କଳାହାଣ୍ଡି

ଟ୍ରେନ ଲାଇନରୁ ମିଳିଲା ମୃତଦେହ

କେସିଙ୍ଗା,୨୧।୧: ସମ୍ବଲପୁର ରେଳ ଡିଭିଜନ ଅଧୀନ କାଣ୍ଡେଲ ରୋଡ଼ଠାରୁ ୨ କି.ମି. ଦୂର ବୁଢ଼ୀପଦର ଗ୍ରାମ ଫାଟକ ନିକଟରୁ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ଜିଆର୍‌ପି ପୋଲିସ ଜବତ କରିଛି। ସେ ହେଲେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର...

ଶେଷ ବେଳକୁ ବଢୁଛି ପ୍ରାର୍ଥୀଙ୍କ ନାମାଙ୍କନ

କୋକସରା,୨୦।୧(ଡି.ଏନ.ଏ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଜାରି ରହିଛି। ଗୁରୁବାର କୋକସରା ବ୍ଲକର ୨୨ ପଞ୍ଚାୟତର ସମିତି ସଭ୍ୟ ଆସନ ପାଇଁ ୩୮ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିବା ବେଳେ ସରପଞ୍ଚ ପାଇଁ ୫୦,...

ତୃତୀୟ ଦିନରେ ୧୭୫ ନାମାଙ୍କନପତ୍ର ଦାଖଲ

କୋକସରା,୧୯ା୧(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଜାରି ରହିଛି। ବୁଧବାର କଳାହାଣ୍ଡି ଜିଲା କୋକସରା ବ୍ଲକର ୨୨ଟି ପଞ୍ଚାୟତରେ ଥିବା ସମିତି ଆସନ ପାଇଁ ୧୫, ସରପଞ୍ଚ ପାଇଁ ୪୬, ଓ୍ବାର୍ଡ ସଭ୍ୟ ପାଇଁ ୧୧୪...

ବିଜେଡିରେ ମିଶିଲେ ତ୍ରିନାଥ ବାଗ

କୋକସରା,୧୯ା୧(ଡି.ଏନ.ଏ.) : ପଦ୍ମ ଛାଡି ଶଙ୍ଖ ଧରିଲେ କଳାହାଣ୍ଡି ଜିଲା କୋକସରା ବ୍ଲକର ଭାଜପା ବରିଷ୍ଠ ନେତା ତ୍ରିନାଥ ବାଗ । ବୁଧବାର ଧର୍ମଗଡ ବିଧାୟକ ମୌଷଧି ବାଗଙ୍କ କୋକସରା ବ୍ଲକ ମାଝୀଗୁଡା ସ୍ଥିତ ବାସଭବନରେ ନିଜର ସମର୍ଥକଙ୍କ ଉପସ୍ଥିତିରେ...

ସାଙ୍ଗ ହୋଇ ଆସିଥିଲେ, ସାଙ୍ଗ ହୋଇ ଚାଲିଗଲେ

ଧର୍ମଗଡ଼,୧୯ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲମୁଣ୍ଡା ବ୍ଲକ ମହାଲିଙ୍ଗ ଗାଁରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଦୁଇ ଯାଆଁଳା ଭାଇ ଖେଳୁଥିବାବେଳେ ଘର ପାଖ ପୋଖରୀକୁ ଖସି ପଡ଼ିଥିଲେ। ବୁଡ଼ିଯାଉଥିବା ଦେଖିଥିଲେ ପରିବାର ଲୋକେ ଦେଖି ଉଭୟଙ୍କୁ ଗୁରୁତ୍ୱପୂର୍ଣ୍ଣ ଅବସ୍ଥାରେ...

ନାମାଙ୍କନପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ସୁରେଶ ଚୌଧୁରୀ

କର୍ଲାମୁଣ୍ଡା,୧୯ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମୋଟ୍‌ ୨ଟି ଜିଲା ପରିଷଦ ଆସନ ପାଇଁ ବର୍ତ୍ତମାନ ସୁଦ୍ଧା ବିଭିନ୍ନ ଦଳ ପକ୍ଷରୁ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇପାରି ନ ଥିଲେ ହେଁ ଏହି ବ୍ଲକର ‘ଖ’ ଜୋନ୍‌ ପାଇଁ କଂଗ୍ରେସ...

ରାସ୍ତା କଡ଼ରେ ପଡ଼ିଛି ଗୁରୁତର ହେଟା ବାଘ

କୋକସରା,୧୮ା୧(ଡି.ଏନ.ଏ): କୋକସରା ବ୍ଲକ କାଉଡୋଲା ୨୬ ନଂ ଜାତୀୟ ରାଜପଥ ଡୁମେର ବନ୍ଦ ନିକଟରେ ମଙ୍ଗଳବାର ଏକ ହେଟା ବାଘ ଗୁରୁତର ହୋଇ ରାସ୍ତା କଡ଼ରେ ପଡ଼ିଥିବା ଦେଖିବାକୁ ମିଳଛି। ସୋମବାର ବିଳମ୍ବିତ ରାତିରେ ପଶୁଟି ରାସ୍ତା ପାର କରିବା...

ଶେଷରେ ଆଖି ବୁଜିଲା ଅସୁସ୍ଥ ଓଟ

କୋକସରା,୧୭ା୧(ଡି.ଏନ.ଏ) : କିଛି ତଳେ କୋକସରା ବ୍ଲକ ଗମ୍ଭାରୀଗୁଡା ଛକ ଯାତ୍ରୀ ବିଶ୍ରାମଗାର ନିକଟରେ ଏକ ସଂକଟାପନ୍ନ ଅବସ୍ଥାରେ ଏକ ଓଟକୁ ଛାଡି ମାଲିକ ଫେରାର ହୋଇଯାଇଥିଲା । ସ୍ଥାନୀୟ କିଛି ଯୁବକ ଅସୁସ୍ଥ ଓଟର ଯତ୍ନ ନେବାସହ ପଶୁ...

କେସିଙ୍ଗାରେ ପୁଷପୂର୍ଣ୍ଣିମା ପର୍ବ ପାଳନ

କେସିଙ୍ଗା,୧୭।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଗ୍ରାମାଞ୍ଚଳରେ ଧୁମଧାମରେ ପୁଷପୂର୍ଣ୍ଣିମା ପର୍ବ ସୋମବାର ପାଳନ କରାଯାଇଛି। ପୂର୍ବରୁ ହୋଇ ଆସୁଥିବା ଏହି ପୁଷପୂର୍ଣ୍ଣିମା ପର୍ବରେ କେସିଙ୍ଗା ସହରର ଛୋଟ ବଡ଼ ପିଲାମାନେ ଘରଘର ବୁଲି ଢୋଲ, ନିଶାନ ଆଦି ବାଦ୍ୟ ଯନ୍ତ୍ର...

ସଂକଟାପନ୍ନ ଅବସ୍ଥାରେ ଓଟକୁ ଛାଡ଼ି ମାଲିକ ଫେରାର

କୋକସରା,୧୬।୧(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ୨୬ ନଂ. ଜାତୀୟ ରାଜପଥ ବଙ୍ଗୋମୁଣ୍ଡା ଛକ ଯାତ୍ରୀ ବିଶ୍ରାମଗାର ନିକଟରେ ମୁମୂର୍ଷୁ ଅବସ୍ଥାରେ ଏକ ଓଟକୁ ଛାଡି ମାଲିକ ଫେରାର ହୋଇଛନ୍ତି। ବର୍ତ୍ତମାନ ଓଟ ଜୀବନ ମରଣ ସହ ସଂଘର୍ଷ କରୁଛି।...

ଅଦିନିଆ ବର୍ଷାରେ ଗଜା ହେଲା ଧାନ, ଚିନ୍ତାରେ ଚାଷୀ

କୋକସରା,୧୫ା୧(ଡି.ଏନ୍‌.ଏ.): ଭିତ୍ତିଭୂମି ନାହିଁ, ଖୋଲା ଆକାଶ ତଳେ ପଡ଼ିରହିଛି କଳାହାଣ୍ଡି ଜିଲା କୋକସରା ବ୍ଲକ କାଶୀବାହାଲ ମଣ୍ଡିରେ ହଜାର ହଜାର କ୍ୱିଣ୍ଟାଲ ଧାନ। ଅଦିନିଆ ବର୍ଷା, ଶୀତ, କୋହଲା ପାଗରେ ଦୀର୍ଘମାସ ଧରି ଧାନକୁ ଜଗି ବସିଛନ୍ତି ଅନ୍ନଦାତା। ବର୍ଷା...

ଆତ୍ମସାତ କରି ଦେବାକୁ ବସିଥିଲେ ୫୦୦କ୍ୱିଣ୍ଟାଲ ପିଡିଏସ୍‌ ଚାଉଳ: ପହଞ୍ଚିଗଲା ଯୋଗାଣ ବିଭାଗ

କେସିଙ୍ଗା,୯।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଚାଞ୍ଚେରସ୍ଥିତ ଏକ ସମତା ଇଣ୍ଡଷ୍ଟ୍ରିରୁ ଚୋରା ପିଡିଏସ୍‌ ଚାଉଳ ଜବତ ହୋଇଛି। ଶନିବାର ରାତିରେ ଚାଉଳ ଅନ୍‌ଲୋଡ ସମୟରେ ଜିଲା ଯୋଗାଣ ଅଧିକାରୀ ପବିତ୍ର ସାହୁଙ୍କ ନିର୍ଦ୍ଦେଶ କ୍ରମେ ଯୋଗାଣ ବିଭାଗର ୪...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri