Advertisement

କଳାହାଣ୍ଡି

ଲଗାଣ ବର୍ଷାରେ ଘର ଭାଙ୍ଗିଲା, ଘରେ ପଶିଲା ପାଣିଲଗାଣ ବର୍ଷାରେ ଘର ଭାଙ୍ଗିଲା, ଘରେ ପଶିଲା ପାଣି

ଲଗାଣ ବର୍ଷାରେ ଘର ଭାଙ୍ଗିଲା, ଘରେ ପଶିଲା ପାଣି

କୋକସରା,୬।୯(ଡି.ଏନ.ଏ.)-ନୂଅଁାଖାଇ ପରେ ଅଞ୍ଚଳରେ ଖୁସିର ବାତାବରଣ ଲାଗି ରହିଥିବା ବେଳେ କଳାହାଣ୍ଡି ଜିଲା କୋକସରା ବ୍ଲକରେ ଗତ ଦୁଇ ଦିନ ଧରି ଲଗାଣ ବର୍ଷା ହୋଇଛି। ଏହାର…

6 years ago
କଳାହାଣ୍ଡି ଗ୍ରାମାଞ୍ଚଳରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ୩୨୯ ଛାତ୍ରୀଛାତ୍ରଙ୍କୁ ୪ ଶିକ୍ଷକକଳାହାଣ୍ଡି ଗ୍ରାମାଞ୍ଚଳରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ୩୨୯ ଛାତ୍ରୀଛାତ୍ରଙ୍କୁ ୪ ଶିକ୍ଷକ

କଳାହାଣ୍ଡି ଗ୍ରାମାଞ୍ଚଳରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ୩୨୯ ଛାତ୍ରୀଛାତ୍ରଙ୍କୁ ୪ ଶିକ୍ଷକ

ଭବାନୀପାଟଣା,୪।୯(ଡି.ଏନ୍‌.ଏ.): କଳାହାଣ୍ଡି ଗ୍ରାମାଞ୍ଚଳର ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। କେଉଁଠି ବିଦ୍ୟାଳୟ ପାଇଁ ଶ୍ରେଣୀ ଗୃହ ଅଭାବ ତ କେଉଁଠି ଶିକ୍ଷକ ଅଭାବ। ପୁଣି କେଉଁଠି…

6 years ago
କେସିଙ୍ଗାରେ ନୂଆଖାଇ: ଜଗନ୍ନାଥଙ୍କୁ ଲାଗି ହେଲା ନବାନ୍ନ, ଗ୍ରାମଦେବତାଙ୍କୁ ଦିଆଗଲା ବଳିକେସିଙ୍ଗାରେ ନୂଆଖାଇ: ଜଗନ୍ନାଥଙ୍କୁ ଲାଗି ହେଲା ନବାନ୍ନ, ଗ୍ରାମଦେବତାଙ୍କୁ ଦିଆଗଲା ବଳି

କେସିଙ୍ଗାରେ ନୂଆଖାଇ: ଜଗନ୍ନାଥଙ୍କୁ ଲାଗି ହେଲା ନବାନ୍ନ, ଗ୍ରାମଦେବତାଙ୍କୁ ଦିଆଗଲା ବଳି

କେସିଙ୍ଗା,୩।୯(ଡି.ଏନ୍‌.ଏ.): ନୂଆଖାଇକୁ ନେଇ ସମଗ୍ର ପଶ୍ଚିମ ଓଡ଼ିଶା ଚଳଚଞ୍ଚଳ। ଇଷ୍ଟଦେବୀ ମା’ ସମଲେଇଙ୍କ ନିକଟରେ ମଙ୍ଗଳବାର ସକାଳ ୧୦ଟାରୁ ପୂଜା ଆରମ୍ଭ ହୋଇ ନବାନ୍ନ ଲାଗି ହୋଇଛି।…

6 years ago

ଧାର ଟଙ୍କା ନ ଦେବାରୁ ଯୁବକଙ୍କୁ ହତ୍ୟା

କେସିଙ୍ଗା,୨।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ କେରୋକୁଡା ଗ୍ରାମରେ ଧାର ଟଙ୍କା ନ ଦେବାରୁ ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।…

6 years ago
ନୂଆଁଖାଇ ପାଇଁ ଗାଁଠୁ ସହର ସବୁଆଡେ ପର୍ବର ମାହୋଲନୂଆଁଖାଇ ପାଇଁ ଗାଁଠୁ ସହର ସବୁଆଡେ ପର୍ବର ମାହୋଲ

ନୂଆଁଖାଇ ପାଇଁ ଗାଁଠୁ ସହର ସବୁଆଡେ ପର୍ବର ମାହୋଲ

ଜୁନାଗଡ,୨।୯(ଡି.ଏନ.ଏ.) ମଙ୍ଗଳବାର ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଏଥିପାଇଁ ଗତ କିଛିଦିନ ହେଲା ଗ୍ରାମରୁ ସହର ସବୁଆଡେ ପର୍ବର ମାହୋଲ ଦେଖିବାକୁ ମିଳିଛି । ହାଟ,…

6 years ago
କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା :ପ୍ରଶାସନ ଉପସ୍ଥିତିରେ ଛତୁଆ ବଣ୍ଟନକେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା :ପ୍ରଶାସନ ଉପସ୍ଥିତିରେ ଛତୁଆ ବଣ୍ଟନ

କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା :ପ୍ରଶାସନ ଉପସ୍ଥିତିରେ ଛତୁଆ ବଣ୍ଟନ

କେସିଙ୍ଗା,୨।୯(ଡି.ଏନ.ଏ.) ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ପ୍ରତ୍ୟେକ ମାସର ୧ ତାରିଖରେ ଛତୁଆ ବଣ୍ଟନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଜିଲାପାଳ ସମଗ୍ର ଜିଲାର ୧୩ଟି ବ୍ଲକରେ ପ୍ରଶାସନିକମାନଙ୍କୁ…

6 years ago
ବସ୍‌ ଧକ୍କାରେ ଛାତ୍ରଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ୨୬ ନଂ. ଜାତୀୟ ରାଜପଥ ଅବରୋଧବସ୍‌ ଧକ୍କାରେ ଛାତ୍ରଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ୨୬ ନଂ. ଜାତୀୟ ରାଜପଥ ଅବରୋଧ

ବସ୍‌ ଧକ୍କାରେ ଛାତ୍ରଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ୨୬ ନଂ. ଜାତୀୟ ରାଜପଥ ଅବରୋଧ

ଜୁନାଗଡ,୨।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ମଥୁରା ଛକ ୨୬ ନଂ. ଜାତୀୟ ରାଜପଥରେ ରବିବାର ସକାଳେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଅଷ୍ଟମ ଶ୍ରେଣୀ…

6 years ago
ଉଧାର ଟଙ୍କା ନ ଦେବାରୁ ଠେଙ୍ଗାରେ ପିଟି ହତ୍ୟା : ଅଭିଯୁକ୍ତ ଅଟକଉଧାର ଟଙ୍କା ନ ଦେବାରୁ ଠେଙ୍ଗାରେ ପିଟି ହତ୍ୟା : ଅଭିଯୁକ୍ତ ଅଟକ

ଉଧାର ଟଙ୍କା ନ ଦେବାରୁ ଠେଙ୍ଗାରେ ପିଟି ହତ୍ୟା : ଅଭିଯୁକ୍ତ ଅଟକ

କେସିଙ୍ଗା,୧।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଗାଈଗା ପଞ୍ଚାୟତର କେରୋକୁଡ଼ା ଗ୍ରାମର ଶୁକଦେବ ସା(୩୫)ଙ୍କୁ ସେହି ଗ୍ରାମର ବିଭୂତି ବୁଦ୍ଧିଆ (୩୦) ଠେଙ୍ଗାରେ ପିଟି ହତ୍ୟା…

6 years ago
ଭବାନୀପାଟଣା ଟାଉନ୍‌ ଥାନା ଅଧିକାରୀ ଭାବେ କାର୍ଯ୍ୟରେ ଯୋଗଦେଲେ ବାସୁଦେବ ଛତ୍ରିଆଭବାନୀପାଟଣା ଟାଉନ୍‌ ଥାନା ଅଧିକାରୀ ଭାବେ କାର୍ଯ୍ୟରେ ଯୋଗଦେଲେ ବାସୁଦେବ ଛତ୍ରିଆ

ଭବାନୀପାଟଣା ଟାଉନ୍‌ ଥାନା ଅଧିକାରୀ ଭାବେ କାର୍ଯ୍ୟରେ ଯୋଗଦେଲେ ବାସୁଦେବ ଛତ୍ରିଆ

ଭବାନୀପାଟଣା,୩୧।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ୍‌ ଥାନା ଅଧିକାରୀ ଭାବେ ବାସୁଦେବ ଛତ୍ରିଆ ଗତ ଶୁକ୍ରବାର ଦିନ କାର୍ଯ୍ୟରେ ଯୋଗ ଦେଇଛନ୍ତି। ପୂର୍ବରୁ ଥିବା ଆଇଆଇସି ସତ୍ୟ…

6 years ago
ସେପ୍ଟେମ୍ବର ପହିଲାରୁ କଳାହାଣ୍ଡିରେ ଏମ୍‌ଭି ଆକ୍ଟ କଡ଼ାକଡ଼ି ଲାଗୁସେପ୍ଟେମ୍ବର ପହିଲାରୁ କଳାହାଣ୍ଡିରେ ଏମ୍‌ଭି ଆକ୍ଟ କଡ଼ାକଡ଼ି ଲାଗୁ

ସେପ୍ଟେମ୍ବର ପହିଲାରୁ କଳାହାଣ୍ଡିରେ ଏମ୍‌ଭି ଆକ୍ଟ କଡ଼ାକଡ଼ି ଲାଗୁ

ଭବାନୀପାଟଣା,୩୧।୮(ଡି.ଏନ୍‌.ଏ.): ବର୍ତ୍ତମାନ ଯାନବାହନ ସଂଖ୍ୟା ବଢି ଚାଲିଥିବାରୁ ପ୍ରତିଦିନ ରାସ୍ତାରେ ଦୁର୍ଘଟଣା ଘଟୁଛି। ଏଥିରେ ବହୁ ଧନଜୀବନ ନଷ୍ଟ ହେଉଛି। ଦୁର୍ଘଟଣାଜନିତ ମୃତ୍ୟୁହାର କମାଇବା ପାଇଁ ସରକାରଙ୍କ…

6 years ago