Advertisement

କଳାହାଣ୍ଡି

ଜାତୀୟସ୍ତରରେ ଜୟଦୁର୍ଗା ହାଇସ୍କୁଲ ବିଜ୍ଞାନ କ୍ଲବ ସମ୍ମାନିତଜାତୀୟସ୍ତରରେ ଜୟଦୁର୍ଗା ହାଇସ୍କୁଲ ବିଜ୍ଞାନ କ୍ଲବ ସମ୍ମାନିତ

ଜାତୀୟସ୍ତରରେ ଜୟଦୁର୍ଗା ହାଇସ୍କୁଲ ବିଜ୍ଞାନ କ୍ଲବ ସମ୍ମାନିତ

ଭବାନୀପାଟଣା,୧୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲା ରୋଡରେ ଥିବା ଜୟଦୁର୍ଗା ହାଇସ୍କୁଲର ପଠାଣୀ ସାମନ୍ତ ବିଜ୍ଞାନ କ୍ଲବ ଜାତୀୟସ୍ତରରେ ସମ୍ମାନିତ ହୋଇଛି। ୨୦୧୮ ବର୍ଷ ପାଇଁ ଓଡ଼ିଶାର ଆଠଟି…

6 years ago

ରେଳଧାରଣାରେ କଟି ଦାଦନ ମୃତ : ପରିବାରକୁ ସହାୟତାର ହାତ ବଢ଼ାଇଲା ଜିଲା ପ୍ରଶାସନ

ଭବାନୀପାଟଣା,୧୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ଅନ୍ତର୍ଗତ କସାବାହିର ଦିବାକର ହରିଜନ (୩୫) ଅଗଷ୍ଟ ୩ ତାରିଖ ଦାଦନ ଘଟିବାକୁ ଟ୍ରେନ ଯୋଗେ ଗୁଜୁରାଟ ଯାଉଥିଲେ। ତେବେ…

6 years ago
ଭାରତୀୟ ଆର୍ମି ହେଡକ୍ୱାର୍ଟରକୁ ରାଖୀ ପଠାଇଲେ ଛାତ୍ରୀଛାତ୍ରଭାରତୀୟ ଆର୍ମି ହେଡକ୍ୱାର୍ଟରକୁ ରାଖୀ ପଠାଇଲେ ଛାତ୍ରୀଛାତ୍ର

ଭାରତୀୟ ଆର୍ମି ହେଡକ୍ୱାର୍ଟରକୁ ରାଖୀ ପଠାଇଲେ ଛାତ୍ରୀଛାତ୍ର

ଭବାନୀପାଟଣା,୧୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ସ୍ବାମୀ ବିବେକାନନ୍ଦ ପବ୍ଲିକ୍‌ ସ୍କୁଲର ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ନୂଆଦିଲ୍ଲୀସ୍ଥିତ ଭାରତୀୟ ଆର୍ମି ହେଡକ୍ୱାର୍ଟରକୁ ୧୫୦ ରୁ ଅଧିକ ରାଖୀ ପଠାଇଛନ୍ତି।…

6 years ago

ଜଳଭଣ୍ଡାର ମଝିରେ ଡଙ୍ଗା ଅଚଳ, ଅଳ୍ପକେ ବର୍ତ୍ତିଲେ ୧୫ ଯାତ୍ରୀ

କଲମପୁର/ଭବାନୀପାଟଣା,୧୪।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କଣାସୁକୁଲି ଡଙ୍ଗାଘାଟରୁ ୧୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଯାନ୍ତ୍ରିକ ତ୍ରୁଟି ଯୋଗୁ ଇନ୍ଦ୍ରାବତୀ ଜଳଭଣ୍ଡାର…

6 years ago
ଇନ୍ଦ୍ରାବତୀ ଜଳଭଣ୍ଡାର ମଝିରେ ଡଙ୍ଗା ଅଚଳ: ଅଳ୍ପକେ ବର୍ତ୍ତିଲେ ୧୫ ଯାତ୍ରୀଇନ୍ଦ୍ରାବତୀ ଜଳଭଣ୍ଡାର ମଝିରେ ଡଙ୍ଗା ଅଚଳ: ଅଳ୍ପକେ ବର୍ତ୍ତିଲେ ୧୫ ଯାତ୍ରୀ

ଇନ୍ଦ୍ରାବତୀ ଜଳଭଣ୍ଡାର ମଝିରେ ଡଙ୍ଗା ଅଚଳ: ଅଳ୍ପକେ ବର୍ତ୍ତିଲେ ୧୫ ଯାତ୍ରୀ

କଲମପୁର/ଭବାନୀପାଟଣା,୧୪।୮(ଡି.ଏନ.ଏ.)କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କଣାସୁକୁଲି ଡଙ୍ଗାଘାଟରୁ ୧୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଯାନ୍ତ୍ରିକ ତ୍ରୁଟି ଯୋଗୁ ଇନ୍ଦ୍ରାବତୀ ଜଳଭଣ୍ଡାର ମଝିରେ…

6 years ago
କର୍ଲାମୁଣ୍ଡା ବ୍ଲକ ସର୍ବାଧିକ ୬୦୮ ମି.ମି. ବର୍ଷା ରେକର୍ଡ: ଶତାଧିକ ଲୋକେ ବିଭିନ୍ନ ସ୍ଥାନରେ ଆଶ୍ରୟକର୍ଲାମୁଣ୍ଡା ବ୍ଲକ ସର୍ବାଧିକ ୬୦୮ ମି.ମି. ବର୍ଷା ରେକର୍ଡ: ଶତାଧିକ ଲୋକେ ବିଭିନ୍ନ ସ୍ଥାନରେ ଆଶ୍ରୟ

କର୍ଲାମୁଣ୍ଡା ବ୍ଲକ ସର୍ବାଧିକ ୬୦୮ ମି.ମି. ବର୍ଷା ରେକର୍ଡ: ଶତାଧିକ ଲୋକେ ବିଭିନ୍ନ ସ୍ଥାନରେ ଆଶ୍ରୟ

କର୍ଲାମୁଣ୍ଡା,୧୪।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ସୋମବାରଠାରୁ ମଙ୍ଗଳବାର ୧୨ଟା ସୁଦ୍ଧା ପ୍ରବଳ ବର୍ଷା ହୋଇଛି। ଏହି ବ୍ଲକରେ ସର୍ବମୋଟ ୬୦୮ ମି.ମି. ବର୍ଷା ରେକର୍ଡ ହୋଇଛି ।…

6 years ago
ପୋଲିସ ଏଆଇଜି ହେଲେ ସୁଶୀଲ ମିଶ୍ରପୋଲିସ ଏଆଇଜି ହେଲେ ସୁଶୀଲ ମିଶ୍ର

ପୋଲିସ ଏଆଇଜି ହେଲେ ସୁଶୀଲ ମିଶ୍ର

ଭବାନୀପାଟଣା,୧୩।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସୁଶୀଲ ମିଶ୍ରଙ୍କୁ କଟକ ମୁଖ୍ୟାଳୟରେ ପୋଲିସ ଏଆଇଜି ଭାବରେ ମଙ୍ଗଳବାର ପଦୋନ୍ନତି ମିଳିଛି। ଗୃହ ବିଭାଗର ଚିଠି ନଂ. ୩୫୪୪୩/୮/୮/୨୦୧୯ରୁ…

6 years ago
ଭବାନୀଶଙ୍କରଙ୍କୁ ଲକ୍ଷେ ବେଲପତ୍ର ଲାଗି: ବଡ଼ସିଂହାର ବେଶ ଦର୍ଶନ ଲାଗି ଭକ୍ତଙ୍କ ଭିଡ଼ଭବାନୀଶଙ୍କରଙ୍କୁ ଲକ୍ଷେ ବେଲପତ୍ର ଲାଗି: ବଡ଼ସିଂହାର ବେଶ ଦର୍ଶନ ଲାଗି ଭକ୍ତଙ୍କ ଭିଡ଼

ଭବାନୀଶଙ୍କରଙ୍କୁ ଲକ୍ଷେ ବେଲପତ୍ର ଲାଗି: ବଡ଼ସିଂହାର ବେଶ ଦର୍ଶନ ଲାଗି ଭକ୍ତଙ୍କ ଭିଡ଼

ଭବାନୀପାଟଣା,୧୩।୮(ଡି.ଏନ୍‌.ଏ.): ଶ୍ରାବଣ ମାସର ଶେଷ ସୋମବାର ଉପଲକ୍ଷେ କଳାହାଣ୍ଡି ଜିଲା ଭବାନୀପାଟଣା ସହରର ଭବାନୀଶଙ୍କର ମହାଦେବଙ୍କ ନିକଟରେ ଏକ ଲକ୍ଷ ବେଲପତ୍ର ଲାଗି କରାଯାଇଛି। ରବିବାର ପ୍ରାୟ…

6 years ago
ଫିଦିନିଅଁ। ରାସ୍‌ତା ଅଭାବ: ଖେତ୍‌ ଆଡ଼ିରେ ଯାଆସ କରୁଛନ୍‌ ଛାତ୍ରୀଛାତ୍ରଫିଦିନିଅଁ। ରାସ୍‌ତା ଅଭାବ: ଖେତ୍‌ ଆଡ଼ିରେ ଯାଆସ କରୁଛନ୍‌ ଛାତ୍ରୀଛାତ୍ର

ଫିଦିନିଅଁ। ରାସ୍‌ତା ଅଭାବ: ଖେତ୍‌ ଆଡ଼ିରେ ଯାଆସ କରୁଛନ୍‌ ଛାତ୍ରୀଛାତ୍ର

କୋକସରା,୧୩ା୮(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲା କୋକସରା ବ୍ଲକ ରେଙ୍ଗାଲପାଲି ପଁଚେତ୍‌ ଅଧୀନ ପାଣିଗଁା ଶବରପଡ଼ାକେ ଆଏଜ୍‌ ବି ଫିଦିନିଅଁା ରାସ୍‌ତା ନଁାଇଁନ। ଇ ଗଁାରେ ୩୦ ଆଦିବାସୀ…

6 years ago
ପୌରକେଲା ଆଦିବାସୀ ଛାତ୍ରୀନିବାସ: ବିଦ୍ୟୁତ୍‌ ଅଭାବୁ କାଯ୍‌କ୍ଷମ ହେବାରେ ବିଲମ୍‌ପୌରକେଲା ଆଦିବାସୀ ଛାତ୍ରୀନିବାସ: ବିଦ୍ୟୁତ୍‌ ଅଭାବୁ କାଯ୍‌କ୍ଷମ ହେବାରେ ବିଲମ୍‌

ପୌରକେଲା ଆଦିବାସୀ ଛାତ୍ରୀନିବାସ: ବିଦ୍ୟୁତ୍‌ ଅଭାବୁ କାଯ୍‌କ୍ଷମ ହେବାରେ ବିଲମ୍‌

କର୍ଲାମୁଣ୍ଡା, ୧୩ା୮ (ଡି.ଏନ୍‌.ଏ.): ଆଦିବାସୀ ଛାତ୍ରୀମାନେ କେନ୍‌ଥେଇ ପାଠ୍‌ ପଢ଼ବାକେ ମନ୍‌ ବଲାବେ ସେଥିରଲାଗି ସରକାର ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ସେନ୍‌ତା ସରକାର ସବୁ ବ୍ଲକରେ…

6 years ago