କଳାହାଣ୍ଡି

ଆଶାର ଆଲୋକରେ କୁମ୍ଭକାର

କୋକସରା,୨୪।୧୦(ଡି.ଏନ୍‌.ଏ.): ଆଜି ଆଲୋକର ପର୍ବ ଦୀପାବଳି। ଏନେଇ ଗାଁଠୁ ସହର ଉତ୍ସବମୁଖର। ହେଲେ କିଛି ରୋଜଗାର ଆଶାରେ ସାପ୍ତାହିକ ହାଟ ବଜାର ସାଙ୍ଗକୁ ଘରକୁ ଘର ବୁଲି ମାଟି ଦୀପ ବିକ୍ରି କରୁଛନ୍ତି କଳାହାଣ୍ଡି ଜିଲା କୋକସରା ବ୍ଲକରେ ରହୁଥିବା...

ପୂର୍ବତନ କୋକସରା ଯୋଗାଣ ନିରୀକ୍ଷକଙ୍କୁ ୫ ବର୍ଷ ଜେଲ ଦଣ୍ଡା ଦେଶ

ଭବାନୀପାଟଣା,୨୩।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା କୋକସରା ବ୍ଲକର ପୂର୍ବତନ ଯୋଗାଣ ନିରୀକ୍ଷକ ମନୋଜ କୁମାର ପ୍ରଧାନଙ୍କୁ ଭବାନୀପାଟଣା ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦ୍ବାରା ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତାଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରାଯିବା ସହ ୧୪ ଲକ୍ଷ...

ଭବାନୀପାଟଣା ଜଳେଶ୍ୱର ମନ୍ଦିରରୁ ଚୋରି

ଭବାନୀପାଟଣା,୨୨।୧୦(ସ୍ବ.ପ୍ର.): ଶେଷରେ ଭଗବାନ୍‌ଙ୍କୁ ଛାଡିଲେନି ଦୁର୍ବୃତ୍ତ। ତାଲା ଭାଙ୍ଗି ମନ୍ଦିରରେ ପଶି ଠାକୁରଙ୍କ ବିଭିନ୍ନ ସାମଗ୍ରୀ ଚୋରି କରିଛନ୍ତି। ଏଭଳି ଏକ ଅଭବାନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଭବାନୀପାଟଣା ସହରର ପ୍ରସିଦ୍ଧ ଜଳେଶ୍ୱର ମନ୍ଦିରରେ। ଶୁକ୍ରବାର ବିଳମ୍ବିତ...

ସୁନା ଦୋକାନରେ ଜିଏସଟି ବିଭାଗର ଚଢ଼ାଉ

ଭବାନୀପାଟଣା,୨୧।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜିଏସଟି ବିଭାଗ ପକ୍ଷରୁ ଶୁକ୍ରବାର ଭବାନୀପାଟଣା ସହରର ଗାନ୍ଧୀ ଛକରେ ଥିବା ଲକ୍ଷ୍ମୀପ୍ରିୟା ସୁନା ଦୋକାନରେ ଚଢ଼ାଉ କରାଯାଇଛି। ରାଜ୍ୟ ଜିଏସଟି ବିଭାଗ କମିଶନରଙ୍କ ନିର୍ଦ୍ଦେଶକ୍ରମେ ଜିଲା ଜିଏସଟି ବିଭାଗର ଦୁଇଟି ଟିମ ଏହି ଚଢ଼ାଉରେ...

ନିର୍ବାଚନରେ ମିଥ୍ୟା ସତ୍ୟ ପାଠ ଦେବା ପଡ଼ିଲା ମହଙ୍ଗା: ୱାର୍ଡ ସଭ୍ୟାଙ୍କୁ ଅଯୋଗ୍ୟ ଘୋଷଣା କଲେ ଜିଲାପାଳ

ଭବାନୀପାଟଣା,୨୧।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ମାଲଗାଁ ପଞ୍ଚାୟତ ୱାର୍ଡ ନଂ-୧୩ର ୱାର୍ଡସଭ୍ୟା ମମତା ମହାନ୍ତି ମିଥ୍ୟା ସତ୍ୟପାଠ ଦେବା ମହଙ୍ଗା ପଡିଛି। ଏହି ଅଭିଯୋଗରେ ଜିଲାପାଳ ପି.ଅନ୍ବେଷା ରେଡ୍ଡୀ ଅଯୋଗ୍ୟ ଘୋଷଣା କରିବା ଘଟଣା ଚର୍ଚ୍ଚାର ବିଷୟ...

ଟଙ୍କା ହଡ଼ପ କରି ଆକାଉଣ୍ଟାଣ୍ଟ ଫେରାର ଘଟଣା: ବ୍ୟାଙ୍କ ମ୍ୟାନେଜର, ରାଜସ୍ବ ନିରୀକ୍ଷକଙ୍କୁ ଜେରା

ଭବାନୀପାଟଣା,୨୧।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବିଇଓ କାର୍ଯ୍ୟାଳୟର ଆକାଉଣ୍ଟାଣ୍ଟ ଶୁଚିସ୍ମିତା ସୁଆର ଟଙ୍କା ହଡ଼ପ ଘଟଣାରେ ଭିଜିଲାନ୍ସ ପକ୍ଷରୁ ଆକ୍ସିସ ବ୍ୟାଙ୍କ ମ୍ୟାନେଜର ଓ ଭବାନୀପାଟଣା ନଜୁଲ ରାଜସ୍ବ ନିରୀକ୍ଷକଙ୍କୁ ଜେରା କରାଯାଇଛି। ଅନ୍ୟପକ୍ଷରେ ଶୁଚିସ୍ମିତା ନିଜ ମା’ଙ୍କ...

ପଞ୍ଚାୟତ ସମିତି ବୈଠକରେ ହଟ୍ଟଗୋଳ: ବୈଠକ ବର୍ଜନ କରି ଧାରଣାରେ ବସିଲେ ସରପଞ୍ଚ

କେସିଙ୍ଗା,୨୧।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଚତୁର୍ଥ ପଞ୍ଚାୟତ ସମିତି ବୈଠକରେ ପ୍ରବଳ ହଟ୍ଟଗୋଳ ହୋଇଥିଲା। ବୈଠକରେ କେସିଙ୍ଗା ବ୍ଲକର ୨୬ ସରପଞ୍ଚଙ୍କ ମଧ୍ୟରୁ ୨୨ ସରପଞ୍ଚ ବିଡିଓଙ୍କ ମନମୁଖି କାର୍ଯ୍ୟକୁ ବିରୋଧ କରି ବୈଠକ ବର୍ଜନ କରି ବ୍ଲକ...

୩୯ ଲକ୍ଷ ହଡ଼ପ ମାମଲାରେ ୩ କୋର୍ଟ ଚାଲାଣ: ବିଇଓ ଅଫିସ ଆକାଉଣ୍ଟାଣ୍ଟ ଫେରାର

ଭବାନୀପାଟଣା,୨୦।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଶିକ୍ଷା ଅଧିକାରୀ(ବିଇଓ)ଙ୍କ କାର୍ଯ୍ୟାଳୟର ଆକାଉଣ୍ଟାଣ୍ଟ ଶୁଚିସ୍ମିତା ସୁଆର ଟଙ୍କା ହଡ଼ପ କରିଥିବା ମାମଲା ନେଇ ଟାଉନ ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି। ଏହି ଘଟଣାରେ ଶୁଚିସ୍ମିତାଙ୍କ ସହ ସାମିଲ ଥିବା ଅଭିଯୋଗରେ...

ମିଳିଲା ନିଖୋଜ ଯୁବକଙ୍କ ମୃତଦେହ, ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

କେସିଙ୍ଗା,୨୦।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ପଥର୍ଲ ଗ୍ରାମ ପଞ୍ଚାୟତ ଅଧୀନ ମାଲପଡ଼ା-ପଥର୍ଲା ତିନିଛକଠାରୁ ଗୁରୁବାର ଗଳାରେ ରଶିବନ୍ଧା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ହେଲେ ପଥର୍ଲl ଗ୍ରାମ କଲୋନୀପଡ଼ାର କିଷାନ ବାଗ(୨୫)।...

ଭାଲୁ ଆକ୍ରମଣରେ ଚାଷୀ ଗୁରୁତର

କୋକସରା,୨୦।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ ଅଧୀନ ତେନ୍ତୁଳିଆପଡ଼ା ଗ୍ରାମରେ ଗୁରୁବାର ଏକ ଭାଲୁ ଆକ୍ରମଣରେ ଜଣେ ଯୁବଚାଷୀ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ କାମଦେବ ରାଉତ(୩୨)। ମିଳିଥିବା ସୂଚନା ମୁତାବକ, ଗୁରୁବାର କାମଦେବ ସ୍ଥାନୀୟ...

ଶୈବପୀଠରେ ବୃଷଭ ପିଉଛନ୍ତି କ୍ଷୀର

କୋକସରା,୨୦।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକର ବିଭିନ୍ନ ଶୈବପୀଠରେ ଗୁରୁବାର ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ମହାଦେବଙ୍କ ବୃଷଭ କ୍ଷୀର ଓ ପାଣି ପିଉଥିବା ନେଇ ପ୍ରଚାର ହେବାପରେ କୋକସରା ବ୍ଲକର ଡେଙ୍ଗାଗୁଡାଠାରେ ଥିବା ଶମ୍ଭୁଶ୍ୱର ମନ୍ଦିର, ବଡକେନ୍ଦୁଗୁଡା...

ନିଯୁକ୍ତି ପାଇ ତାମିଲନାଡୁ ଗଲେ କଳାହାଣ୍ଡିର ୨୦୦ ଯୁବତୀ

ଭବାନୀପାଟଣା,୧୯ା୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନଠାରେ ଟାଟା ଇଲେକ୍ଟ୍ରୋନିକ୍ସ ପ୍ରାଇଭେଟ ଲିମିଟେଡ ଦ୍ୱାରା ଗତ ୨୪.୯.୨୦୨୨ରେ ନିଯୁକ୍ତି ପାଇଥିବା ଜିଲାର ୨୨୦ ଜଣ ଯୁବତୀ ବୁଧବାର ତାମିଲନାଡୁ ଜିଲାର ହୋସୁର ସହରକୁ ଗସ୍ତ କରିଛନ୍ତି। କଳାହାଣ୍ଡି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri