Advertisement

କଳାହାଣ୍ଡି

ବିଧାନସଭାରେ ଲୋକଙ୍କ ସମସ୍ୟା ନେଇ ପ୍ରଶ୍ନ ଉଠାଇବି, ପ୍ରତିଶ୍ରୁତି ଦେଲେ ବିଧାୟକବିଧାନସଭାରେ ଲୋକଙ୍କ ସମସ୍ୟା ନେଇ ପ୍ରଶ୍ନ ଉଠାଇବି, ପ୍ରତିଶ୍ରୁତି ଦେଲେ ବିଧାୟକ

ବିଧାନସଭାରେ ଲୋକଙ୍କ ସମସ୍ୟା ନେଇ ପ୍ରଶ୍ନ ଉଠାଇବି, ପ୍ରତିଶ୍ରୁତି ଦେଲେ ବିଧାୟକ

କେସିଙ୍ଗା,୧୧ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଚାଞ୍ଚେର ପଞ୍ଚାୟତର ଅମଠା ଗ୍ରାମକୁ ଭବାନୀପାଟଣା ବିଧାୟକ ସାଗର ଚରଣ ଦାଶ ଗୁରୁବାର ପରିଦର୍ଶନ କରିଛନ୍ତି। ଗତ ଜୁନ୍‌ରେ…

9 months ago
ଅଙ୍ଗନଓ୍ବାଡି ଘର ଭାଙ୍ଗିଦେଲେ ହାତୀପଲଅଙ୍ଗନଓ୍ବାଡି ଘର ଭାଙ୍ଗିଦେଲେ ହାତୀପଲ

ଅଙ୍ଗନଓ୍ବାଡି ଘର ଭାଙ୍ଗିଦେଲେ ହାତୀପଲ

ଲାଞ୍ଜିଗଡ଼,୮ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ବନାଞ୍ଚଳ ଅଧୀନ ଲାଞ୍ଜିଗଡ଼ ସେକ୍ସନର ଗୌଡ଼ଥୁଆଗୁଡା ଗାଁରେ ହାତୀପଲ ଉପଦ୍ରବ କରିଛନ୍ତି। ରବିବାର ରାତିରେ ୧୦…

9 months ago
ରଥରେ ତିନିଠାକୁରଙ୍କ ଦର୍ଶନ କଲେ ଶ୍ରଦ୍ଧାଳୁରଥରେ ତିନିଠାକୁରଙ୍କ ଦର୍ଶନ କଲେ ଶ୍ରଦ୍ଧାଳୁ

ରଥରେ ତିନିଠାକୁରଙ୍କ ଦର୍ଶନ କଲେ ଶ୍ରଦ୍ଧାଳୁ

କର୍ଲାମୁଣ୍ଡା:୭।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। କର୍ଲାମୁଣ୍ଡା(ବସ୍ତି)ଠାରେ ହଜାର ହଜାର ଭକ୍ତଙ୍କ ସମାଗମରେ ମହାପ୍ରଭୁ…

9 months ago
ବିଷ ପିଇଦେଲେ ଶାଳୀ, ଭିଣୋଇବିଷ ପିଇଦେଲେ ଶାଳୀ, ଭିଣୋଇ

ବିଷ ପିଇଦେଲେ ଶାଳୀ, ଭିଣୋଇ

ବେହେରା, ୪ା୭(ଭୂପେଶ ତିୱାରୀ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ କୋକସରା ଥାନା ପଲସପାଣି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। କୌଣସି କାରଣକୁ ନେଇ ଶାଳୀ…

10 months ago
ଶୌଚ ପାଇଁ ଯାଇଥିଲେ: ଭାଲୁ ହାବୁଡ଼ରେ ପଡ଼ି ଅବସ୍ଥା ସଙ୍କଟାପନ୍ନଶୌଚ ପାଇଁ ଯାଇଥିଲେ: ଭାଲୁ ହାବୁଡ଼ରେ ପଡ଼ି ଅବସ୍ଥା ସଙ୍କଟାପନ୍ନ

ଶୌଚ ପାଇଁ ଯାଇଥିଲେ: ଭାଲୁ ହାବୁଡ଼ରେ ପଡ଼ି ଅବସ୍ଥା ସଙ୍କଟାପନ୍ନ

କୋକସରା,୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଉଛୁଳା ପଞ୍ଚାୟତ ନୂଆଗୁଡା ଗ୍ରାମରେ ଗୁରୁବାର ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ ଗ୍ରାମର…

10 months ago
ପାନୀୟଜଳ ସମସ୍ୟା ଦୂରହେବା ଆଶା ଉଜ୍ଜୀବିତପାନୀୟଜଳ ସମସ୍ୟା ଦୂରହେବା ଆଶା ଉଜ୍ଜୀବିତ

ପାନୀୟଜଳ ସମସ୍ୟା ଦୂରହେବା ଆଶା ଉଜ୍ଜୀବିତ

କେସିଙ୍ଗା,୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍‌ର ପରଲସିଙ୍ଗା ଗ୍ରାମ ପଞ୍ଚାୟତବାସୀ ପାନୀୟଜଳ ପାଇଁ ଘୋର ଅସୁବିଧାର ସମ୍ମୁଖୀନ ହେଉଥିଲେ। ବାରମ୍ବାର ଆପତ୍ତି ଅଭିଯୋଗ ପରେ ସରକାରଙ୍କ…

10 months ago
ଦୁବାଇରେ କଳାହାଣ୍ଡି ଭେଣ୍ଡି, ପୋଟଳର ଚାହିଦାଦୁବାଇରେ କଳାହାଣ୍ଡି ଭେଣ୍ଡି, ପୋଟଳର ଚାହିଦା

ଦୁବାଇରେ କଳାହାଣ୍ଡି ଭେଣ୍ଡି, ପୋଟଳର ଚାହିଦା

ଭବାନୀପାଟଣା,୨ା୭ (ଉତ୍ତମ କୁମାର ଦାଶ): କଳାହାଣ୍ଡିର ଆମ୍ବ ପରେ ଭେଣ୍ଡି, ପୋଟଳର ଚାହିଦା ବିଦେଶରେ ରହିଥିବା ଦେଖିବାକୁ ମିଳିଛି। କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ ସାଡିଙ୍ଗତରା ଗ୍ରାମରୁ…

10 months ago
ଗୋଟିଏ ଦିନରେ ଅବସର ନେଲେ ୪ ମୁଖ୍ୟ ଅଧିକାରୀଗୋଟିଏ ଦିନରେ ଅବସର ନେଲେ ୪ ମୁଖ୍ୟ ଅଧିକାରୀ

ଗୋଟିଏ ଦିନରେ ଅବସର ନେଲେ ୪ ମୁଖ୍ୟ ଅଧିକାରୀ

ଏମ.ରାମପୁର,୩୦।୬(ଶଶୀଭୂଷଣ ପ୍ରହରାଜ): ଗୋଟିଏ ଦିନରେ ରବିବାର ଏକା ଥରକେ ୪ଜଣ ମୁଖ୍ୟ ଅଧିକାରୀ, ଅଧିକାରିଣୀ ଅବସର ନେଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା ଏମ.ରାମପୁର ଗୋଷ୍ଠୀ…

10 months ago
ଗୁଳି ମାଡ଼ରେ ମା’ ମୃତ, ଝିଅ ଗୁରୁତରଗୁଳି ମାଡ଼ରେ ମା’ ମୃତ, ଝିଅ ଗୁରୁତର

ଗୁଳି ମାଡ଼ରେ ମା’ ମୃତ, ଝିଅ ଗୁରୁତର

ଭବାନୀପାଟଣା,ଥୁଆମୂଳ ରାମପୁର ୩୦।୬ (ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ରଣପୁର ଗ୍ରାମରେ ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ଦୁର୍ବୁତ୍ତଙ୍କ ଗୁଳି…

10 months ago
ମାମଲା ରଫାଦଫା ପାଇଁ ନେଇଥିଲେ ଲାଞ୍ଚ: ଏଏସ୍‌ଆଇଙ୍କୁ ଜେଲ ଦଣ୍ଡମାମଲା ରଫାଦଫା ପାଇଁ ନେଇଥିଲେ ଲାଞ୍ଚ: ଏଏସ୍‌ଆଇଙ୍କୁ ଜେଲ ଦଣ୍ଡ

ମାମଲା ରଫାଦଫା ପାଇଁ ନେଇଥିଲେ ଲାଞ୍ଚ: ଏଏସ୍‌ଆଇଙ୍କୁ ଜେଲ ଦଣ୍ଡ

ଭବାନୀପାଟଣା,୨୭ା୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା କେଗାଁ ଥାନାରେ ୨୦୧୭ରେ ଏକ ମାମଲାକୁ ରଫାଦଫା କରିବା ପାଇଁ ଲାଞ୍ଚ ମାମଲାର ଚୂଡାନ୍ତ ରାୟ ଗୁରୁବାର ଭବାନୀପାଟଣା ସ୍ବତନ୍ତ୍ର…

10 months ago