Advertisement

କଳାହାଣ୍ଡି

ଲକ୍‌ଡାଉନ୍‌ ସମୟରେ ରୋଜଗାର ମାନ୍ଦା: ଋଣଛାଡ଼ ପାଇଁ ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ଦାବିପତ୍ରଲକ୍‌ଡାଉନ୍‌ ସମୟରେ ରୋଜଗାର ମାନ୍ଦା: ଋଣଛାଡ଼ ପାଇଁ ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ଦାବିପତ୍ର

ଲକ୍‌ଡାଉନ୍‌ ସମୟରେ ରୋଜଗାର ମାନ୍ଦା: ଋଣଛାଡ଼ ପାଇଁ ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ଦାବିପତ୍ର

କେସିଙ୍ଗା,୧୦।୬: କଳାହାଣ୍ଡି ଜିଲା କେସିଙ୍ଗା ଅନ୍ତର୍ଗତ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ସ୍ଥିତ ଭମରମାଲ ଗ୍ରାମର ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରାୟ ୫୦ଜଣ ମହିଳା ବନ୍ଦନା, ମହାଶକ୍ତି, ସୂର୍ଯ୍ୟୋଦୟ,…

5 years ago
୨ କରୋନା ପଜିଟିଭ ଚିହ୍ନଟ: ୨୪ ଘଣ୍ଟା ସିରୋଲା ପଞ୍ଚାୟତ ଶଟ୍‌ଡାଉନ୍‌୨ କରୋନା ପଜିଟିଭ ଚିହ୍ନଟ: ୨୪ ଘଣ୍ଟା ସିରୋଲା ପଞ୍ଚାୟତ ଶଟ୍‌ଡାଉନ୍‌

୨ କରୋନା ପଜିଟିଭ ଚିହ୍ନଟ: ୨୪ ଘଣ୍ଟା ସିରୋଲା ପଞ୍ଚାୟତ ଶଟ୍‌ଡାଉନ୍‌

କେସିଙ୍ଗା, ୧୦।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରୋଲ ଗ୍ରାମପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରେ ଉତ୍ତରପ୍ରଦେଶ ନୈଡାରୁ ଫେରିଥିବା ୨ ଓଡ଼ିଆ ଯୁବତୀ ୭ ଦିନ ରହିଥିଲେ।…

5 years ago
ନିଜ ପୁଅକୁ କ୍ୱାରାଣ୍ଟାଇନ ସେଣ୍ଟରରେ ରଖିଲେ ସରପଞ୍ଚ ମାଆନିଜ ପୁଅକୁ କ୍ୱାରାଣ୍ଟାଇନ ସେଣ୍ଟରରେ ରଖିଲେ ସରପଞ୍ଚ ମାଆ

ନିଜ ପୁଅକୁ କ୍ୱାରାଣ୍ଟାଇନ ସେଣ୍ଟରରେ ରଖିଲେ ସରପଞ୍ଚ ମାଆ

କୋକସରା,୯।୬(ଡି.ଏନ.ଏ.)-ଦିଲ୍ଲୀର ଏକ କମ୍ପାନୀରେ ଚାକିରୀ କରୁଥିବା ପୁଅ ଗାଁକୁ ଫେରିଥିଲେ । ହେଲେ କରେନା କଟକଣାକୁ ପାଳନ କରୁଥିବା ତାଙ୍କ ସରପଞ୍ଚ ମାଆ ପୁଅକୁ କ୍ୱାରାଣ୍ଟାଇନ ସେଣ୍ଟରରେ…

5 years ago
ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଚୋରିଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଚୋରି

ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଚୋରି

ଜୁନାଗଡ,୮।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ କଳିଆକୁଣ୍ଡଲ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର(ଟିଏମ୍‌ସି) କୋଠାରେ ରହୁଥିବା ଜଣେ ପ୍ରବାସୀଙ୍କ ମୋବାଇଲ, ଘଣ୍ଟା ଓ ଜିନ୍ସ ପାଣ୍ଟ ଚୋରି ହୋଇଛି। ଏ…

5 years ago
ଭିଜିଲାନ୍ସ ଜାଲରେ ଥୁଆମୂଳ-ରାମପୁର ଏଏସ୍‌ଆଇ: ୫୦ ହଜାର ଲାଞ୍ଚ ନେଉଥିବା ବେଳେ ଗିରଫଭିଜିଲାନ୍ସ ଜାଲରେ ଥୁଆମୂଳ-ରାମପୁର ଏଏସ୍‌ଆଇ: ୫୦ ହଜାର ଲାଞ୍ଚ ନେଉଥିବା ବେଳେ ଗିରଫ

ଭିଜିଲାନ୍ସ ଜାଲରେ ଥୁଆମୂଳ-ରାମପୁର ଏଏସ୍‌ଆଇ: ୫୦ ହଜାର ଲାଞ୍ଚ ନେଉଥିବା ବେଳେ ଗିରଫ

କେସିଙ୍ଗା,୭।୬: କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଏଏସ୍‌ଆଇ ସୁମେଶ୍ୱର ବାଗ ଲାଞ୍ଚ ନେଉଥିବା ବେଳେ ଶନିବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୁମେଶ୍ୱର ରାୟଗଡ଼ା ଜିଲା ଅଧୀନ…

5 years ago
ଖଟରେ ପଡ଼ିଛନ୍ତି ଡମ୍ବରୁଧର, ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକଖଟରେ ପଡ଼ିଛନ୍ତି ଡମ୍ବରୁଧର, ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

ଖଟରେ ପଡ଼ିଛନ୍ତି ଡମ୍ବରୁଧର, ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

କୋକସରା, ୭।୬ (ଡି.ଏନ.ଏ.)  କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତ ଅନ୍ତର୍ଗତ ଭିର୍କାପଡାର ଡମ୍ବରୁଧର ସେଠୀ (୬୩)। ଗତ ୨ମାସ ହେବ ସେ ଖଟରେ ପଡି…

5 years ago
୨୫ କିମି ସାଇକେଲ ଚଳାଇ ସଚେତନତା ବାର୍ତ୍ତା ଦେଲେ ଶକ୍ତି ମନ୍ତ୍ରୀ୨୫ କିମି ସାଇକେଲ ଚଳାଇ ସଚେତନତା ବାର୍ତ୍ତା ଦେଲେ ଶକ୍ତି ମନ୍ତ୍ରୀ

୨୫ କିମି ସାଇକେଲ ଚଳାଇ ସଚେତନତା ବାର୍ତ୍ତା ଦେଲେ ଶକ୍ତି ମନ୍ତ୍ରୀ

ଜୁନାଗଡ଼,୪।୬(ଡି.ଏନ୍‌.ଏ.)-ଜୁନାଗଡ଼ ବିଧାୟକ ତଥା ଶକ୍ତି ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର ୨୫ କି.ମି. ସାଇକେଲ ଚଳାଇ ସଚେତନତା ବାର୍ତ୍ତା ଦେଇଛନ୍ତି ା ସାଇକେଲ ଚଳାଇବାର ଉପକାରିତା ଓ…

5 years ago
ଋଣ ପରିଶୋଧ କରିବାକୁ ଫାଇନାନ୍ସ କମ୍ପାନୀର ଧମକଋଣ ପରିଶୋଧ କରିବାକୁ ଫାଇନାନ୍ସ କମ୍ପାନୀର ଧମକ

ଋଣ ପରିଶୋଧ କରିବାକୁ ଫାଇନାନ୍ସ କମ୍ପାନୀର ଧମକ

କୋକସରା,୪।୬(ଡି.ଏନ.ଏ.)-ଲକ୍‌ଡାଉନ ଯୋଗୁ ୨ ମାସରୁ ଊର୍ଦ୍ଧ୍ୱ ସମୟ ଧରି କର୍ମଜୀବୀ ମହିଳାମାନେ ରୋଜଗାର ହରାଇ ଘରେ ବସି ରହିଛନ୍ତି ା ଏପରି ସମୟରେ ସେମାନେ କରିଥିବା ଋଣ…

5 years ago
ଆଉ ଦାଦନ ଖଟିବାକୁ ନ ଯିବାକୁ ପରାମର୍ଶଆଉ ଦାଦନ ଖଟିବାକୁ ନ ଯିବାକୁ ପରାମର୍ଶ

ଆଉ ଦାଦନ ଖଟିବାକୁ ନ ଯିବାକୁ ପରାମର୍ଶ

କୋକସରା,୪।୬(ଡି.ଏନ.ଏ)-କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତ ସରପଞ୍ଚ କହ୍ନେଇ ଚରଣ ଦାସଙ୍କ ଉଦ୍ୟମରେ ଲଡୁଗାଁ ହାଇସ୍କୁଲ କ୍ୱାରାଣ୍ଟାଇନ ସେଣ୍ଟରରେ ରହୁଥିବା ପ୍ରବାସୀମାନେ ଏବେ ଶୃଙ୍ଖଳିତ ଜୀବନ…

5 years ago
ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବାଳକର ମୃତ୍ୟୁଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବାଳକର ମୃତ୍ୟୁ

ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବାଳକର ମୃତ୍ୟୁ

କର୍ଲାମୁଣ୍ଡା, ୪ା୬(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରେଗଡା ଆଦର୍ଶ ବିଦ୍ୟାଳୟସ୍ଥିତ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର(ଟିଏମ୍‌ସି)ରେ ରହୁଥିବା ଜଣେ ୮ ବର୍ଷୀୟ ବାଳକର ମୃତ୍ୟୁ ଘଟିଛି। ୧୦ ଦିନ…

5 years ago