କଳାହାଣ୍ଡି

ଭିଜିଲାନ୍ସ ଜାଲରେ ସ୍ବାସ୍ଥ୍ୟକର୍ମୀ

ଭବାନୀପାଟଣା,୬।୧: କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଦୁଆରସୁନି ଉପସ୍ବାସ୍ଥ୍ୟକେନ୍ଦ୍ରର ସ୍ବାସ୍ଥ୍ୟକର୍ମୀ ଅନିଲ କୁମାର ସେନାପତି ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବୁଧବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭବାନୀପାଟଣା ଯମୁନାସାଗର ଗ୍ରାମର ଉପେନ୍ଦ୍ର ବେହେରାଙ୍କ ସ୍ତ୍ରୀଙ୍କୁ ଆଶାକର୍ମୀ କରାଇ...

ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଗିରଫ ଦାବିରେ ଥାନା ସମ୍ମୁଖରେ ବିକ୍ଷୋଭ

ଜୁନାଗଡ଼/କୋକସରା, ୫।୧: କଟକ ଜିଲା ମାହାଙ୍ଗା ବ୍ଲକ ପୂର୍ବତନ ଅଧ୍ୟକ୍ଷ ତଥା ଭାଜପା ନେତା କୁଳମଣି ବରାଳ ଏବଂ ସହଯୋଗୀ ଦିବ୍ୟସିଂ ବରାଳଙ୍କୁ ହତ୍ୟା ଘଟଣା ନେଇ ମଙ୍ଗଳବାର ଜୁନାଗଡ଼ ଭାଜପା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏହି...

ଗୋବରଗୋଲା ଜଳପ୍ରପାତ

ପର୍ଯ୍ୟଟନ ଋତୁ ଆସିଲେ କଳାହାଣ୍ଡି ଜିଲାର ପର୍ଯ୍ୟଟନସ୍ଥଳୀ ମଧ୍ୟରୁ ମନେପଡେ ଗୋବରଗୋଲା ଜଳ ପ୍ରପାତ। ଜିଲାର ସଦରମହକୁମା ଭବାନୀପାଟଣାଠାରୁ ଏହାର ଦୂର ପ୍ରାୟ ୪୫ କି.ମି.। ଜୁନାଗଡ ବ୍ଲକ ଅନ୍ତର୍ଗତ ବୁଡିଦର ପଞ୍ଚାୟତରେ ଏହି ମନୋରମ ପର୍ଯ୍ୟଟନସ୍ଥଳୀ ରହିଛି। ଏବେ...

ଧାନକିଣା ବାଟବଣା: ୧୫ଦିନ ହେଲା ମଣ୍ଡିରୁ ଉଠୁନି ଧାନ

ଜୁନାଗଡ,୨।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକରେ ଧାନକିଣା ବାଟବଣା ହୋଇଛି। ବ୍ଲକର ଅନେକ ମଣ୍ଡିରେ ଟାର୍ଗେଟ ସରିଯାଇଥିବା ଆଳ ଦେଖାଇ ଧାନ ଉଠାଣ କରାଯାଉନାହିଁ। ଫଳରେ ଚାଷୀ ଧାନ ବିକ୍ରି ଆଶାରେ ଟୋକନ ପାଇ ହାଡଭଙ୍ଗା ଶୀତକାକରରେ ମଣ୍ଡିରେ ପଡିରହିଛନ୍ତି।...

ହାଇଡ୍ରୋଲିକରେ ଚାପି ହୋଇ ଡ୍ରାଇଭରଙ୍କ ଜୀବନ ଗଲା, ଉତ୍ତେଜନା

କୋକସରା,୨ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ମାଝିଗୁଡ଼ା-ଟେମେରାରାଣାପଡା ରାସ୍ତା କାମରେ ନିୟୋଜିତି ଥିବା ବେଳେ ଶନିବାର ଏକ ଟ୍ରାକ୍ଟର ହାଇଡ୍ରୋଲିକ୍‌ ତଳେ ଚାପି ହୋଇ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଡିସମ୍ବର ପୁଞ୍ଜି(୨୪)। ମିଳିଥିବା ସୂଚନା...

ବ୍ୟାାଡ୍‌ମିଣ୍ଟନ ଟୁର୍ନାମେଣ୍ଟ: ଯଶୋବନ୍ତ-ଅଜୟଙ୍କୁ ଟାଇଟଲ୍‌

ଭବାନୀପାଟଣା,୧।୧(ଡି.ଏନ୍‌.ଏ.): ଭବାନୀପାଟଣା ଦର୍ପଣ ସାଗରପଡ଼ାରେ ଚାଲିଥିବା ନିତ୍ୟାନନ୍ଦ ମହାପାତ୍ର ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଟୁର୍ନାମେଣ୍ଟରେ ୧୦ଟି ଦଳ ଅଂଶ ଗ୍ରହଣ କରିଥିଲେ। ପ୍ରତ୍ୟେକ ଦଳ ୩ଟି ଲେଖାଏଁ ମ୍ୟାଚ ଖେଳିଥିଲେ। ସେମାନଙ୍କ ମଧ୍ୟରୁ ଫାଇନାଲରେ ଅଜୟ ନାଗ ଓ...

ଜାତୀୟ ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ଭାଗ ନେବ କଳାହାଣ୍ଡିର ନୃତ୍ୟ ଦଳ

ଭବାନୀପାଟଣା,୧।୧(ଡି.ଏନ.ଏ.): କଳାହାଣ୍ଡି ଜିଲା ଭାନୀପାଟଣା ପ୍ରତିଭା ଅନୁଷ୍ଠାନର ବଜାଶାଲ ନୃତ୍ୟ ଦଳ ଜାତୀୟ ପରେଡ୍‌ରେ ଯୋଗଦେବା ପାଇ ମନୋନୀତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଧ୍ୟାନାନନ୍ଦ ପଣ୍ଡା ଏହି ସୂଚନା ଦେଇଛନ୍ତି। ଆସନ୍ତା ସାଧାରଣତନ୍ତ୍ର ଦିବସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା...

୨ ବର୍ଷ ହେଲା କାର୍ଯ୍ୟକ୍ଷମ ହେଉନି

କେସିଙ୍ଗା, ୩୦।୧୨ (ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରର ଅବକାରୀ ବିଭାଗ ନିକଟ କେନ୍ଦୁପତ୍ର କେନ୍ଦ୍ରୀୟ ଗୋଦାମ ଗୃହ ଆଜକୁ ୨ ବର୍ଷ ହେବ କାର୍ଯ୍ୟକ୍ଷମ ନ ହୋଇ ଭୂତକୋଠି ହୋଇ ପଡି ରହିଛି। କେସିଙ୍ଗା ରେଞ୍ଜ ଅଧୀନରେ ୬୨ଟି...

ଟାର୍ଗେଟ ଅଭାବ, ଉଠୁନି ଧାନ

ଜୁନାଗଡ, ୩୦।୧୨ (ଡି.ଏନ.ଏ.): ଚାଷୀଙ୍କୁ ଟୋକନ ମିଳିଛି। ଧାନ ମଧ୍ୟ ଆଣି ମଣ୍ଡିରେ ରଖିଛନ୍ତି। ହେଲେ ଟାର୍ଗେଟ ଅଭାବରୁ ଧାନ ଉଠାଣ ହେଉ ନ ଥିବାରୁ ଗତ ୧୦ ଦିନ ହେଲା ହାଡଭାଙ୍ଗା ଶୀତ କାକରରେ ମଣ୍ଡିରେ ପଡି ରହିଛନ୍ତି ଚାଷୀ।...

ପୂର୍ବତନ ଡ୍ରାଇଭରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଧର୍ମଗଡ଼,୩୦।୧୨(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଇନ୍ଦ୍ରାବତୀ ପ୍ରକଳ୍ପର ପୂର୍ବତନ ଡ୍ରାଇଭର ରମେଶ ପଣ୍ଡାଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଏକକାଳୀନ ତାଙ୍କ ଧର୍ମଗଡ଼ସ୍ଥିତ ବାସଭବନ ଓ ଜୁନାଗଡ଼ ଗେଷ୍ଟ ହାଉସରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ଆୟବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ...

କଳାହାଣ୍ଡିରେ ପୁଣି ମାତିଲେ ଲାଲବାହିନୀ: ଗଛ କାଟି ରାସ୍ତା ଅବରୋଧ

ଭବାନୀପାଟଣା,୨୮।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଥୁଆମୂଳ ରାମପୁର ୪୪ ନଂ. ରାଜ୍ୟ ରାଜପଥ ଯାଖମ ନିକଟରେ ମାଓବାଦୀ ଗଛକାଟି ରାସ୍ତା ଅବରୋଧ କରିଛନ୍ତି । ଏହା ସହ ଓଡ଼ିଶା ରାଜ୍ୟ ସିପିଆଇ ମାଓବାଦୀଙ୍କ ପକ୍ଷରୁ ପୋଷ୍ଟର ଓ ବ୍ୟାନର ଲଗାଯାଇଛି।...

ଆୟ ବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗ: ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭାନୀପାଟଣା,୨୮।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଥୁଆପଦର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ବାଲେଶ୍ୱର ନାଏକଙ୍କ ଘରେ ସୋମବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା ସୂଚନା ମିଳିଛି। ଏକାକାଳୀନ ତାଙ୍କ ଭବାନୀପାଟଣାସ୍ଥିତ ଗୋଦାମପଡା ବାସଭବନ,...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri