Advertisement

କଳାହାଣ୍ଡି

ସମସ୍ୟାଘେରରେ ମେଲକୁନ୍ଦେଲ ପ୍ରାଥମିକ ବିଦ୍ୟାଳୟସମସ୍ୟାଘେରରେ ମେଲକୁନ୍ଦେଲ ପ୍ରାଥମିକ ବିଦ୍ୟାଳୟ

ସମସ୍ୟାଘେରରେ ମେଲକୁନ୍ଦେଲ ପ୍ରାଥମିକ ବିଦ୍ୟାଳୟ

ଥୁଆମୂଳ ରାମପୁର,୨୭ା୧୨(ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ମେଲକୁନ୍ଦେଲ ସରକାରୀ ପ୍ରାଥମିକ ବିଦ୍ୟାଳୟ ସମସ୍ୟାଘେରରେ ରହିଛି। ୨୦୦୮ରେ ସ୍ଥାପିତ ଏହି ବିଦ୍ୟାଳୟରେ ୨୯ ଛାତ୍ରୀଛାତ୍ର…

4 months ago
ଲାଞ୍ଜିଗଡ ଠାରେ ବ୍ଲକ ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ପାଇଁ ପ୍ରସ୍ତୁତି: ସହଯୋଗ କାମନା କଲେ ବିଡିଓଲାଞ୍ଜିଗଡ ଠାରେ ବ୍ଲକ ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ପାଇଁ ପ୍ରସ୍ତୁତି: ସହଯୋଗ କାମନା କଲେ ବିଡିଓ

ଲାଞ୍ଜିଗଡ ଠାରେ ବ୍ଲକ ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ପାଇଁ ପ୍ରସ୍ତୁତି: ସହଯୋଗ କାମନା କଲେ ବିଡିଓ

ଲାଞ୍ଜିଗଡ,୨୭।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ପଞ୍ଚାୟତ  ସମିତି ସଭାଗୃହଠାରେ ଲାଞ୍ଜିଗଡ ବଡିଓ ଶଶାଙ୍କ ପାତ୍ରଙ୍କ ଅଧ୍ୟକ୍ଷତାରେ  କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ପାଇଁ…

4 months ago
ଭିଜିଲାନ୍ସ ଜାଲରେ ଏଏସ୍‌ଆଇ, ଧରିବା ପୂର୍ବରୁ ଥାନାରୁ ମାରିଲେ ଚମ୍ପଟଭିଜିଲାନ୍ସ ଜାଲରେ ଏଏସ୍‌ଆଇ, ଧରିବା ପୂର୍ବରୁ ଥାନାରୁ ମାରିଲେ ଚମ୍ପଟ

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ, ଧରିବା ପୂର୍ବରୁ ଥାନାରୁ ମାରିଲେ ଚମ୍ପଟ

ଭବାନୀପାଟଣା,୨୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଏଏସ୍‌ଆଇ ମୁକୁନ୍ଦ ଖେମୁଣ୍ଡୁ ଗୁରୁବାର ରାତିରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଗୋଇରାପଦର ପ୍ରଭା ପୂଝାରୀଙ୍କ ଠାରୁ ଏକ…

4 months ago
ବର୍ଷା କମିଲା, ବଢ଼ିଲା ଦୁର୍ଦ୍ଦଶାବର୍ଷା କମିଲା, ବଢ଼ିଲା ଦୁର୍ଦ୍ଦଶା

ବର୍ଷା କମିଲା, ବଢ଼ିଲା ଦୁର୍ଦ୍ଦଶା

ଭବାନୀପାଟଣା: ୨୭ା୧୨ (ଉତ୍ତମ କୁମାର ଦାଶ): ଦୁଇଦିନର ଲଗାଣ ବର୍ଷା ଚାଷୀଙ୍କ ସମସ୍ତ ସ୍ବପ୍ନ ଓ ସମ୍ଭାବନାକୁ ଧୋଇନେଇଛି। ଆର୍ଥିକ ଅବସ୍ଥା ସ୍ବଚ୍ଛଳ ନ ଥିବା ଚାଷୀ…

4 months ago
କୋକସରାରେ ରେକର୍ଡ ବର୍ଷା: ଚାଷୀଙ୍କ ଫସଲ ନଷ୍ଟକୋକସରାରେ ରେକର୍ଡ ବର୍ଷା: ଚାଷୀଙ୍କ ଫସଲ ନଷ୍ଟ

କୋକସରାରେ ରେକର୍ଡ ବର୍ଷା: ଚାଷୀଙ୍କ ଫସଲ ନଷ୍ଟ

କୋକସରା,୨୬ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ୧୩୫ ମିମି ବର୍ଷା ହୋଇଥିବା ସରକାରୀ ଭାବେ ରେକର୍ଡ କରାଯାଇଛି। ବର୍ଷା ଯୋଗୁ କୋକସରା ଗ୍ରାମର…

4 months ago
ବର୍ଷାରେ ଭାଙ୍ଗିଲା ଘର: ପଲିଥିନ ତଳେ ପରିବାରବର୍ଷାରେ ଭାଙ୍ଗିଲା ଘର: ପଲିଥିନ ତଳେ ପରିବାର

ବର୍ଷାରେ ଭାଙ୍ଗିଲା ଘର: ପଲିଥିନ ତଳେ ପରିବାର

କୋକସରା,୨୬ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଖୁଣ୍ଟିଆ ଗ୍ରାମରେ ପାଞ୍ଚପ୍ରାଣୀ କୁଟୁମ୍ବ ସହ ରହନ୍ତି ଧନସାଏ ଧରୁଆ। ଝାଟିମାଟି ଘରେ…

4 months ago
୪ ମଣ୍ଡିରେ ଶୀତ-ବର୍ଷାରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ଚାଷୀଙ୍କ ନିଦ ହଜିଛି୪ ମଣ୍ଡିରେ ଶୀତ-ବର୍ଷାରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ଚାଷୀଙ୍କ ନିଦ ହଜିଛି

୪ ମଣ୍ଡିରେ ଶୀତ-ବର୍ଷାରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ଚାଷୀଙ୍କ ନିଦ ହଜିଛି

କେସିଙ୍ଗା,୨୬ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଚଳିତବର୍ଷ ଭଲ ଧାନ ଫସଲ ହୋଇଥିବା ବେଳେ ଫସଲ ପାକଳ ହେବା ବେଳକୁ ବର୍ଷାର ଅଭାବ ଯୋଗୁ…

4 months ago
ଭିଜିଲା ଧାନ, ଚିନ୍ତାରେ ଚାଷୀଭିଜିଲା ଧାନ, ଚିନ୍ତାରେ ଚାଷୀ

ଭିଜିଲା ଧାନ, ଚିନ୍ତାରେ ଚାଷୀ

ଭବାନୀପାଟଣା/କୋକସରା/କର୍ଲାମୁଣ୍ଡା/ରୁପ୍ରାରୋଡ, ୨୬।୧୨(ଉତ୍ତମ କୁମାର ଦାଶ/ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ପ୍ରଦୀପ କୁମାର ସାହୁ/ ସଞ୍ଜିବ ଦାସ):କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ମଙ୍ଗଳବାର ସନ୍ଧ୍ୟାଠାରୁ ଲାଗି ରହିଛି ଲଘୁଚାପ ବର୍ଷା। ଯାହାର…

4 months ago
୪୭୭ ଜଣ ମାଡି ବସିଛନ୍ତି ୩୯ ଏକର ସରକାରୀ ଜମି୪୭୭ ଜଣ ମାଡି ବସିଛନ୍ତି ୩୯ ଏକର ସରକାରୀ ଜମି

୪୭୭ ଜଣ ମାଡି ବସିଛନ୍ତି ୩୯ ଏକର ସରକାରୀ ଜମି

ଭବାନୀପାଟଣା, ୨୬।୧୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ ସହରରେ ଦିନକୁ ଦିନ ଜବର ଦାଖଲକାରୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ସରକାରୀ ଜାଗାକୁ ଜବରଦଖଲକାରୀମାନେ ମାଡି ବସିଥିବାରୁ…

4 months ago
ଲାଗି ରହିଛି ଲଘୁଚାପଜନିତ ଲଗାଣ ବର୍ଷା: ବିଲ ଓ ମଣ୍ଡିରେ ଭିଜିଲା ଧାନଲାଗି ରହିଛି ଲଘୁଚାପଜନିତ ଲଗାଣ ବର୍ଷା: ବିଲ ଓ ମଣ୍ଡିରେ ଭିଜିଲା ଧାନ

ଲାଗି ରହିଛି ଲଘୁଚାପଜନିତ ଲଗାଣ ବର୍ଷା: ବିଲ ଓ ମଣ୍ଡିରେ ଭିଜିଲା ଧାନ

କୋକସରା,୨୫।୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାରେ ଲଘୁଚାପଜନିତ ବର୍ଷା ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଲାଗି ରହିଛି। ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ସକାଳ ପର୍ଯ୍ୟନ୍ତ…

4 months ago