କଳାହାଣ୍ଡି

୨୦ ବର୍ଷ ପରେ ଭୋଟ

ଲାଞ୍ଜିଗଡ଼,୨୩।୨(ଡି.ଏନ.ଏ.): ଦୀର୍ଘ ୨୦ ବର୍ଷ ପରେ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ନିୟମଗିରି ପାହାଡ଼ ପାଦଦେଶରେ ଥିବା ତ୍ରିଲୋଚନପୁର ପଞ୍ଚାୟତରେ ମଙ୍ଗଳବାର ଚଳିତବର୍ଷ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏଥିଲାଗି ସକାଳୁ ଧାଡିବାନ୍ଧି ଡଙ୍ଗରିଆ ଝରଣିଆ ଯୁବଭୋଟରମାନେ ପାରମ୍ପରିକ ବେଶଭୂଷାରେ ସୁସଜ୍ଜିତ...

ବାହାଘର ସାରି ଫେରୁଥିବା ବେଳେ ଦୁର୍ଘଟଣା, ଗଲା ୪ ଜୀବନ

କେସିଙ୍ଗା,୨୨।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ତୁର୍ଳାଖମନ ଧାନ ମଣ୍ଡି ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୋଲେରୋ-ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ୪ଜଣଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି। ୮ଜଣ ଗୁରୁତର ଆହତ...

ଭୋଟବାକ୍ସରେ ବନ୍ଦ ହେଲା ୫୧୫ ପ୍ରାର୍ଥୀଙ୍କ ଭାଗ୍ୟ

କୋକସରା,୨୦ା୨(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ରବିବାର ଶେଷ ହୋଇଛି । ସକାଳ ୭ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ମତଦାନ ହୋଇଥିବା ଜଣାପଡିଛି। ସୂଚନା ମୁତାବକ, କୋକସରା ବ୍ଲକର ୨୨ଟି ପଞ୍ଚାୟତରେ ୮୭ ହଜାର ୮୩୯...

ଭୋଟ ଦେଲେ ନାହିଁ ଗ୍ରାମବାସୀ

କୋକସରା,୨୦।୨(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକରେ ତୃତୀୟ ପର୍ଯ୍ୟାୟ ମତଦାନ ରବିବାର ଶେଷ ହୋଇଛି। ହେଲେ ବ୍ଲକର କନ୍ଦାବୁଟ୍ରା ପଞ୍ଚାୟତ ତୁନଗାଁର ୫ଟି ୱାର୍ଡ ଓ ଆମପାଣି ପଞ୍ଚାୟତ କୁଟୁରୁର ୬ ନଂ. ୱାର୍ଡରେ ମୌଳିକ ସୁବିଧା ମିଳୁ ନ...

କେସିଙ୍ଗା ବ୍ଲକର ୧ ନଂ ଜୋନ୍‌ରେ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା

କେସିଙ୍ଗା,୨୦ା୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର େ୧ ନଂ ଜୋନ୍‌ରେ ବିଜେଡି,କଂଗ୍ରେସ ଓ ଭାଜପା ମଧ୍ୟରେ ତ୍ରିମୁଖୀ ପ୍ରତିଦ୍ବନ୍ଦ୍ୱିତା ହେଉଛି। ଏହି ଜୋନ୍‌ରେ ୨୮ହଜାର ୪୯୯ଭୋଟର ରହିଛନ୍ତି। ଏହି ଜୋନରେ ୯ ପଞ୍ଚାୟତ ରହିଛି। ସେଗୁଡ଼ିକ ହେଲା ବେଳଖଣ୍ଡି, ସିରଜାପାଲି,...

ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ମତଦାନ: ୨୬୨ ବୁଥ୍‌କୁ ଗଲେ ନିର୍ବାଚନ କର୍ମଚାରୀ

କୋକସରା,୧୯ା୨(ଡି.ଏନ୍‌.): ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ଶେଷ ହୋଇଛି। ରବିବାର କଳାହାଣ୍ଡି ଜିଲା କୋକସରା ବ୍ଲକରେ ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଏଥିପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ବ୍ଲକର ୨୨ ପଞ୍ଚାୟତରେ ୮୭...

ଭୋଟ ଦେଲେନାହିଁ ଗ୍ରାମବାସୀ

ଭବାନୀପାଟଣା,୧୯।୨(ସ୍ବ.ପ୍ର.)କଳାହାଣ୍ଡି ଜିଲା ନର୍ଲା ନିର୍ବାଚନମଣ୍ଡଳୀରେ ୨ୟ ପର୍ଯ୍ୟାୟ ମତଦାନ ଶୁକ୍ରବାର ଶେଷ ହୋଇଛି। ଏହି ନିର୍ବାଚନମଣ୍ଡଳୀରେ ନର୍ଲା ବ୍ଲକ ସମେତ ମ. ରାମପୁର ଓ କର୍ଲାମୁଣ୍ଡା ବ୍ଲକ ରହିଛି। ମ .ରାମପୁର ବ୍ଲକ ଅନ୍ତର୍ଗତ ଦେଢଶୂଳୀ ପଞ୍ଚାୟତ ସିନ୍ଧିଗୁ ଓ...

କର୍ଲାମୁଣ୍ଡା ବ୍ଲକ୍‌ରେ ୮୫ .୭୧% ମତଦାନ

କର୍ଲାମୁଣ୍ଡା,୧୮।୨(ଡି.ଏନ୍‌.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଶୁକ୍ରବାର ହୋଇଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୮୫ .୭୧ ଶତକଡ଼ା ମତଦାନ ହୋଇଥିବା ଜଣାପଡିଛି। ବ୍ଲକ୍‌ରେ ମୋଟ୍‌ ୧୪୩ ବୁଥ୍‌ରେ ଭୋଟ ଗ୍ରହଣ ବ୍ୟବସ୍ଥାକୁ ପ୍ରଶାସନ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା।...

ଆଜି ଭୋଟ୍‌ ଗ୍ରହଣ: ୧୯୨ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ମ.ରାମପୁର,୧୮ା୨(ଡି.ଏନ୍‌.ଏ.): ଆଜି ୧୮ ତାରିଖ ଶୁକ୍ରବାର ମ.ରାମପୁର ବ୍ଲକ ଅଞ୍ଚଳରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୧୯ଟି ପଞ୍ଚାୟତର ୨୩୮ଟି ଭୋଟଦାନ କେନ୍ଦ୍ରରେ ୧୯୨ ଜଣ ପ୍ରାର୍ଥୀଙ୍କର ଭାଗ୍ୟ ପରୀକ୍ଷା ହେବ। ତନ୍ମଧ୍ୟରୁ ୨ଟି ଜିଲା ପରିଷଦର ସଭ୍ୟ ପଦବୀ ପାଇଁ...

ଟ୍ରକ୍‌ ଚାପରେ ମା’ ମୃତ, ଝିଅ ଆହତ

ଭବାନୀପାଟଣା,୧୭।୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପରଦେଶୀପଡା ୨୬ ନଂ. ଜାତୀୟ ରାଜପଥରେ ଗୁରୁବାର ଏକ ଟ୍ରକ୍‌ ଚାପରେ ମା’ଙ୍କ ମୃତ୍ୟୁ ହୋଇଥିବା ବେଳେ ଝିଅ ଆହତ ହୋଇଛନ୍ତି। ମୃତ ମହିଳା ହେଲେ ବାହାଦୁରବଗିଚାପଡାର ରାଜେଶ୍ୱରୀ ଦୀପ (୩୨)। ଖବର...

ଟଙ୍କା ବାଣ୍ଟିବା ବେଳେ ଧରାପଡ଼ିଲେ ପ୍ରାର୍ଥୀଙ୍କ ବାପା

କୋକସରା,୧୭ା୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଡାଲଗୁମା ପଞ୍ଚାୟତର ଜଣେ ସମିତି ସଭ୍ୟ ପ୍ରାର୍ଥୀଙ୍କ ବାପା ଟଙ୍କା ବାଣ୍ଟିବାକୁ ଆସି ଗ୍ରାମବାସୀଙ୍କ ହାତରେ ଧରାପଡ଼ିଛନ୍ତି। ଗ୍ରାମବାସୀ ତାଙ୍କଠାରୁ ନଗଦ ୩୯,୯୦୦ ଟଙ୍କା ଜବତ କରି ପୋଲିସ ଜିମା ଦେଇଥିଲେ। ଏନେଇ...

୫୨କେଜି ନକଲି କୀଟନାଶକ ଔଷଧ ଜବତ

କେସିଙ୍ଗା,୧୭।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ଶ୍ରୀହରିଓମ ସିଡ୍ସ ଓ ଫର୍ଟିଲାଇଜର ଦୋକାନୀ ଉପରେ କୃଷି ବିଭାଗ ପକ୍ଷରୁ ଚଢାଉ କରାଯାଇ ନକଲି କୀଟନାଶକ ଔଷଧ ଜବତ କରାଯାଇଛି। ଟିଟିଲାଗଡ ବ୍ଲକର ଶାଗଣାମୁଣ୍ଡା ଗ୍ରାମର ପ୍ରଶାନ୍ତ ନନ୍ଦ ନାମକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri