Advertisement

କଳାହାଣ୍ଡି

OAS ପରୀକ୍ଷାରେ ବାଜି ମାରିଲେ କର୍ଲାମୁଣ୍ଡା ବିଇଓ, ଛୁଟୁଛି ଶୁଭେଚ୍ଛାର ସୁଅOAS ପରୀକ୍ଷାରେ ବାଜି ମାରିଲେ କର୍ଲାମୁଣ୍ଡା ବିଇଓ, ଛୁଟୁଛି ଶୁଭେଚ୍ଛାର ସୁଅ

OAS ପରୀକ୍ଷାରେ ବାଜି ମାରିଲେ କର୍ଲାମୁଣ୍ଡା ବିଇଓ, ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା,୧୯ା୧୦: କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ(ବିଇଓ) ସୁଶ୍ରୀ ବିଜୟଲକ୍ଷ୍ମୀ ନାଗ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ବିଭିନ୍ନ ମହଲରୁ…

6 months ago
ପୁଣି ବିଜେଡିକୁ ଝଟ୍‌କା: ଭାଜପାରେ ସାମିଲ ହେଲେ ବରିଷ୍ଠ ବିଜେଡି ନେତା ଡ. ଭବାନୀ ଶଙ୍କର ନିଆଲ, କହିଲେ…ପୁଣି ବିଜେଡିକୁ ଝଟ୍‌କା: ଭାଜପାରେ ସାମିଲ ହେଲେ ବରିଷ୍ଠ ବିଜେଡି ନେତା ଡ. ଭବାନୀ ଶଙ୍କର ନିଆଲ, କହିଲେ…

ପୁଣି ବିଜେଡିକୁ ଝଟ୍‌କା: ଭାଜପାରେ ସାମିଲ ହେଲେ ବରିଷ୍ଠ ବିଜେଡି ନେତା ଡ. ଭବାନୀ ଶଙ୍କର ନିଆଲ, କହିଲେ…

ଭବାନୀପାଟଣା,୧୯।୧୦( ଉତ୍ତମ କୁମାର ଦାଶ):  ପୁଣି ବିଜେଡିକୁ ଝଟ୍‌କା କଳାହାଣ୍ଡିର ବରିଷ୍ଠ ବିଜେଡି ନେତା ଡ. ଭବାନୀ ଶଙ୍କର ନିଆଲ ଶନିବାର ଭାଜପାରେ ଯୋଗଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

6 months ago
ଭଡାଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ: ଜଣେ ଅଟକ, ରହସ୍ୟ ଘେରରେ….ଭଡାଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ: ଜଣେ ଅଟକ, ରହସ୍ୟ ଘେରରେ….

ଭଡାଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ: ଜଣେ ଅଟକ, ରହସ୍ୟ ଘେରରେ….

ଭବାନୀପାଟଣା,୧୮।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବାହାଦୁର ବଗିଚା ପଡାର ଏକ ଭଡ଼ା ଘରୁ ଶୁକ୍ରବାର ସକାଳରେ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ…

6 months ago
ଛୁଟି ପରେ ଖୋଲିଲା ସ୍କୁଲ: ହେଲେ ୫ଦିନ ହେଲା ଜାରିରହିଛି ଧାରଣା, ରାସ୍ତାରେ ବସିଲେ ଛାତ୍ରୀଛାତ୍ରଛୁଟି ପରେ ଖୋଲିଲା ସ୍କୁଲ: ହେଲେ ୫ଦିନ ହେଲା ଜାରିରହିଛି ଧାରଣା, ରାସ୍ତାରେ ବସିଲେ ଛାତ୍ରୀଛାତ୍ର

ଛୁଟି ପରେ ଖୋଲିଲା ସ୍କୁଲ: ହେଲେ ୫ଦିନ ହେଲା ଜାରିରହିଛି ଧାରଣା, ରାସ୍ତାରେ ବସିଲେ ଛାତ୍ରୀଛାତ୍ର

କେସିଙ୍ଗା,୧୮ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସିସ୍ଥିତ ଜବାହର ଉଚ୍ଚ ବିଦ୍ୟାପୀଠ ବାଲସି(କ)ର ପୂର୍ବତନ ପ୍ରଧାନଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଯୋଗଦାନ କରାଇଦେବୁ ନାହିଁ…

6 months ago
ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କରହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର…

6 months ago
କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକକନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’ ହେବା…

6 months ago
ଜେଲ୍‌ ଯିବୁ ପଛେ ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ବିଦ୍ୟାଳୟରେ ପୂରାଇ ଦେବୁନି, ୪ ଦିନ ହେଲା ଚାଲିଛି ଧାରଣାଜେଲ୍‌ ଯିବୁ ପଛେ ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ବିଦ୍ୟାଳୟରେ ପୂରାଇ ଦେବୁନି, ୪ ଦିନ ହେଲା ଚାଲିଛି ଧାରଣା

ଜେଲ୍‌ ଯିବୁ ପଛେ ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ବିଦ୍ୟାଳୟରେ ପୂରାଇ ଦେବୁନି, ୪ ଦିନ ହେଲା ଚାଲିଛି ଧାରଣା

କେସିଙ୍ଗା,୧୭ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସିସ୍ଥିତ ଜବାହର ଉଚ୍ଚ ବିଦ୍ୟାପୀଠ ବାଲସି (କ)ର ପୂର୍ବତନ ପ୍ରଧାନଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଜିଦ୍‌ ଧରି…

6 months ago
ନଦୀରେ ଗାଧୋଉଥିଲେ ଦୁଇ ଯୁବତୀ : ମାଡ଼ି ଆସିଲା ପାଣିନଦୀରେ ଗାଧୋଉଥିଲେ ଦୁଇ ଯୁବତୀ : ମାଡ଼ି ଆସିଲା ପାଣି

ନଦୀରେ ଗାଧୋଉଥିଲେ ଦୁଇ ଯୁବତୀ : ମାଡ଼ି ଆସିଲା ପାଣି

ଭବାନୀପାଟଣା/ନର୍ଲା,୧୫।୧୦ (ଉତ୍ତମ କୁମାର ଦାଶ/ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧୀନ ବିଲାଟ ଗ୍ରାମରୁ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ନିକଟିସ୍ଥ ସାନ୍ଦୁଲ…

6 months ago
ବ୍ୟବସାୟଙ୍କଠାରୁ ଟଙ୍କା ଲୁଟିନେଲେ ୪ ୱେବ ଖବରଦାତା: ଧରିଲା ପୋଲିସବ୍ୟବସାୟଙ୍କଠାରୁ ଟଙ୍କା ଲୁଟିନେଲେ ୪ ୱେବ ଖବରଦାତା: ଧରିଲା ପୋଲିସ

ବ୍ୟବସାୟଙ୍କଠାରୁ ଟଙ୍କା ଲୁଟିନେଲେ ୪ ୱେବ ଖବରଦାତା: ଧରିଲା ପୋଲିସ

ଭବାନୀପାଟଣା,୧୫।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ପୋଲିସ ଜଣେ ବ୍ୟବସାୟୀଙ୍କଠାରୁ ଟଙ୍କା ଲୁଟ୍‌ ଘଟଣାରେ ୫ଜଣଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ…

6 months ago
ଏକ ମୋବାଇଲ ଚୋରି ଖୋଲିଦେଲା ସବୁ ଗୁମର: ଧରାପଡ଼ିଲେ ପୁଣା ଗ୍ୟାଙ୍ଗ, ୩ କୋର୍ଟ ଚାଲାଣଏକ ମୋବାଇଲ ଚୋରି ଖୋଲିଦେଲା ସବୁ ଗୁମର: ଧରାପଡ଼ିଲେ ପୁଣା ଗ୍ୟାଙ୍ଗ, ୩ କୋର୍ଟ ଚାଲାଣ

ଏକ ମୋବାଇଲ ଚୋରି ଖୋଲିଦେଲା ସବୁ ଗୁମର: ଧରାପଡ଼ିଲେ ପୁଣା ଗ୍ୟାଙ୍ଗ, ୩ କୋର୍ଟ ଚାଲାଣ

ଭବାନୀପାଟଣା,୧୪।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଏକ ମୋବାଇଲ ଚୋର ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି। ଏହି ଗ୍ୟାଙ୍ଗରେ ଥିବା ୩…

7 months ago