Advertisement

କଳାହାଣ୍ଡି

ଜନବସତିରେ ପଶିଲା ଭାଲୁ: ଲୋକେ ଛାନିଆଜନବସତିରେ ପଶିଲା ଭାଲୁ: ଲୋକେ ଛାନିଆ

ଜନବସତିରେ ପଶିଲା ଭାଲୁ: ଲୋକେ ଛାନିଆ

କୋକସରା,୯।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡ଼ଙ୍ଗା ପଞ୍ଚାୟତ ଅଧୀନ ଶିଉନି ଗ୍ରାମରେ ଏକ ଭାଲୁ ଜନବସତି ମଧ୍ୟରେ ବୁଲୁଥିବା ଦେଖିବାକୁ ମିଳୁଛି। ଭାଲୁଟି…

4 months ago
ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ଉଦ୍‌ଯାପିତ: ସ୍ଥାନୀୟ କଳାକାରଙ୍କ ନାଚରେ ଦୁଲୁକିଲା ମଞ୍ଚବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ଉଦ୍‌ଯାପିତ: ସ୍ଥାନୀୟ କଳାକାରଙ୍କ ନାଚରେ ଦୁଲୁକିଲା ମଞ୍ଚ

ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ଉଦ୍‌ଯାପିତ: ସ୍ଥାନୀୟ କଳାକାରଙ୍କ ନାଚରେ ଦୁଲୁକିଲା ମଞ୍ଚ

କର୍ଲାମୁଣ୍ଡା:୯।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ସାଧାରଣ ପରେଡ଼ ପଡ଼ିଆରେ ୨୭ତମ ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଉପାଧ୍ୟକ୍ଷ ସୁରେନ୍ଦ୍ର…

4 months ago
ବେଆଇନ ମଦ କାରବାର: ଚଢ଼ାଉ ବେଳେ ଅବକାରୀ କର୍ମଚାରୀଙ୍କୁ ଆକ୍ରମଣ, ୩ ଆହତବେଆଇନ ମଦ କାରବାର: ଚଢ଼ାଉ ବେଳେ ଅବକାରୀ କର୍ମଚାରୀଙ୍କୁ ଆକ୍ରମଣ, ୩ ଆହତ

ବେଆଇନ ମଦ କାରବାର: ଚଢ଼ାଉ ବେଳେ ଅବକାରୀ କର୍ମଚାରୀଙ୍କୁ ଆକ୍ରମଣ, ୩ ଆହତ

ଭବାନୀପାଟଣା,୯।୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ନାଲା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏହି ଗ୍ରାମରେ ବେଆଇନ ମଦ କାରବାର…

4 months ago
୨୭ତମ ବ୍ଲକ ସ୍ତରୀୟ କଳାହାଣ୍ଡି ଉତ୍ସବ “ଘୁମୁରା” ୨୦୨୫ ଅନୁଷ୍ଠିତ୨୭ତମ ବ୍ଲକ ସ୍ତରୀୟ କଳାହାଣ୍ଡି ଉତ୍ସବ “ଘୁମୁରା” ୨୦୨୫ ଅନୁଷ୍ଠିତ

୨୭ତମ ବ୍ଲକ ସ୍ତରୀୟ କଳାହାଣ୍ଡି ଉତ୍ସବ “ଘୁମୁରା” ୨୦୨୫ ଅନୁଷ୍ଠିତ

ଥୁଆମୂଳ ରାମପୁର,୭।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସ୍ଥିତ ବାବା ଖଣ୍ଡୁଆଳ ପଡିଆ ଠାରେ ମଙ୍ଗଳବାର କଳାହାଣ୍ଡି ଜିଲାର ଗର୍ବ ଓ ଗୌରବ, କଳା…

4 months ago
ଇନ୍ଦ୍ରାବତୀରୁ ରବିଚାଷ ପାଇଁ କେନାଲରେ ଛଡ଼ାଗଲା ପାଣିଇନ୍ଦ୍ରାବତୀରୁ ରବିଚାଷ ପାଇଁ କେନାଲରେ ଛଡ଼ାଗଲା ପାଣି

ଇନ୍ଦ୍ରାବତୀରୁ ରବିଚାଷ ପାଇଁ କେନାଲରେ ଛଡ଼ାଗଲା ପାଣି

ଜୟପାଟଣା,୭।୧(ଓମ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଇନ୍ଦ୍ରାବତୀ ମଙ୍ଗଳପୁର ହାତୀ ବ୍ୟାରେଜରୁ ଚଳିତ ରବିଚାଷ  ପାଇଁ କେନାଲରେ ପାଣି ଛଡ଼ାଯାଇଛି। ଏଥିରେ ବାମ ଓ…

4 months ago
ମଣ୍ଡିରେ ମାଣ୍ଡିଆ ବିକନ୍ତୁ ଚାଷୀମଣ୍ଡିରେ ମାଣ୍ଡିଆ ବିକନ୍ତୁ ଚାଷୀ

ମଣ୍ଡିରେ ମାଣ୍ଡିଆ ବିକନ୍ତୁ ଚାଷୀ

କର୍ଲାମୁଣ୍ଡା୬।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ଷୋସାଇଟି ପକ୍ଷରୁ ଓଡ଼ିଶା ସରକାରଙ୍କ ଶ୍ରୀଅନ୍ନ ଅଭିଯାନ ସଚେତନ କାର୍ଯ୍ୟକ୍ରମ ଆରମ୍ଭ…

4 months ago
ଭତ୍ରାଡ୍ୟାମ୍‌ରେ ୧୦ ବିଦେଶୀ ପ୍ରଜାପତିର ପକ୍ଷୀଭତ୍ରାଡ୍ୟାମ୍‌ରେ ୧୦ ବିଦେଶୀ ପ୍ରଜାପତିର ପକ୍ଷୀ

ଭତ୍ରାଡ୍ୟାମ୍‌ରେ ୧୦ ବିଦେଶୀ ପ୍ରଜାପତିର ପକ୍ଷୀ

ଭବାନୀପାଟଣା,୬।୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଡିସେମ୍ବର ଶେଷ ସପ୍ତାହରୁ ଶୀତର ଲହରି ଆରମ୍ଭ ହୋଇଛି। ଶୀତ ଋତୁର ଆରମ୍ଭରୁ ପ୍ରାୟ ୧୦ରୁ ଅଧିକ ପ୍ରଜାତିର ପରିବ୍ରାଜକ ପକ୍ଷୀଙ୍କ…

4 months ago
ଦକ୍ଷଅଧିକାରୀ ଭାବେ ଧିରେନ୍ଦ୍ର ନାଏକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀଦକ୍ଷଅଧିକାରୀ ଭାବେ ଧିରେନ୍ଦ୍ର ନାଏକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଦକ୍ଷଅଧିକାରୀ ଭାବେ ଧିରେନ୍ଦ୍ର ନାଏକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼,୫।୧(ଜୟ ନାରାୟଣ ମେଣ୍ଡୁଳି): ଭୁବନେଶ୍ୱର ବରମୁଣ୍ଡା ଖେଳପଡ଼ିଆଠାରେ ରବିବାର ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍‌ଯାପନୀ ସମାରୋହରେ ଦକ୍ଷଅଧିକାରୀ ଭାବେ ସୁନ୍ଦରଗଡ କ୍ଷୁଦ୍ର ଜଳ ସେଚନ ବିଭାଗର…

4 months ago
ଜିଲା ସ୍ତରୀୟ ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜର ଅଷ୍ଟମ ସାମାଜିକ ମହୋତ୍ସବଜିଲା ସ୍ତରୀୟ ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜର ଅଷ୍ଟମ ସାମାଜିକ ମହୋତ୍ସବ

ଜିଲା ସ୍ତରୀୟ ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜର ଅଷ୍ଟମ ସାମାଜିକ ମହୋତ୍ସବ

କେସିଙ୍ଗା, ୫।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମ ସ୍ଥିତ ଗୋବର୍ଦ୍ଧନ ପୀଠ ପରିସରରେ ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜ ପକ୍ଷରୁ ଜିଲା…

4 months ago
କୃଷି ଓଡ଼ିଶାରେ ଯୋଗ ଦେବାକୁ ୬୦ ଚାଷୀ ଗଲେ ଭୁବନେଶ୍ୱରକୃଷି ଓଡ଼ିଶାରେ ଯୋଗ ଦେବାକୁ ୬୦ ଚାଷୀ ଗଲେ ଭୁବନେଶ୍ୱର

କୃଷି ଓଡ଼ିଶାରେ ଯୋଗ ଦେବାକୁ ୬୦ ଚାଷୀ ଗଲେ ଭୁବନେଶ୍ୱର

ଜୁନାଗଡ଼,୫ା୧(ସୁନୀଲ କୁମାର ସିଂହ): ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ଗତ ୩ ତାରିଖଠାରୁ କୃଷି ଓଡିଶା କାର୍ଯ୍ୟକ୍ରମ ଚାଲୁଛି। ଏହି ପରିପ୍ରେକ୍ଷୀରେ ରବିବାର ଏହି…

4 months ago