Advertisement

କଳାହାଣ୍ଡି

ପୋଲିସ ଗାଡିକୁ ପିଟିଲା ଛତିଶଗଡ଼ ଟ୍ରକ୍‌ପୋଲିସ ଗାଡିକୁ ପିଟିଲା ଛତିଶଗଡ଼ ଟ୍ରକ୍‌

ପୋଲିସ ଗାଡିକୁ ପିଟିଲା ଛତିଶଗଡ଼ ଟ୍ରକ୍‌

ଭବାନୀପାଟଣା,୨୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅଧୀନ ବୋର୍ଡା ଫାଣ୍ଡି ସାପସିଲେଟ ନିକଟରେ ପୋଲିସ ଗାଡିକୁ ଏକ ଛତିଶଗଡ ଟ୍ରକ ଧକ୍କା ଦେଇଛି।…

4 months ago
ସହାୟତା ପ୍ରତିଶ୍ରୁତି ପରେ ହଟିଲା ରାସ୍ତାରୋକୋସହାୟତା ପ୍ରତିଶ୍ରୁତି ପରେ ହଟିଲା ରାସ୍ତାରୋକୋ

ସହାୟତା ପ୍ରତିଶ୍ରୁତି ପରେ ହଟିଲା ରାସ୍ତାରୋକୋ

କୋକସରା,୨୮ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଅନ୍ତର୍ଗତ ଜାତୀୟ ରାଜପଥର ମହାଜନଗୁଡ଼ା ଶିଉନି ମଧ୍ୟରେ ଏକ ଗାଡ଼ି ଧକ୍କାରେ କେନ୍ଦୁଡ଼ଙ୍ଗରି ଗ୍ରାମର ଧବଳେଶ୍ବର ବାଗଙ୍କ…

4 months ago
ପାଇଥିଲେ ଘର: ଏବେ ପଟ୍ଟାରେ ଥିବା ପ୍ଲଟ ଗୋଚରପାଇଥିଲେ ଘର: ଏବେ ପଟ୍ଟାରେ ଥିବା ପ୍ଲଟ ଗୋଚର

ପାଇଥିଲେ ଘର: ଏବେ ପଟ୍ଟାରେ ଥିବା ପ୍ଲଟ ଗୋଚର

କର୍ଲାମୁଣ୍ଡା:୨୮।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡା ପଞ୍ଚାୟତ ରେଗଡା କଲୋନୀପଡାରେ ରହିବାର ୪୪ ବର୍ଷ ବିତିଯାଇଥିଲେ ମଧ୍ୟ ପଡାବାସୀଙ୍କୁ ସ୍ଥାୟୀ ପଟ୍ଟା ମିଳିପାରୁ…

4 months ago
ମନରେଗା ଯୋଜନାରେ ମହାଦୁର୍ନୀତି: ଭିଜିଲାନ୍ସ ତଦନ୍ତ ଦାବି କଲେ ଅଞ୍ଚଳବାସୀମନରେଗା ଯୋଜନାରେ ମହାଦୁର୍ନୀତି: ଭିଜିଲାନ୍ସ ତଦନ୍ତ ଦାବି କଲେ ଅଞ୍ଚଳବାସୀ

ମନରେଗା ଯୋଜନାରେ ମହାଦୁର୍ନୀତି: ଭିଜିଲାନ୍ସ ତଦନ୍ତ ଦାବି କଲେ ଅଞ୍ଚଳବାସୀ

ଥୁଆମୂଳ ରାମପୁର,୨୭।୧୨(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ଟିକ୍ରାଗୁଡା ନିକଟରେ ଏକ ପଥର ବନ୍ଧେଇ କାର୍ଯ୍ୟରେ ଅନିୟମିତତା ହୋଇଥିବା ଜଣାପଡିଛି। ମିଳିଥିବା ସୂଚନାରୁ…

4 months ago
ଧାନର ଉଚିତ ମୂଲ୍ୟ, କଟ୍‌ନି ଛଟ୍‌ନି ବନ୍ଦ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ, ଦାବି ପୂରଣ ନ ହେଲେ ଆହୁରି…ଧାନର ଉଚିତ ମୂଲ୍ୟ, କଟ୍‌ନି ଛଟ୍‌ନି ବନ୍ଦ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ, ଦାବି ପୂରଣ ନ ହେଲେ ଆହୁରି…

ଧାନର ଉଚିତ ମୂଲ୍ୟ, କଟ୍‌ନି ଛଟ୍‌ନି ବନ୍ଦ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ, ଦାବି ପୂରଣ ନ ହେଲେ ଆହୁରି…

କେସିଙ୍ଗା,୨୮ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଚାଷୀଙ୍କ ଅମଳ ଧାନର ଉଚିତ୍‌ ମୂଲ୍ୟ ପ୍ରଦାନ ଓ କଟ୍‌ନି ଛଟ୍‌ନ ବନ୍ଦ ବାବଦକୁ ନେଇ କେସିଙ୍ଗା ସହରରେ…

4 months ago
କଟନିଛଟନୀ ଅଭିଯୋଗରେ ଭବାନୀପାଟଣା ସଦର ବନ୍ଦ: ଯାତାୟାତ ଠପ୍‌କଟନିଛଟନୀ ଅଭିଯୋଗରେ ଭବାନୀପାଟଣା ସଦର ବନ୍ଦ: ଯାତାୟାତ ଠପ୍‌

କଟନିଛଟନୀ ଅଭିଯୋଗରେ ଭବାନୀପାଟଣା ସଦର ବନ୍ଦ: ଯାତାୟାତ ଠପ୍‌

ଭବାନୀପାଟଣା,୨୮।୧୨(ଉତ୍ତମ କୁମାର ଦାଶ): କଟନିଛଟନୀ ଅଭିଯୋଗରେ ଶନିବାର ଭବାନୀପାଟଣା ସଦର ବନ୍ଦ ଡାକରା ଦିଆଯାଇଛି। କଂଗ୍ରେସ ପକ୍ଷରୁ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ବନ୍ଦ ରହିବ।…

4 months ago
ମୁହାଁମୁହିଁ ଧକ୍କାରେ ଜଳିଗଲା ୨ ଟ୍ରକ୍‌: ଡ୍ରାଇଭର୍‌ ଜୀବନ୍ତ ଦଗ୍ଧମୁହାଁମୁହିଁ ଧକ୍କାରେ ଜଳିଗଲା ୨ ଟ୍ରକ୍‌: ଡ୍ରାଇଭର୍‌ ଜୀବନ୍ତ ଦଗ୍ଧ

ମୁହାଁମୁହିଁ ଧକ୍କାରେ ଜଳିଗଲା ୨ ଟ୍ରକ୍‌: ଡ୍ରାଇଭର୍‌ ଜୀବନ୍ତ ଦଗ୍ଧ

ଭବାନୀପାଟଣା/କେସିଙ୍ଗା,୨୮।୧୨(ଉତ୍ତମ କୁମାର ଦାଶ/ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟସ୍ଥ ପାଷ୍ଟିକୁଡି-ନାସିଗାଁ ମଝିରେ ଥିବା ୨୬ ନମ୍ବର ଜାତୀୟ ରାଜପଥରେ ଚାଉଳ ବୋଝେଇ ଟ୍ରକ ଓ କୋଇଲା…

4 months ago
ଡକାୟତି ମାମଲାରେ ଦୁଇ ଜଣଙ୍କୁ ୫ ବର୍ଷ ଜେଲ, ୧୦ ହଜାର ଜରିମାନାଡକାୟତି ମାମଲାରେ ଦୁଇ ଜଣଙ୍କୁ ୫ ବର୍ଷ ଜେଲ, ୧୦ ହଜାର ଜରିମାନା

ଡକାୟତି ମାମଲାରେ ଦୁଇ ଜଣଙ୍କୁ ୫ ବର୍ଷ ଜେଲ, ୧୦ ହଜାର ଜରିମାନା

ବାଲିଗୁଡ଼ା,୨୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ):୨୦୧୪ ମସିହା ଜୁଲାଇ ୩୧ ତାରିଖ ସନ୍ଧ୍ୟା ସମୟରେ ଏକ ବ୍ୟବସାୟୀଙ୍କ ଘରେ ପଶି ୫ ଜଣ ଦୁର୍ବୃତ୍ତ ମାରଣାସ୍ତ୍ର ଦେଖାଇ ଘରୁ ସୁନା,…

4 months ago
ଘୁମୁରା ପାଇଁ ପ୍ରସ୍ତୁତି: ଉତ୍ସବକୁ ସରସ ସୁନ୍ଦର କରିବା ଲକ୍ଷ୍ୟଘୁମୁରା ପାଇଁ ପ୍ରସ୍ତୁତି: ଉତ୍ସବକୁ ସରସ ସୁନ୍ଦର କରିବା ଲକ୍ଷ୍ୟ

ଘୁମୁରା ପାଇଁ ପ୍ରସ୍ତୁତି: ଉତ୍ସବକୁ ସରସ ସୁନ୍ଦର କରିବା ଲକ୍ଷ୍ୟ

ଥୁଆମୂଳ ରାମପୁର,୨୭ା୧୨ (ଦୁର୍ଗା କୀର୍ତ୍ତି)- ଥୁଆମୂଳ ରାମପୁର ସମିତି ସଭାଗୃହଠାରେ ବ୍ଲକ ଅଧ୍ୟକ୍ଷ ଦୟାନିଧି ମାଝୀଙ୍କ ଅଧ୍ୟକ୍ଷତା ଓ ବିଡ଼ିଓ ଧ୍ରୁବ ଚରଣ ମୁଦୁଲିଙ୍କ ତତ୍ତ୍ୱାବଧାନରେ କଳାହାଣ୍ଡି…

4 months ago
ଅଜଣା ଗାଡ଼ି ଧକ୍କାରେ ବାଇକ ଚାଳକ ମୃତ, କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧଅଜଣା ଗାଡ଼ି ଧକ୍କାରେ ବାଇକ ଚାଳକ ମୃତ, କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ

ଅଜଣା ଗାଡ଼ି ଧକ୍କାରେ ବାଇକ ଚାଳକ ମୃତ, କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ

କୋକସରା,୨୭।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଜାତୀୟ ରାଜପଥ ୨୬ ଆମପାଣି ଥାନା ଅନ୍ତର୍ଗତ ମହାଜନଗୁଡା ଓ ଶିଉନି ମଧ୍ୟରେ ଶୁକ୍ରବାର ଅପରାହ୍ନରେ କୌଣସି…

4 months ago