Advertisement

କଳାହାଣ୍ଡି

୧୪ ବର୍ଷ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ୧୪ ବର୍ଷ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

୧୪ ବର୍ଷ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଭବାନୀପାଟଣାସ୍ଥିତ…

6 months ago
୧୦୮ ଆମ୍ବୁଲାନ୍ସ ମହାସଙ୍ଘର ଚେତାବନୀ: ଦାବି ପୂରଣ ନ ହେଲେ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ୧୦୮ ଆମ୍ବୁଲାନ୍ସ ମହାସଙ୍ଘର ଚେତାବନୀ: ଦାବି ପୂରଣ ନ ହେଲେ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ

୧୦୮ ଆମ୍ବୁଲାନ୍ସ ମହାସଙ୍ଘର ଚେତାବନୀ: ଦାବି ପୂରଣ ନ ହେଲେ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ

ଭବାନୀପାଟଣା,୨୮।୧୦(ଉତ୍ତମ କୁମାର ଦାଶ): ଅଲ୍‌ ଓଡ଼ିଶା ୧୦୮ କର୍ମଚାରୀ ମହାସଙ୍ଘ କଳାହାଣ୍ଡି ଶାଖା ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ ଏବଂ ସିଡିଏମ୍‌ଓଙ୍କୁ ଏକ ୧୧ ଦଫା ଦାବିପତ୍ର…

6 months ago
ରେଳ ମେଲ୍‌ସେବା ସ୍ଥାନାନ୍ତରଣକୁ ନେଇ ତେଜିଲା ବିରୋଧରେଳ ମେଲ୍‌ସେବା ସ୍ଥାନାନ୍ତରଣକୁ ନେଇ ତେଜିଲା ବିରୋଧ

ରେଳ ମେଲ୍‌ସେବା ସ୍ଥାନାନ୍ତରଣକୁ ନେଇ ତେଜିଲା ବିରୋଧ

କେସିଙ୍ଗା,୨୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ରେଳ ଷ୍ଟେଶନ ସ୍ଥିତ ରେଳ ଡାକସେବା(ଆର୍‌ଏମ୍‌ଏସ୍‌) ସ୍ଥାନାନ୍ତରଣକୁ ବିରୋଧ କରି କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଙ୍ଘ ପକ୍ଷରୁ ପୋଷ୍ଟ…

6 months ago
ସାଇ ମନ୍ଦିରରୁ ଚୋରି:୧୭ କେଜି ଅଳଙ୍କାର ନେଇଗଲେ ଚୋରସାଇ ମନ୍ଦିରରୁ ଚୋରି:୧୭ କେଜି ଅଳଙ୍କାର ନେଇଗଲେ ଚୋର

ସାଇ ମନ୍ଦିରରୁ ଚୋରି:୧୭ କେଜି ଅଳଙ୍କାର ନେଇଗଲେ ଚୋର

ଭବାନୀପାଟଣା,୨୮।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଞ୍ଚଳରେ ସୋମବାର ସକାଳୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଭାଗିରଥି ପାର୍କ ନିକଟସ୍ଥ ସାଇ…

6 months ago
ଜଙ୍ଗଲ ସୁରକ୍ଷା ପାଇଁ ନେଲେ ଶପଥଜଙ୍ଗଲ ସୁରକ୍ଷା ପାଇଁ ନେଲେ ଶପଥ

ଜଙ୍ଗଲ ସୁରକ୍ଷା ପାଇଁ ନେଲେ ଶପଥ

କୋକସରା,୨୭।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଧର୍ମଗଡ଼ ବନାଞ୍ଚଳ ଅଧୀନରେ ଥିବା ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ୧୨ହଜାର ୯ ଶହ ୮୯ହେକ୍ଟର ପରିମିତ ଅଞ୍ଚଳରେ ରହିଥିବା ବେଳେ କଳାହାଣ୍ଡି, ରାୟଗଡା,…

6 months ago
ମାନବୀୟ ମୂଲ୍ୟ ଉପରେ ତର୍କ ଉପସ୍ଥାପନ କରି ଜିଲା ପାଇଁ ଗୌରବ ଆଣିଲେ ଅଧ୍ୟାପକ ପ୍ରତାପ ଚନ୍ଦ୍ରମାନବୀୟ ମୂଲ୍ୟ ଉପରେ ତର୍କ ଉପସ୍ଥାପନ କରି ଜିଲା ପାଇଁ ଗୌରବ ଆଣିଲେ ଅଧ୍ୟାପକ ପ୍ରତାପ ଚନ୍ଦ୍ର

ମାନବୀୟ ମୂଲ୍ୟ ଉପରେ ତର୍କ ଉପସ୍ଥାପନ କରି ଜିଲା ପାଇଁ ଗୌରବ ଆଣିଲେ ଅଧ୍ୟାପକ ପ୍ରତାପ ଚନ୍ଦ୍ର

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ ଚନ୍ଦ୍ର ଦାଶ କାମ୍ବୋଡିଆର…

6 months ago
ଅନ୍ଧାରରେ କୁମ୍ଭକାରଙ୍କ କୌଳିକ ବୃତ୍ତି: ପ୍ରଶାସନ ଦୃଷ୍ଟି ଦେବାକୁ ଦାବିଅନ୍ଧାରରେ କୁମ୍ଭକାରଙ୍କ କୌଳିକ ବୃତ୍ତି: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ଅନ୍ଧାରରେ କୁମ୍ଭକାରଙ୍କ କୌଳିକ ବୃତ୍ତି: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

କୋକସରା,୨୬ା୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଆଲୋକର ପର୍ବ ଦୀପାବଳି ଆସିଲେ ଗାଁଠୁ ସହର ଚଳଚଞ୍ଚଳ ହୋଇଉଠେ। ଏହି ପର୍ବରେ ସବୁଠୁ ଅଧିକ ଆବଶ୍ୟକ ହୁଏ ଦୀପ। ଘରେ…

6 months ago
ପୌରାଧ୍ୟକ୍ଷା ପଦ ହରାଇବା ପରେ ବିଷ୍ଣୁ ପ୍ରଧାନଙ୍କୁ ମିଳିଲା ଭାରପ୍ରାପ୍ତ ଅଧ୍ୟକ୍ଷ ଦାୟିତ୍ୱପୌରାଧ୍ୟକ୍ଷା ପଦ ହରାଇବା ପରେ ବିଷ୍ଣୁ ପ୍ରଧାନଙ୍କୁ ମିଳିଲା ଭାରପ୍ରାପ୍ତ ଅଧ୍ୟକ୍ଷ ଦାୟିତ୍ୱ

ପୌରାଧ୍ୟକ୍ଷା ପଦ ହରାଇବା ପରେ ବିଷ୍ଣୁ ପ୍ରଧାନଙ୍କୁ ମିଳିଲା ଭାରପ୍ରାପ୍ତ ଅଧ୍ୟକ୍ଷ ଦାୟିତ୍ୱ

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକା ଅଧ୍ୟକ୍ଷା ସଂଯୁକ୍ତା ବେହେରା ନିଜ ପଦ ହରାଇବା ନେଇ ଗୁରୁବାର ଗୃହ ଓ ନଗର ଉନ୍ନୟନ ବିଭାଗ…

6 months ago
ଅନାସ୍ଥା ପ୍ରସ୍ତାବରେ ପଦ ହରାଇଥିଲେ ଏନ୍‌ଏସି ଅଧ୍ୟକ୍ଷ: ହିମାଦ୍ରୀଙ୍କୁ ମିଳିଲା ନୂଆ ଦାୟିତ୍ୱଅନାସ୍ଥା ପ୍ରସ୍ତାବରେ ପଦ ହରାଇଥିଲେ ଏନ୍‌ଏସି ଅଧ୍ୟକ୍ଷ: ହିମାଦ୍ରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଅନାସ୍ଥା ପ୍ରସ୍ତାବରେ ପଦ ହରାଇଥିଲେ ଏନ୍‌ଏସି ଅଧ୍ୟକ୍ଷ: ହିମାଦ୍ରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭବାନୀପାଟଣା,୨୫।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲ ଅନାସ୍ଥା ପ୍ରସ୍ତାବରେ ନିଜ ପଦ ହରାଇଥିବା ନେଇଁ ଗୁରୁବାର ଗୃହ ଓ…

6 months ago
ଯୁବତୀଙ୍କୁ ବଳାତ୍କାର କରି ଫେରାରଥିଲେ ସମ୍ପର୍କୀୟ, ପରେ…ଯୁବତୀଙ୍କୁ ବଳାତ୍କାର କରି ଫେରାରଥିଲେ ସମ୍ପର୍କୀୟ, ପରେ…

ଯୁବତୀଙ୍କୁ ବଳାତ୍କାର କରି ଫେରାରଥିଲେ ସମ୍ପର୍କୀୟ, ପରେ…

କୋକସରା,୨୫।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନାରେ ଗତ ଜୁଲାଇ ମାସ ୧୧ ତାରିଖରେ ଏକ ବଳାତ୍କାର ମାମଲା ରୁଜୁ ହୋଇଥିଲା। ଘଟଣାରେ ଫେରାରଥିବା ଅଭିଯୁକ୍ତଙ୍କୁ …

6 months ago