କଳାହାଣ୍ଡି

ବାଙ୍ଗାଲୁରୁରେ ଟ୍ରେନ୍‌ ଧକ୍କାରେ ଚାଲିଗଲା ଦାଦନ ଶ୍ରମିକଙ୍କ ଜୀବନ: ଗାଁକୁ ଫେରିଲା ମୃତଦେହ

କୋକସରା,୧୪।୫(ଡି.ଏନ.ଏ.): ପରିବାରର ଆର୍ଥିକ ସ୍ଥିତି ସ୍ବଚ୍ଛଳ ନ ଥିବାରୁ ବାଙ୍ଗାଲୁରୁକୁ ଦାଦନ ଖଟିବାକୁ ଯାଇଥିଲେ ଯୁବକ। ହେଲେ ଟ୍ରେନ୍‌ ଦୁର୍ଘଟଣାରେ ଆଖି ବୁଜିବା ଯୋଗୁ ଘରକୁ ଫେରିଲା ମୃତଦେହ। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା...

ବିନା ସୂଚନା ଫଳକରେ ଚାଲିଥିଲା କୋଟି କୋଟି ଟଙ୍କାର କାମ: ଖବର ପ୍ରକାଶ ପରେ ତଦନ୍ତ ଆରମ୍ଭ

କେସିଙ୍ଗା,୧୩।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ବିଦ୍ୟାପୀଠ ପଛପଟେ ନିର୍ମାଣଧୀନ ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍‌ଡୋର୍‌ ଷ୍ଟାଡିୟମ୍‌ ଓ କେସିଙ୍ଗା ମହାବିଦ୍ୟାଳୟ ପରିସରରେ ବିନା ସୂଚନା ଫଳକରେ ଶ୍ରେଣୀଗୃହ ନିର୍ମାଣ କାର୍ଯ୍ୟ ଚାଲିଛି। ଏନେଇ ଶୁକ୍ରବାର ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା।...

ନିରପେକ୍ଷ ତଦନ୍ତ ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

କୋକସରା,୧୨।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅଧୀନ ବରାଡଙ୍ଗା ପଞ୍ଚାୟତ କେନ୍ଦୁଡୋଙ୍ଗରି ଗାଁର ଦ୍ୱାରିକା ଦାସ(୨୨)ଙ୍କୁ ହତ୍ୟା କରି ଅଭିଯୁକ୍ତମାନେ ଆତ୍ମହତ୍ୟା ରୁପ ଦେବାକୁ ଏକ ଗଛରେ ଟାଙ୍ଗି ଦେଇଥିଲେ। ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି...

ଯୁବକଙ୍କୁ ହତ୍ୟା: ୩ ଅଭିଯୁକ୍ତ କୋର୍ଟ ଚାଲାଣ ପରେ ନିରପେକ୍ଷ ତଦନ୍ତ ଦାବିରେ ଧାରଣା

କୋକସରା,୧୧ା୫(ଡି.ଏନ୍‌.ଏ.): ପ୍ରଥମେ ଯୁବକଙ୍କୁ ହତ୍ୟା କରି ବେକରେ ଫାଶ ଦେଇ ଏକ ଶାଗୁଆନ ଗଛରେ ଝୁଲାଇ ଆତ୍ମହତ୍ୟାର ନାଟକ ରଚିଥିଲେ ଅଭିଯୁକ୍ତ । ହେଲେ ପରିବାରର ଅଭିଯୋଗ ପରେ ୪ ଜଣିଆ ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ, ପାରିପାଶର୍‌ବିକ ଅବସ୍ଥା ଓ...

୬ ମାସ ତଳେ କରିଥିଲେ ପ୍ରେମ ବିବାହ, ଆଜି ଗଛରୁ ମିଳିଲା ଝୁଲନ୍ତା ମୃତଦେହ

କୋକସରା,୧୧ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଆଁଏଲି ଗ୍ରାମର ଜଣେ ଯୁବକ ବୁଧବାର ଆତ୍ମହତ୍ୟା କରିଛନ୍ତି। ମୃତ ଯୁବକ ଆଁଏଲି ଗ୍ରାମର ଦୁଷ୍ମନ୍ତ ମାଝି(୨୦) । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ଏକ ମାମଲା ରୁଜୁ...

୪୧ ବର୍ଷ ପରେ କେସିଙ୍ଗା ମହାବିଦ୍ୟାଳୟକୁ ମିଳିଲା ପଟ୍ଟା

କେସିଙ୍ଗା,୧୦।୫: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ମହାବିଦ୍ୟାଳୟକୁ ଦୀର୍ଘ ୪୧ ବର୍ଷ ପରେ ଉଚ୍ଚ ଶିକ୍ଷା ବିଭାଗ ଓଡିଶା ସରକାରଙ୍କ ପକ୍ଷରୁ ଜମିର ପଟ୍ଟା ପ୍ରଦାନ କରାଯାଇଛି। କେସିଙ୍ଗା ମହାବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ନାମରେ ଦୁଇଟି ଜମି...

ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ଭିନ୍ନକ୍ଷମ ଆୟୁକ୍ତ ନିଯୁକ୍ତି ଦାବି

କର୍ଲାମୁଣ୍ଡା,୧୦।୫(ଡି.ଏନ୍‌.ଏ.): ୧୦ ରାଜ୍ୟ ଭିନ୍ନକ୍ଷମ ଆୟୁକ୍ତ ନିଯୁକ୍ତି ମିଳିତ ମଞ୍ଚ ଓଡ଼ିଶା ପକ୍ଷରୁ ରାଜ୍ୟରେ ଜଣେ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ଭିନ୍ନକ୍ଷମ ଆୟୁକ୍ତ ଭାବରେ ନିଯୁକ୍ତି ଦେବା ନେଇ ବିଭିନ୍ନ ସ୍ଥାନରେ ଜନମତ ସଂଗ୍ରହ ଅଭିଯାନ ଆରମ୍ଭ ହୋଇଯାଇଛି। ଏହି ଅବସରରେ...

୧୫ ଦିନ ହେବ ଟ୍ରାନ୍ସଫର୍ମର ଅଚଳ, ଅନ୍ଧାରରେ ଉପଭୋକ୍ତା

କୋକସରା,୭ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋତମୁଣ୍ଡା ପଞ୍ଚାୟତର କରାଡଙ୍ଗରୀପଡ଼ା ଓ ଟେମେରା ପଞ୍ଚାୟତର ଖୁର୍ସେଲଗୁଡ଼ା ଗ୍ରାମରେ ଥିବା ବିପିଏଲ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ୧୫ ଦିନ ହେବ ପୋଡ଼ିଯାଇଛି। ଫଳରେ ଉଭୟ ଗ୍ରାମର ଉପଭୋକ୍ତା ଅନ୍ଧାରରେ ଦିନ କାଟୁଛନ୍ତି। କରାଡଙ୍ଗରୀ...

୩୫ ଲକ୍ଷ ଭତ୍ତା ଟଙ୍କା ଆତ୍ମସାତ, ୮ଜଣଙ୍କୁ ରିପୋର୍ଟ ମାଗିଲା ଭିଜିଲାନ୍ସ

କେସିଙ୍ଗା,୬।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦିବ୍ୟାଙ୍ଗ, ବିଧବା ଏବଂ ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ଆତ୍ମସାତ ହୋଇଥିବା ଜଣାପଡ଼ିଛିି। ଏ ନେଇ କଳାହାଣ୍ଡି ଭିଜିଲାନ୍ସ ପକ୍ଷରୁ ବ୍ଲକରେ କାର୍ଯ୍ୟରତ ୮ କର୍ମଚାରୀଙ୍କ ରିପୋର୍ଟ ମାଗିଛି। ଏହାକୁ ନେଇ ବ୍ଲକ କାର୍ଯ୍ୟାଳୟରେ...

ଗଛରେ ଝୁଲୁଥିଲା ଯୁବକଙ୍କ ମୃତଦେହ

କୋକସରା,୪ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଆମପାଣି ଥାନା ଅନ୍ତର୍ଗତ କେନ୍ଦୁଡଙ୍ଗରି ଗ୍ରାମ ନିକଟରେ ଏକ ପୋଖରୀ ନିକଟରେ ଥିବା ଶାଗୁଆନ ଗଛରେ ବୁଧବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଗ୍ରାମବାସୀ ଦେଖିଥିଲେ। ଝୁଲନ୍ତା ମୃତଦେହଟି ସେହି ଗାଁର ଯୁବକ...

ଲଡୁଗାଁରେ ପର୍ଶୁରାମ ଜୟନ୍ତୀ

କୋକସରା,୩।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁଠାରେ ମଙ୍ଗଳବାର ପର୍ଶୁରାମ ଜୟନ୍ତି ପାଳିତ ହୋଇଯାଇଛି। ବ୍ରାହ୍ମଣ ସମାଜ ପକ୍ଷରୁ ଲଡୁଗାଁ ଶିଶୁମନ୍ଦିର ଛକରୁ ହନୁମାନ ତିନିଛକ ପର୍ଯ୍ୟନ୍ତ ଏକ ବିରାଟ ଶୋଭାଯାତ୍ରାରେ ପର୍ଶୁରାମ ଜୟନ୍ତୀ ପାଳନ କମିଟିର କର୍ମକର୍ତ୍ତା ବାହାରି...

ଗୋଟିଏ ବାଇକ୍‌ରେ ଯାଉଥିଲେ ୪ଜଣ, ଧକ୍କା ଦେଲା ଟ୍ରକ୍‌

କେସିଙ୍ଗା,୩।୫(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ନିକଟରେ ମଙ୍ଗଳବାର ଏକ ୧୬ ଚକିଆ ଟ୍ରକ ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପିଣ୍ଟୁ ସାହା(୩୫)। ମିଳିଥିବା ସୂଚନା ମୁତାବକ, କେସିଙ୍ଗା ସହରର ୱାର୍ଡ ନମ୍ବର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri