ ଘରକୁ ଫେରୁଛନ୍ତି ପ୍ରବାସୀ ଶ୍ରମିକ

କୋକସରା, ୧୧।୬ (ଡି.ଏନ.ଏ)-ଲକ୍‌ ଡାଉନ ଯୋଗୁ ଦେଶାନ୍ତର ଶ୍ରମିକମାନେ ଅନେକ ଯାତନା ସହି କୌଣସି ପ୍ରକାରେ ନିଜ ଭିଟାମାଟିକୁ ଫେରିଥିବା ବେଳେ ସେମାନଙ୍କୁ ଜିଲାର ବିଭିନ୍ନ ସଙ୍ଗରୋଧ…

5 years ago
ଦିଲ୍ଲୀ ଫେରନ୍ତା ପୁଅକୁ ସରପଞ୍ଚ ମା’ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖିବା ଘଟଣା: ‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌ଦିଲ୍ଲୀ ଫେରନ୍ତା ପୁଅକୁ ସରପଞ୍ଚ ମା’ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖିବା ଘଟଣା: ‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌

ଦିଲ୍ଲୀ ଫେରନ୍ତା ପୁଅକୁ ସରପଞ୍ଚ ମା’ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖିବା ଘଟଣା: ‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌

ଭବାନୀପାଟଣା,୧୧ା୬(ସ୍ବ.ପ୍ର.) : କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ସରପଞ୍ଚ ନନ୍ଦିତା ସାହୁ ଦିଲ୍ଲୀ ଫେରନ୍ତା ପୁଅକୁ ଘରକୁ ନ ନେଇ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖିବା ଘଟଣାରେ…

5 years ago