କଳାହାଣ୍ଡି

ମନ୍ତ୍ରୀଙ୍କ ଗାଡ଼ି ଭାଙ୍ଗିଦେଲେ

କର୍ଲାମୁଣ୍ଡା,୮ା୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ଆଜି ବିଜୁ ସ୍ବାସ୍ଥ୍ୟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାଏକ ଓ କୃଷି ଓ କୃଷକ ସଶକ୍ତିକରଣ ଉପଦେଷ୍ଟା କୃତିବାସ...

ଆଜି ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ

ଭବାନୀପାଟଣା,୮ା୧୧(ସ୍ବ.ପ୍ର.): ସୋମବାର କଳାହାଣ୍ଡି ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭବାନୀପାଟଣା କୃଷି ମହାବିଦ୍ୟାଳୟ (ଓୟୁଏଟି) ଖେଳ ପଡିଆରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ)କାର୍ଡ ବଣ୍ଟନ କରିବା କାର୍ଯ୍ୟକ୍ରମ ରହିଛି। ଏଥିସହ...

ଜଙ୍ଗଲରୁ ଗଛ କାଟି ବନ୍ଧା ହେଲେ ୭

କୋକସରା,୬ା୧୧(ଡି.ଏନ.ଏ.): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅଧୀନ ସାହାଜଖୋଲ ସଂରକ୍ଷିତ ଜଙ୍ଗଲରୁ ବେଆଇନ ଭାବେ ଗଛ କାଟିବା ଅଭିଯୋଗରେ ବନ ବିଭାଗ ୭ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ କୋକସରା ବ୍ଲକ ସାନ ପୋଡ଼ାଗୁଡ଼ା...

ରଶି ଲଗାଇ ଝୁଲିପଡ଼ିଲେ ମା’: ହାତ ଧରି ରାତିସାରା ଛିଡା ହୋଇଛି କଅଁଳ ଶିଶୁ

ଭବାନୀପାଟଣା,୬।୧୧(ସ୍ବ.ପ୍ର): କଅଁଳ ଶିଶୁର ବୟସ ମାତ୍ର ୨ ବର୍ଷ। ଦୁନିଆ କ’ଣ ଜାଣିବା ଆଗରୁ ତା’ ଆଗରେ ଅଜାଡ଼ି ହୋଇପଡ଼ିଛି ସବୁତକ ଦୁଃଖ। ନିଜର ବୋଲି କେବଳ ମା’କୁ ଚିହ୍ନିଥିବା ବେଳେ ମା’ ବି ପର କରି ଆରପାରିକୁ ଚାଲିଗଲେ।...

ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ ଦିନ ହେବ ଜନତା କର୍ଫ୍ୟୁ

ଭବାନୀପାଟଣା,୫।୧୧(ସ୍ବ.ପ୍ର.): ମମିତା ମେହେର ହତ୍ୟା ଘଟଣା ରାଜ୍ୟରେ ଏବେ ହଇଚୟ ସୃଷ୍ଟି କରିଛି। ମମିତାଙ୍କୁ ନ୍ୟାୟ ଦେବା ପାଇଁ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭକ୍ତ ଦାସ ଲଢେଇକୁ ଜୋରଦାର କରିଛନ୍ତି। ଆସନ୍ତା ୮ ତାରିଖରେ...

ମମିତା ହତ୍ୟା ମାମଲା: ପୋଲିସ ହାତରେ ଲାଗିଲା ଆଉ କିଛି ନୂଆ ତଥ୍ୟ

ଭବାନିପାଟଣା,୫।୧୧(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲା ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାକୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ପୋଲିସକୁ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଛି। । ଗୋବିନ୍ଦ ସାହୁ ମମିତାଙ୍କୁ ହତ୍ୟା କରିବା...

ଧାନ ମଣ୍ଡିରୁ ମିଳିଲା ଯୁବକଙ୍କ ମୃତଦେହ

ଜୁନାଗଡ଼,୪।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଚାରବାହାଲ ମଣ୍ଡିରୁ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ସ୍ଥାନୀୟ ପୋଲିସ ଜବତ କରିଛି। ସେ ହେଲେ ମାଲପଡାର ସୁବ୍ରତ ତାଣ୍ଡି(୩୦)। ତାଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଲୋକେ ସନ୍ଦେହ ପ୍ରକାଶ କରିଛନ୍ତି। ଖବର...

ମମିତା ହତ୍ୟା ମାମଲା: ଛାତ୍ରୀନିବାସରେ ପହଞ୍ଚିଲା ପ୍ରଶାସନିକ ଟିମ୍‌

ଭବାନୀପାଟଣା/ଗୋଲାମୁଣ୍ଡା,୩।୧୧(ସ୍ବ.ପ୍ର./ଡି.ଏନ୍‌.ଏ.): ମମିତା ମେହେର ହତ୍ୟା ଘଟଣାରେ ଦିନକୁ ଦିନ ନୂଆ ତଥ୍ୟ ପଦାକୁ ଆସୁଛି। ସୋମବାର ମହାଲିଙ୍ଗ କଲେଜରେ ପହଞ୍ଚତ୍ କଳାହାଣ୍ଡି ଜିଲା ଧର୍ମଗଡ଼ ଉପଜିଲାପାଳ ପାୱାର ସଚିନ ପ୍ରକାଶ ତଦନ୍ତ କରିଥିବା ବେଳେ ଜାତୀୟ ଶିଶୁ ସୁରକ୍ଷା ଆୟୋଗ...

ମହାଲିଙ୍ଗ କଲେଜରେ ପ୍ରଶାସନିକ ଟିମ୍‌

ଭବାନୀପାଟଣା/ଗୋଲାମୁଣ୍ଡା,୧।୧୧(ସ୍ବ.ପ୍ର./ଡି.ଏନ୍‌.ଏ): ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାକୁ ନେଇ ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। ଏପରିସ୍ଥଳେ ସୋମବାର ମହାଲିଙ୍ଗ କଲେଜରେ ପହଞ୍ଚତ୍ ତଦନ୍ତ କରିଛନ୍ତି ଧର୍ମଗଡ ଉପଜିଲାପାଳ ପାୱାର ସଚିନ ପ୍ରକାଶ। ତାଙ୍କ ସହ...

ମମିତା ହତ୍ୟାକାଣ୍ଡରେ ବ୍ୟବହୃତ ଜେସିବି, ସ୍କୁଟି ଜବତ

ଭବାନୀପାଟଣା,୧।୧୧(ସ୍ବ.ପ୍ର.): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ବ୍ୟବହୃତ ଜେସିବି ଓ ସ୍କୁଟିକୁ ରବିବାର ସାରେ ଜବତ କରିଛି ସିନ୍ଧେକେଲା ପୋଲିସ। ମହାଲିଙ୍ଗରୁ ଏହି ୨ ଗାଡ଼ିକୁ ଜବତ...

ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ଦେଖାଇଲେ କଳାପତାକା

ଗୋଳାମୁଣ୍ଡା,୧।୧୧(ଡି.ଏନ.ଏ): ବହୁ ଚର୍ଚ୍ଚିତ ମହାଳିଙ୍ଗ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣା ଦିନଠାରୁ ଜୁନାଗଡ଼ ବିଧାୟକ ତଥା ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ନିଜ ନିର୍ବାଚନ ମଣ୍ଡଳୀ ଗୋଲାମୁଣ୍ଡା ବ୍ଲକ ପରିଦର୍ଶନ କରି ନ ଥିଲେ। ସୋମବାର...

ଭବାନୀପାଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର

ଭବାନୀପାଟଣା,୩୦।୧୦(ସ୍ବ.ପ୍ର.): ମମିତା ମେହେରଙ୍କ ଅପହରଣ ଓ ହତ୍ୟା ଘଟଣା ନେଇ ହୁଲସ୍ଥୂଲ ହେଉଛି ରାଜ୍ୟ ରାଜନୀତି। ଏହି ପରିପ୍ରେକ୍ଷୀରେ ଶନିବାର ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର କଳାହାଣ୍ଡି ଗସ୍ତ କରିଛନ୍ତି। ସେ ଆସନ୍ତା ନଭେମ୍ବର ଦ୍ୱିତୀୟ ସପ୍ତାହରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri