କଳାହାଣ୍ଡି

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର: ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ

ଭବାନୀପାଟଣା,୧୬।୭(ସ୍ବ.ପ୍ର)- କଳାହାଣ୍ଡି ଜିଲା ଧର୍ମଗଡ଼ ଅଞ୍ଚଳର ଜଣେ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ଏହି ଘଟଣାର ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିବା ସହ ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ପୋକ୍ସୋ ଅଦାଲତ...

ଏମ୍‌ସିଏଲ୍‌ରେ ଚାକିରି କରାଇଦେବାକୁ କହି ଠକିନେଲେ ୬୫ ଲକ୍ଷ; ସରକାରୀ ଶିକ୍ଷକଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୬।୭(ସ୍ବ.ପ୍ର.): ଚାକିରିର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ହଡପ କରି ଗିରଫ ହେଲେ ଶିକ୍ଷକ। କଳାହାଣ୍ଡି ଜଲାର ୧୨ ଜଣ ଯୁବତୀଯୁବକଙ୍କୁ ବୁର୍ଲା ଏମ୍‌ସିଏଲ୍‌ରେ ଚାକିରି ଦେବା ପାଇଁ ପ୍ରଲୋଭନ ଦେଖାଇ ୬୫ ଲକ୍ଷ ଟଙ୍କା ଠକିନେଇଥିବା ଅଭିଯୋଗ ହୋଇଛି...

ବଡ଼ ଧରଣର ଡକାୟତି ଉଦ୍ୟମ ପଣ୍ଡ: ସିସିଟିଭିରେ କଏଦ ହେଲେ ଦୁର୍ବୁତ୍ତ

ଭବାନୀପାଟଣା,୧୬।୭(ସ୍ବ.ପ୍ର): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କଲମପୁର ବ୍ଳକ ଖଣ୍ଡିଡଙ୍ଗରିଗୁଡା ଗାଁରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ଡକାୟତି ପଣ୍ଡ ହୋଇଛି। ପ୍ରାୟ ୧୪ଜଣ ଦୁର୍ବୃତ୍ତ ରାତି ୧୨ଟାରେ ମୁହଁରେ ମୁଖା, ମାରଣାସ୍ତ୍ର ଧରି ଗାଁର...

୪ ଦିନ ବନ୍ଦ ପରେ ଜୁନାଗଡ଼-ଧର୍ମଗଡ଼ ରାଜପଥରେ ଗଡ଼ିଲା ଯାନବାହନ

ଜୁନାଗଡ଼,୧୬।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଣ୍ଡାକୁଟ୍ରା ନିକଟସ୍ଥ ହାଲେର ଯୋରରେ ବନ୍ୟା ପାଣି ଆସିବା ଫଳରେ ଗତ ୧୨ତାରିଖରୁ ଆପ୍ରୋଚ ପୋଲ ଧୋଇ ହୋଇଯାଇଥିଲା। ଏଣୁ ଜୁନାଗଡ଼-ଧର୍ମଗଡ଼ ଜାତୀୟ ରାଜପଥ ୧୩୦-ସିରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା। ଘଟଣାର ୪ଦିନ...

ଭାଲୁ ଆକ୍ରମଣରେ ୩ ମୃତ, ୨ ଗୁରୁତର, ୪ ଲକ୍ଷ ଲେଖାଏଁ କ୍ଷତିପୂରଣ

ଖଡ଼ିଆଳ,୧୬।୭(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ଲଖ୍‌ନା ଥାନା ଅନ୍ତର୍ଗତ ସମରସିଂ ଗ୍ରାମ ନିକଟ ଜଙ୍ଗଲରେ ଶୁକ୍ରବାର ଭାଲୁ ଆକ୍ରମଣରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ମୃତକ ହେଲେ ସମରସିଂ...

ଝରକା ଭାଙ୍ଗି ସୁନା, ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଜୁନାଗଡ଼,୧୪ା୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ମଥୁରା ଗ୍ରାମର ଫକୀର ମୋହନ ପଣ୍ଡାଙ୍କ ଘରୁ ଦୁର୍ବୃତ୍ତମାନେ ଝରକା ଗ୍ରୀଲ୍‌ ଭାଙ୍ଗି ସୁନା,ଟଙ୍କା,ମୋବାଇଲ ଚୋରି କରିନେଇଛନ୍ତି। ଏ ନେଇ ଫକୀର ଜୁନାଗଡ଼ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଘରେ କେହି...

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ୨ ପରିବାର ବାସହୀନ

କୋକସରା,୧୩ା୭(ଡି.ଏନ୍‌.ଏ.): ଲଗାଣ ବର୍ଷାରେ କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତ ଭିର୍କାପଡ଼ାର ୨ ଗରିବ ପରିବାରଙ୍କ ଘର ଭାଙ୍ଗି ଯାଇଛି। ଫଳରେ ପରିବାରକୁ ଧରି ନିରାଶ୍ରୟ ହୋଇ ଭଙ୍ଗା ଘରର ଏକ କୋଣରେ ଆଶ୍ରୟ ନେଇଛନ୍ତି। ଅଭିଯୋଗ ଅନୁସାରେ,...

ପ୍ରଥମ ବର୍ଷାରେ ଧୋଇଗଲା ମାଟି: ବିଜୁ ଏକ୍ସପ୍ରେସ୍‌ ଓ୍ବେରେ ବିରାଟ ଗର୍ତ୍ତ

କୋକସରା,୧୨।୭(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ଯୋଜନା ମଧ୍ୟରେ ପଶ୍ଚିମାଞ୍ଚଳର ଅନେକ ଜିଲ୍ଲାକୁ ଯୋଡୁଥିବା ବିଜୁ ଏକ୍ସପ୍ରେସ ୱେ ଏକ ବୃହତ ଯୋଜନା। କଳାହାଣ୍ଡି ଜିଲାର ଶେଷ ସୀମା ଆମପାଣିଠାରୁ ବିଜୁ ଏକ୍ସପ୍ରେସ ୱେ ଆରମ୍ଭ ହୋଇ ନୂଆପଡା ଜିଲାକୁ ସଂଯୋଗ କରୁଛି।...

କଲଭଟ୍‌ ତଳେ କଙ୍କାଳ

କଳାହାଣ୍ଡି,୧୨।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଅନ୍ତର୍ଗତ ତେନ୍ତୁଳିପଡ଼ା କଲଭଟ୍‌ ତଳେ କଙ୍କାଳ ପଡ଼ିଥିବା ଦେଖିବାକୁ ମିଳିଛି। ସ୍ଥାନୀୟ ଲୋକମାନେ ଏ ନେଇ ପୋଲିସକୁ ଖବର ଦେଇଛନ୍ତି। ସୂଚନାନୁଯାୟୀ, ତେନ୍ତୁଳିପଡ଼ା ଗ୍ରାମର କିଛି ବ୍ୟକ୍ତି କଲଭଟ୍‌କୁ ମାଛ ଧରିବା ପାଇଁ...

ଧୋଇଗଲା ଆପ୍ରୋଚ ରୋଡ୍‌, ଯୋଗାଯୋଗ ବିଚ୍ଛିନ୍ନ

ଜୁନାଗଡ଼,୧୨ା୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଓ ଧର୍ମଗଡ଼ ମୁଖ୍ୟ ରାସ୍ତାରେ ଥିବା ହାଲେର ଜୋରରେ ଆଜି  ପାଣି ବଢ଼ିଛି।ତେବେ ନୂତନ ପୋଲ କାମ ଅଧାପନ୍ତରିଆ ଅବସ୍ଥାରେ ରହିଥିବାରୁ ନିକଟରେ କରାଯାଇଥିବା ଆପ୍ରୋଚ ରାସ୍ତାରେ ବଢ଼ି ପାଣି ଯୋଗୁ ଘାଇ ସୃଷ୍ଟି...

ବେଲ୍‌ରେ ଆସି ବାହୁଡ଼ାରେ ସାମିଲ ହୋଇଥିଲେ ଗୋବିନ୍ଦ: ସାକ୍ଷ୍ୟ ପ୍ରମାଣ ପ୍ରଭାବିତ ସନ୍ଦେହ

ଭବାନୀପାଟଣା,୧୨।୭(ସ୍ବ.ପ୍ର): ବେଲ୍‌ରେ ଆସି ଗାଁ ବାହୁଡ଼ା ଯାତ୍ରାରେ ସାମିଲ ହେଲେ ବହୁ ଚର୍ଚ୍ଚିତ କଳାହାଣ୍ଡି ଜିଲା ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ। ସ୍ତ୍ରୀ ଓ ଝିଅର ଚିକିତ୍ସା ପାଇଁ ଗୋବିନ୍ଦଙ୍କୁ ଗତ ୮ ତାରିଖରେ ହାଇକୋର୍ଟ...

ପାହାଡର ପଥର କୁଡିଆରେ ୩୦ ବର୍ଷ

ଭବାନୀପାଟଣା,୧୧।୭(ସ୍ବ.ପ୍ର.): ସମାଜରେ ଆଜି ବି ଅନ୍ଧବିଶ୍ୱାସ ଓ କୁସଂସ୍କାର ଭରି ରହିଛି। ବିଜ୍ଞାନ ଯେତେ ଆଗକୁ ଗଲେ ମଧ୍ୟ ସଚେତନତା ଆଗରେ ଭାରିପଡୁଛି ଅନ୍ଧବିଶ୍ୱାସ। ମଣିଷ ସମାଜରେ ରହିବାକୁ ଭଲପାଏ କିନ୍ତୁ ଯେତେବେଳେ ସମାଜ ମଣିଷକୁ ଦୂରେଇ ଦିଏ ସେତେବେଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri