କଳାହାଣ୍ଡି

ନାରୀ ସୁରକ୍ଷାକୁ ନେଇ କଂଗ୍ରେସର ମଶାଲ ଶୋଭାଯାତ୍ରା

କେସିଙ୍ଗା,୧୭।୪,(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ନାରୀ ସୁରକ୍ଷାକୁ ନେଇ କଂଗ୍ରେସ ପକ୍ଷରୁ ଏକ ମଶାଲ ଶୋଭାଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଥିଲା। ଓଡ଼ିଶାରେ ଭାରତୀୟ ଜନତା…

9 months ago

ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ପେଟପୁରା ଖାଦ୍ୟ ନ ଦେଇ ଚାଉଳ ବଳକାଇ ଆତ୍ମସାତ କରୁଛି ସୟଂସେବା ଗ୍ରୁପ

କେସିଙ୍ଗା,୧୬.୪(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଅଧମୁଣ୍ଡା ଗ୍ରାମ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ, ଅନୁସୂଚିତ ଜନଜାତି,ଅନୁସୂଚିତ ଜାତି ଉନ୍ନୟନ ବିଭାଗର ବାଳକ ବାଳିକା…

9 months ago

ପାନୀୟ ଜଳ ସମସ୍ୟାକୁ ନେଇ ବିଡ଼ିଓଙ୍କୁ ଲିଖିତ ଅଭିଯୋଗ କଲେ ପୋଖରା ଗ୍ରାମବାସୀ, ସୋଲାର ପମ୍ପ ଟ୍ୟାଙ୍କ ଦାରା ପାନୀୟ ଜଳ ଯୋଗାଣ ପାଇଁ ଦାବି

ଥୁଆମୂଳ ରାମପୁର,୧୬।୪-(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ପଞ୍ଚାୟତ ସ୍ଥିତ ପୋଖରା ଗ୍ରାମରେ ପାନୀୟ ଜଳ ସମସ୍ୟାକୁ ନେଇ ବିଡ଼ିଓଙ୍କୁ ଲିଖିତ ଅଭିଯୋଗ…

9 months ago

ଖଲିଆପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ, ଉତ୍ତମ ମଣିଷ ହେବାକୁ ପରାମର୍ଶ

କର୍ଲାମୁଣ୍ଡା:୧୬।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋର ପଦର ପଞ୍ଚାୟତ ଖଲିଆପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ମୁଖ୍ୟ…

9 months ago

ଡାକ୍ତରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଲକ୍ଷାଧିକ ଟଙ୍କା ଜବତ

ଭବାନୀପାଟଣା,୧୬।୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ସ୍ତ୍ରୀ ଓ ପ୍ରସୂତି(ଗାଇନିକ) ବିଭାଗର ଡାକ୍ତର ତପନ କୁମାର ତ୍ରିପାଠୀଙ୍କ ଘରେ ବୁଧବାର ସକାଳୁ…

9 months ago

ଗୋଆରେ ଓଡ଼ିଆ ଯୁବକଙ୍କୁ ହତ୍ୟା

ରାଇଆ(ଗୋଆ)/ ଜୁନାଗଡ଼(ଉତ୍ତମ ଦାସ),୧୬।୪: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଗୌଡ଼ଛେଣ୍ଡିଆ ଗ୍ରାମର ଖଗେଶ୍ୱର ଶବର(୩୮) ଦିନ ମଜୁରିଆ କାମ କରିବାକୁ ଗୋଆ ଯାଇଥିଲେ। ସେଠାରେ ଏକ କମ୍ପାନୀରେ…

9 months ago

ମାରୱାଡୀ ଯୁବ ମଞ୍ଚର କର୍ମକର୍ତ୍ତା ଚୟନ

କେସିଙ୍ଗା,୧୫.୪(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ଅଗ୍ରଣୀ ଅନୁଷ୍ଠାନ ମାରୱାଡ଼ୀ ଯୁବାମଞ୍ଚର କର୍ମକର୍ତ୍ତା ଗୌରୀ ଶଙ୍କର ମନ୍ଦିର ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇ ଯାଇଛି।…

9 months ago

ଭାରସାମ୍ୟ ହରାଇ ଓଲଟି ପଡ଼ିଲା ପିକ୍‌ଅପ୍‌ ଭ୍ୟାନ୍‌, ଚାପି ହୋଇ ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଥୁଆମୂଳ ରାମପୁର,୧୫।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ଭବାନୀପାଟଣା- ଥୁଆମୂଳ ରାମପୁର ମୁଖ୍ୟ ରାସ୍ତା ଉପରେ ଏକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ (ଓଡି୦୮ଏସ୍‌୭୪୩୦)…

9 months ago

ମଦ ଚୋରାଚାଲାଣ ବେଳେ ଧରିଲେ ଗ୍ରାମବାସୀ

ବେହେରା,୧୫ା୪ (ଭୂପେଶ ତିୱାରୀ): କଳାହାଣ୍ଡି ଜିଲା ଧର୍ମଗଡ ବ୍ଲକ ବେହେରାଠାରେ ଥିବା ବିଦେଶୀ ମଦ ଦୋକାନର ଦୁଇଜଣ କର୍ମଚାରୀ ବିଦେଶୀ ମଦ ଚୋରା ଚାଲାଣ କରୁଥିବା ବେଳେ…

9 months ago

ଆମ୍ବେଡକରଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ଜରୁରୀ

ଥୁଆମୂଳ ରାମପୁର,୧୫।୪-(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଥୁଆମୂଳ ରାମପୁର ସଦର ମହକୁମା ଠାରେ ଦଳିତ ସଚେତନ ସଂଗଠନ ଥୁଆ ମୂଳ ରାମପୁର ଆନୁକୂଲ୍ୟରେ ସମ୍ବିଧାନ ପ୍ରଣେତା ବିଶ୍ବରତ୍ନ ଡଃ…

9 months ago