Advertisement

କଳାହାଣ୍ଡି

ମା’ ମାଣିକେଶ୍ବରୀଙ୍କ ଛତରଯାତ୍ରାକୁ ନେଇ ଆପତ୍ତିଜନକ ମନ୍ତବ୍ୟ: ଥାନାରେ ପହଞ୍ଚିଲା ମାମଲାମା’ ମାଣିକେଶ୍ବରୀଙ୍କ ଛତରଯାତ୍ରାକୁ ନେଇ ଆପତ୍ତିଜନକ ମନ୍ତବ୍ୟ: ଥାନାରେ ପହଞ୍ଚିଲା ମାମଲା

ମା’ ମାଣିକେଶ୍ବରୀଙ୍କ ଛତରଯାତ୍ରାକୁ ନେଇ ଆପତ୍ତିଜନକ ମନ୍ତବ୍ୟ: ଥାନାରେ ପହଞ୍ଚିଲା ମାମଲା

ଭବାନୀପାଟଣା,୨୧ା୧୦(ଉତ୍ତମ କୁମାର ଦାଶ): ଲୋକଙ୍କ ଆସ୍ଥାର ପ୍ରତୀକ କଳାହାଣ୍ଡିର ଇଷ୍ଟଦେବୀ ମା’ ମାଣିକେଶ୍ବରୀଙ୍କ ଛତର ଯାତ୍ରା ପ୍ରତି ଟିପିଡବ୍ଲ୍ୟୁଓଡ଼ିଏଲ୍‌ ଆର୍‌ସିଏମ୍‌ ଡିଭିଜନର ଜଣେ କର୍ମଚାରୀଙ୍କ ଆପତ୍ତିଜନକ ମନ୍ତବ୍ୟକୁ…

6 months ago
୨୬ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଜନ ସଂଗ୍ରାମ ସମିତି ପକ୍ଷରୁ ଦାବିପତ୍ର୨୬ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଜନ ସଂଗ୍ରାମ ସମିତି ପକ୍ଷରୁ ଦାବିପତ୍ର

୨୬ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଜନ ସଂଗ୍ରାମ ସମିତି ପକ୍ଷରୁ ଦାବିପତ୍ର

ଭବାନୀପାଟଣା,୨୧।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସାଧାରଣ ଜନତାଙ୍କ ମୌଳିକ ଅଧିକାର ପାଇଁ ୨୬ ଦଫା ଦାବି ନେଇଁ ଗାନ୍ଧୀ ଜୟନ୍ତୀରୁ ଜନ ସଂଗ୍ରାମ ସମିତିର କର୍ମକର୍ତ୍ତା…

6 months ago
ଇଣ୍ଡିଆ ବୁକ ଅଫ ରେକର୍ଡସରେ ସ୍ଥାନିତ ହେଲା ବିକାଶ ଆବାସିକ ବିଦ୍ୟାଳୟ: ଜାଣନ୍ତୁ କାହିଁକିଇଣ୍ଡିଆ ବୁକ ଅଫ ରେକର୍ଡସରେ ସ୍ଥାନିତ ହେଲା ବିକାଶ ଆବାସିକ ବିଦ୍ୟାଳୟ: ଜାଣନ୍ତୁ କାହିଁକି

ଇଣ୍ଡିଆ ବୁକ ଅଫ ରେକର୍ଡସରେ ସ୍ଥାନିତ ହେଲା ବିକାଶ ଆବାସିକ ବିଦ୍ୟାଳୟ: ଜାଣନ୍ତୁ କାହିଁକି

ଭବାନୀପାଟଣା,୨୧।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିକାଶ ଆବାସିକ ବିଦ୍ୟାଳୟ ଏକ ନୂତନ କୀର୍ତ୍ତିମାନ ହାସଲ କରିବାରେ ସଫଳ ହୋଇଛି। ଚଳିତ ବର୍ଷ ଅଗଷ୍ଟ ୧…

6 months ago
ମା’ ସର୍ବମଙ୍ଗଳା ଘାଟି ମୁଣ୍ଡିଆଣିଙ୍କ ଦଶରା ମହୋତ୍ସବ ଆରମ୍ଭମା’ ସର୍ବମଙ୍ଗଳା ଘାଟି ମୁଣ୍ଡିଆଣିଙ୍କ ଦଶରା ମହୋତ୍ସବ ଆରମ୍ଭ

ମା’ ସର୍ବମଙ୍ଗଳା ଘାଟି ମୁଣ୍ଡିଆଣିଙ୍କ ଦଶରା ମହୋତ୍ସବ ଆରମ୍ଭ

କୋକସରା,୨୦।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଦେବାଦେବୀଙ୍କ ସ୍ଥାନ ସର୍ବାଗ୍ରେ ରହିଥିବା ବେଳେ ପ୍ରତି ବର୍ଷ ଦଶରା ଆସିଲେ ଗ୍ରାମରେ ଥିବା ଅଧିଷ୍ଠାତ୍ରୀ ଦେବୀଙ୍କୁ ପୂଜାର୍ଚ୍ଚନା…

6 months ago
ଅତିରିକ୍ତ ନିର୍ବାହୀ ଅଧିକାରୀରୁ ଓଏଏସ୍‌ରେ ବାଜି ମାରିଲେ ପ୍ରତୀକଅତିରିକ୍ତ ନିର୍ବାହୀ ଅଧିକାରୀରୁ ଓଏଏସ୍‌ରେ ବାଜି ମାରିଲେ ପ୍ରତୀକ

ଅତିରିକ୍ତ ନିର୍ବାହୀ ଅଧିକାରୀରୁ ଓଏଏସ୍‌ରେ ବାଜି ମାରିଲେ ପ୍ରତୀକ

ଭବାନୀପାଟଣା,୨୦।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ ଭବାନୀପାଟଣା ଇରିଗେସନ କଲୋନୀ ଲେନ୍‌ ନମ୍ବର-୬ରେ ରହୁଥିବା ପ୍ରତୀକ ରଥ ୩୭୮ ନମ୍ବର ସ୍ଥାନ ଅଧିକାର…

6 months ago
ଟିଟିଲାଗଡ଼ରୁ କେସିଙ୍ଗା-ଜୁନାଗଡ଼ ଦ୍ରୁତଗାମୀ ଟ୍ରେନ୍‌ ଚଳାଚଳ ନେଇ ପ୍ରସ୍ତାବଟିଟିଲାଗଡ଼ରୁ କେସିଙ୍ଗା-ଜୁନାଗଡ଼ ଦ୍ରୁତଗାମୀ ଟ୍ରେନ୍‌ ଚଳାଚଳ ନେଇ ପ୍ରସ୍ତାବ

ଟିଟିଲାଗଡ଼ରୁ କେସିଙ୍ଗା-ଜୁନାଗଡ଼ ଦ୍ରୁତଗାମୀ ଟ୍ରେନ୍‌ ଚଳାଚଳ ନେଇ ପ୍ରସ୍ତାବ

କେସିଙ୍ଗା,୨୦ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ରେଳଯାତ୍ରୀ ସଂଘର ପ୍ରଥମ ବୈଠକ ସଭାପତି ସୁଭାଷ ଜୈନଙ୍କ ଅଧ୍ୟକ୍ଷତାରେ ୟଙ୍ଗ୍‌ ବ୍ଲଡ୍‌ ପବ୍ଲିକ ସ୍କୁଲର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। କେସିଙ୍ଗାରୁ…

6 months ago
ସହକାରୀ ଜିଲା ଶ୍ରମ ଅଧିକାରୀରୁ ଓଏଏସ୍‌: ଏଥର ବି ଅମିତ ମାରିଲେ ବାଜିସହକାରୀ ଜିଲା ଶ୍ରମ ଅଧିକାରୀରୁ ଓଏଏସ୍‌: ଏଥର ବି ଅମିତ ମାରିଲେ ବାଜି

ସହକାରୀ ଜିଲା ଶ୍ରମ ଅଧିକାରୀରୁ ଓଏଏସ୍‌: ଏଥର ବି ଅମିତ ମାରିଲେ ବାଜି

ଭବାନୀପାଟଣା,୨୦।୧୦ (ଉତ୍ତମ କୁମାର ଦାଶ)- ଓଡିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ ପୁଣି ଥରେ କୃତ କାର୍ଯ୍ୟ ହୋଇଛନ୍ତି କଳାହାଣ୍ଡି ସହକାରୀ ଜିଲା ଶ୍ରମ ଅଧିକାରୀ ଅମିତ…

6 months ago
ଓଏଏସ୍‌ ପରୀକ୍ଷାରେ ଜୁନାଗଡ଼ ପୁଅଙ୍କ ସଫଳତାଓଏଏସ୍‌ ପରୀକ୍ଷାରେ ଜୁନାଗଡ଼ ପୁଅଙ୍କ ସଫଳତା

ଓଏଏସ୍‌ ପରୀକ୍ଷାରେ ଜୁନାଗଡ଼ ପୁଅଙ୍କ ସଫଳତା

ଭବାନୀପାଟଣା,୧୯।୧୦(ଉତ୍ତମ କୁମାର ଦାଶ): ଶନିବାର ପ୍ରକାଶ ପାଇଛି ୨୦୨୨ ଓଏଏସ୍‌ ରେଜଲ୍ଟ। ଓଏଏସ୍‌ ପରୀକ୍ଷାରେ ସଫଳ ହୋଇଛନ୍ତି କଳାହାଣ୍ଡି ଜିଲା ଜୁନାଗଡ଼ର ପୁଅ ଲଲାଟେନ୍ଦୁ ଦଣ୍ଡସେନା। ସେ…

6 months ago
ବ୍ରାଞ୍ଚ ପୋଷ୍ଟ ମାଷ୍ଟରରୁ ଓଏଏସ୍‌ ହେଲେ ସିଦ୍ଧାର୍ଥ ପଣ୍ଡାବ୍ରାଞ୍ଚ ପୋଷ୍ଟ ମାଷ୍ଟରରୁ ଓଏଏସ୍‌ ହେଲେ ସିଦ୍ଧାର୍ଥ ପଣ୍ଡା

ବ୍ରାଞ୍ଚ ପୋଷ୍ଟ ମାଷ୍ଟରରୁ ଓଏଏସ୍‌ ହେଲେ ସିଦ୍ଧାର୍ଥ ପଣ୍ଡା

ଭବାନୀପାଟଣା,୧୯ା୧୦(ଉତ୍ତମ କୁମାର ଦାଶ): ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଫଳାଫଳ ଶନିବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଧର୍ମଗଡ଼ ସହର ଜଗନ୍ନାଥପଡ଼ାର ସିଦ୍ଧାର୍ଥ ପଣ୍ଡା ୨୦୮…

6 months ago
ଆସନ୍ତା  ୨୩ରେ ପ୍ରଗତି ପଥ ମହୋତ୍ସବ: ଏହି ବ୍ୟକ୍ତି ବିଶେଷ ହେବେ ସମ୍ମାନିତଆସନ୍ତା  ୨୩ରେ ପ୍ରଗତି ପଥ ମହୋତ୍ସବ: ଏହି ବ୍ୟକ୍ତି ବିଶେଷ ହେବେ ସମ୍ମାନିତ

ଆସନ୍ତା  ୨୩ରେ ପ୍ରଗତି ପଥ ମହୋତ୍ସବ: ଏହି ବ୍ୟକ୍ତି ବିଶେଷ ହେବେ ସମ୍ମାନିତ

ଭବାନୀପାଟଣା,୧୯।୧୦ (ଉତ୍ତମ କୁମାର ଦାଶ)- ପ୍ରଗତି ଅନୁଷ୍ଠାନର ପ୍ରତିଷ୍ଠାତା ସ୍ବର୍ଗତ ବନମାଳୀ ପଣ୍ଡାଙ୍କ ସ୍ମୃତିରେ ଓ ଦ୍ଵିତୀୟ ପୂଣ୍ୟତିଥୀ ଅବସରରେ ଆସନ୍ତା ୨୩ ତାରିଖ ବୁଧବାର ଭବାନୀପାଟଣା…

6 months ago