କଳାହାଣ୍ଡି

ହେଭିଓ୍ବେଟ୍‌ ନେତାଙ୍କ ଜୋର୍‌ଦାର ପ୍ରଚାର

କେସିଙ୍ଗା,୨୦ା୩(ଡି.ଏନ୍‌.ଏ.): କେସିଙ୍ଗା ଏନ୍‌ଏସିର ପୌର ନିର୍ବାଚନ ଆଉ ୪ ଦିନ ରହିଲା। ବିଜେଡିର ଅଧ୍ୟକ୍ଷ ପଦବୀରେ ନୃପରାଜ ଯାଦବଙ୍କୁ ଜିତାଇବା ପାଇଁ ରବିବାର ନର୍ଲା ବିଧାୟକ ଭୂପିନ୍ଦର ସିଂ,ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକ,ନୂତନ ଜିଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂ...

ନୂଆ ସରପଞ୍ଚ ଆଜିଠୁ ନେଲେ ଦାୟିତ୍ୱ

କେସିଙ୍ଗା,୨୦ା୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଲଇତରା ପଞ୍ଚାୟତର ନୂତନ ସରପଞ୍ଚ ଅଶୋକ ପୋଢ଼ ପୂର୍ବତନ ସରପଞ୍ଚ ବିଶ୍ବମ୍ବର ମହଲାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଦାୟିତ୍ୱ ଗ୍ରହଣ ସମୟରେ ଅଶୋକ ପୋଢ଼ଙ୍କ ସମର୍ଥଙ୍କ ସହିତ ପଞ୍ଚାୟତ କାର୍ଯ୍ୟାଳୟକୁ ଆସିଥିଲେ।...

ଏମ୍‌ବି ଛାତ୍ର ଅଧ୍ୟକ୍ଷ ପ୍ରାର୍ଥୀ: ପ୍ରଚାର ମଇଦାନରେ ହେଭିଓ୍ବେଟ୍‌

କେସିଙ୍ଗା,୧୮।୩: ପୌର ନିର୍ବାଚନ ପାଇଁ କଳାହାଣ୍ଡି ଜିଲା କେସିଙ୍ଗା ସହରରେ ୩ ପ୍ରମୁଖ ଦଳ ନିଜ ପ୍ରଚାର କାର୍ଯ୍ୟକୁ ଜୋରଦାର କରିଛନ୍ତି। ଏହି ପରିପ୍ରେକ୍ଷୀରେ ଏମ୍‌ବିଏ ଛାତ୍ର ସଚିନ ଜୈନ ଭାଜପାରୁ ଅଧ୍ୟକ୍ଷ ପ୍ରାର୍ଥୀ ହୋଇ ନିର୍ବାଚନୀ ପ୍ରଚାର ମଇଦାନକୁ...

ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ହଡ଼ପ, ଶିକ୍ଷକ ଗିରଫ

ଭବାନୀପାଟଣା/ଲାଞ୍ଜିଗଡ଼,୧୮।୩ (ସ୍ବ.ପ୍ର./ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଗୁଣୁରି ପଞ୍ଚାୟତର ଜଣେ ଶିକ୍ଷକ ଚାକିରି ଦେବା ନାଁରେ ଶିକ୍ଷିତ ଯୁବକମାନଙ୍କଠାରୁ ଲକ୍ଷାଧିକ ଟଙ୍କା ହଡ଼ପ କରିଥିବା ଅଭିଯୋଗ ହୋଇଛି। ଏ ନେଇ ଠକେଇର ଶିକାର ହୋଇଥିବା ଜଣେ ଯୁବକ ଭବାନୀପାଟଣା...

କେସିଙ୍ଗା ଏନ୍‌ଏସିରେ ବିଜେଡିର ଜୋରଦାର ପ୍ରଚାର

କେସିଙ୍ଗା,୧୭ା୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିରେ ଜୋର୍‌ଦାର ପ୍ରଚାର ଚାଲିଛି। ପୌର ନିର୍ବାଚନ ଯେତିକି ପାଖେଇ ଆସୁଛି କେସିଙ୍ଗା ଏନ୍‌ଏସିରେ ସେତିକି ଜୋରଦାର ପ୍ରଚାର ବିଜେଡି ପକ୍ଷରୁ ଚାଲିଛି। ଗୁରୁବାର ସହରର ୧୦ ଓ ୧୧ ଓ୍ବାର୍ଡରେ ଏନ୍‌ଏସିର ଅଧ୍ୟକ୍ଷ...

ଦାୟିତ୍ୱ ଗ୍ରହଣ କଲେ କିଶୋର

କେସିଙ୍ଗା,୧୭।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିକିଆ ଗ୍ରାମ ପଞ୍ଚାୟତର ନବ ନିର୍ବାଚିତ ସରପଞ୍ଚ କିଶୋର କୁମାର ପଧାନ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ସେ କିକିଆ ସମସ୍ତ ଜନସାଧାରଣଙ୍କୁ କୃତଜ୍ଞତା ଅର୍ପଣ କରିବା ସହ ଆଗାମୀ...

ଚଢ଼ାଉ ସମୟରେ ଗଞ୍ଜେଇ ଭର୍ତ୍ତି ବୋଲେରୋ ଛାଡ଼ି ଚାଳକ ଚମ୍ପଟ

କୋକସରା,୧୬ା୩(ଡି.ଏନ୍‌.ଏ.): କୋରାପୁଟ ଅଞ୍ଚଳରୁ କଳାହାଣ୍ଡି ପଟେ ଆସୁଥିବା ଏକ ବୋଲେରୋ ନମ୍ବର ଓ ୦୮ ସି ୪୨୮୪ରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା କୌଣସି ସୂତ୍ରରୁ ଖବର ପାଇ କଳାହାଣ୍ଡି ଭବାନୀପାଟଣା ଓ ଜୟପାଟଣା ଅବକାରୀ ବିଭାଗର ମିଳିତ ଟିମ୍‌...

ପର୍ଯ୍ୟଟନସ୍ଥଳୀ ଡୋକାରିଚଞ୍ଚରାର ଉନ୍ନୟନ କାର୍ଯ୍ୟ ବୁଲି ଦେଖିଲେ ଅଧିକାରୀ

କୋକସରା,୧୬ା୩(ଡି.ଏନ୍‌.ଏ.): କୋକସରା ବ୍ଲକ ଦକ୍ଷିଣ ବନଖଣ୍ଡ ଅଧୀନରେ ଥିବା ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଅବସ୍ଥିତ କଳାହାଣ୍ଡି ଜିଲାର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଗୁଡ଼ାହାଣ୍ଡି ଡୋକାରିଚଞ୍ଚରାରେ ବନ ବିଭାଗ ଅଧୀନରେ ଚାଲିଥିବା ଉନ୍ନୟନ କାର୍ଯ୍ୟର ପରିଦର୍ଶନ ଓ ସମୀକ୍ଷା କରିଛନ୍ତି ଦକ୍ଷିଣ...

ଦାୟିତ୍ୱ ଗ୍ରହଣ କଲେ ନବନିର୍ବାଚିତ ସରପଞ୍ଚ

କେସିଙ୍ଗା,୧୬ା୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଶିରୋଳ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପିଇଓ ଉଗ୍ରସେନ ଗୌଡ଼ଙ୍କ ଉପସ୍ଥିତିରେ ଝରଣା ବାଗ ବୁଧବାର ସରପଞ୍ଚ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବତନ ସରପଞ୍ଚ ହେମନ୍ତ ନାଗ୍‌ଙ୍କଠାରୁ ନୂଆ ସରପଞ୍ଚ ଝରଣା ବାଗ୍‌ ଦାୟିତ୍ୱ...

ପରଲୋକରେ ପୂର୍ବତନ ସରପଞ୍ଚ

କର୍ଲାମୁଣ୍ଡା,୧୬ା୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା ପଞ୍ଚାୟତର ପୂର୍ବତନ ସରପଞ୍ଚ ଜୟଶ୍ରୀ ନାଏକ(୪୩)ଙ୍କର ବୁଧବାର ପରଲୋକ ହୋଇଯାଇଛି। ତାଙ୍କ ପରଲୋକ ଖବର ପାଇବା ପରେ ତେରେସିଂହା ଓ କର୍ଲାମୁଣ୍ଡା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସେ ଦୀର୍ଘଦିନ ହେଲା...

କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭିତ୍ତିଭୂମି ପରଖିଲେ କାୟାକଳ୍ପ ଟିମ୍‌ ସଦସ୍ୟ

କୋକସରା,୧୫ା୩ (ଡି.ଏନ.ଏ.): ମଙ୍ଗଳବାର କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋଷ୍ଟି ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ଭିତ୍ତିଭୂମି ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରି ଫେରିଛନ୍ତି କାୟାକଳ୍ପ ଟିମ ସଦସ୍ୟ। ମଧ୍ୟାହ୍ନରେ ସେମାନେ ପହଞ୍ଚିବା ପରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ...

ଭୋକ ଉପାସରେ ଚାଲିଚାଲି ସୀମାପାର ହୋଇଥିଲୁ

ଜୁନାଗଡ଼,୧୫।୩(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହର ହଣ୍ଡାଖାଲପଡାର ଡାକ୍ତରୀ ଛାତ୍ର ଶାନ୍ତି କୁମାର ନାୟକ ୟୁକ୍ରେନରୁ ରବିବାର ଘରକୁ ଫେରିଛନ୍ତି। ଫଳରେ ଶାନ୍ତିଙ୍କ ମା, ବାପା ଓ ପରିବାରବର୍ଗଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଶାନ୍ତି ୟୁକ୍ରେନ୍‌ର ଖାରକିଭ୍‌ ନ୍ୟାଶନାଲ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri