କଳାହାଣ୍ଡି

ଅନାସ୍ଥା ପ୍ରସ୍ତାବରେ ହାରିଗଲେ ସରପଞ୍ଚ

କେସିଙ୍ଗା,୨୮ା୧୧: କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ଅନ୍ତର୍ଗତ ବାଲସି ପଞ୍ଚାୟତର ସରପଞ୍ଚ ଭାରତୀ ସୁନାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ବାଲସି ସରପଞ୍ଚଙ୍କ ବିଷୟରେ ଆଲୋଚନା ଓ ଅନାସ୍ଥା ପ୍ରସ୍ତାବ ଗୃହୀତ କରିବା ପାଇଁ...

ବେଆଇନ ଗଛ କାଟୁଥିଲେ, ଧରିଲା ବନବିଭାଗ: ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଲାଞ୍ଜିଗଡ଼,୨୮।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ ଢେପଗୁଡା ସଂରକ୍ଷିତ ଜଙ୍ଗଲ ଠାରେ ବେଆଇନ ଭାବେ ଗଛ କାଟୁଥିବା ବେଳେ ବନବିଭାଗ ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି I ବନ ବିଭାଗ ପକ୍ଷରୁ ଜନ...

ଏମ୍‌ସିଏଲ୍‌ର ସମ୍ମାନଜନକ ସମର୍ଥନ ପାଇଲେ କଳାହାଣ୍ଡିର ଯୁବ ଆଥ୍‌ଲେଟ୍‌ ଆକାଶ ମୁଣ୍ଡ

ଭବାନୀପାଟଣା,୨୭।୧୧(ଉତ୍ତମ କୁମାର ଦାଶ)-ମହାନଦୀ କୋଲଫିଲଡ୍ସ ଲିମିଟେଡ୍‌ (ଏମ୍‌ସିଏଲ୍‌)ର ସମ୍ମାନଜନକ ସମର୍ଥନ ପାଇଛନ୍ତି କଳାହାଣ୍ଡିର ଯୁବ ଆଥେଲେଟ୍‌ ଆକାଶ ରଞ୍ଜନ ମୁଣ୍ଡ। ଏହି ପ୍ରତିଭାବାନ ଆଥଲେଟ୍‌ ଷ୍ଟେଟ ପାରା ବ୍ୟାଡମିଣ୍ଟନ ର଼୍ୟାଙ୍କ ୱାନ୍‌ ଆଖ୍ୟା ପାଇଛନ୍ତି। ସେହିପରି ସେ ରାଜ୍ୟ ପାରା...

ପ୍ରେମିକା ନାବାଳିକା ଥିଲେ ବୋଲି ଯିବାକୁ ପଡ଼ିଥିଲା ଜେଲ, ଏବେ ସିଡବ୍ଲୁସିର ହସ୍ତକ୍ଷେପ ପରେ ବିବାହ କଲେ ପ୍ରେମୀ ଯୁଗଳ

ଭବାନୀପାଟଣା,୨୭।୧୧(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଶିଶୁ ମଙ୍ଗଳ ସମିତି (ସିଡବ୍ଲୁସି)ର ହସ୍ତକ୍ଷେପ ପରେ ଦୁଇ ପ୍ରେମୀ ଯୁଗଳ ଏକାଠି ହୋଇ ବିବାହ ହୋଇଛନ୍ତି। ଏ ନେଇ ଭବାନୀପାଟଣା ସ୍ଥିତ ଜିଲା ଶିଶୁ ମଙ୍ଗଳ ସମିତି କାର୍ଯ୍ୟାଳୟରେ ବୁଧବାର ସେମାନଙ୍କ...

ବାର୍‌ହା ଶିକାର କରି ଚାଲିଥିଲା ମାଂସ ଭାଗବଣ୍ଟା: ମାଡ଼ିବସିଲା ବନ ବିଭାଗ

କେସିଙ୍ଗା,୨୭।୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବନଖଣ୍ଡ ଅଞ୍ଚଳରେ ବାର୍‌ହା ଶିକାର କରି ମାଂସ ଭାଗବଣ୍ଟା ଚାଲିଥିବା ସମଯରେ ବନ ବିଭାଗ ଚଢ଼ଉ କରି ୩ ଜଣ ଶିକାରୀଙ୍କୁ ଗିରଫ କରିଛି। ସେମାନ ଙ୍କଠାରୁ ପ୍ରାୟ ୧ କ୍ୱିଣ୍ଟାଲ ବାର୍‌ହା...

କେନ୍ଦ୍ରର ଜନବିରୋଧୀ ନୀତିକୁ ବିଭିନ୍ନ ସଙ୍ଗଠନର ବିରୋଧ

ଭବାନୀପାଟଣା,୨୭ା୧୧(ଉତ୍ତମ କୁମାର ଦାଶ):କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ମଙ୍ଗଳବାର ଭବାନୀପାଟଣା ଜିଲାପାଳଙ୍କ ଅଫିସ ସମ୍ମୁଖରେ ଜିଲାର ବିଭିନ୍ନ ସଙ୍ଗଠନ ପକ୍ଷରୁ ଗଣଧାରଣା ଦିଆଯାଇଛି। କଳାହାଣ୍ଡି ଜିଲା କେନ୍ଦ୍ରୀୟ ଟ୍ରେଡ ୟୁନିଅନ, ସ୍ବାଧୀନ ଫେଡେରେଶନର ମିଳିତ ମଞ୍ଚ ଓ ସଂଯୁକ୍ତ...

ଗରିବ ଶ୍ରେଣୀର ଲୋକଙ୍କ ସମସ୍ୟାକୁ ଦିଆଯିବ ଅଗ୍ରାଧିକାର

ରୁପ୍ରାରୋଡ,୨୬।୧୧(ସଞ୍ଜୀବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକରେ ନୂତନ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିପିନ ବିହାରୀ ଦୀପ ଯୋଗଦେଇଛନ୍ତି। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାବରେ ସେ ଦାୟିତ୍ୱ ନେବା ପରେ ତାଙ୍କୁ ପୂର୍ବ ବିଡ଼ିଓ ରିପୁନାଥ ସୁନା ପ୍ରାଥମିକ ଦାୟିତ୍ୱ...

ମହିଳାଙ୍କୁ କଚାଡ଼ି ଦେଲା ହାତୀ: ହସ୍ପିଟାଲ୍‌ରେ ଭର୍ତ୍ତି

ରୁପ୍ରାରୋଡ,୨୬।୧୧(ସଞ୍ଜିବ ଦାସ): କଳାହାଣ୍ଡି ଜିଲା ଡମପଦର ଗ୍ରାମରେ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପୂର୍ଣ୍ଣମୀ ବେୱା (୪୦ ) ସକାଳୁ ଶୌଚପାଇଁ ଯାଇଥିବା ବେଳେ ପଟିକିଆ ହାତୀ ହାବୁଡରେ ପଡିଛନ୍ତି। ତାଙ୍କୁ ହାତୀ ଶୁଣ୍ଢରେ ଟେକି କଚାଡି...

ମେଗାଲିଫ୍ଟ କେନାଲରୁ ଜଳସେଚନ ଦାବି: ୩ ରେ ଅଖଚକ ବନ୍ଦ କରିବେ କୋକସରା ବ୍ଲକ ଚାଷୀ

କୋକସରା,୨୫/୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ୨୨ ପଞ୍ଚାୟତର ଚାଷୀଙ୍କୁ ନେଇ ଗଠିତ ସଚେତନ କୃଷକ ମଞ୍ଚ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କୋକସରା ଶିବ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ସଚେତନ କୃଷକ ମଞ୍ଚର...

ଆନ୍ତଃ ମହାବିଦ୍ୟାଳୟ ସ୍ତରୀୟ ଚେସ୍‌ ଓ କ୍ୟାରମ ପ୍ରତିଯୋଗିତା

ଭବାନୀପାଟଣା,୨୩।୧୧(ଉତ୍ତମ କୁମାର ଦାଶ)- ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ଚାଲିଥିବା ଆନ୍ତଃ ମହାବିଦ୍ୟାଳୟ ସ୍ତରୀୟ ଚେସ୍‌ ଓ କ୍ୟାରମ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି। ଚେସ୍‌ ମହିଳା ବିଭାଗରେ ୬ ମହାବିଦ୍ୟାଳୟରୁ ୮ଟି ଦଳ, ପୁରୁଷ ବିଭାଗରେ ୧୪ ମହାବିଦ୍ୟାଳୟରୁ...

ଆଇଆଇଏମ୍‌ ସମ୍ବଲପୁରରେ ମନୋନୀତ ହେଲା କଳାହାଣ୍ଡିର ଷ୍ଟାର୍ଟଅପ୍‌ ଇନ୍‌କ୍ୟୁବେଶନ

ଭବାନୀପାଟଣା,୨୩।୧୧ (ଉତ୍ତମ କୁମାର ଦାଶ) : କଳାହାଣ୍ଡି ଜିଲାର ଏକମାତ୍ର ଷ୍ଟାର୍ଟଅପ ଟ୍ରେଡିଫ୍ରେସେଲଦି ପ୍ରାଇଭେଟ ଲିମିଟେଡ ସମ୍ବଲପୁର ଆଇଆଇଏମ୍‌ରେ ଇନ୍‌କ୍ୟୁବେଶନ ପାଇଁ ମନୋନୀତ ହୋଇଛି । ମାଣ୍ଡିଆରୁ ଏନର୍ଜି ପାଇଁ ପ୍ରୋଟୋଟାଇପ ପ୍ରସ୍ତୁତି ସହିତ ମାର୍କେଟିଂ ଓ ଫଣ୍ଡିଂ ପାଇଁ...

ମାନସିକ ରୋଗାକ୍ରାନ୍ତ ପୁଅ ପାଖରେ ପହଞ୍ଚିଲା ମେଡିକାଲ ଟିମ୍‌

କୋକସରା,୨୨ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କାଶିବାହାଲ ପଞ୍ଚାୟତ ସିଆଲଲଟି ପଡ଼ା ଗ୍ରାମର ମାନସିକ ରୋଗାକ୍ରାନ୍ତ କେଶବ ମାଝୀ (୨୮)ଙ୍କୁ ବୃଦ୍ଧା ମା’ ନେପୁର ମାଝୀ ଗାଁରେ ବନ୍ଦ ପଡିଥିବା ଏକ ପରିତ୍ୟକ୍ତ ସ୍କୁଲ କୋଠରୀରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri