Advertisement

କଳାହାଣ୍ଡି

ଥୁଆମୂଳ ରାମପୁର ଥାନା ଘେରାଉ କରି ପୋଲିସ ଉପରେ ପଥର ମାଡ଼ ଘଟଣା: ୧୨ ଜଣଙ୍କୁ ବାନ୍ଧିଲାଣି ପୋଲିସଥୁଆମୂଳ ରାମପୁର ଥାନା ଘେରାଉ କରି ପୋଲିସ ଉପରେ ପଥର ମାଡ଼ ଘଟଣା: ୧୨ ଜଣଙ୍କୁ ବାନ୍ଧିଲାଣି ପୋଲିସ

ଥୁଆମୂଳ ରାମପୁର ଥାନା ଘେରାଉ କରି ପୋଲିସ ଉପରେ ପଥର ମାଡ଼ ଘଟଣା: ୧୨ ଜଣଙ୍କୁ ବାନ୍ଧିଲାଣି ପୋଲିସ

ଥୁଆମୂଳ ରାମପୁର,୮।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକ ଅଧିନରେ ଥିବା ଡୁମେରପଦର ଗ୍ରାମର ଲୋକମାନେ ଗତ ୪ତାରିଖରେ ମୋଟରସାଇକେଲ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଯୁବକଙ୍କ…

3 weeks ago
ବିଚିତ୍ର ସ୍ବାସ୍ଥ୍ୟାବସ୍ଥା: ପୁଣି ଝୁଲାରେ ବୁହାହେଲେ ରୋଗୀବିଚିତ୍ର ସ୍ବାସ୍ଥ୍ୟାବସ୍ଥା: ପୁଣି ଝୁଲାରେ ବୁହାହେଲେ ରୋଗୀ

ବିଚିତ୍ର ସ୍ବାସ୍ଥ୍ୟାବସ୍ଥା: ପୁଣି ଝୁଲାରେ ବୁହାହେଲେ ରୋଗୀ

ଥୁଆମୁଳ ରାମପୁର,୭।୪(ଦୁର୍ଗା କୀର୍ତ୍ତି): ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ରୋଗୀ ହେଉ ଅବା ଗର୍ଭବତୀ କେବେ ଖଟିଆରେ ବୁହାହେଉଛନ୍ତି ତ ଆଉ କେବେ ଝୁଲାରେ…

3 weeks ago
ଜନତା ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ସ୍ବାସ୍ଥ୍ୟ ଦିବସ ପାଳିତଜନତା ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ସ୍ବାସ୍ଥ୍ୟ ଦିବସ ପାଳିତ

ଜନତା ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ସ୍ବାସ୍ଥ୍ୟ ଦିବସ ପାଳିତ

କେସିଙ୍ଗା,୭।୪(ତୁମେଶର ସାହୁ) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କଶ୍ରୁପଡାସ୍ଥିତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟର ରେଡ଼କ୍ରସ ଶାଖା ତରଫରୁ ବିଶ୍ୱ ସ୍ବାସ୍ଥ୍ୟ ଦିବସ ସୋମବାର ପାଳିତ…

3 weeks ago
ସିଙ୍ଗାରି ଘାଟିରେ ଓଲଟିଲା ଟ୍ରାକ୍ଟରସିଙ୍ଗାରି ଘାଟିରେ ଓଲଟିଲା ଟ୍ରାକ୍ଟର

ସିଙ୍ଗାରି ଘାଟିରେ ଓଲଟିଲା ଟ୍ରାକ୍ଟର

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର-କଳମପୁର ମୁଖ୍ୟ ରାସ୍ତା ସିଙ୍ଗାରି ଘାଟିରେ ରବିବାର ଏକ ଟ୍ରାକ୍ଟର ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲେ ଟ୍ରାକ୍ଟର ତଳେ…

3 weeks ago
କେସିଙ୍ଗା ଏନ୍‌ଏସିରେ ସଫେଇ କଲେ ଅଧ୍ୟକ୍ଷକେସିଙ୍ଗା ଏନ୍‌ଏସିରେ ସଫେଇ କଲେ ଅଧ୍ୟକ୍ଷ

କେସିଙ୍ଗା ଏନ୍‌ଏସିରେ ସଫେଇ କଲେ ଅଧ୍ୟକ୍ଷ

କେସିଙ୍ଗା,୬ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ଅଧ୍ୟକ୍ଷ ନୃପରାଜ ଯାଦବ ଓଡ଼ିଆ ପକ୍ଷ ପାଳନ ଉପଲକ୍ଷେ ସହରର ବିଭିନ୍ନ ସ୍ଥାନରେ ସଫେଇ କରିଥିଲେ। ପ୍ରଥମେ ଜଗନ୍ନାଥ…

3 weeks ago
ଇଡି ପରେ ଭିଜିଲାନ୍ସର ତଦନ୍ତ ଆରମ୍ଭଇଡି ପରେ ଭିଜିଲାନ୍ସର ତଦନ୍ତ ଆରମ୍ଭ

ଇଡି ପରେ ଭିଜିଲାନ୍ସର ତଦନ୍ତ ଆରମ୍ଭ

ଭବାନୀପାଟଣା,୬୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଜୟପାଟଣା ରେଞ୍ଜର ଚମ୍ପାଚୁଆଁ ବିଟ୍‌ରେ ବନୀକରଣରେ ବ୍ୟାପକ ହେରଫେର ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଇଡି…

3 weeks ago
ମହଙ୍ଗା ପଡ଼ିଲା ପୋଲିସକୁ ପଥର ମାଡ଼ମହଙ୍ଗା ପଡ଼ିଲା ପୋଲିସକୁ ପଥର ମାଡ଼

ମହଙ୍ଗା ପଡ଼ିଲା ପୋଲିସକୁ ପଥର ମାଡ଼

ଥୁଆମୂଳ ରାମପୁର,୫ା୪(ଦୁର୍ଗା କୀର୍ତ୍ତି): ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ କ୍ଷତିପୂରଣ ଦାବିରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ସମ୍ମୁଖରେ ଶୁକ୍ରବାର ମଧ୍ୟାହ୍ନରୁ ରାତି…

3 weeks ago
ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କଲେ ବିଧାୟକଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କଲେ ବିଧାୟକ

ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କଲେ ବିଧାୟକ

ଥୁଆମୂଳ ରାମପୁର,୫ା୪ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସଭାଗୃହଠାରେ ଶୁକ୍ରବାର ଲାଞ୍ଜିଗଡ ନିର୍ବାଚନ ମଣ୍ତଳୀ ବିଧାୟକ ପ୍ରଦୀପ କୁମାର ଦିଶାରୀଙ୍କ ତତ୍ତ୍ୱାବଧାନରେ…

3 weeks ago
କ୍ଷତିପୂରଣ ଦାବିରେ ୮ ଘଣ୍ଟା ଧରି ରାସ୍ତାରେ ବସିଛନ୍ତି ପରିବାର, ଥାନା ଘେରାଉ ପରେ ପୋଲିସକୁ ପଥର ମାଡ଼କ୍ଷତିପୂରଣ ଦାବିରେ ୮ ଘଣ୍ଟା ଧରି ରାସ୍ତାରେ ବସିଛନ୍ତି ପରିବାର, ଥାନା ଘେରାଉ ପରେ ପୋଲିସକୁ ପଥର ମାଡ଼

କ୍ଷତିପୂରଣ ଦାବିରେ ୮ ଘଣ୍ଟା ଧରି ରାସ୍ତାରେ ବସିଛନ୍ତି ପରିବାର, ଥାନା ଘେରାଉ ପରେ ପୋଲିସକୁ ପଥର ମାଡ଼

ଥୁଆମୁଳ ରାମପୁର,୪।୪(ଦୁର୍ଗା କୀର୍ତ୍ତି): ଦୁର୍ଘଟଣାରେ ମୃତ୍ୟୁ ଘଟିବା ପରେ କ୍ଷତିପୂରଣ ଦାବିରେ ଥୁଆମୂଳ ରାମପୁର ଥାନା ଘେରିବା ସହ ରାସ୍ତା ଅବରୋଧ କରିଛନ୍ତି ପରିବାରଲୋକେ। ଶୁକ୍ରବାର ଅପରାହ୍ନ…

3 weeks ago
ଶ୍ରୀରାମ ନବମୀ ମହୋତ୍ସବ ନେଇ ତୁଟିଲାନି ବିବାଦ, ହାତ ଟେକିଦେଲେ …ଶ୍ରୀରାମ ନବମୀ ମହୋତ୍ସବ ନେଇ ତୁଟିଲାନି ବିବାଦ, ହାତ ଟେକିଦେଲେ …

ଶ୍ରୀରାମ ନବମୀ ମହୋତ୍ସବ ନେଇ ତୁଟିଲାନି ବିବାଦ, ହାତ ଟେକିଦେଲେ …

କୋକସରା,୪ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାର ଅନ୍ୟତମ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଗୁଡହାଣ୍ଡି ଡୋକରିଚଞ୍ଚରାଠାରେ ଥିବା ମଧୁ ମାଧବ ତୀର୍ଥକ୍ଷେତ୍ରରେ ୧୯୭୨ ମସିହାରୁ ଗୁଡହାଣ୍ଡି ଡୋକରୀଚଞ୍ଚରା…

3 weeks ago