କଳାହାଣ୍ଡି

ରୋହିତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ଦାବିପତ୍ର

କେସିଙ୍ଗା,୭।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସାମ୍ବାଦିକ ମହାସଂଘ ପକ୍ଷରୁ ସ୍ଥାନୀୟ ପାଠାଗାର ପରିସରରେ ସୋମବାର ଧରିତ୍ରୀ ଖବରଦାତା ରୋହିତ ବିଶ୍ୱାଳଙ୍କ ବିୟୋଗରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରୋହିତଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ୨ ମିନିଟ୍‌ ନୀରବ...

ରୋହିତଙ୍କ ଶେଷକୃତ୍ୟ ସମ୍ପନ୍ନ

ଏମ୍‌ ରାମପୁର,୬।୨(ଡି.ଏନ୍‌.ଏ.): ଲ୍ୟାଣ୍ଡମାଇନ ବିସ୍ଫୋରଣରେ ପ୍ରାଣ ହରାଇଥିବା ଧରିତ୍ରୀ ଖବରଦାତା ରୋହିତ ବିଶ୍ୱାଳଙ୍କ ଶେଷକୃତ୍ୟ ରବିବାର ସମ୍ପନ୍ନ ହୋଇଛି । ଶୋକାକୁଳ ପରିବେଶରେ ଗାଁରେ ରୋହିତଙ୍କର ମୃତଦେହ ସତ୍କାର କରାଯାଇଛି। ସିଆରପିଏଫ୍‌ କ୍ୟାମ୍ପକୁ ଉଠାଇବା ପାଇଁ ମାଓବାଦୀ ପୋଷ୍ଟର ମାରିଥିଲେ...

୫ ବର୍ଷ ହେଲା ମ. ରାମପୁରରେ ସକ୍ରିୟ ରହିଛନ୍ତି ମାଓବାଦୀ

ମ.ରାମପୁର,୬ା୨(ଡି.ଏନ୍‌.ଏ.): କନ୍ଧମାଳ ସୀମାନ୍ତ କଳାହାଣ୍ଡି ଜିଲା ମ. ରାମପୁର ବ୍ଲକର ମୋହନଗିରି, ବାରବନ୍ଧା, ଉର୍ଲାଦାନୀ, ମାଣିକେରା ଆଦି ଅଞ୍ଚଳରେ ଗତ ୪ରୁ ୫ ବର୍ଷ ହେଲା ମାଓବାଦୀଙ୍କ ଗତିବିଧି ସକ୍ରିୟ ରହିଛି। ଏହାକୁ ରୋକିବା ପାଇଁ ଉପରୋକ୍ତ ଅଞ୍ଚଳରେ ନିୟମିତ...

ଶହୀଦ ମାନ୍ୟତା, ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି

ଖୋର୍ଦ୍ଧା ଅଫିସ/ନିରାକାରପୁର/ଜଟଣୀ, ୬ା୨(ଡି.ଏନ୍‌.ଏ.): ଖବର ସଂଗ୍ରହ ପାଇଁ ଯାଇଥିବା ବେଳେ ମାଓବାଦୀମାନେ ବିଛାଇଥିବା ଲ୍ୟାଣ୍ଡମାଇନ ବିସ୍ଫୋରଣରେ ‘ଧରିତ୍ରୀ’ ଖବରଦାତା ରୋହିତ ବିଶ୍ୱାଳଙ୍କ ଶନିବାର ମୃତ୍ୟୁ ଘଟିଛି। ଏନେଇ ଖୋର୍ଦ୍ଧା ସାମ୍ବାଦିକ ଭବନ ପରିସରରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ...

ଖବରଦାତା ରୋହିତ ବିଶ୍ୱାଳଙ୍କ ବିୟୋଗ: ପରିବାର, ଗ୍ରାମବାସୀ ସ୍ତବ୍ଧ

ମ.ରାମପୁର,୬ା୨: ରୋହିତ ବିଶ୍ୱାଳଙ୍କ ସ୍ତ୍ରୀ ମାଧବୀ, ଗୋଟେ ଝିଅ ଓ ପୁଅ ଅଛନ୍ତି। ପୂର୍ବରୁ ତାଙ୍କର ବାପାଙ୍କ ମୃତ୍ୟୁ ହୋଇଥିବାବେଳେ ମା’ ରେବତୀ ଓ ସ୍ତ୍ରୀପିଲାଙ୍କ ସହ ରୋହିତ ନିଜ ଗ୍ରାମ ମୋହନଗିରିରେ ରହୁଥିଲେ। ରୋହିତଙ୍କ ଅକାଳ ମୃତ୍ୟୁ ଖବର...

କିଏ ହାତେଇବ କୋକସରା ବ୍ଲକ ଅଧ୍ୟକ୍ଷା ପଦ, ଚାଲିଛି ଜୋରଦାର ଚର୍ଚ୍ଚା

କୋକସରା,୫ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଉଷ୍ଣତା ଏବେ ପଞ୍ଚାୟତରୁ ବ୍ଲକ ଯାଏ ଦେଖିବାକୁ ମିଳୁଛି। ଗାଁ ଗାଁରେ ସମିତିସଭ୍ୟ, ସରପଞ୍ଚ ପ୍ରାର୍ଥୀଙ୍କ ବ୍ୟାନର ପୋଷ୍ଟରରେ ଛାଇଗଲାଣି। ଏହି ରାଜନୈତିକ ବାତାବରଣ ମଧ୍ୟରେ ବ୍ଲକ ଅଧ୍ୟକ୍ଷ ଆସନ ପାଇଁ ଆଶାୟୀ ପ୍ରାର୍ଥୀଙ୍କ...

ଖବରଦାତା ରୋହିତଙ୍କ ପରିବାର ଲାଗି ୧୩ ଲକ୍ଷର ସହାୟତା ରାଶି ଘୋଷଣା

ଭୁବନେଶ୍ୱର,୫।୨(ବ୍ୟୁରୋ): ମାଓବାଦୀଙ୍କ ବିସ୍ଫୋରଣରେ ପ୍ରାଣ ହରାଇଥିବା ଖବରଦାତାଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯୁବ ଖବରଦାତା ରୋହିତ ବିଶ୍ୱାଳ(୪୭)ଙ୍କ ପରିବାରକୁ ୧୩ ଲକ୍ଷ ଟଙ୍କା ଦେବା ନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ତେବେ ରାଜ୍ୟ...

ଖବରଦାତା ରୋହିତ ବିଶ୍ୱାଳଙ୍କ ବିୟୋଗରେ ଶୋକ

କର୍ଲାମୁଣ୍ଡା,୫ା୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମ.ରାମପୁର ବ୍ଲକର ମୋହନଗିରି ଅଞ୍ଚଳର ଯୁବ ଖବରଦାତା ରୋହିତ କୁମାର ବିଶ୍ବାଳଙ୍କର ଶନିବାର ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ମୃତ୍ୟୁ ଘଟିଛି। ଏହି ଖବର ପ୍ରଚାରିତ ହେବା ମାତ୍ରେ ସମଗ୍ର ଜିଲା ସାରା ଖବରଦାତା ମହଲରେ ଶୋକ...

ମାଓବାଦୀଙ୍କ ଲ୍ୟାଣ୍ଡ୍‌ମାଇନ ବିସ୍ଫୋରଣରେ ଆଖିବୁଜିଲେ ‘ଧରିତ୍ରୀ’ ଖବରଦାତା

ଏମ୍‌.ରାମପୁର,୫ା୨(ଡି.ଏନ୍‌.ଏ.): ଖବର ସଂଗ୍ରହ କରିବାକୁ ଯାଇ ଶନିବାର ମାଓବାଦୀଙ୍କ ଲ୍ୟାଣ୍ଡ୍‌ମାଇନ ବିସ୍ଫୋରଣରେ ଆଖି ବୁଜିଛନ୍ତି ‘ଧରିତ୍ରୀ’ର ଖବରଦାତା ତଥା ଓଜେୟୁର ସକ୍ରିୟ ସଭ୍ୟ ରୋହିତ ବିଶ୍ୱାଳ (୪୭)। ତାଙ୍କ ଘର ମଦନପୁର ରାମପୁର ଥାନା ଅନ୍ତର୍ଗତ ମୋହନଗିରିରେ। ଏଭଳି ହୃଦୟ...

ପରପାରିରେ ପୂର୍ବତନ ବିଧାୟକ ଅଜିତ ଦାସ

ଭବାନୀପାଟଣା,୪।୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣାର ପୂର୍ବତନ ବିଧାୟକ ଅଜିତ ଦାସଙ୍କର ଶୁକ୍ରବାର ସନ୍ଧ୍ୟାରେ ପରଲୋକ ହୋଇଛି। ଭବାନୀପାଟଣାସ୍ଥିତ ନିଜ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘ ଦିନଧରି ଅସୁସ୍ଥ ଥିବା ବେଳେ ହୃଦଘାତ ଯୋଗୁ ତାଙ୍କର ମୃତ୍ୟୁ...

ବିଜେଡି ବିଧାୟକଙ୍କ ଗାଁରେ ଭାଜପାର ଜୋରଦାର ପ୍ରଚାର

କୋକସରା,୩।୨(ଡି.ଏନ୍‌.ଏ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଉଠୁଛି ପଡୁଛି ଗାଁଠୁ ସହର। ଏହାରି ଭିତରେ ଦଳୀୟ ପ୍ରାର୍ଥୀ ନିର୍ବାଚନ ପ୍ରଚାର ପାଇଁ ଅଣ୍ଟା ଭିଡିଛନ୍ତି। କୋକସରା ବ୍ଲକର ଜିଲା ପରିଷଦ ଜୋନ- ୨ ପାଇଁ ଭାଜପାରୁ ଜନାର୍ଦ୍ଦନ ପଣ୍ଡା ପ୍ରାର୍ଥୀ ହୋଇଛନ୍ତି।...

ଲଙ୍ଗଳ ଧରି ପ୍ରଚାର କଲେ

କୋକସରା,୩।୨(ଡି.ଏନ୍‌.ଏ.): ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀଙ୍କୁ ନିର୍ବାଚନୀ ଚିହ୍ନ ମିଳିବା ପରେ ଜୋର ଧରିଛି ପ୍ରଚାର। ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବାକୁ ଉଦ୍ୟମ ଆରମ୍ଭ କରି ଦେଇଛନ୍ତି। କିଏ ହାତରେ ଜୀଅନ୍ତା ମାଛ ଧରି ଭୋଟ ମାଗୁଛନ୍ତି ତ କିଏ ବହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri