କଳାହାଣ୍ଡି

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ଭାଗ୍ୟକୁ ଆଦରି ପଡ଼ିରହିଛନ୍ତି ଉକିଆ

କୋକସରା,୨୦ା୭(ଡି.ଏନ୍‌.ଏ.): ରାଜ୍ୟ ସରକାର ଗରିବ ସୀମାରେଖା ତଳେ ଥିବା ଲୋକଙ୍କ ପାଇଁ ଅନେକ ଯୋଜନା କରିଛନ୍ତି। ହେଲେ କିଛି ନିର୍ବାଚିତ ଜନପ୍ରତିନିଧି ଓ ପଞ୍ଚାୟତ କର୍ମଚାରୀଙ୍କ ମୁନାଫାଖୋର ମନୋବୃତ୍ତି ଯୋଗୁ ଯୋଗ୍ୟ ହିତାଧିକାରୀମାନେ ସମସ୍ତ ଯୋଜନାରୁ ବାଦ୍‌ ପଡୁଛନ୍ତି। ଏମିତି...

ଘାଟିରେ ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା

କୋକସରା,୨୦ା୭(ଡି.ଏନ୍‌.ଏ.): ୨୬ ନମ୍ବର ଜାତୀୟ ରାଜପଥ କଳାହାଣ୍ଡି ନବରଙ୍ଗପୁର ସୀମା ଆମପାଣି ଘାଟିରେ ବୁଧବାର ବସ୍‌ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡିଛି। ଆଜି ଅପରାହ୍ନରେ ଭବାନୀପାଟଣାରୁ ଜୟପୁର ଯାଉଥିବା ଓଆର୍‌୧୦ଏଫ୍‌ ୪୦୦୩ ନମ୍ବର ଏସ୍‌ବିଏମ୍‌ଏସ୍‌ ନାମକ...

ଅସୁସ୍ଥ ଥିବା ସତ୍ତ୍ୱେ ସଂସଦରେ ପହଞ୍ଚି ଭୋଟ ଦେଲେ ବିରୋଧୀ ଦଳ ନେତା

ଭବାନୀପାଟଣା,୧୮।୭ (ସ୍ବ.ପ୍ର.): ସୋମବାର ରାଷ୍ଟ୍ରପତି ନିର୍ବାଚନ ନେଇ ମତଦାନ ହୋଇଯାଇଛି। ଅସୁସ୍ଥ ଥିବା ସତ୍ତ୍ୱେ ଦିଲ୍ଲୀର ଗୁରଗାଓଁରୁ ବିରୋଧୀ ଦଳ ନେତା ତଥା ଭବାନୀପାଟଣା ବିଧାୟକ ପ୍ରଦୀପ୍ତ କୁମାର ନାଏକ ସଂସଦରେ ନିଜର ମତ ସାବ୍ୟସ୍ତ କରିଥିଲେ। ସୂଚନାନୁଯାୟୀ, କୋଭିଡ୍‌ରେ...

ଦ୍ରୌପଦୀଙ୍କ ବିଜୟ ପାଇଁ ଦୀପ ଜାଳି ସମୁହ ପ୍ରାର୍ଥନା

କୋକସରା,୧୭।୭(ଡି.ଏନ୍‌.ଏ): ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ପାଇଁ ରବିବାର କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ ଜଗନ୍ନାଥ ଏବଂ ହନୁମାନ ମନ୍ଦିରରେ ଭାଜପା ଏବଂ ବିଶ୍ୱ ହିନ୍ଦୁ ପରିଷଦର ଦଳୀୟ କର୍ମକର୍ତ୍ତା ପ୍ରଦୀପ ପ୍ରଜ୍ଜ୍ୱଳନ କରିବା ସହ...

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର: ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ

ଭବାନୀପାଟଣା,୧୬।୭(ସ୍ବ.ପ୍ର)- କଳାହାଣ୍ଡି ଜିଲା ଧର୍ମଗଡ଼ ଅଞ୍ଚଳର ଜଣେ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ଏହି ଘଟଣାର ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିବା ସହ ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ପୋକ୍ସୋ ଅଦାଲତ...

ଏମ୍‌ସିଏଲ୍‌ରେ ଚାକିରି କରାଇଦେବାକୁ କହି ଠକିନେଲେ ୬୫ ଲକ୍ଷ; ସରକାରୀ ଶିକ୍ଷକଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୬।୭(ସ୍ବ.ପ୍ର.): ଚାକିରିର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ହଡପ କରି ଗିରଫ ହେଲେ ଶିକ୍ଷକ। କଳାହାଣ୍ଡି ଜଲାର ୧୨ ଜଣ ଯୁବତୀଯୁବକଙ୍କୁ ବୁର୍ଲା ଏମ୍‌ସିଏଲ୍‌ରେ ଚାକିରି ଦେବା ପାଇଁ ପ୍ରଲୋଭନ ଦେଖାଇ ୬୫ ଲକ୍ଷ ଟଙ୍କା ଠକିନେଇଥିବା ଅଭିଯୋଗ ହୋଇଛି...

ବଡ଼ ଧରଣର ଡକାୟତି ଉଦ୍ୟମ ପଣ୍ଡ: ସିସିଟିଭିରେ କଏଦ ହେଲେ ଦୁର୍ବୁତ୍ତ

ଭବାନୀପାଟଣା,୧୬।୭(ସ୍ବ.ପ୍ର): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କଲମପୁର ବ୍ଳକ ଖଣ୍ଡିଡଙ୍ଗରିଗୁଡା ଗାଁରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ଡକାୟତି ପଣ୍ଡ ହୋଇଛି। ପ୍ରାୟ ୧୪ଜଣ ଦୁର୍ବୃତ୍ତ ରାତି ୧୨ଟାରେ ମୁହଁରେ ମୁଖା, ମାରଣାସ୍ତ୍ର ଧରି ଗାଁର...

୪ ଦିନ ବନ୍ଦ ପରେ ଜୁନାଗଡ଼-ଧର୍ମଗଡ଼ ରାଜପଥରେ ଗଡ଼ିଲା ଯାନବାହନ

ଜୁନାଗଡ଼,୧୬।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଣ୍ଡାକୁଟ୍ରା ନିକଟସ୍ଥ ହାଲେର ଯୋରରେ ବନ୍ୟା ପାଣି ଆସିବା ଫଳରେ ଗତ ୧୨ତାରିଖରୁ ଆପ୍ରୋଚ ପୋଲ ଧୋଇ ହୋଇଯାଇଥିଲା। ଏଣୁ ଜୁନାଗଡ଼-ଧର୍ମଗଡ଼ ଜାତୀୟ ରାଜପଥ ୧୩୦-ସିରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା। ଘଟଣାର ୪ଦିନ...

ଭାଲୁ ଆକ୍ରମଣରେ ୩ ମୃତ, ୨ ଗୁରୁତର, ୪ ଲକ୍ଷ ଲେଖାଏଁ କ୍ଷତିପୂରଣ

ଖଡ଼ିଆଳ,୧୬।୭(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ଲଖ୍‌ନା ଥାନା ଅନ୍ତର୍ଗତ ସମରସିଂ ଗ୍ରାମ ନିକଟ ଜଙ୍ଗଲରେ ଶୁକ୍ରବାର ଭାଲୁ ଆକ୍ରମଣରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ମୃତକ ହେଲେ ସମରସିଂ...

ଝରକା ଭାଙ୍ଗି ସୁନା, ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଜୁନାଗଡ଼,୧୪ା୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ମଥୁରା ଗ୍ରାମର ଫକୀର ମୋହନ ପଣ୍ଡାଙ୍କ ଘରୁ ଦୁର୍ବୃତ୍ତମାନେ ଝରକା ଗ୍ରୀଲ୍‌ ଭାଙ୍ଗି ସୁନା,ଟଙ୍କା,ମୋବାଇଲ ଚୋରି କରିନେଇଛନ୍ତି। ଏ ନେଇ ଫକୀର ଜୁନାଗଡ଼ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଘରେ କେହି...

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ୨ ପରିବାର ବାସହୀନ

କୋକସରା,୧୩ା୭(ଡି.ଏନ୍‌.ଏ.): ଲଗାଣ ବର୍ଷାରେ କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତ ଭିର୍କାପଡ଼ାର ୨ ଗରିବ ପରିବାରଙ୍କ ଘର ଭାଙ୍ଗି ଯାଇଛି। ଫଳରେ ପରିବାରକୁ ଧରି ନିରାଶ୍ରୟ ହୋଇ ଭଙ୍ଗା ଘରର ଏକ କୋଣରେ ଆଶ୍ରୟ ନେଇଛନ୍ତି। ଅଭିଯୋଗ ଅନୁସାରେ,...

ପ୍ରଥମ ବର୍ଷାରେ ଧୋଇଗଲା ମାଟି: ବିଜୁ ଏକ୍ସପ୍ରେସ୍‌ ଓ୍ବେରେ ବିରାଟ ଗର୍ତ୍ତ

କୋକସରା,୧୨।୭(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ଯୋଜନା ମଧ୍ୟରେ ପଶ୍ଚିମାଞ୍ଚଳର ଅନେକ ଜିଲ୍ଲାକୁ ଯୋଡୁଥିବା ବିଜୁ ଏକ୍ସପ୍ରେସ ୱେ ଏକ ବୃହତ ଯୋଜନା। କଳାହାଣ୍ଡି ଜିଲାର ଶେଷ ସୀମା ଆମପାଣିଠାରୁ ବିଜୁ ଏକ୍ସପ୍ରେସ ୱେ ଆରମ୍ଭ ହୋଇ ନୂଆପଡା ଜିଲାକୁ ସଂଯୋଗ କରୁଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri