Advertisement

କଳାହାଣ୍ଡି

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଦୁର୍ନୀତି ଅଭିଯୋଗର ଭିଜିଲାନ୍ସ ତଦନ୍ତଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଦୁର୍ନୀତି ଅଭିଯୋଗର ଭିଜିଲାନ୍ସ ତଦନ୍ତ

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଦୁର୍ନୀତି ଅଭିଯୋଗର ଭିଜିଲାନ୍ସ ତଦନ୍ତ

ଭବାନୀପାଟଣା,୨୨ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପଲନା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଦୁର୍ନୀତି ହୋଇଥିବା ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ସଡ଼କ, ପିଚୁ ରାସ୍ତା ଉପରେ ୧୦…

5 months ago
ଟ୍ରକ୍‌କୁ ପିଟିଲା ଟମାଟୋ ବୋଝେଇ ପିକ୍‌ଅପ୍‌, ୨ ଗୁରୁତରଟ୍ରକ୍‌କୁ ପିଟିଲା ଟମାଟୋ ବୋଝେଇ ପିକ୍‌ଅପ୍‌, ୨ ଗୁରୁତର

ଟ୍ରକ୍‌କୁ ପିଟିଲା ଟମାଟୋ ବୋଝେଇ ପିକ୍‌ଅପ୍‌, ୨ ଗୁରୁତର

କୋକସରା,୨୨ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଜାତୀୟ ରାଜପଥ ୨୬ କୋକସରା ଥାନା ଡଙ୍ଗରିଗୁଡ଼ା ଆପନା ଢାବା ନିକଟରେ ଏକ ଟ୍ରକ୍‌କୁ ଜୟପୁର ପଟୁ ବଲାଙ୍ଗୀରକୁ ଟମାଟୋ…

5 months ago
ବିକାଶମୂଳକ କାର୍ଯ୍ୟକୁ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶବିକାଶମୂଳକ କାର୍ଯ୍ୟକୁ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ

ବିକାଶମୂଳକ କାର୍ଯ୍ୟକୁ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ

ଭବାନୀପାଟଣା,୨୨ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ମଣ୍ଡଳୀ ବିକାଶ କମିଟି ବୈଠକ ଜିଲା ଯୋଜନା ଓ ପର୍ଯ୍ୟବେକ୍ଷଣ ଶାଖାର ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି।…

5 months ago
ରବି ଚାଷ ପାଇଁ ଜଳଯୋଗାଣ ବନ୍ଦ ପ୍ରତିବାଦରେ ତେଜିଲା ଚାଷୀ ଆନ୍ଦୋଳନରବି ଚାଷ ପାଇଁ ଜଳଯୋଗାଣ ବନ୍ଦ ପ୍ରତିବାଦରେ ତେଜିଲା ଚାଷୀ ଆନ୍ଦୋଳନ

ରବି ଚାଷ ପାଇଁ ଜଳଯୋଗାଣ ବନ୍ଦ ପ୍ରତିବାଦରେ ତେଜିଲା ଚାଷୀ ଆନ୍ଦୋଳନ

ଧର୍ମଗଡ଼,୨୧ା୧୧(ଆକାଶ କୁମାର ଜଗତ)- ଇନ୍ଦ୍ରାବତୀ ମେଗାଲିଫ୍ଟ କେନାଲରୁ ଆସନ୍ତା ରବି ଚାଷ ପାଇଁ ଜଳସେଚନ ବନ୍ଦ ରହିବା ନେଇ ଇନ୍ଦ୍ରାବତୀ ମେଗାଲିଫ୍ଟ କୁସୁମଖୁଣ୍ଟି କାର୍ଯ୍ୟାଳୟରୁ ବିଭାଗୀୟ ବିଜ୍ଞପ୍ତି…

5 months ago
ଜନବସତିରେ ମୁକୁଳା ଟ୍ରାନ୍ସଫର୍ମର: ଲୋକେ ଭୟଭୀତଜନବସତିରେ ମୁକୁଳା ଟ୍ରାନ୍ସଫର୍ମର: ଲୋକେ ଭୟଭୀତ

ଜନବସତିରେ ମୁକୁଳା ଟ୍ରାନ୍ସଫର୍ମର: ଲୋକେ ଭୟଭୀତ

କୋକସରା,୨୧ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲା କୋକସରା ବ୍ଲକ୍‌ ରେଙ୍ଗାଳପାଲି ପଞ୍ଚାୟତ ଡଙ୍ଗରିଗୁଡ଼ା ଗ୍ରାମ ଜନବସତି ସ୍ଥାନରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ମୁକୁଳା ଅବସ୍ଥାରେ ରହି ବିପଦ ସୃଷ୍ଟି…

5 months ago
ଶିବ ମନ୍ଦିର ଦାନ ବାକ୍ସ ଭାଙ୍ଗି ଲୁଟିନେଲେ ଚୋରଶିବ ମନ୍ଦିର ଦାନ ବାକ୍ସ ଭାଙ୍ଗି ଲୁଟିନେଲେ ଚୋର

ଶିବ ମନ୍ଦିର ଦାନ ବାକ୍ସ ଭାଙ୍ଗି ଲୁଟିନେଲେ ଚୋର

କୋକସରା,୨୧ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା କୁସୁମଖୁଣ୍ଟି ନୀଳକଣ୍ଠେଶ୍ୱର ଶିବ ମନ୍ଦିର ମୁଖ୍ୟ ଗେଟ ଗ୍ରୀଲ ଭାଙ୍ଗି ଚୋରି ଅଭିଯୋଗ ହୋଇଛି। ଗୁରୁବାର ସକାଳୁ…

5 months ago
‘ଦେବାଦେବୀଙ୍କ ଆରାଧନା ବିନା କୌଣସି କାର୍ଯ୍ୟ ସିଦ୍ଧି ହୋଇ ନ ଥାଏ’‘ଦେବାଦେବୀଙ୍କ ଆରାଧନା ବିନା କୌଣସି କାର୍ଯ୍ୟ ସିଦ୍ଧି ହୋଇ ନ ଥାଏ’

‘ଦେବାଦେବୀଙ୍କ ଆରାଧନା ବିନା କୌଣସି କାର୍ଯ୍ୟ ସିଦ୍ଧି ହୋଇ ନ ଥାଏ’

କୋକସରା,୨୦ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଆଦିବାସୀ ପରମ୍ପରା, ସଂସ୍କୃତି, ଚାଲିଚଳଣିରେ ଦେବାଦେବୀଙ୍କ ସ୍ଥାନ ସର୍ବାଗ୍ରେ ରହିଥାଏ। ଦେବାଦେବୀଙ୍କ ଆରାଧନା ବିନା ଗ୍ରାମରେ କୌଣସି କାର୍ଯ୍ୟ ସିଦ୍ଧି ହୋଇ ନ…

5 months ago
ବହୁ ଚର୍ଚ୍ଚିତ ଘନା ଜଙ୍ଗଲରେ ଗଣବଳାତ୍କାର ମାମଲା: ୫ ବର୍ଷ ପରେ ପ୍ରକାଶ ପାଇଲା ରାୟ, ୬ ଅଭିଯୁକ୍ତଙ୍କୁ…ବହୁ ଚର୍ଚ୍ଚିତ ଘନା ଜଙ୍ଗଲରେ ଗଣବଳାତ୍କାର ମାମଲା: ୫ ବର୍ଷ ପରେ ପ୍ରକାଶ ପାଇଲା ରାୟ, ୬ ଅଭିଯୁକ୍ତଙ୍କୁ…

ବହୁ ଚର୍ଚ୍ଚିତ ଘନା ଜଙ୍ଗଲରେ ଗଣବଳାତ୍କାର ମାମଲା: ୫ ବର୍ଷ ପରେ ପ୍ରକାଶ ପାଇଲା ରାୟ, ୬ ଅଭିଯୁକ୍ତଙ୍କୁ…

ଭବାନୀପାଟଣା/ଧର୍ମଗଡ଼,୨୦ା୧୧(ଉତ୍ତମ କୁମାର ଦାଶ/ଆକାଶ କୁମାର ଜଗତ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବନମାଳୀପୁରସ୍ଥିତ ଘନା ଜଙ୍ଗଲରେ ୫ ବର୍ଷ ତଳେ ହୋଇଥିବା ବହୁ ଚର୍ଚ୍ଚିତ ଗଣବଳାତ୍କାର…

5 months ago
କଳାହାଣ୍ଡିରେ ଜିଲାସ୍ତରୀୟ ସମବାୟ ସପ୍ତାହ ପାଳିତ: ସର୍ବଶ୍ରେଷ୍ଠ ସମିତି ଭାବେ ସମ୍ବର୍ଦ୍ଧିତ ହେଲା ଆମପାଣି କୃଷି ସମବାୟ ସମିତିକଳାହାଣ୍ଡିରେ ଜିଲାସ୍ତରୀୟ ସମବାୟ ସପ୍ତାହ ପାଳିତ: ସର୍ବଶ୍ରେଷ୍ଠ ସମିତି ଭାବେ ସମ୍ବର୍ଦ୍ଧିତ ହେଲା ଆମପାଣି କୃଷି ସମବାୟ ସମିତି

କଳାହାଣ୍ଡିରେ ଜିଲାସ୍ତରୀୟ ସମବାୟ ସପ୍ତାହ ପାଳିତ: ସର୍ବଶ୍ରେଷ୍ଠ ସମିତି ଭାବେ ସମ୍ବର୍ଦ୍ଧିତ ହେଲା ଆମପାଣି କୃଷି ସମବାୟ ସମିତି

କୋକସରା,୧୯।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୭୧ ତମ ନିଖିଳ ଭାରତ ସମବାୟ ସପ୍ତାହ କଳାହାଣ୍ଡି ଜିଲାସ୍ତରୀୟ ଉତ୍ସବ ମଙ୍ଗଳବାର ଭବାନୀପାଟଣା ଟାଉନ ହଲ୍‌ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ…

5 months ago
ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ: ଅବ୍ୟବସ୍ଥାରେ ଶିକ୍ଷାଦାନ,ଏନଜିଓ ହାତରେ ପିଲାଙ୍କ ଭବିଷ୍ୟତସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ: ଅବ୍ୟବସ୍ଥାରେ ଶିକ୍ଷାଦାନ,ଏନଜିଓ ହାତରେ ପିଲାଙ୍କ ଭବିଷ୍ୟତ

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ: ଅବ୍ୟବସ୍ଥାରେ ଶିକ୍ଷାଦାନ,ଏନଜିଓ ହାତରେ ପିଲାଙ୍କ ଭବିଷ୍ୟତ

ଥୁଆମୂଳ ରାମପୁର,୧୯।୧୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କେରପାଇ ପଞ୍ଚାୟତ ସ୍ଥିତ ପୋଡ଼ାପାଇ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟ ଅତ୍ୟନ୍ତ ଶୋଚନୀୟ ଅବସ୍ଥାରେ ଗତି…

5 months ago