କଳାହାଣ୍ଡି

ଶଟ୍‌ ସର୍କିଟରୁ ଜଳିଗଲା ଘର

ଲାଞ୍ଜିଗଡ଼,୬।୩(ଡି.ଏନ.ଏ): ବିଦ୍ୟୁତ୍‌ ଶଟ୍‌ ସର୍କିଟରୁ ନିଆଁ ଲାଗି ଜଣେ ମହିଳାଙ୍କ ଘର ପୋଡ଼ି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି । ଫଳରେ ମହିଳାଙ୍କ ପରିବାର ସର୍ବସ୍ବାନ୍ତ ହୋଇଯାଇଛନ୍ତି। ମିଳିଥିବା ସୂଚନା ମୁତବକ, ଲାଞ୍ଜିଗଡ଼ ବ୍ଲକ ଗୋବର୍ଦ୍ଧନପୁର ପଞ୍ଚାୟତ ଗୋବର୍ଦ୍ଧନପୁର ଗାଁର ଗୋମତୀ...

ମୃତ ଶ୍ରମିକଙ୍କ ପରିବାର ଲୋକଙ୍କୁ ୧୩ ଲକ୍ଷ ଟଙ୍କା ସହାୟତା ଦେଲା ବେଦାନ୍ତ

ଲାଞ୍ଜିଗଡ଼,୬।୩(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ସ୍ଥିତ ବେଦାନ୍ତ କାରଖାନା ପରିସରରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବକ୍ସାଇଟ ବୋଝେଇ ହାଇଓ୍ବା ଚାପାରେ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଝାଡ଼ଖଣ୍ଡ ଅଞ୍ଚଳର ମୁକେଶ ଟୁଡୁ(୩୩) ଓ ଅଭିମନ୍ୟୁ...

ବେଦାନ୍ତରେ ଅଘଟଣ: ହାଇଓ୍ବା ଚାପାରେ ଦୁଇ ଶ୍ରମିକଙ୍କ ଜୀବନ ଗଲା

ଭବାନୀପାଟଣା,୬ା୩(ସ୍ବ.ପ୍ର.): ବେଦାନ୍ତ ଲିମିଟେଡ୍‌ରେ ଘଟିଛି ଅଘଟଣ। ବକ୍ସାଇଟ୍‌ ବୋଝେଇ ଓ ଖଲାସ କରିବା ପାଇଁ ଓଏସ୍‌ଏଲ କମ୍ପାନୀ ନିୟୋଜିତ ଥିବାବେଳେ ଏହା ଅଧୀନରେ ଥିବା ରାୟଗଡ଼ା ଜିଲା ମୁନିଗୁଡ଼ାର ଜନୈକ ବ୍ୟକ୍ତିଙ୍କ ହାଇଓ୍ବା ଟ୍ରକ୍‌ ଏଥିରେ ଭଡ଼ାରେ ଲାଗିଥିଲା। ଶନିବାର...

ନବରଙ୍ଗପୁର, କଳାହାଣ୍ଡିରେ ଭୂକମ୍ପ

ନବରଙ୍ଗପୁର,୩ା୩(ଡି.ଏନ୍‌.ଏ.): ନବରଙ୍ଗପୁର ଏବଂ କଳାହାଣ୍ଡିରେ ଗୁରୁବାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଭୂକମ୍ପର ତୀବ୍ରତା ୩.୫ ରେକର୍ଡ କରାଯାଇଛି । ୬ ରୁ ୭ ସେକେଣ୍ଡ ଯାଏ ଏହା ଅନୁଭୂତ ହୋଇଥିଲା। ନବରଙ୍ଗପୁର ଜିଲାର ଉମରକୋଟ, ଚନ୍ଦାହାଣ୍ଡି,...

ବିବାହ ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ପ୍ରତାରଣା: ଅଭିଯୁକ୍ତ ଗଲେ ଜେଲ୍‌

କୋକସରା,୨ା୩(ଡି.ଏନ୍‌.ଏ.): ପ୍ରଥମେ ପ୍ରେମ ପରେ ବିବାହ ପ୍ରତିଶ୍ରୁତି ଦେଇ ଜଣେ ଯୁବତୀଙ୍କୁ ଘରୁ ଫେରାର କରି ତା’ସହ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି କୋକସରା ପୋଲିସ ଜଣେ ଯୁବକଙ୍କୁ ଗିରଫ କରି...

ସଟର ତାଡ଼ି ଦୋକାନରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ଲୁଗାପଟା

କର୍ଲାମୁଣ୍ଡା,୨ା୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରଠାରୁ ପ୍ରାୟ ଦୁଇ କିଲୋମିଟର ଦୂର ପୁଟିଗାଁ ଚିନାବାଡ଼ିଠାରେ ଥିବା ମା’ ତ୍ରିପୁରା କ୍ଲଥ ଷ୍ଟୋର୍‌ରୁ ମଙ୍ଗଳବାର ରାତିରେ ଦୁର୍ବୃତ୍ତମାନେ ସଟର ଲକ୍‌ କାଟି ଦୋକାନ ଭିତରେ ଥିବା ଲକ୍ଷାଧିକ ଟଙ୍କାର ଦାମୀ...

ସ୍ତ୍ରୀ ଜିଲା ପରିଷଦ, ସ୍ବାମୀ ସରପଞ୍ଚ

ଜୁନାଗଡ଼,୨୭।୨(ଡି.ଏନ୍‌.ଏ.): ଚଳିତ ପଞ୍ଚାୟତ ନିର୍ବାଚନ ଫଳାଫଳରେ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଚିଚୈଗୁଡା ଗ୍ରାମର ଏକ ଦମ୍ପତି ଭୋଟରଙ୍କୁ ଆକୃଷ୍ଟ କରି ମନ ଜିଣିଛନ୍ତି। ଫଳସ୍ବରୁପ ସ୍ତ୍ରୀ ଜିଲା ପରିଷଦ ଓ ସ୍ବାମୀ ନିର୍ଦ୍ୱନ୍ଦ୍ୱରେ ସରପଞ୍ଚ ହେବା ଏହା ପ୍ରମାଣିତ...

ମୃତ ଖବରଦାତା ରୋହିତ ବିଶ୍ୱାଳଙ୍କ ପରିବାରକୁ ୪ ଲକ୍ଷ ସହାୟତା

ଭବାନୀପାଟଣା,୨୭।୨(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ନିହତ ହୋଇଥିବା ଧରିତ୍ରୀ ଖବରଦାତା ରୋହିତ ବିଶ୍ବାଳଙ୍କ ପରିବାରକୁ ପୋଲିସ ବିଭାଗ ପକ୍ଷରୁ ଶନିବାର ୪ ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ଏସ୍‌ପି ଡା.ଶ୍ରବଣା ବିବେକ ଏମ ଜିଲାର ମୋହନଗିରି ଯାଇ...

କେସିଙ୍ଗାର ୧ ନଂ ଜୋନ୍‌ରେ ବିଜେଡି ଆଗୁଆ

କେସିଙ୍ଗା,୨୬ା୨(ଡି.ଏନ୍‌.ଏ.): କଳାହାଣ୍ଡି କେସିଙ୍ଗା ବ୍ଲକର ୧ ନଂ ଜୋନ୍‌ରେ ଶନିବାର ଭୋଟ୍‌ ଗଣତି ଆରମ୍ଭ ହୋଇଛି। ଏହି ଗଣତିରେ ବିଜେଡି ପ୍ରାର୍ଥିନୀ ଦୀପାଞ୍ଜଳି ସାହୁ ୩୧୬୫ ଭୋଟ୍‌ ପାଇଥିବା ବେଳେ ଭାଜପାର ନମିତାରାଣୀ ସାହୁ ୧୩୧୦ ଭୋଟ ପାଇଛନ୍ତି। କଂଗ୍ରେସରୁ...

ଅଙ୍ଗନୱାଡି କର୍ମୀଙ୍କ ନାଁରେ ଅଶାଳୀନ ଗୀତ ଭାଇରାଲ

ଭବାନୀପାଟଣା,୨୫।୨(ସ୍ବ.ପ୍ର.): ଅଙ୍ଗନୱାଡି କର୍ମୀଙ୍କ ଉପରେ ଏକ ଅଶାଳୀନ ଗୀତ ଗତ ୨ ଦିନ ହେଲା ଭାଇରାଲ ହୋଇଛି। ଏହାକୁ ନେଇ କଳାହାଣ୍ଡି ଜିଲାର ୧୩ଟି ବ୍ଲକର ଅଙ୍ଗନୱାଡିି କର୍ମୀଙ୍କ ମଧ୍ୟରେ ଏବେ ତୀବ୍ର ପ୍ରତିକ୍ରିୟା ଦେଖିବାକୁ ମିଳିଛି। ଏହି ଗୀତରେ...

ଶାନ୍ତିପୂର୍ଣ୍ଣ ଭାବେ ସମ୍ପୂର୍ଣ୍ଣ ହୋଇଛି ପଞ୍ଚମ ପର୍ଯ୍ୟାୟ ନିର୍ବାଚନ

କେସିଙ୍ଗା, ୨୪।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପଞ୍ଚମ ପର୍ଯ୍ୟାୟ ତ୍ରିସ୍ତରୀୟ ନିର୍ବାଚନ ଶାନ୍ତିଶୃଙ୍ଖଳା ଭାବେ ସମ୍ପୂର୍ଣ୍ଣ ହୋଇଛି। ଏହି ବ୍ଲକର ୨୬ଟି ପଞ୍ଚାୟତର ୩୦୫ ବୁଥ୍‌ରେ ୭୭ ହାଜର ୭୬୩ ଭୋଟର ରହିଛନ୍ତି। ୧୦୭ ଜଣ ସରପଞ୍ଚ ପ୍ରାର୍ଥୀ...

କେସିଙ୍ଗା ବ୍ଲକରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଲାଗି ମତଦାନ ଆରମ୍ଭ

କେସିଙ୍ଗା,୨୪।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩୦୫ ବୁଥ ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଗୁରୁବାର ସକାଳ ୭ରୁ ଆରମ୍ଭ ହୋଇଛି। ଏହି ବ୍ଲକର ୨୬ ଟି ପଞ୍ଚାୟତରେ ୭୭ ହଜାର ୭୬୩ ଭୋଟର ରହିଛନ୍ତି। ବ୍ଲକର ୩ ଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri