Advertisement

କଳାହାଣ୍ଡି

୧୪ରୁ ଜମିବ ଜୁନାଗଡ଼ ମହୋତ୍ସବ୧୪ରୁ ଜମିବ ଜୁନାଗଡ଼ ମହୋତ୍ସବ

୧୪ରୁ ଜମିବ ଜୁନାଗଡ଼ ମହୋତ୍ସବ

ଜୁନାଗଡ଼, ୩ା୨(ସୁନୀଳ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ହାଇସ୍କୁଲ ଖେଳ ପଡିଆଠାରେ ଫେବୃଆରୀ ୧୪ରୁ ୧୬ ତାରିଖ ପର୍ଯ୍ୟନ୍ତ ଜୁନାଗଡ଼ ମହୋତ୍ସବ ପାଳନ କରାଯିବ। ଏହାକୁ…

3 months ago
ମାଇନିଙ୍ଗ ସ୍କିଲ୍ ଡେଭଲପମେଣ୍ଟ ଟ୍ରେନିଂ ସେଣ୍ଟର୍ ଉଦଘାଟିତ: ଉପକୃତ ହେବେ ସ୍ଥାନୀୟ ଯୁବତୀ-ଯୁବକମାଇନିଙ୍ଗ ସ୍କିଲ୍ ଡେଭଲପମେଣ୍ଟ ଟ୍ରେନିଂ ସେଣ୍ଟର୍ ଉଦଘାଟିତ: ଉପକୃତ ହେବେ ସ୍ଥାନୀୟ ଯୁବତୀ-ଯୁବକ

ମାଇନିଙ୍ଗ ସ୍କିଲ୍ ଡେଭଲପମେଣ୍ଟ ଟ୍ରେନିଂ ସେଣ୍ଟର୍ ଉଦଘାଟିତ: ଉପକୃତ ହେବେ ସ୍ଥାନୀୟ ଯୁବତୀ-ଯୁବକ

ଥୁଆମୂଳ ରାମପୁର,୩।୧:(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକ ଠାରେ ଶନିବାର ଏସସିଏମସି ଏବଂ ସ୍କିଲ୍ ଇନ୍ ଓଡ଼ିଶା ଓ ଜିଲ୍ଲା ଖଣିଜ ପ୍ରତିଷ୍ଠାନ ପକ୍ଷରୁ…

3 months ago
ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ: ମୃତଦେହ ଫେରାଇ ଆଣିବାକୁ ନିବେଦନହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ: ମୃତଦେହ ଫେରାଇ ଆଣିବାକୁ ନିବେଦନ

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ: ମୃତଦେହ ଫେରାଇ ଆଣିବାକୁ ନିବେଦନ

କୋକସରା,୨।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବାହାର ରାଜ୍ୟକୁ ପେଟପାଟଣା କରିବାକୁ ଯାଇ ପୁଣି ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି ଜିଲା କୋକସରା…

3 months ago
ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ୟା ଶୁଣିଲେ ସ୍ବାସ୍ଥ୍ୟମନ୍ତ୍ରୀ, କହିଲେ ପୂର୍ବ ସରକାରରେ ଯାହା…ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ୟା ଶୁଣିଲେ ସ୍ବାସ୍ଥ୍ୟମନ୍ତ୍ରୀ, କହିଲେ ପୂର୍ବ ସରକାରରେ ଯାହା…

ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ୟା ଶୁଣିଲେ ସ୍ବାସ୍ଥ୍ୟମନ୍ତ୍ରୀ, କହିଲେ ପୂର୍ବ ସରକାରରେ ଯାହା…

କେସିଙ୍ଗା,୨ା୨(ତୁମେଶ୍ୱର ସାହୁ): ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ କଳାହାଣ୍ଡି ଜିଲା ଉତ୍କେଳା ଏୟାରଷ୍ଟ୍ରିପ୍‌ରେ ରବିବାର ଓହ୍ଲାଇ ଦିନିକିଆ ବଲାଙ୍ଗୀର ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ସମୟରେ…

3 months ago
ଶୋଇଥିବାବେଳେ ଘରେ ପଶି ବୃଦ୍ଧ ଦମ୍ପତିଙ୍କୁ ଦଳିଦେଲା ହାତୀ, ଅଙ୍ଗ ପ୍ରତ୍ୟଙ୍ଗକୁ ଏଣେତେଣେ ଫିଙ୍ଗି ଚାଲିଗଲାଶୋଇଥିବାବେଳେ ଘରେ ପଶି ବୃଦ୍ଧ ଦମ୍ପତିଙ୍କୁ ଦଳିଦେଲା ହାତୀ, ଅଙ୍ଗ ପ୍ରତ୍ୟଙ୍ଗକୁ ଏଣେତେଣେ ଫିଙ୍ଗି ଚାଲିଗଲା

ଶୋଇଥିବାବେଳେ ଘରେ ପଶି ବୃଦ୍ଧ ଦମ୍ପତିଙ୍କୁ ଦଳିଦେଲା ହାତୀ, ଅଙ୍ଗ ପ୍ରତ୍ୟଙ୍ଗକୁ ଏଣେତେଣେ ଫିଙ୍ଗି ଚାଲିଗଲା

ଭବାନୀପାଟଣା/ଲାଞ୍ଜିଗଡ଼,୨ା୨(ଉତ୍ତମ କୁମାର ଦାଶ/ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ବନାଞ୍ଚଳ ଅନ୍ତର୍ଗତ କାଦୋମାଳିରେ ଗାଁରେ ଶନିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା…

3 months ago
ରାଜପଥରେ ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କାରାଜପଥରେ ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା

ରାଜପଥରେ ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା

କୋକସରା,୧ା୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା କାଉଡୋଳା ରାସ୍ତାର ଏକ ବୁଲାଣି ନିକଟରେ ଶନିବାର ବାଇକ୍‌-ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କାହେବା ଫଳରେ ଜଣେ…

3 months ago
ଆଲୁମିନା ପାଉଡର ଭର୍ତ୍ତି ବୋଲେରୋ ଜବତ, ଧରାପଡିଲେ ୨ ଅଭିଯୁକ୍ତଆଲୁମିନା ପାଉଡର ଭର୍ତ୍ତି ବୋଲେରୋ ଜବତ, ଧରାପଡିଲେ ୨ ଅଭିଯୁକ୍ତ

ଆଲୁମିନା ପାଉଡର ଭର୍ତ୍ତି ବୋଲେରୋ ଜବତ, ଧରାପଡିଲେ ୨ ଅଭିଯୁକ୍ତ

ଲାଞ୍ଜିଗଡ଼,୧ା୨(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ ପୋଲିସ ଚମ୍ପାଦେଈପୁର ପଞ୍ଚାୟତ ଚନ୍ଦନପୁର ଗ୍ରାମ ନିକଟରୁ ଆଲୁମିନା ପାଉଡର ଚୋରି କରୁଥିବା ବେଳେ ବଲାଙ୍ଗୀର ଜିଲା ମାଳିଶିରାକ୍ର ରଞ୍ଜିତ ଘିଭେଲା…

3 months ago
ବଡ଼ଧରଣର ଡକାୟତି: ସାଢ଼େ ୩ କୋଟି ଟଙ୍କା ଜବତ, ୮ ଜଣଙ୍କୁ ବାନ୍ଧିଲା ପୋଲିସବଡ଼ଧରଣର ଡକାୟତି: ସାଢ଼େ ୩ କୋଟି ଟଙ୍କା ଜବତ, ୮ ଜଣଙ୍କୁ ବାନ୍ଧିଲା ପୋଲିସ

ବଡ଼ଧରଣର ଡକାୟତି: ସାଢ଼େ ୩ କୋଟି ଟଙ୍କା ଜବତ, ୮ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧ା୨(ଉତ୍ତମ କୁମାର ଦାଶ)): କଳାହାଣ୍ଡି ଜିଲା ପୋଲିସ ଏକ ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି। କଳାହାଣ୍ଡି ଏସ୍‌ପି ଅଭିଳାଶ ଜୀଙ୍କ ନେତୃତ୍ୱରେ ଧର୍ମଗଡ଼ ଥାନା…

3 months ago
ଜନଶୁଣାଣି କାର୍ଯ୍ୟକ୍ରମରେ ବହୁ ଅଧିକାରୀ ଅନୁପସ୍ଥିତ: ସାଧାରଣରେ ଅସନ୍ତୋଷଜନଶୁଣାଣି କାର୍ଯ୍ୟକ୍ରମରେ ବହୁ ଅଧିକାରୀ ଅନୁପସ୍ଥିତ: ସାଧାରଣରେ ଅସନ୍ତୋଷ

ଜନଶୁଣାଣି କାର୍ଯ୍ୟକ୍ରମରେ ବହୁ ଅଧିକାରୀ ଅନୁପସ୍ଥିତ: ସାଧାରଣରେ ଅସନ୍ତୋଷ

ଥୁଆମୂଳ ରାମପୁର,୧।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭା ଗୃହ ଠାରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଏବଂ ପଞ୍ଚଦଶ ଅର୍ଥ…

3 months ago
‘ଛାତ୍ରୀମାନେ ଆଗେଇଲେ ଦେଶ ଆଗେଇବ’‘ଛାତ୍ରୀମାନେ ଆଗେଇଲେ ଦେଶ ଆଗେଇବ’

‘ଛାତ୍ରୀମାନେ ଆଗେଇଲେ ଦେଶ ଆଗେଇବ’

କେସିଙ୍ଗା,୩୧ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରର ୫୦ତମ ବାର୍ଷିକ ଉତ୍ସବ ବିଦ୍ୟାଳୟର ପ୍ରଧାନଶିକ୍ଷକ ସମୀର କୁମାର ବେହେରାଙ୍କ ନେତୃତ୍ୱରେ ଶୁକ୍ରବାର ଅନୁଷ୍ଠିତ…

3 months ago